ରାଜ୍ୟ

କ୍ରାଇମ୍‌ ସ୍ପଟରୁ ଡେମୋ ଦେଖାଇଲେ ଗୋପାଳ

ବ୍ରଜରାଜନଗର,୭।୨(ଡି.ଏନ୍‌.ଏ.): ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ଘଟଣାରେ ପୋଲିସ ମଙ୍ଗଳବାର ସିନ୍‌ ରିକ୍ରିଏଶନ୍‌ କରିଛି। ଅଭିଯୁକ୍ତ ଗୋପାଳ ଦାସଙ୍କୁ କ୍ରାଇମ୍‌ ସ୍ପଟକୁ ନିଆଯାଇ ସେଠାରେ ଡେମୋ ଦେଖାଯାଇଛି। କିପରି ଏତେ ଲୋକଙ୍କ ମଧ୍ୟରେ ସୁରକ୍ଷା  ଦାୟିତ୍ବରେ ଥିବା ଜଣେ...

ଅର୍ଚ୍ଚନା ନାଗ ମାମଲା: ଖଗେଶ୍ୱରଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୭।୨(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କ ମାମଲାରେ ଜଡିତ ଥିବା ଖଗେଶ୍ୱର ପାତ୍ରଙ୍କ ଜାମିନ ଆବେଦନ ଖାରଜ। ଜିଲା ଜଜ୍‌ କୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଥିବା ଜଣାପଡିଛି। ଖଗେଶ୍ୱର ଜାନୁୟାରୀ ୨୪ରେ ଜାମିନ ଆବେଦନ କରିଥିଲେ। ଅନ୍ୟପଟେ,...

ରାଜ୍ୟରେ ବଢିବ ତାପମାତ୍ରା

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟରେ କମିବ ଶୀତ। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇବ। ଏଥିସହ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଅନ୍ୟପଟେ,...

ତଦନ୍ତଭୁକ୍ତ ହେବ ସ୍ବୀକୃତିପ୍ରାପ୍ତ ସେଲ୍ଫଫାଇନାନ୍ସ କଲେଜ

ଭୁବନେଶ୍ୱର, ୭।୨(ବ୍ୟୁରୋ):ରାଜ୍ୟରେ ଛତୁ ଫୁଟିଲା ଭଳି ଗଢ଼ି ଉଠିଥିବା ସେଲ୍ଫଫାଇନାନ୍ସ କଲେଜର ଯାଞ୍ଚ କରାଯିବ। ଅବହେଳା ପ୍ରଦର୍ଶନ କରୁଥିବା କିମ୍ବା ପିଲାଙ୍କ ଅଭିଯୋଗକୁ ଭିତ୍ତିକରି କଲେଜ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହୋଇଛି।...

ଅଧିକ ଚିକିତ୍ସା ପାଇଁ ଆଜି ଦିଲ୍ଲୀ ଯିବେ ପିଣ୍ଟୁ ନନ୍ଦ

ଭୁବନେଶ୍ୱର,୭।୨ (ବ୍ୟୁରୋ):ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର ଲିଭର୍‌ ସିରୋସିସ୍‌ ଜନିତ ରୋଗରେ ପୀଡ଼ିତ ଥିବାବେଳେ ଅଧିକ ଚିକିତ୍ସା ପାଇଁ ମଙ୍ଗଳବାର ଦିଲ୍ଲୀ ଯିବେ। ତାଙ୍କୁ ଦିଲ୍ଲୀସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର ଆଣ୍ଡ୍‌ ବିଲିଆରି ସାଇନ୍ସେସ୍‌ (ଆଇଏଲ୍‌ବିଏସ୍‌)ରେ ଭର୍ତ୍ତି କରାଯିବ। ସେଠାରେ...

୨୦୪୦ ସୁଦ୍ଧା ସବୁଜ ରାଜଧାନୀ

ଭୁବନେଶ୍ୱର,୭।୨(ବ୍ୟୁରୋ):ବର୍ତ୍ତମାନ ସମଗ୍ର ବିଶ୍ୱର ପରିବେଶ ପ୍ରଦୂଷଣ, ଜଳବାୟୁ ପରିବର୍ତ୍ତନ, ବିଶ୍ୱତାପନ ମୁଖ୍ୟ ସମସ୍ୟା ହୋଇଛି। ଏହାଦ୍ୱାରା ଖୁବ୍‌ଶୀଘ୍ର ସମୁଦ୍ର ପତନ ବୃଦ୍ଧି ପାଇ ବିଶ୍ୱର ଅନେକ ସମୁଦ୍ର ତଟସ୍ଥ ସହର ଭାରତ ବର୍ଷର ବମ୍ବେ, କୋଚି ତଥା ଓଡ଼ିଶାର ପାରାଦ୍ୱୀପ...

ପରିଚୟ ଖୋଜାରେ ଅଟକିଛି ତଦନ୍ତ

ଭୁବନେଶ୍ୱର,୭ା୨(ବ୍ୟୁରୋ):ରାଜଧାନୀରେ ଏକାଧିକ ଅଚିହ୍ନା ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ କମିଶନରେଟ ପୋଲିସ ରହସ୍ୟ ଉନ୍ମୋଚନ କରିପାରୁନାହିଁ। ଘଟଣାକୁ ବର୍ଷ ପରେ ବର୍ଷ ବିତିଯାଉଥିଲେ ମଧ୍ୟ ମୃତ ବ୍ୟକ୍ତିଙ୍କ ପ୍ରକୃତ ପରିଚୟ ପାଇପାରୁ ନାହିଁ। ଫଳରେ ତାହା ଆତ୍ମହତ୍ୟା ନା ହତ୍ୟା, ତାହା...

ଏୟାରପୋର୍ଟ ଉନ୍ନତିକରଣ ପାଇଁ ଉଚ୍ଛେଦ

ଭୁବନେଶ୍ୱର, ୭।୨ (ବ୍ୟୁରୋ):ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରର ଉନ୍ନତୀକରଣ ପାଇଁ ବିଡିଏ ପକ୍ଷରୁ ସୋମବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଏନ୍‌ଫୋର୍ସମେଣ୍ଟ ଟିମ୍‌ ଓ ପୋଲିସ ସହାୟତାରେ ଦୁଇଟି ସରକାରୀ ଜାଗାରୁ ପୃଥକ ଉଚ୍ଛେଦ ହୋଇଥିଲା। ଏହି ପରିପ୍ରେକ୍ଷୀରେ ଜାଗମରା...

୧୧ରୁ ନବମ ଅନ୍ତର୍ଜାତୀୟ ରେଡିଓ ମେଳା

ଭୁବନେଶ୍ୱର,୭।୨(ବ୍ୟୁରୋ):ଆସନ୍ତା ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ନବମ ଆଉଟ୍‌ରିଚ ଅନ୍ତର୍ଜାତୀୟ ରେଡିଓ ମେଳା ଭୁବନେଶ୍ୱରର ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ହେବ। ଏହା ଏସିଆ ମହାଦେଶର ଏକମାତ୍ର ରେଡିଓ ମେଳା, ଯେଉଁଥିରେ ଦେଶର ଅନେକ ରେଡିଓ ପ୍ରସାରକ ଓ ରେଡିଓ ଷ୍ଟେଶନ...

ପୁଣି ଆନ୍ଦୋଳନକୁ ଓହ୍ଲାଇବେ ନୂତନ ପେନସନ ଯୋଜନାଭୁକ୍ତ ମାଧ୍ୟମିକ ଶିକ୍ଷକ

ଭୁବନେଶ୍ୱର, ୭।୨(ବ୍ୟୁରୋ):ଦାବି ପୂରଣ ନ ହେବାରୁ ନୂତନ ପେନସନ ଯୋଜନାଭୁକ୍ତ ମାଧ୍ୟମିକ ଶିକ୍ଷକମାନେ ପୁଣି ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ନୂତନ ପେନସନ ଯୋଜନାଭୁକ୍ତ ମାଧ୍ୟମିକ ଶିକ୍ଷକ ସଂଘର କହିବାନୁସାରେ, ମୁଖ୍ୟମନ୍ତ୍ରୀ ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ହେଲା ବୋଲି...

‘ଯୁବା ସଂଗମ ଭାରତର ଭାବନାକୁ ଦୃଢ଼ୀଭୂତ କରିବ’

ଭୁବନେଶ୍ବର, ୭ା୨(ବ୍ୟୁରୋ):ଉତ୍ତର-ପୂର୍ବ ଏବଂ ଭାରତର ଅନ୍ୟାନ୍ୟ ଅଞ୍ଚଳ ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ ‘ଯୁବା ସଂଗମ’ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଅନନ୍ୟ ପଦକ୍ଷେପ। ‘ଯୁବା ସଂଗମ’ ଭଳି ଅଭିନବ ପଦକ୍ଷେପ ଅମୃତ କାଳରେ ‘ଭାରତର ଭାବନା’କୁ ଦୃଢ଼ୀଭୂତ...

ବିରୋଧୀ ଦଳ ପ୍ରଶ୍ନ କଲେ ବିଜେଡିକୁ କଷ୍ଟ ହେଉଛି: ଭାଜପା

ଭୁବନେଶ୍ବର, ୭ା୨(ବ୍ୟୁରୋ): ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ଆତଙ୍କିତ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ନ ଦେଇ ବିଜେଡି ‘ଦୋଷାରୋପର ଖେଳ’ ଆରମ୍ଭ କରିଛି। ବିଶେଷକରି ନବ ଦାସଙ୍କୁ ତାଙ୍କ ସୁରକ୍ଷା ଅଧିକାରୀ ଗୁଳିକରି ହତ୍ୟା କରିବା ପରେ ଗୃହ ବିଭାଗର ମୁଖା ଖୋଲିଯାଇଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri