ରାଜ୍ୟ

ଏଣିକି ଛୁଟିଦିନରେ ଅସ୍ତ୍ରୋପଚାର ଗୃହ ଖୋଲା ରହିବ

ଭୁବନେଶ୍ୱର, ୨୮।୧(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ଡାକ୍ତରଖାନାରେ ଏଣିକି ଛୁଟିଦିନରେ ମଧ୍ୟ ଅସ୍ତ୍ରୋପଚାର ଗୃହ (ଓଟି) ଖୋଲା ରହିବ। ଫଳରେ ଜରୁରିକାଳୀନ ଚିକିତ୍ସା ସେବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିବା ବହୁ ଗରିବ ପରିବାର ଉପକୃତ ହୋଇପାରିବେ। ମାସର ଦ୍ୱିତୀୟ...

ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ନିରାକାରପୁର,୨୮ା୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ପାନ୍ଥିକା ଅଞ୍ଚଳରୁ ନିରାକାରପୁର ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ କରିଥିବା ବେଳେ ବାଇକ୍‌ ଏବଂ ସ୍କୁଟି ଜବତ କରିଛି। ଏଥିରେ ସଂପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ...

ହୁସେନ ରବି ଗାନ୍ଧୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଭେଟେରାନ ନେତା ତଥା ଲେଖକ ହୁସେନ ରବି ଗାନ୍ଧୀଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ କହିଛନ୍ତି, ସ୍ବର୍ଗତଃ ଗାନ୍ଧୀ ଦୀର୍ଘଦିନରୁ ବିଜୁ ବାବୁ ଏବଂ ପରେ ବିଜୁ ଜନତା...

ହୁସେନ ରବି ଗାନ୍ଧୀଙ୍କ ପରଲୋକ

କଟକ ଅଫିସ,୨୮ା୧: ବିଶିଷ୍ଟ ସାହିତି୍ୟକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ଶନିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଅସୁସ୍ଥ ଥିବାରୁ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଥିଲେ। ତେବେ ଆଜି ମଧ୍ୟାହ୍ନରେ ତାଙ୍କର...

ପିକଅପ୍‌ ଭ୍ୟାନ୍‌-ଅଟୋ ମୁହାଁମୁହିଁ ଧକ୍କା: ୩ ମୃତ, ୫ ଆହତ

କେନ୍ଦୁଝର,୨୮।୧(ସ୍ବ.ପ୍ର.) ପଣ୍ଡାପଡ଼ା ଥାନା ଅନ୍ତର୍ଗତ ନରଣପୁର – ଡୁବୁରି ରାସ୍ତାର ଉକୁଚାବେଡା ନିକଟରେ ପିକଅପ୍‌ ଭ୍ୟାନ୍‌ ଓ ଅଟୋ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପାଞ୍ଚ ଜଣ ଗୁରୁତର ରହିଛନ୍ତି। ଗୁରୁତରଙ୍କୁ...

କାର୍‌ ଉପରେ ପଡ଼ିଗଲା ଗଛ

ପାଟଣା,୨୮।୧(ସ୍ବ. ପ୍ର.): ଦୁର୍ଘଟଣା ଏମିତି ବି ହୁଏ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଘଟଣାଟି ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ଛକ ନିକଟ ପ୍ରମିଳା ଜୁଏଲାରୀ ନିକଟରେ। ଶୁକ୍ରବାର ରାତିରେ ପାଟଣାର ଅକ୍ଷୟ କୁମାର ସାହୁଙ୍କ ୦୨ଟି-୦୫ ୮୬ ନମ୍ବର...

ଡିଜେଏସ୍‌ଆଇ ବିଶ୍ୱ ମାନ୍ୟତାରେ ବେଦାନ୍ତ ୨ୟ

ଭୁବନେଶ୍ୱର,୨୮।୧: ବେଦାନ୍ତ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ବେଦାନ୍ତ ଆଲୁମିନିୟମ ୨୦୨୧-୨୨ ଆର୍ଥତ୍କ ବର୍ଷରେ ଆଲୁମିନିୟମ ଶିଳ୍ପ ପାଇଁ ଏସ୍‌ ଆଣ୍ଡ ପି ଡାଓ ଜୋନ୍‌ସ ସଷ୍ଟେନେବିଲିଟି ଇଣ୍ଡେକ୍ସ (ଡିଜେଏସ୍‌ଆଇ) ବିଶ୍ୱ ମାନ୍ୟତାରେ ୨ତମ ସ୍ଥାନକୁ ଉନ୍ନୀତ ହୋଇଛି। ଏପରିକି ଡିଜେଏସ୍‌ଆଇ...

୭ ଦିନରେ ଠିକ୍‌ ତାଲିକା ପ୍ରସ୍ତୁତ କର ନଚେତ୍‌ ବ୍ଲକ ଆଗରେ ବିକ୍ଷୋଭ: କଂଗ୍ରେସ

ଭୁବନେଶ୍ବର,୨୮।୧(ବ୍ୟୁରୋ): ଅବାସ ଯୋଜନାର ହିତାଧିକାରୀ ଚୟନରେ ରାଜ୍ୟ ସରକାର ଯେଉଁଭଳି ଭାବେ ନିଜ ଦଳୀୟ ଭିତିରେ ହିତାଧିକାରୀ ଚୟନ କରୁଛନ୍ତି ସେଥିରୁ ନିବୃତ ରୁହନ୍ତୁ। ପ୍ରକୃତ ବାସହୀନଙ୍କୁ କିଭଳି ଘର ମିଳିବ ସେଥିପ୍ରତି ସରକାର ଧ୍ୟାନ ଦିଅନ୍ତୁ। ହିତାଧିକାରୀ ଚୟନ...

୧୬୯ ସମ୍ପ୍ରଦାୟକୁ ଏସ୍‌ଟି ତାଲିକାରେ ଅନ୍ତର୍ଭୁକ୍ତ ନ କଲେ ଆନ୍ଦୋଳନ: ବିଜେଡି

ଭୁବନେଶ୍ବର,୨୮।୧(ବ୍ୟୁରୋ): ରାଜ୍ୟ ସରକାର ଆଦିବାସୀଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଥିବାବେଳେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ସର୍ବଦା ଓଡ଼ିଶାର ଆଦିବାସୀ ସମ୍ପ୍ରଦାୟକୁ ଅବହେଳା କରିଆସୁଛି। ୧୬୯ଟି ଅନୁସୂଚିତ ଜନଜାତି ସମ୍ପ୍ରଦାୟକୁ ଏସ୍‌ଟି ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ବାରମ୍ବାର ଦାବି...

ଆଜି ମାଘ ସପ୍ତମୀ: ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

କୋଣାର୍କ,୨୮।୧(ଡି.ଏନ.ଏ.): ଆଜି ପବିତ୍ର ମାଘ ସପ୍ତମୀ। ଭୋର୍‌ରୁ ହଜାର ହଜାର ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଶୁକ୍ରବାର ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲେ। ଶ୍ରଦ୍ଧାଳୁମାନେ ବାଉଁଶ...

ବିଆର୍‌ଏସ୍‌ରେ ଗମାଙ୍ଗ, ପାଙ୍ଗୀ

ଭୁବନେଶ୍ବର,୨୮।୧(ବ୍ୟୁରୋ): ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ(କେସିଆର୍‌)ଙ୍କ ଭାରତ ରାଷ୍ଟ୍ର ସମିତି(ବିଆର୍‌ଏସ୍‌) ଶୁକ୍ରବାର ଆନୁଷ୍ଠାନିକ ଭାବେ ଓଡ଼ିଶାରେ ନିଜର ପାଦ ଥାପିଛି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ, ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀଙ୍କ ସମେତ ଏକାଧିକ ପୂର୍ବତନ ଏମ୍‌ପି, ବିଧାୟକଙ୍କ...

ମାଘ ସପ୍ତମୀ ପାଇଁ ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ସମାଗମ

କୋଣାର୍କ,୨୮।୧(ଡି.ଏନ୍‌.ଏ.): ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଶୁକ୍ରବାର ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଶ୍ରଦ୍ଧାଳୁମାନେ ବାଉଁଶ କଣିରେ କୁଡ଼ିଆ ତିଆରି କରି ବିଶ୍ରାମ ନେଇଛନ୍ତି। ସେମାନେ ମାଟିହାଣ୍ଡିରେ ରୋଷେଇ ସାରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri