ରାଜ୍ୟ

ଚାଉଳ ପାଇଁ ରାଜ୍ୟର ସବୁ ପଞ୍ଚାୟତରେ ବିଜେଡିର ବିକ୍ଷୋଭ

ଭୁବନେଶ୍ବର, ୧୬ା୨(ବ୍ୟୁରୋ): ଧାନ କିଣା ନୀତି ଓ ଚାଉଳ କାଟ୍‌ ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୋଧରେ ବିଜେଡି ରାସ୍ତାକୁ ଓହ୍ଲାଇଛି। ରାଜ୍ୟରୁ ଯେତିକି ଧାନ ଉଠାଇବା କଥା କେନ୍ଦ୍ର ସରକାର ସେତିକି ଉଠାଉନାହାନ୍ତି ବୋଲି ବିଜେଡି ଅଭିଯୋଗ କରିଛି। ଧାନ...

ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ରାଜ୍ୟରେ ଦୁଇରୁ ତିନି ଦିନ ମଧ୍ୟରେ ତାପମାତ୍ରା ବଢ଼ିବ। ସ୍ବାଭାବିକଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତାପମାତ୍ରା ବୃଦ୍ଧି ସହ ରାଜ୍ୟର କିଛି ଜିଲାରେ ପ୍ରବଳ...

ଏବେ ନବ ତ କାଲି ଆଉ କିଏ: ଚେଲ୍ଲା କୁମାର

ଭୁବନେଶ୍ବର, ୧୬ା୨(ବ୍ୟୁରୋ): ମନ୍ତ୍ରୀ ନବ ଦାସ ହତ୍ୟା ମାମଲା ନେଇ ସରକାରଙ୍କୁ ବିରୋଧୀ ପୁଣି ଟାର୍ଗେଟ କରିଛନ୍ତି। କଂଗ୍ରେସ ପ୍ରଭାରୀ ଚେଲ୍ଲାକୁମାର, ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର ଏବଂ ପ୍ରଦୀପ ପୁରୋହିତ ବିଜେଡି ନେତାମାନଙ୍କୁ ନବ ଦାସଙ୍କ ହତ୍ୟା...

ଅର୍ଥକରୀ ଫସଲ ପାଇଁ ମିଳିବ ପ୍ରୋତ୍ସାହନ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): କୃଷକମାନଙ୍କ ଆୟବୃଦ୍ଧି ନିମନ୍ତେ ଅଧିକ ଅର୍ଥକରୀ ଫସଲ ଚାଷକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଇ ଆସିଛନ୍ତି। ରାଜ୍ୟ କ୍ୟାବିନେଟ୍‌ ଫସଲ ବିବିଧୀକରଣ କାର୍ଯ୍ୟକ୍ରମକୁ ଅନୁମୋଦନ କରିଛିି। ଏଥିରେ ରାଜ୍ୟର ସମସ୍ତ ୩୦ ଜିଲାରେ...

ଯୁବକଙ୍କୁ ନିର୍ମମ ହତ୍ୟା

ଭବାନୀପାଟଣା,୧୫ା୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦରଥାନା ଅନ୍ତର୍ଗତ ପେଙ୍ଗସୁର ଗାଁରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ ନେଇ ଗାଁର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମୃତକ ହେଲେ ପେଙ୍ଗସୁର ଗ୍ରାମର ଅମର ମାଝି। ଗୁଣି ଗାରେଡ଼ି...

ଜଳିଗଲା ୨୩ ପରିବାରର ୪୭ ବଖରା

ପରଜଙ୍ଗ,୧୫ା୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପଥରଖମ୍ବ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨୩ ପରିବାରର ୪୭ ବଖରା ଘର ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ନିଆଁ ଲାଗିବା ପରେ ଏକ ଗ୍ୟାସ୍‌ ସିଲିଣ୍ଡର ଫାଟିଯିବାରୁ ନିଆଁ ତୀବ୍ରବେଗରେ ଚାରିଆଡ଼କୁ ବ୍ୟାପିଯାଇଥିଲା।...

ଓଜନ କମାଇବା ପାଇଁ ପୋଲିସ ବାବୁଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଭୁବନେଶ୍ବର ପୋଲିସର ସବୁ ଅଧିକାରୀ ଓ କର୍ମଚାରୀଙ୍କୁ ଫିଟ୍‌ ରହିବାକୁ କମିଶନରେଟ ପୋଲିସ ନିର୍ଦ୍ଦେଶ ଦେଇଛି। ଡିଜି କ୍ୟାମ୍ପ ହାଉସ୍‌ରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ହେଡ୍‌କ୍ବାର୍ଟର, ଟିମ୍‌ ୬୦, ଓଏସ୍‌ଏପି ଫିଟ୍‌ ରହିବେ ସେଥିପାଇଁ କମିଶନରେଟ...

ମାଣ୍ଡିଆପଲ୍ଲୀ ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଗଞ୍ଜାମ ଜିଲା ଗୋପାଳପୁରର ମାଣ୍ଡିଆପଲ୍ଲୀରେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଅନୁକମ୍ପା...

୨୦ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ବିଧାନସଭା ବଜେଟ୍‌ ଅଧିବେଶନ ପାଇଁ ଆସନ୍ତା ୨୦ ତାରିଖରେ ସର୍ବଦଳୀୟ ବୈଠକ ବସିବ ।  ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ବଜେଟ୍‌ ଅଧିବେଶନକୁ ସୁଚାରରୂପେ ଶେଷ...

କନ୍ୟାଯାତ୍ରୀଙ୍କ ଉପରେ ମାଡିଗଲା ସ୍କର୍ପିଓ: ୩ ମୃତ,୧୨ ଆହତ

ଗୋପାଳପୁର,୧୫।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧୀନ ମାଣ୍ଡିଆପଲ୍ଲୀ ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି । ମୃତକମାନେ ହେଲେ ବ୍ରହ୍ମପୁର ମହାନଗର ଅଞ୍ଚଳର ଲାଞ୍ଜିପଲ୍ଲୀ କେଶବ...

ଅସହିଷ୍ଣୁତାର ସମାଜ ଗଢ଼ୁଛେ

ବ୍ରିଟେନ୍‌ ଟିଭି ଚ୍ୟାନେଲ ବ୍ରିଟିଶ୍‌ ବ୍ରଡ୍‌କାଷ୍ଟିଂ କର୍ପୋରେଶନ୍‌ (ବିବିସି) ୨୦୦୨ ଗୁଜରାଟ ଦଙ୍ଗା ପାଇଁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦାୟୀ କରି ଗତ ମାସ ୧୭ତାରିଖରେ ‘ଇଣ୍ଡିଆ: ଦି ମୋଦି କ୍ୱେଶ୍ଚେନ୍‌’ ନାମରେ ଏକ ଡକ୍ୟୁମେଣ୍ଟାରି ପ୍ରସାରଣ କରିଥିଲା।...

ଚିଲିକାରେ ଫସିଲା ଡଙ୍ଗା

କୃଷ୍ଣପ୍ରସାଦ,୧୫ା୨(ଡି.ଏନ୍‌.ଏ.): ଚିଲିକାରେ ବାରମ୍ବାର ଡଙ୍ଗା ଓ ଭସାପୋଲ (ଭେସେଲ) ଅଟକୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଯାହାକୁ ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri