ରାଜ୍ୟ

ଭୁବନେଶ୍ୱରରୁ ଜାମଶେଦପୁର ବିମାନସେବା ଆରମ୍ଭ

ଭୁବନେଶ୍ୱର, ୩୧।୧(ବ୍ୟୁରୋ) – ଭୁବନେଶ୍ୱରରୁ ଝାଡ଼ଖଣ୍ଡର ଜାମଶେଦପୁରକୁ ଦୈନିକ ବିମାନସେବା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଇଣ୍ଡିଆ ଓ୍ବାନ୍‌ ଏୟାର ପକ୍ଷରୁ ଏହି ସେବା ପ୍ରଦାନ କରାଯାଉଛି। ମଙ୍ଗଳବାର ସକାଳ ୭ଟା ୩୦ରେ ଏୟାରକ୍ରାଫ୍ଟ ଭିଟି-କେଏସ୍‌ଏସ୍‌ ଭୁବନେଶ୍ୱର ବିମାନବନ୍ଦରରୁ ଉଡ଼ାଣ ଶୁଭାରମ୍ଭ...

ଏସ୍‌ଡିପିଓଙ୍କ ପରେ ବଦଳିଲେ ଝାରସୁଗୁଡ଼ା ଏସ୍‌ପି

ଝାରସୁଗୁଡ଼ା ଅଫିସ,୩୧।୧: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଗୁଳିକାଣ୍ଡ ଘଟଣା ପରେ ଆକ୍‌ଶନ ମୁଡ୍‌ରେ ଏବେ ରାଜ୍ୟ ପ୍ରଶାସନ। ମଙ୍ଗଳବାର ବ୍ରଜରାଜନଗର ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇ ବଦଳି ହେବାର କିଛି ସମୟ ପରେ ରାଜ୍ୟ ସରକାର ଝାରସୁଗୁଡ଼ା ଏସ୍‌ପି...

ବଦଳିଲେ ବ୍ରଜରାଜନଗର ଏସ୍‌ଡିପିଓ

ଝାରସୁଗୁଡ଼ା ଅଫିସ,୩୧।୧: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଗୁଳିକାଣ୍ଡ ଘଟଣା ପରେ ମଙ୍ଗଳବାର ବ୍ରଜରାଜନଗର ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇଙ୍କୁ ବଦଳି କରାଯାଇ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ଥାନରେ ଆଠମଲ୍ଲିକ ଏସ୍‌ଡିପିଓ ଚିନ୍ତାମଣି ପ୍ରଧାନଙ୍କୁ ନିଯୁକ୍ତ...

ମନ୍ତ୍ରୀ ହତ୍ୟା ମାମଲା: ତଦନ୍ତର ଦିଗକୁ ନେଇ ମୁହଁ ଖୋଲିଲେ ଦେବୀ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାର ଦନ୍ତର ଦିଗକୁ ନେଇ ଉଠୁଥିବା ପ୍ରସଙ୍ଗରେ ବିଜେଡି ବିଧାୟକ ଦେବୀ ମିଶ୍ର ମୁହଁ ଖୋଲିଛନ୍ତି। ସେ କହିଛନ୍ତି, କ୍ରାଇମବ୍ରାଞ୍ଚ ସହ ହାଇକୋର୍ଟଙ୍କ ଅନୁମୋଦନରେ ଜୁଡିସିଆଲ ତଦନ୍ତ କରାଯିବ । ତାହା ଟ୍ରାନ୍ସପରେଣ୍ଟ...

ଗୁଜୁରାଟ ପ୍ରଶ୍ନପତ୍ର ପ୍ରଘଟ ମାମଲା: ମାଲକାନଗିରିରୁ ଗିରଫ ହେଲେ ଶିକ୍ଷକ

ମାଲକାନଗିରି/ମାଥିଲି,୩୧।୧(ଡି.ଏନ୍‌.ଏ.) ଗୁଜୁରାଟ ଜୁନିୟର କ୍ଲର୍କ ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ମାଲକାନଗିରି ଜିଲା କର୍ତନପାଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସରୋଜ ମାଲୁଙ୍କୁ ଗୁଜୁରାଟ ପୋଲିସ ଗିରଫ କରିଛି। ଗୁଜୁରାଟ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୧୧୮୧ ଜୁନିୟର କ୍ଲର୍କ ପଦବୀ...

ଚାକିରିରୁ ଅବସର ନେବା ପରେ ଶରୀର ଦାନ କଲେ ଶିକ୍ଷକ

ମାଲକାନଗିରି,୩୧।୧(ଡି.ଏନ୍‌.ଏ.): ଚାକିରିରୁ ଅବସର ନେବା ଦିନ ରକ୍ତଦାନ ସହ ନିଜ ଶରୀର ଦାନ କରିଛନ୍ତି ଜଣେ ଶିକ୍ଷକ। ଶିକ୍ଷକଙ୍କ ଏପରି କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି। ଏହା ସମାଜ ପାଇଁ ଏକ ଅନନ୍ୟ ଉଦାହରଣ ବୋଲି ଚର୍ଚ୍ଚା ହେଉଛି। ପିଲାଟି...

ଦାଖଲ ହେଲା ମନ୍ତ୍ରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଭୁବନେଶର,୩୧।୧(ବ୍ୟୁରୋ) : ମନ୍ତ୍ରୀ ନବ କିଶୋର ଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟ ମଙ୍ଗଳବାର ଦାଖଲ ହୋଇଛି। ଡାକ୍ତରୀ ଟିମ୍‌ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉକ୍ତ ରିପୋର୍ଟ ଦାଖଲ କରିଛନ୍ତି। ପୋଷ୍ଟମୋର୍ଟମ ରିପୋର୍ଟରେ ଦାସଙ୍କୁ କେଉଁ ସମୟରେ ଗୁଳି ବାଜିଥିଲା, କେତୋଟି...

୪ ବିମାନ ବନ୍ଦର ପାଇଁ ନିଯୁକ୍ତି ହେବେ ୫୦ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ୫୦ ଅଗ୍ନିଶମ ସେବା କର୍ମଚାରୀ ପଦବୀ ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟସରକାର ଅନୁମୋଦନ କରିଛନ୍ତି । ଆଞ୍ଚଳିକ କନେକ୍‌ଟିଭିଟି ସ୍କିମ (ଆରସିଏସ) – ୟୁଡିଏଏନ୍‌ ଯୋଜନାରେ ୪ଟି ବିମାନବନ୍ଦର ପାଇଁ ବିଭିନ୍ନ ପଦବୀରେ ଅଗ୍ନିଶମ ସେବା କର୍ମଚାରୀଙ୍କ ୫୦ଟି...

ଇଣ୍ଟିଗ୍ରେଟେଡ ଲ’ ପରୀକ୍ଷା ଦେବେ ଅର୍ଚ୍ଚନା

ଭୁବନେଶ୍ୱର,୩୧।୧(ବ୍ୟୁରୋ): ବେଆଇନ୍‌ ଅର୍ଥ କାରବାରରେ ଗିରଫ ହୋଇ ଜେଲ୍‌ରେ ଥିବା ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମଙ୍ଗଳବାର ଇଣ୍ଟିଗ୍ରେଟେଡ ଲ’ ପରୀକ୍ଷା ଦେବେ। ଏନେଇ ଜେଏମ୍‌ଏଫ୍‌ସି ଭୁବନେଶ୍ୱର କୋର୍ଟ ଅନୁମତି ଦେଇଛନ୍ତି। ଭୁବନେଶ୍ୱର କ୍ୟାପିଟାଲ ଲ’ କଲେଜରେ ଜେଲ ମାନୁଆଲ...

ଭାରି ବଢ଼ିଆ ଠୁଙ୍କାପୁରୀ…

ଭୁବନେଶ୍ୱର,୩୧।୧ (ବ୍ୟୁରୋ)- ସୋମବାର ପବିତ୍ର ମାଘ ନବମୀ ଅବସରରେ ଖଣ୍ଡଗିରି କୁମ୍ଭମେଳାରେ ପରମ୍ପରା ମୁତାବକ ହୋମଯଜ୍ଞାଦି ବିଧି ଜାରି ରହିଥିଲା। ନବାହ୍ନ ପାରାୟଣ ଶୁଣିବାକୁ ଦିନ ତମାମ ଲୋକଙ୍କ ଭିଡ଼ ଜମିଥିଲା। ନାଗା ସାଧୁମାନେ ବିଶ୍ୱ କଲ୍ୟାଣ ପାଇଁ ତପସ୍ୟାରତ...

୧ରୁ ଯୁକ୍ତ୨ ପ୍ରାକ୍ଟିକାଲ: ହବ୍‌ ସେଣ୍ଟରକୁ ଗଲା ପ୍ରଶ୍ନପତ୍ର

ଭୁବନେଶ୍ୱର, ୩୧ା୧(ବ୍ୟୁରୋ): ସିଏଚ୍‌ଏସ୍‌ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଆସନ୍ତା ୧ ତାରିଖରୁ ଆରମ୍ଭ ହେବ। ସୋମବାର ରାଜ୍ୟର ସମସ୍ତ ହବ୍‌ ସେଣ୍ଟରକୁ ଉଭୟ ପ୍ରାକ୍ଟିକାଲ ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା ପଠାଯାଇଛି। ୧୦ ତାରିଖ ମଧ୍ୟରେ ପ୍ରାକ୍ଟିକାଲ...

ବକୁଳ ଫାଉଣ୍ଡେଶନକୁ ‘ମୋଷ୍ଟ ଇନୋଭେଟିଭ୍‌ ଲାଇବ୍ରେରି’ ପୁରସ୍କାର

ଭୁବନେଶ୍ୱର, ୩୧।୧(ବ୍ୟୁରୋ):ହାଇଦ୍ରାବାଦଠାରେ ଚାଲିଥିବା ହାଇଦ୍ରାବାଦ ସାହିତ୍ୟ ମହୋତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ ଇଣ୍ଡିଆ ରିଡିଂ ଅଲମ୍ପିଆଡ୍‌ର ୫ମ ସଂସ୍କରଣର ‘ମୋଷ୍ଟ ଇନୋଭେଟିଭ୍‌ ଲାଇବ୍ରେରି’ ବର୍ଗରେ ବକୁଳ ଫାଉଣ୍ଡେଶନକୁ ପୁରସ୍କୃତ କରାଯାଇଛି। ଫାଉଣ୍ଡେଶନର ପ୍ରତିଷ୍ଠାତା ସୁଜିତ ମହାପାତ୍ର ଏବଂ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri