ରାଜ୍ୟ

ନବ ଦାସଙ୍କ ହତ୍ୟାର ତଦନ୍ତ ‘କୋର୍ଟ ମନିଟର୍ଡ’ ନୁହେଁ: ଭାଜପା

ଭୁବନେଶ୍ବର, ୮।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟିବା କ୍ଷଣି ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ଦ୍ୱାରା ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ। ଏହା ପର ମୁହୂର୍ତ୍ତରେ ହାଇକୋର୍ଟ ରେଜିଷ୍ଟ୍ରାରକୁ ଚିଠି ଲେଖି ତଦନ୍ତକୁ ତଦାରଖ କରିବା ପାଇଁ କହି କ୍ରାଇମବ୍ରାଞ୍ଚ ଉପରେ ତାଙ୍କ...

ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୮ା୨(ଡି.ଏନ୍‌.ଏ.): ଆସନ୍ତା ୧୮ ତାରିଖରେ ମହାଶିବରାତ୍ରି। ଏହି ପରିପ୍ରେକ୍ଷୀରେ ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା ତଥା ମହାଶିବରାତ୍ରି ଆଡ଼ମ୍ବରରେ ପାଳନ ହେବ। ଏନେଇ ମଙ୍ଗଳବାର ସନ୍ଧ୍ୟାରେ ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ସର୍କିଟ ହାଉସରେ...

ପଶ୍ଚିମବଙ୍ଗର ରିଗ୍‌ ମେଶିନ ଲାଗିଲା

ଗୋପ,୮।୨(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳରେ ଅଏଲ ଇଣ୍ଡିଆ କମ୍ପାନୀ ପକ୍ଷରୁ ଚାଲିଥିବା ତୈଳ ସନ୍ଧାନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଲାଣି। ୫୦ରୁ ଊଦ୍ଧର୍‌ବ ଅତ୍ୟାଧୁନିକ ମେଶିନ ଲଗାଯାଇଥିବା ବେଳେ ଖନନ କାର୍ଯ୍ୟ ପାଇଁ ପଶ୍ଚିମବଙ୍ଗରୁ ଆସିଥିବା ରିଗ୍‌...

ରାଜସ୍ବ ଆଦାୟ ଚିନ୍ତାରେ ବିଏମ୍‌ସି

ଭୁବନେଶ୍ୱର, ୮।୨ (ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଚିଠା ବଜେଟ ପ୍ରସ୍ତୁତ କରିଛି ବିଏମ୍‌ସି। ଗତ କର୍ପୋରେଶନ ବୈଠକରେ ୬୯୦ କୋଟିର ଚିଠା ବଜେଟ ପ୍ରସ୍ତାବ ଆଗତ କରିବା ପରେ ମଙ୍ଗଳବାର ଏନେଇ ବିସ୍ତୃତ ଆଲୋଚନା କରାଯାଇଛି। ବିଏମ୍‌ସି...

ମଥୁରାରୁ ଚାଲିଥିଲା ଠକେଇ କାରବାର

ପୁରୀ ଅଫିସ,୮ା୨: ସାଇବର ଠକେଇକୁ ନେଇ ଏବେ ଆକ୍ସନ ମୁଡ୍‌ରେ ପୁରୀ ପୋଲିସ। ଲୋକଙ୍କୁ ସଚେତନ କରାଇବା ସହ ସାଇବର ଠକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ରହିଥିବା ପୁରୀ ନୀଳାଚଳ ଭକ୍ତନିବାସ ନାମରେ ଫେକ୍‌...

୧୦ରୁ ଧଉଳି-କଳିଙ୍ଗ ମହୋତ୍ସବ

ଭୁବନେଶ୍ୱର,୮।୨ (ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ଧଉଳି ପାହାଡ଼ର ପାଦଦେଶରେ ଫେବୃୟାରୀ ୧୦ରୁ ଧଉଳି କଳିଙ୍ଗ ମହୋତ୍ସବ ଆରମ୍ଭ ହେବ। ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି...

ଜିଏସ୍‌ଟି ଚଢ଼ାଉ, ୧୭.୮୧ ଲକ୍ଷ ଟଙ୍କା ଜବତ

କଟକ ଅଫିସ,୮ା୨: ସରକାରଙ୍କୁ ଦ୍ରବ୍ୟ ଓ ସେବା କର (ଜିଏସ୍‌ଟି) ଫାଙ୍କି ବ୍ୟବସାୟ କରିବା ଅଭିଯୋଗରେ ଜିଏସ୍‌ଟି ବିଭାଗ ପକ୍ଷରୁ ମଙ୍ଗଳବାର କଟକର ଜଣେ ବ୍ୟବସାୟୀଙ୍କ ବ୍ୟବସାୟ ପ୍ରତିଷ୍ଠାନ ସମେତ ୪ଟି ଜାଗାରେ ଚଢ଼ାଉ କରାଯାଇଛି। ଚଢ଼ାଉବେଳେ ୧୭ ଲକ୍ଷ...

ଫୁଡ୍‌ ସବ୍‌ସିଡି: କେନ୍ଦ୍ର ଉପରେ ୧୪,୨୪୯.୦୭ କୋଟି ବାକି

ଭୁବନେଶ୍ୱର,୮ା୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଉପରେ ପ୍ରାୟ ୧୪,୨୪୯.୦୭ କୋଟି ଟଙ୍କା ଫୁଡ୍‌ ସବ୍‌ସିଡି ବାବଦ ଅର୍ଥ ବକେୟା ପଡ଼ିରହିଛି। ସେଥିରୁ ୨୦୨୨-୨୩ ଆର୍ଥିକ ବର୍ଷର ତୃତୀୟ ୩ ମାସର ବକେୟା ୫,୨୭.୩୬ କୋଟି ଟଙ୍କା ବକେୟା ରହିଥିବା ବେଳେ ଚତୁର୍ଥ...

ରାଜ୍ୟରେ ବଢ଼ୁଛି ସର୍ପଦଂଶନ ମୃତ୍ୟୁ

ଭୁବନେଶ୍ୱର, ୮।୨(ବ୍ୟୁରୋ): ରାଜ୍ୟରେ ସର୍ପଦଂଶନଜନିତ ମୃତ୍ୟୁସଂଖ୍ୟାରେ ରୋକ ଲାଗିପାରୁନାହିଁ। ୨୦୧୫ ମସିହାରେ ରାଜ୍ୟରେ ୫୨୨ଜଣ ଲୋକଙ୍କର ସାପକାମୁଡ଼ାରେ ମୃତ୍ୟୁ ଘଟିଥିବା ପଞ୍ଜୀକୃତ ହୋଇଥିବା ବେଳେ ୨୦୨୧ରେ ଏହି ସଂଖ୍ୟା ବୃଦ୍ଧିପାଇ ୧,୧୫୯ରେ ପହଞ୍ଚତ୍ଥିବା ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ...

ଜେଇଇ ମେନ୍‌ ସେସନ-୧ ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଆଇଆଇଟି ସମେତ ଦେଶର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇବା ପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ କରାଯାଇଥିବା ଜେଇଇ ମେନ୍‌ ସେସନ-୧ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ମୋଟ ୮.୬ଲକ୍ଷ ଛାତ୍ରୀଛାତ୍ର ପେପର୍‌-୧ ଏବଂ...

ଓପିଏସ୍‌ସି ପକ୍ଷରୁ ୫୭ ସିଭିଲ୍‌ ଜଜ୍‌ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ ସମସ୍ତ ସୂଚନା…

କଟକ ଅଫିସ,୭ା୨: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌) ପାଇଁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଇନ ବିଭାଗ ଅଧୀନରେ ଓଡ଼ିଶା ଓଜେଏସ୍‌ ୨୦୨୨ରେ ସିଭିଲ୍‌ ଜଜ୍‌ଙ୍କ ପାଇଁ ୫୭ଟି ପଦବୀ ପୂରଣ ହେବ।...

ରାଷ୍ଟ୍ରପତିଙ୍କ କଟକ ଗସ୍ତ ପ୍ରସଙ୍ଗ: ଆବଶ୍ୟକ ଗାଡ଼ି ନ ଆସିବାରୁ ଗିରଫ ପରଓ୍ବାନା ଜାରି କଲେ ଜିଲାପାଳ

କଟକ ଅଫିସ,୭।୧: ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦ୍ୱିତୀୟ ଥର ଲାଗି ଓଡ଼ିଶା ଗସ୍ତରେ ଆସୁଛନ୍ତି। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା ବେଳେ ୧୧...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri