ରାଜ୍ୟ

ଆସୁଛି ବାତ୍ୟା, ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ତୋରଣ ଖୋଲିବାକୁ ନିର୍ଦ୍ଦେଶ

କେନ୍ଦ୍ରାପଡ଼ା,୨୨ା୧୦: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାର ପ୍ରସ୍ତୁତି ଜୋରଦାର ଚଳାଇଛନ୍ତି। ବାତ୍ୟା ସମୟରେ ହେବାକୁ ଥିବା ଦ୍ରୁତ ପବନକୁ ନଜରରେ ରଖି ଢେଙ୍କାନାଳ ଏବଂ କେନ୍ଦ୍ରାପଡା ଲକ୍ଷ୍ମୀପୂଜା କମିଟି ମାନଙ୍କୁ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ତୋରଣମାନ ଖୋଲିବାକୁ କୁହାଯାଇଛି।...

ବନବାସୀଙ୍କୁ ଶୋଷଣ କରୁଛନ୍ତି ବେପାରୀ, ସମାଧାନ କରିବାକୁ ଦାବି

କେନ୍ଦୁଝର,୨୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଶାସନିକ ଅବହେଳା କାରଣରୁ କେନ୍ଦୁଝର ଜିଲାର ବନବାସୀମାନେ ବେପାରୀଙ୍କ ଦ୍ୱାରା ଶୋଷଣର ଶିକାର ହେଉଛନ୍ତି। ଦୁର୍ଗମ ଅଞ୍ଚଳରୁ ସହରକୁ ବନଜାତ ଦ୍ରବ୍ୟ ବିକ୍ରି କରିବାକୁ ଆସୁଥିବା ବନବାସୀଙ୍କ ପାଇଁ ଉପଯୁକ୍ତ ବ୍ୟବସ୍ଥା ନ ଥିବାରୁ ସେମାନେ...

କରୁଥିଲେ କଳାବଜାରୀ ଆଳୁ କିଲୋ ୫୦, ପିଆଜ ୭୦: ହଠାତ୍‌ ଛତ୍ରବଜାର ସବୁ ଦୋକାନରେ ପଶିଲା ଯୋଗାଣ ବିଭାଗ

କଟକ,୨୨।୧୦: ସମ୍ଭାବ୍ୟ ବାତ୍ୟା ପୂର୍ବରୁ ଲୋକ ଆତଙ୍କିତ ହୋଇ ଅଧିକା କିଣାକିଣି କରୁଛନ୍ତି। ଏହାର ଫାଇଦା ଉଠାଇ କେତେଜଣ ଅସାଧୁ ବେପାରୀ ଦର ବଢ଼ାଇ ଦେଇଛନ୍ତି। ବାତ୍ୟା ପୂର୍ବରୁ ପରିବା ମାର୍କେଟରେ ଆଳୁ, ପିଆଜ ସମେତ ବିଭିନ୍ନ ପନିପରିବା ଦର...

ସତ ହେଉଛି ପଞ୍ଜିକା ଗଣନା! ଭାଇରାଲ ହେଉଛି ଖଡିରତ୍ନ ପଞ୍ଜିକାର ପୃଷ୍ଠା, ଏହି ସବୁ ଅଞ୍ଚଳରେ ହେବ…

ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର...

ବାତ୍ୟା ପ୍ରସ୍ତୁତି ନେଇ ସୁରେଶ ପୂଜାରୀଙ୍କ ବଡ଼ ସୂଚନା: ଆସନ୍ତାକାଲି ରାତି ସୁଦ୍ଧା ଲୋକଙ୍କୁ…

ଭୁବନେଶ୍ୱର,୨୨।୧୦: ବାତ୍ୟା ପ୍ରସ୍ତୁତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜିଲା ପ୍ରଶାସନ ସହ ଯୋଗାଯୋଗରେ ଅଛୁ। ୨୫୦ଟି ରିଲିଫ ସେଣ୍ଟରର ବ୍ୟବସ୍ଥା କରାଯାଇଛି। ସବୁ ରିଲିଫ ସେଣ୍ଟରରେ ମହିଳା ପୋଲିସ ରହିବେ।...

ବରିଷ୍ଠ ଖବରଦାତା ବିଜୟ ଦ୍ୱିବେଦିଙ୍କ ପରଲୋକ

ଭବାନୀପାଟଣା,୨୨।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ଖବରଦାତା ବିଜୟ ଦ୍ୱିବେଦିଙ୍କ ୬୪ ବର୍ଷ ବୟସରେ ମଙ୍ଗଳବାର ସକାଳରେ ପରଲୋକ ହୋଇଛି। ସୋମବାର ଦେହ ଅସୁସ୍ଥ ହେବା ପରେ ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ମେଡିକାଲ...

ଦାନା ପାଇଁ ଏମ୍‌କେସିଜି ଡାକ୍ତର, କର୍ମଚାରୀଙ୍କ ଛୁଟି ବାତିଲ

ବ୍ରହ୍ମପୁର,୨୧।୧୦: ଗଞ୍ଜାମ ଜିଲାରେ ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯିବା ସହିତ...

ବୁଧବାର ସନ୍ଧ୍ୟାରୁ ବଦଳିବ ପାଗ: ଏହି ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର...

ବିଇଏମସିରେ ବିଜେଡି କର୍ପୋରେଟର ଦୁଇ ଫାଳ: ରହସ୍ୟ ଘେରରେ ପୂର୍ବତନ ଏମପି, ବିଧାୟକଙ୍କ….

ବ୍ରହ୍ମପୁର,୨୧ା୧୦(ନରସିଂହ ସାହୁ): ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) ବିଜେଡି କର୍ପୋରେଟର ଦୁଇ ଫାଳ ହୋଇଯାଇଛି। ସୋମବାର ଦଳର ବୈଠକରେ ୨୫ରୁ ଅଧିକ ଅନୁପସ୍ଥିତ ଥିବାରୁ ବିବାଦ ପକାକୁ ଆସିଛି। ଜିଲା ସଭାପତି ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା...

ଧଳତଙ୍ଗଗଡ଼ ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲର ଉନ୍ନତୀକରଣ ହେଉ, ଜିଲା ବିକାଶ ନେଇ ବିଭାଗୀୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ

ଜଗତ୍‌ସିଂହପୁର, ୨୨ା୧୦(ପ୍ରମୋଦ କୁମାର ନାୟକ): ଓଡ଼ିଆ ମହାଭାରତର ରଚୟିତା ହେଉଛନ୍ତି ଆଦିକବି ସାରଳା ଦାସ। ଜଗତ୍‌ସିଂହପୁର ଜିଲାରେ ଜନ୍ମିତ ଏହି ମହାପୁରୁଷଙ୍କ ସ୍ମୃତି ଉଦ୍ଦେଶ୍ୟରେ ଜିଲା ମୁଖ୍ୟାଳୟରେ ଏ ପର୍ଯ୍ୟନ୍ତ ଗୋଟିଏ ବି ପ୍ରତିମୂର୍ତ୍ତି ସ୍ଥାପନ ହୋଇ ପାରିନାହିଁ। ଜଗତ୍‌ସିଂହପୁର...

ସମ୍ଭାବ୍ୟ ବାତ୍ୟା, ଚିନ୍ତାରେ ଚାଷୀ: ୩୪୦ ଏକର ପାଚିଲା ଧାନଫସଲ ନଷ୍ଟ ଆଶଙ୍କା

ନାଉଗାଁ,୨୨ା୧୦(ସୁଧା ବେହୁରା): ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଉପକୂଳ ଛୁଇଁପାରେ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରୁଥିବାବେଳେ ଉପକୂଳ ଓଡିଶାରେ ପ୍ରବାଳ ବର୍ଷା ହେବାର ଆଶଙ୍କା ରହିଛି। ଏନେଇ ନାଉଗଁା ବ୍ଲକରେ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ବ୍ଲକରେ ସମୁଦାୟ ୭ ହଜାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri