ରାଜ୍ୟ

ଆଜିଠାରୁ ତୋଷାଳି ଜାତୀୟ ହସ୍ତତନ୍ତ ମେଳା

ଭୁବନେଶ୍ୱର,୧।୨(ବ୍ୟୁରୋ): ସପ୍ତଦଶ ତୋଷାଳି ଜାତୀୟ ହସ୍ତତନ୍ତ ମେଳା ବୁଧବାରଠାରୁ ଜନତା ମଇଦାନଠାରେ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ହସ୍ତତନ୍ତ ମନ୍ତ୍ରଣାଳୟର ବିକାଶ ଆୟୁକ୍ତ (ହସ୍ତଶିଳ୍ପ) ଓ ବିକାଶ ଆୟୁକ୍ତ (ହସ୍ତତନ୍ତ)ଙ୍କ ସହଭାଗିତାରେ...

ଆଜିଠୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର,୧।୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ସକାଳ ୯ଟା ୩୦ରୁ ଛାତ୍ରୀଛାତ୍ରମାନେ ଲାବ୍‌ ମଧ୍ୟକୁ ପ୍ରବେଶ କରିବେ। ପ୍ରଥମ ସିଟିଂ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ...

ଶ୍ରୀମନ୍ଦିର ପରିସରରେ ପାନ, ଗୁଟ୍‌ଖା ଛେପ

ପୁରୀ ଅଫିସ, ୧।୨: ଶ୍ରୀମନ୍ଦିର ପରିସରକୁ ଯେତେ ପରିଷ୍କାର ପରିଚ୍ଛନ୍ନ ରଖିବା ପାଇଁ ଚେଷ୍ଟା କରାଯାଉଥିଲେ ମଧ୍ୟ ତାହା ଫଳପ୍ରଦ ହୋଇପାରୁନାହିଁ। ଏଥିଲାଗି ପ୍ରଶାସନ ପକ୍ଷରୁ କଟକଣା ଜାରି ସତ୍ତ୍ୱେ ତାହାକୁ କେହି ମାନୁନାହାନ୍ତି। ଶ୍ରୀମନ୍ଦିର ପରିସର ଅନେକ ସ୍ଥାନରେ...

ଆଜିଠାରୁ ଜେଲରେ ଲ’ ପରୀକ୍ଷା ଦେବେ ଅର୍ଚ୍ଚନା

ଭୁବନେଶ୍ୱର,୧।୨(ବ୍ୟୁରୋ): ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଝାରପଡ଼ା ଜେଲରେ ଦିନ କାଟୁଥିବାବେଳେ ବୁଧବାରଠାରୁ ସେ ଏଠାରେ ଲ’ ପରୀକ୍ଷା ଦେବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଅର୍ଚ୍ଚନା କ୍ୟାପିଟାଲ ଲ’ କଲେଜରେ ଇଣ୍ଟିଗ୍ରେଟେଡ୍‌ ଲ’ ପଢ଼ୁଥିବାବେଳେ ଏବେ ପାଠ୍ୟକ୍ରମର ୪ର୍ଥ...

ରାଜଧାନୀରେ ନର୍ସିଂ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୧।୨(ବ୍ୟୁରୋ): ଭରତପୁର ଥାନା ଅନ୍ତର୍ଗତ ଏକ ଘରୋଇ ବିଶ୍ୱ ବିଦ୍ୟାଳୟର ନର୍ସିଂ କଲେଜରେ ପଢ଼ୁଥିବା ଜଣେ ଛାତ୍ର ହଷ୍ଟେଲ ରୁମ୍‌ରେ ଗାମୁଛା ଦ୍ୱାରା ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲା ଚିତ୍ତରଞ୍ଜନ ଥାନା ଅଞ୍ଚଳର...

ସହରର ଆଉ ୩୩ ସ୍ଥାନର ରୂପ ବଦଳିବ

ଭୁବନେଶ୍ୱର,୧।୨ (ବ୍ୟୁରୋ): ବିଶ୍ୱକପ୍‌ ହକି ପାଇଁ ନବବଧୂ ପରି ସଜେଇ ହୋଇଛି ରାଜଧାନୀ ଭୁବନେଶ୍ୱର। ସହରର ସ୍ବଚ୍ଛତା ସହିତ ସୌନ୍ଦର୍ଯ୍ୟକରଣ ଉପରେ ବିଏମ୍‌ସି ବିଶେଷ ଭାବେ ଗୁରୁତ୍ୱାରୋପ କରିଥିଲା। ସହରର କାନ୍ଥବାଡ଼ ସହିତ ଓଭରବ୍ରିଜ୍‌, ରାସ୍ତାଘାଟ, ମୁଖ୍ୟ ଛକ ଆଦି...

ରାଜସ୍ବ ଆଦାୟ ଲକ୍ଷ୍ୟଠାରୁ ଦୂରରେ ବିଏମ୍‌ସି

ଭୁବନେଶ୍ୱର, ୧।୨ (ବ୍ୟୁରୋ): ରାଜସ୍ବ ଆଦାୟ ଲକ୍ଷ୍ୟରେ ଏଥର ପଛରେ ପଡ଼ି ପାରେ ବିଏମ୍‌ସି। ଚଳିତ ଆର୍ଥିକ ବର୍ଷ ୨୦୨୨-୨୩ରେ ବିଏମ୍‌ସି ମୋଟ ୨୭୭.୭୪ କୋଟି ରାଜସ୍ବ ଆଦାୟ ଲକ୍ଷ୍ୟ ରଖିଛି। ୧୨୦.୨୪ କୋଟିର ହୋଲ୍ଡିଂ ଟିକସ ଥିବାବେଳେ ଅନ୍ୟାନ୍ୟ ରାଜସ୍ବ...

ନବ ଦାସଙ୍କୁ ହତ୍ୟା ପରେ: ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ବର,୧।୨(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା ଥମିବାର ନାଁ ଧରୁନାହିଁ। ଘଟଣାର ୩ ଦିନ ପରେ ମଧ୍ୟ କାହିଁକି ଜଣେ ପୋଲିସ କର୍ମଚାରୀ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟାଇଲେ ତାକୁ ନେଇ ସବୁଠି ଚର୍ଚ୍ଚା। ଭାଜପା...

ଫାରୋ ୩-ଡି ସ୍କାନରରେ ତଥ୍ୟ ସଂଗ୍ରହ

କଟକ ଅଫିସ,୧।୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ତଦନ୍ତ ଜାରି ରଖିଛି। ଗୁଳିକାଣ୍ଡର ପୂରା ଘଟଣାକ୍ରମକୁ ଟିକିନିଖି ଅନୁଧ୍ୟାନ କରାଯାଉଛି। ଡିଏସ୍‌ପି ରମେଶ ଚନ୍ଦ୍ର ଦୋରା ସାଇଣ୍ଟିଫିକ ଅଧିକାରୀ ଓ ବାଲିଷ୍ଟିକ ବିଶେଷଜ୍ଞଙ୍କ ସହ ଗୁଳିକାଣ୍ଡସ୍ଥଳକୁ...

ନିର୍ବାଚନ କମିଶନଙ୍କୁ ଅବଗତ କଲେ ବିଧାନସଭା ସଚିବ

ଭୁବନେଶ୍ୱର,୧।୨(ବ୍ୟୁରୋ): ଝାରସୁଗୁଡ଼ା ବିଧାୟକ ତଥା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗତ ରବିବାର ଗୁଳିମାଡ଼ରେ ନିହତ ହୋଇଛନ୍ତି। ମଙ୍ଗଳବାର ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ଭାବେ ନିର୍ବାଚନ କମିଶନ ଓ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମେତ ରାଜ୍ୟ...

ସାଇବର ଅପରାଧ ରୋକିବାକୁ ବ୍ୟାପକ ହେବ ପ୍ରୟାସ

ଭୁବନେଶ୍ବର,୧।୨(ବ୍ୟୁରୋ): ରାଜ୍ୟରେ ସାଇବର ଅପରାଧ ରୋକିବାକୁ ସରକାରୀସ୍ତରରେ କରାଯାଉଥିବା ପ୍ରୟାସକୁ ଆହୁରି ବ୍ୟାପକ କରାଯିବ। ଦୈନିକ ଅର୍ଥନୈତିକ ଅପରାଧ ସହ ମହିଳା ଓ ଶିଶୁଙ୍କ ଉପରେ ଯୌନଜନିତ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯିବ। ଏଥିନିମନ୍ତେ...

ଭୁବନେଶ୍ୱରରୁ ଜାମଶେଦପୁର ବିମାନସେବା ଆରମ୍ଭ

ଭୁବନେଶ୍ୱର, ୩୧।୧(ବ୍ୟୁରୋ) – ଭୁବନେଶ୍ୱରରୁ ଝାଡ଼ଖଣ୍ଡର ଜାମଶେଦପୁରକୁ ଦୈନିକ ବିମାନସେବା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଇଣ୍ଡିଆ ଓ୍ବାନ୍‌ ଏୟାର ପକ୍ଷରୁ ଏହି ସେବା ପ୍ରଦାନ କରାଯାଉଛି। ମଙ୍ଗଳବାର ସକାଳ ୭ଟା ୩୦ରେ ଏୟାରକ୍ରାଫ୍ଟ ଭିଟି-କେଏସ୍‌ଏସ୍‌ ଭୁବନେଶ୍ୱର ବିମାନବନ୍ଦରରୁ ଉଡ଼ାଣ ଶୁଭାରମ୍ଭ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri