ରାଜ୍ୟ

ଇସ୍ପାତ ଓ ଖଣି ବିଭାଗରେ ୬୫ ଅଫିସର ଯୋଗ ଦେଲେ

ଭୁବନେଶ୍ୱର,୧୦ା୨(ବ୍ୟୁରୋ):ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ୫-ଟି, ମୋ ସରକାର ଭଳି ଅଭିନବ କାର୍ଯ୍ୟକ୍ରମ କରିଛନ୍ତି। ଏସବୁ କେତେଦୂର ଆଶ୍ଚର୍ଯ୍ୟଚକିତ ଓ ଅଭିନବ କୌଶଳ ତାହା ବଡ଼ କଥା ନୁହେଁ। ବାସ୍ତବ କ୍ଷେତ୍ରରେ କାର୍ଯ୍ୟକାରିତା ହେଉଛି ଏହାର...

ଓଡ଼ିଶା ପାଇଁ ସ୍ବତନ୍ତ୍ର ପାହ୍ୟା ଦାବି କଲା ବିଜେଡି

ନୂଆଦିଲ୍ଲୀ,୧୦ା୨:ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ଓଡ଼ିଶାକୁ ସ୍ବତନ୍ତ ଫୋକସ ପାହ୍ୟା ପ୍ରଦାନ ଲାଗି ବିଜେଡି ଗୁରୁବାର କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛି। ଲୋକ ସଭାରେ କେନ୍ଦ୍ର ବଜେଟ ଉପରେ ଆଲୋଚନା ବେଳେ ବରିଷ୍ଠ ବିଜେଡି ସଦସ୍ୟ ଭର୍ତ୍ତୃହରି ମହତାବ କୌଣସି...

ଗୋପାଳଙ୍କୁ ଗୁଜରାଟ କାହିଁକି ନେଲେ

ଭୁବନେଶ୍ୱର(ବ୍ୟୁରୋ)/କଟକ ଅଫିସ,୧୦ା୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବହିଷ୍କୃତ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସଙ୍କୁ କ୍ରାଇମ୍‌ବ୍ରାଞ୍ଚ ବୁଧବାରଠାରୁ ପୁଣି ୫ଦିନିଆ ରିମାଣ୍ଡରେ ଆଣିଛି। ତୃତୀୟ ପର୍ଯ୍ୟାୟ ରିମାଣ୍ଡରେ ଆଣିବା ପରେ ତାଙ୍କୁ ରାତିରେ ଗୁଜରାଟ...

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ପୂର୍ବାହ୍ନ ୧୧ଟା ୪୫ରେ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବା ପରେ ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା...

ରାଜ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ହେଲେ ସୁଶାନ୍ତ କୁମାର ମହାନ୍ତି

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ହେଲେ ବରିଷ୍ଠ ସାମ୍ବାଦିକ ସୁଶାନ୍ତ କୁମାର ମହାନ୍ତି। ଏନେଇ ଗୁରୁବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଥିବା କମିଟିର ସୁପାରିଶ ଆଧାରରେ...

ଭଉଣୀ- ଭାଇ ମିଶି ଝାରସୁଗୁଡ଼ାର ବିକାଶ କରିବୁ : ଦୀପାଳି

ବ୍ରଜରାଜନଗର,୯ା୨(ଡି.ଏନ୍‌.ଏ.): ଝାରସୁଗୁଡ଼ା ସରବାହାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଦ୍ୱାଦଶାହରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ନବ ଦାସଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ...

ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ମାମଲା: ୬ କେଜି ସୁନା, ୪ ଲକ୍ଷ ଟଙ୍କା ଜବତ

ଢେଙ୍କାନାଳ ଅଫିସ,୯।୨: ମହାବିରୋଡ଼ ଗ୍ରାମ୍ୟ ବ୍ୟାଙ୍କ ସମେତ ପରଜଙ୍ଗ ଥାନା ଅଞ୍ଚଳରୁ ୩ଟି ଲୁଟ୍‌ ଘଟଣାର ଗୁରୁବାର ପର୍ଦ୍ଦାଫାସ କରିଛି ଢେଙ୍କାନାଳ ପୋଲିସ। ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଉତ୍ତର- କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ ରାୟ...

ଢିଙ୍କିକୁଟା ଚାଉଳର ବଢୁଛି ଚାହିଦା

ସୁନ୍ଦରଗଡ଼, ୯।୨(ଡି.ଏନ.ଏ.): ବର୍ତ୍ତମାନ ସମୟରେ ବଜାରରେ ଢିଙ୍କିକୁଟା ଚାଉଳର ଚାହିଦା ବଢୁଛି। ସୁନ୍ଦରଗଡ଼ ଜିଲାର ଆଦିବାସୀ ମହିଳାମାନଙ୍କ ଦ୍ୱାରା ପ୍ରସ୍ତୁତ ଢିଙ୍କିକୁଟା ଚାଉଳ ସ୍ଥାନୀୟ ବଜାର ସହିତ ଓରମାସ ମେଳା ଆଦି ମାଧ୍ୟମରେ ଭଲ ବିକ୍ରି ହେଉଛି। ଫଳରେ ଏହା...

ବସ୍‌ରୁ ୧୮ ଲକ୍ଷ ଟଙ୍କା ଜବତ, ଜଣେ ଅଟକ

ବ୍ରହ୍ମପୁର ଅଫିସ,୯ା୨: ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଗୁରୁବାର ଅପରାହ୍ନରେ ଯାନବାହନ ଯାଞ୍ଚ କରାଯାଉଥିଲା। ୧୬ ନମ୍ବର ଜାତୀୟ ରାଜପଥର ଲାଞ୍ଜିପଲ୍ଲୀ ଦେଇ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ଅବକାରୀ ଟିମ୍‌ ଯାଞ୍ଚ କରୁଥିଲା। ଗଞ୍ଜେଇ...

ଓଡ଼ିଆରେ ଇଞ୍ଜିନିୟରିଂ ଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି

ଭୁବନେଶ୍ୱର, ୯।୨(ବ୍ୟୁରୋ): ଆଞ୍ଚଳିକ ବା ମାତୃଭାଷାରେ ବୈଷୟିକ ଶିକ୍ଷା ପ୍ରଚଳନ ପାଇଁ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଯେଉଁ ଉଦ୍ୟମ ଆରମ୍ଭ କରିଛି, ତାହା ସଫଳତା ଏବେଠୁ ପ୍ରତିଫଳିତ ହେଲାଣି। ବିଶେଷକରି ଓଡ଼ିଆରେ ଇଞ୍ଜିନିୟରିଂ ପାଠପଢ଼ିବା ପାଇଁ ସର୍ବାଧିକ ଆଗ୍ରହ...

ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ବ୍ରଜରାଜନଗର,୯।୨(ଡି.ଏନ.ଏ.): ସ୍ବର୍ଗତ ନବ ଦାସଙ୍କୁ ଗୁରୁବାର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଝାରସୁଗୁଡା ସରବାହାଲ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବ ଦାସଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହାସହ ସେଠାରେ ଉପସ୍ଥିତ...

୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହା

ଭୁବନେଶ୍ୱର,୯ା୨(ବ୍ୟୁରୋ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ସେ ଲୋକ ସଭା ପ୍ରବାସ କାର୍ଯ୍ୟକ୍ରମ ପାଇଁ ଢେଙ୍କାନାଳ ଏବଂ ଭଦ୍ରକ ଗସ୍ତ କରିବେ। ସେଠାରେ ବିଭିନ୍ନ ଜନସଭାକୁ ସମ୍ବୋଧନ କରିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri