ରାଜ୍ୟ

୧୦ ଜିଲାରେ ଆରମ୍ଭ ହେଲା ଭର୍ଚୁଆଲ ହାଇକୋର୍ଟ

କଟକ ଅଫିସ,୪ା୨: ରାଜ୍ୟର ୧୦ ଜିଲାରେ ଶୁକ୍ରବାରଠାରୁ ଭର୍ଚୁଆଲ ହାଇକୋର୍ଟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ବାଲେଶ୍ୱର, ସମ୍ବଲପୁର, ଗଞ୍ଜାମର ବ୍ରହ୍ମପୁର, ଭଦ୍ରକ, କଳାହାଣ୍ଡିର ଭବାନୀପାଟଣା, ଖୋର୍ଦ୍ଧାର ଭୁବନେଶ୍ୱର, ବଲାଙ୍ଗୀର, କୋରାପୁଟର ଜୟପୁର, ପୁରୀ ଓ ସୁନ୍ଦରଗଡ଼ର ରାଉରକେଲାଠାରେ ହାଇକୋର୍ଟର...

ଟିଟିଲାଗଡରୁ ୩୧ ଲକ୍ଷରୁ ଊର୍ଦ୍ଧ୍ୱ ନକଲି ନୋଟ୍‌ ଜବତ

ଭୁବନେଶ୍ୱର,(ବ୍ୟୁରୋ)/ ଟିଟିଲାଗଡ଼, ୪ା୨(ଡି.ଏନ୍‌.ଏ.): ରାଜ୍ୟରେ ନକଲି ନୋଟ କାରବାର ଦିନକୁ ଦିନ ବଢି ଚାଲିଛି। ସମ୍ବଲପୁର, ସୁନ୍ଦରଗଡ଼ ଓ ବରଗଡ଼ ପରେ ଏବେ ବଲାଙ୍ଗୀରରେ ନକଲି ନୋଟ୍‌ କାରବାର ଧରାପଡିଛି। ଟିଟିଲାଗଡ଼ ସହର ବସ୍‌ଷ୍ଟାଣ୍ଡ୍‌ ନିକଟ ପାର୍କରେ ଡିଲ୍‌ ଚାଲିଥିବାବେଳେ...

ଦିଲ୍ଲୀରୁ ଫେରି ଶୁଦ୍ଧି ହେଲେ ଭୁଞ୍ଜିଆ ଦମ୍ପତି

ନୂଆପଡ଼ା ଅଫିସ,୪।୨: ଦିଲ୍ଲୀରେ ୭୪ତମ ଜାତୀୟ ସାଧାରଣତନ୍ତ୍ର ଦିବସରେ ନୂଆପଡ଼ା ଜିଲାର ଆଦିବାସୀ ଭୁଞ୍ଜିଆ ଦମ୍ପତି ଭୁଜବଲ ମାଝି ଓ କୁଞ୍ଜବାଇ ମାଝି ରାଜଅତିଥି ଭାବେ ଯୋଗଦେଇ ଗୁରୁବାର ଗଁାକୁ ଫେରିଛନ୍ତି। ଦିଲ୍ଲୀରୁ ଫେରି ଭୁଞ୍ଜିଆ ଦମ୍ପତି ସୁନାବେଡାରେ ପହଞ୍ଚତ୍ବା...

ତିର୍ତ୍ତୋଲ ବିଧାୟକଙ୍କ ନାମରେ ମାମଲା ରୁଜୁ

ଜଗତ୍‌ସିଂହପୁର ଅଫିସ, ୪ା୨: ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ପ୍ରତାରଣା ଅଭିଯୋଗ ଉପରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜଗତ୍‌ସିଂହପୁର ଥାନାରେ ମାମଲା (ନଂ. ୯୫/୨୩) ରୁଜୁ କରାଯାଇଛି। ଏନେଇ ଜଗତ୍‌ସିଂହପୁର ଥାନା ଆଇଆଇସିଙ୍କୁ ଆଉ ଥରେ ସଦ୍ୟ ଅଭିଯୋଗ କରିବାକୁ...

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା

ଭୁବନେଶ୍ବର, ୪ା୨(ବ୍ୟୁରୋ): କେନ୍ଦ୍ର ସରକାର ଚଳିତ ଆର୍ଥତ୍କ ବର୍ଷ ୨୦୨୩-୨୪ର ବଜେଟ୍‌ ପାର୍ଲାମେଣ୍ଟରେ ଆଗତ କରିଛନ୍ତି। ଏହି ବଜେଟ୍‌କୁ ରାଜ୍ୟର ପ୍ରତ୍ୟେକ ଲୋକଙ୍କ ପାଖକୁ ପହଞ୍ଚାଇବା ଉଦ୍ଦେଶ୍ୟରେ ଶନିବାର କେନ୍ଦ୍ର ଆଦିବାସୀ କଲ୍ୟାଣମନ୍ତ୍ରୀ ଅର୍ଜୁନ ମୁଣ୍ଡା ଓଡ଼ିଶା ଗସ୍ତରେ ଆସୁଛନ୍ତି।...

ଉପଜିଲାପାଳଙ୍କୁ ଆକ୍ରମଣ

ବାଲେଶ୍ୱର ଅଫିସ,୪।୨: ବେଆଇନ ବାଲି ଉତ୍ତୋଳନ ଏବଂ ଚୋରା ଚାଲାଣ ରୋକିବାକୁ ଯାଇ ବାଲେଶ୍ୱର ଉପ ଜିଲାପାଳ କୁନାଲ ମୋତିରାମ ଚଭନ ଶୁକ୍ରବାର ଆକ୍ରମଣର ଶିକାର ହୋଇଛନ୍ତି। ବାଲି ଚୋରାଚାଲାଣକାରୀଙ୍କ ଟେକା ପଥର ମାଡ଼ରେ ତାଙ୍କ ଗାଡ଼ି ଭାଙ୍ଗିରୁଜି ଯାଇଥିବା...

ପୋଲିସ ଉପରେ ଭରସା ନାହିଁ: ଜୟନାରାୟଣ

ଭୁବନେଶ୍ୱର,୪ା୨(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କର ପୋଲିସ ଗୁଳିରେ ମୃତ୍ୟୁ ହେବା ପରେ ବିଧାୟକ ଓ ମନ୍ତ୍ରୀମାନେ ସତର୍କ ହୋଇ ପଡ଼ିଛନ୍ତି। ପୋଲିସ ଉପରେ ସେମାନଙ୍କର ଭରସା ପାଉନାହିଁ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଶୁକ୍ରବାର ନିଜର ପିଏସ୍‌ଓ...

ଓଡ଼ିଶାକୁ ୧୦,୦୧୨ କୋଟିର ଅନୁଦାନ

ଭୁବନେଶ୍ୱର,୪।୨(ବ୍ୟୁରୋ): କେନ୍ଦ୍ର ବଜେଟ ୨୦୨୩-୨୪ରେ ଓଡ଼ିଶାକୁ ୧୦,୦୧୨ କୋଟି ଟଙ୍କାର ରେଳ ଅନୁଦାନ ଆବଣ୍ଟିତ ହୋଇଛି। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ଘୋଷଣା କରିଛନ୍ତି। ରାଜ୍ୟକୁ ମିଳିଥିବା ରେଳ ଅନୁଦାନ ମଧ୍ୟରେ ଏହା ସବୁଠୁ ଅଧିକ। ଏପରି...

ଓଡ଼ିଶାକୁ ମିଳିଲା ୧୦,୦୧୨ କୋଟି ଟଙ୍କାର ରେଳ ଅନୁଦାନ

ନୂଆଦିଲ୍ଲୀ,୩।୨: ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାକୁ ୧୦,୦୧୨ କୋଟି ଟଙ୍କାର ରେଳ ଅନୁଦାନ ମିଳିଛି। କେନ୍ଦ୍ରୀୟ ବଜେଟରେ ମିଳିଥିବା ଏହି ଅନୁଦାନ ସମ୍ପର୍କରେ ଶୁକ୍ରବାର ଖବରଦାତା ସମ୍ମିଳନୀରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ପୂର୍ବତଟ ରେଳପଥ ଜେନେରାଲ...

ମନ୍ତ୍ରୀ ହତ୍ୟା ମାମଲା, ସମ୍ବଲପୁରରେ କ୍ରାଇମବ୍ରାଞ୍ଚ ଟିମ୍‌

ସମ୍ବଲପୁର,୩।୨(ବ୍ୟୁରୋ): ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ଏକ ଟିମ୍‌ ବୁର୍ଲା ଭୀମସାରରେ ତଦନ୍ତ ଆରମ୍ଭ କରିଛି। ୨ ଡିଏସ୍‌ପିଙ୍କ ନେତୃତ୍ୱରେ ୫ ଜଣିଆ ଟିମ୍‌ ବୁର୍ଲାରେ ପହଞ୍ଚି ତନାଘନା ଚଳାଇଛି। ଗୁଳିକାଣ୍ଡ ସମୟରେ ଆହତ ହୋଇଥିବା...

ମନ୍ତ୍ରୀ ହତ୍ୟା ମାମଲା, ଡିଜିପି କହିଲେ…

ଝାରସୁଗୁଡ଼ା ଅଫିସ,୩।୨: ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ଏଥିମଧ୍ୟରେ ଶୁକ୍ରବାର ପ୍ରଥମ ଥର ପାଇଁ ପୋଲିସ ଡିଜି ସୁନିଲ କୁମାର ବଂଶଲ ମୁହଁ ଖୋଲିଛନ୍ତି । ସେ କହିଛନ୍ତି, ଜଷ୍ଟିସ ଦାସଙ୍କ ତତ୍ତ୍ୱାବଧାନରେ...

ଓଡିଶା ଗ୍ରାମ୍ୟ ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌: ନେଇଗଲେ ୫ ଲକ୍ଷ ଟଙ୍କା ସହ କୋଟିଏ ଟଙ୍କାର ଅଳଙ୍କାର

ପରଜଙ୍ଗ,୩।୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ମହାବିରୋଡ଼ ଥାନା ଠାରୁ ପ୍ରାୟ ୧କିଲୋମିଟର ଦୂରରେ ଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାରୁ ବଡ଼ ଧରଣର ଲୁଟ୍‌ ହୋଇଛି। ୪ ଜଣ ଦୁର୍ବୃତ୍ତ ୫ ଲକ୍ଷ ଟଙ୍କା ସହ କୋଟିଏ ଟଙ୍କାର ସୁନା ଅଳଙ୍କାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri