ରାଜ୍ୟ

ଆସୁଛି ବାତ୍ୟା, ୨୫ଯାଏ ଚିଲିକାକୁ ଡଙ୍ଗା ମନା

ବାଲୁଗାଁ,୨୨।୧୦(ସଂଗ୍ରାମ ପାଇକରାୟ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଚିଲିକା ତଟବର୍ତ୍ତୀ ଅଞ୍ଚଳବାସୀ ଏବଂ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସୋମବାର ବାଲୁଗଁା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଡାକବାଜି ଯନ୍ତ୍ର...

ବାତ୍ୟା ପୂର୍ବରୁ ସମୁଦ୍ର ଅଶାନ୍ତ

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଧୀରେ ଧୀରେ ଗତି କରୁଛି। ମଙ୍ଗଳବାର ଏହା ଅବପାତ(ଡିପ୍ରେସନ)ରେ ପରିଣତ ହେବ । ୨୩ ତାରିଖରେ ପୂର୍ବ...

ବରଗଡ଼ରେ ବ୍ୟାପୁଛି ଝାଡ଼ାବାନ୍ତି, ୫୧ ଅସୁସ୍ଥ

ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ନିଲେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଧଉଁରାଖନ୍ଦା ଗ୍ରାମରେ ଝାଡ଼ାବାନ୍ତି ବ୍ୟାପୁଛି। ଏଥିରେ ଗ୍ରାମର ୫୧ ଜଣ ଅସୁସ୍ଥ ହୋଇଛନ୍ତି। ଝାଡ଼ାବାନ୍ତିକୁ ନେଇ ଗ୍ରାମରେ ଆତଙ୍କ ଖେଳିଯାଇଛି। ଖବର ପାଇ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌...

ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୪ ଜିଲାରେ ସ୍କୁଲ ଛୁଟି...

ମା’ ମାଣିକେଶ୍ବରୀଙ୍କ ଛତରଯାତ୍ରାକୁ ନେଇ ଆପତ୍ତିଜନକ ମନ୍ତବ୍ୟ: ଥାନାରେ ପହଞ୍ଚିଲା ମାମଲା

ଭବାନୀପାଟଣା,୨୧ା୧୦(ଉତ୍ତମ କୁମାର ଦାଶ): ଲୋକଙ୍କ ଆସ୍ଥାର ପ୍ରତୀକ କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ବରୀଙ୍କ ଛତର ଯାତ୍ରା ପ୍ରତି ଟିପିଡବ୍ଲ୍ୟୁଓଡ଼ିଏଲ୍‌ ଆର୍‌ସିଏମ୍‌ ଡିଭିଜନର ଜଣେ କର୍ମଚାରୀଙ୍କ ଆପତ୍ତିଜନକ ମନ୍ତବ୍ୟକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ଏହାକୁ ନେଇ କଳାହାଣ୍ଡି ହେଲ୍‌ପିଂ...

ଲାଇନ୍‌ଚ୍ୟୁତ ହେଲା ଟ୍ରେନ୍‌: ଟ୍ରେନ ଚଳାଚଳ ବ୍ୟାହତ

କୋରାପୁଟ,୨୧।୧୦(ଅମିତାଭ ବେହେରା): କୋରାପୁଟ-ବିଶାଖାପାଟଣା ଟ୍ରେନ୍‌ ଲାଇନରେ ସୋମବାର ଏକ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହୋଇଛି। କୋରାପୁଟ କୋତାବାଲସା ରୁଟ୍‌ ଚିମିଡ଼ିପାଲ୍ଲୀ ଷ୍ଟେଶନ ନିକଟରେ ଟ୍ରେନର ୫ ନମ୍ବର ବଗି ଲାଇନ୍‌ଚ୍ୟୁତ ହୋଇଛି। କୋରାପୁଟ ରେଲୱେ କର୍ତ୍ତୃପକ୍ଷଙ୍କ ସୂଚନା ମୁତାବକ, ଛତିଶଗଡ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ଭୁବନେଶ୍ୱର,୨୧।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବା ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା ମିଳିଛି। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ଥିଲା। ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ...

ସମ୍ଭାବ୍ୟ ବାତ୍ୟା ପାଇଁ ଘୁଞ୍ଚିଲା ବୃତ୍ତି ପରୀକ୍ଷା

ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଛାତ୍ରୀଛାତ୍ରଙ୍କ ଏନ୍‌ଆର୍‌ଟିଏସ୍‌ ଏବଂ ପ୍ରାଥମିକ ବୃତ୍ତି ପରୀକ୍ଷାକୁ ସରକାର ଘୁଞ୍ଚାଇ ଦେଇଛନ୍ତି। ଏହି ପରୀକ୍ଷା ୨୩ ଏବଂ ୨୫ ତାରିଖରେ ହେବାର ଥିଲା। ପରୀକ୍ଷା ପୁଣି କେବେ ହେବ ସେନେଇ ବୋର୍ଡ ପକ୍ଷରୁ...

ମାଡି ଆସୁଛି ବାତ୍ୟା: ଚାଷକୁ ନେଇ ଛାନିଆ ହେଲେଣି ଲୋକେ, କହିଲେ ଆମେ ବଞ୍ଚିବୁ କିପରି

ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଛାନିଆ ହୋଇ ଗଲେଣି ଲୋକେ। ବର୍ଷା, ପବନରେ ଧାନ ଯିବ, ପାନ ବି ଯିବ, ଆମେ ବଞ୍ଚିବୁ କିପରି ବୋଲି ସୋମବାର ଅସ୍ତରଙ୍ଗ ଅଞ୍ଚଳବାସୀ ମତ ପ୍ରକାଶ କରିଛନ୍ତି। ବାତ୍ୟାକୁ ନେଇ ଅଞ୍ଚଳବାସୀ...

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ ମୋହନ ସରକାର, ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୨୧।୧୦: ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଇଛନ୍ତି। ସୋମବାର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୫୦ରୁ ୫୩ ପ୍ରତିଶତକୁ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି। ଜୁଲାଇ ୧, ୨୦୨୪ରୁ...

ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ: ବାତ୍ୟା ପହଞ୍ଚିବା ପୂର୍ବରୁ…

ଭୁବନେଶ୍ୱର,୨୧।୧୦: ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାରଙ୍କ ପରାମର୍ଶ। ବାତ୍ୟା ପହଞ୍ଚିବା ପୂର୍ବରୁ ପୁରୀ ଛାଡ଼ିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। କାଲିସୁଦ୍ଧା ପୁରୀ ଛାଡ଼ି ନିଜ ନିଜ ଘରକୁ ଫେରି ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ‘ଦାନା’...

ଆସୁଛି ବାତ୍ୟା, ସ୍କୁଲ ଛୁଟିକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ହିଟ୍‌ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri