ରାଜ୍ୟ

ଗୋପାଳଙ୍କ ଏମ୍‌ସିଏଲ୍‌ କ୍ବାର୍ଟର୍ସରେ କ୍ରାଇମବ୍ରାଞ୍ଚର ତନାଘନା: ଗୁଳିକାଣ୍ଡ ସ୍ଥାନରେ ହେବ ସିନ୍‌ ରିକ୍ରିଏସନ

ଝାରସୁଗୁଡ଼ା ଅଫିସ,୩।୨: ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର ରହସ୍ୟ ଉନ୍ମୋଚନ ନେଇ କ୍ରାଇମବ୍ରାଞ୍ଚ ଲାଗିପଡ଼ିଛି। ଇତିମଧ୍ୟରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୪ ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି। ରିମାଣ୍ଡର ଶୁକ୍ରବାର ତୃତୀୟ ଦିନରେ କ୍ରାଇମବ୍ରାଞ୍ଚ...

ହାଇଓ୍ବା-ଯାତ୍ରୀବାହୀ ବସ୍‌ ମୁହାଁମୁହିଁ: ୧୫ରୁ ଊର୍ଦ୍ଧ୍ୱ ଆହତ, ୫ ଗୁରୁତର

ବାରିପଦା ଅଫିସ,୩ା୨: ମୟୂରଭଞ୍ଜ ଜିଲା କରଞ୍ଜିଆ ସହରର ବାମନାଶାଳ ନିକଟସ୍ଥ ଗ୍ରୀଡ଼ ସବ୍‌ ଷ୍ଟେଶନ ସମ୍ମୁଖରେ ଶୁକ୍ରବାର ବାଲି ବୋଝେଇ ହାଇଓ୍ବା ସହ ‘କଲ୍ୟାଣୀ’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବସ୍‌ରେ ଥିବା...

‘କୋରାପୁଟର ମାଟି, ପାଣି, ପବନରେ ଭରି ରହିଛି ଆତ୍ମୀୟତାର ଅନୁଭବ’

ଭୁବନେଶ୍ୱର,୩ା୨(ବ୍ୟୁରୋ): ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଗସ୍ତରେ ଅଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ସେଠାରେ ପହଞ୍ଚିବା ପରେ ନିଜର ଖୁସି ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, କୋରାପୁଟର ମାଟି, ପାଣି ଓ ପବନରେ ଭରି ରହିଛି...

ଥରୁଛି ଜି.ଉଦୟଗିରି

ଜି.ଉଦୟଗିରି,୩ା୨(ଡି.ଏନ୍‌.ଏ.): କିଛିଦିନର ବ୍ୟବଧାନ ପରେ ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଜି ଉଦୟଗିରି ଠାରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି ବୋଲି କୃଷି ପାଣିପାଗ କ୍ଷେତ୍ର ଦାୟିତ୍ୱରେ ଥିବା...

ଆଜି କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୨(ବ୍ୟୁରୋ): ଶୁକ୍ରବାର କୋରାପୁଟ ଜିଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟର ପ୍ଲାଟିନମ୍‌ ଜୁବୁଲି ଉତ୍ସବ ପାଳନରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବିକ୍ରମ ଦେବ କଲେଜକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଥିବା ବେଳେ ମୁଖ୍ୟମନ୍ତ୍ରୀ...

କମିବ ତାପମାତ୍ରା, ଜାରି ରହିବ ଶୀତ

ଭୁବନେଶ୍ୱର,୩ା୨(ବ୍ୟୁରେ): ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଲହରି ଅନୁଭତ ହେବ। ରାତିର ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ। ଫଳରେ ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ାରେ ଶୀତ ଅନୁଭୂତ ହେବ ବୋଲି ଆଞ୍ଚଳିକ...

‘ଅତ୍ୟାଧୁନିକ ଚିକିତ୍ସା କ୍ଷେତ୍ରରେ ସ୍ପର୍ଶର ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୩।୨: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ସ୍ପର୍ଶ ହସ୍ପିଟାଲ ଭୁବନେଶ୍ୱରର ୧୬ତମ ପ୍ରତିଷ୍ଠା ଦିବସ ଗୁରୁବାର ସ୍ଥାନୀୟ ରେଳ ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଡ଼ିଆ ଅଭିନେତା ତଥା ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକ ମୁଖ୍ୟ...

‘କ୍ୟାମ୍ପସ୍‌ ଚୟନରେ ୬୦% ଛାତ୍ରୀଛାତ୍ର କୃତକାର୍ଯ୍ୟ’

ଭୁବନେଶ୍ୱର,୩।୨:ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅକ୍ସଫୋର୍ଡ ଗ୍ରୁପ୍‌ର ଅଗ୍ରଣୀ ଅନୁଷ୍ଠାନ ଅକ୍ସଫୋର୍ଡ ଇଞ୍ଜିନିୟରିଂ କଲେଜ ଆଣ୍ଡ ମ୍ୟାନେଜମେଣ୍ଟର ଶେଷ ବର୍ଷର ଛାତ୍ରୀଛାତ୍ରଙ୍କ ପାଇଁ କ୍ୟାମ୍ପସ ଚୟନର ଆୟୋଜନ କରାଯାଇଥିଲା। ଏପରିକି ଭୁବନେଶ୍ୱର ନିକଟସ୍ଥ ବାଲିଅନ୍ତା ବ୍ଲକଠାରେ ଅବସ୍ଥିତ ଅକ୍ସଫୋର୍ଡ...

ଭାରତରେ ପ୍ରାୟ ୩୬% ମୃତ୍ୟୁ ହୃଦ୍‌ରୋଗ ଜନିତ

ଭୁବନେଶ୍ୱର, ୩।୨ (ବ୍ୟୁରୋ):ଶ୍ରୀ ସତ୍ୟ ସାଇ ସେବା ଅର୍ଗାନାଇଜେଶନ ଓ ଶ୍ରୀ ଜଗନ୍ନାଥ ସର୍ଭିସ ଫାଉଣ୍ଡେଶନ ପକ୍ଷରୁ ଗୁରୁବାର କଳିଙ୍ଗ ଷ୍ଟାଡିୟମ୍‌ରେ ସିପିଆର୍‌ ଟ୍ରେନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରି ଏହି ତାଲିମ କାର୍ଯ୍ୟକ୍ରମକୁ...

ଶ୍ରବଣବାଧିତଙ୍କୁ ଚିକିତ୍ସା ଯୋଗାଇବେ ଅନୁରାଧା ପଡ୍‌ୱାଲ

ଭୁବନେଶ୍ୱର,(ବ୍ୟୁରୋ)/ପୁରୀ ଅଫିସ, ୩।୨:ସୂର୍ଯ୍ୟୋଦୟ ଫାଉଣ୍ଡେଶନ ସଭାପତି ତଥା ବିଶିଷ୍ଟ ଗାୟିକା ପଦ୍ମଶ୍ରୀ ଅନୁରାଧା ପଡ୍‌ୱାଲ ଓଡ଼ିଶାରେ ସେବା କରିବାକୁ ମନ ବଳାଇଛନ୍ତି। ଏଥିପାଇଁ ତାଙ୍କ ସୂର୍ଯ୍ୟୋଦୟ ଫାଉଣ୍ଡେଶନ, ୱାଇଡେକ୍ସ ଇଣ୍ଡିଆ ଓ ଶିଭୋନ୍ତସ ଇଣ୍ଡିଆର ମିଳିତ ଉଦ୍ୟମରେ ଶ୍ରବଣ ଶକ୍ତି...

ନିଶା ଛଡ଼ାଇବା ବଦଳରେ ଜୀବନ ନେଲେ

ଭୁବନେଶ୍ୱର,୩।୨(ବ୍ୟୁରୋ):ନିଶା ସେବନରୁ ପୁଅକୁ ଦୂରେଇବା ପାଇଁ ପରିବାର ଲୋକେ ନିଶା ନିବାରଣ କେନ୍ଦ୍ରରେ ଛାଡ଼ିଥିଲେ। ହେଲେ କେନ୍ଦ୍ରର ମାଲିକ ଓ କର୍ମଚାରୀ ନିଶା ଛଡ଼ାଇବା ବଦଳରେ ଜୀବନ ନେଇଗଲେ। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଭୋଟପଡ଼ାସ୍ଥିତ ସାଇକୃପା ନିଶା ନିବାରଣ କେନ୍ଦ୍ରରେ...

ଆଜି ହିନ୍ଦୀରେ ରିଲିଜ୍‌ ହେବ ‘ଦମନ’:୩ଶହ ହଲ୍‌ରେ ଦେଖିବେ ଦର୍ଶକ

ଭୁବନେଶ୍ୱର, ୩।୨ (ବ୍ୟୁରୋ)- ଓଡ଼ିଆ ଚଳଚ୍ଚିତ୍ର ‘ଦମନ’କୁ ହିନ୍ଦୀ ଭାଷାରେ ଦେଖିବେ ଦର୍ଶକ। ଶୁକ୍ରବାର ଦେଶର ୩ଶହ ହଲରେ ଏହି ଚଳଚ୍ଚିତ୍ର ରିଲିଜ୍‌ ହେବ। ନଭେମ୍ବର ୪ରେ ରିଲିଜ୍‌ ହୋଇଥିବା ‘ଦମନ’ରେ ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ଡା. ସିଦ୍ଧାର୍ଥ ମହାନ୍ତି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri