ରାଜ୍ୟ

ଭାରତ ଅପରେଟିଂ ସିଷ୍ଟମ୍‌ର ପରୀକ୍ଷଣ ସଫଳ: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୨୫ା୧(ବ୍ୟୁରୋ): ଆଇଆଇଟି ମାଡ୍ରାସ ଦ୍ୱାରା ବିକଶିତ ସ୍ବଦେଶୀ ମୋବାଇଲ ଅପରେଟିଂ ସିଷ୍ଟମ-‘ଭାରତ ଅପରେଟିଂ ସିଷ୍ଟମ’ର ପରୀକ୍ଷଣ ସଫଳ ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ଆଇଆଇଟି ମାଡ୍ରାସ୍‌ର ସଫଳ ପ୍ରଚେଷ୍ଟାକୁ ପ୍ରଶଂସା କରି...

ଓଡ଼ିଶାରେ ଦେଖାଦେଲା ଧୂମକେତୁ

ଭୁବନେଶ୍ୱର, ୨୫ା୧(ବ୍ୟୁରୋ): ରାଜ୍ୟର କେତେକ ସ୍ଥାନରେ ଧୂମକେତୁ ଦେଖାଗଲାଣି, ଯାହାର ନାମ ହେଉଛି ‘ସି/୨୦୨୨ ଇ-୩’। ଗତ ୨୧ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ରାତି ଆକାଶରେ ଏହି ଧୂମକେତୁକୁ ସାଧାରଣ ଦୂରବୀକ୍ଷଣ ଓ ବାଇନାକୁଲାରରେ ଲୋକେ...

ଓଏସ୍‌ଏଚ୍‌ଇସି ଉପାଧ୍ୟକ୍ଷଙ୍କ କାର୍ଯ୍ୟକାଳ ବୃଦ୍ଧି

ଭୁବନେଶ୍ୱର, ୨୪।୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ (ଓଏସ୍‌ଏଚ୍‌ଇସି) ଉପାଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି। ପ୍ରଫେସର ଦାସଙ୍କ କାର୍ଯ୍ୟକାଳ ଆସନ୍ତା ୨୬ ତାରିଖରେ ଶେଷ ହେବାକୁ ଥିବାବେଳେ ରାଜ୍ୟ ସରକାର ଆଉ ବର୍ଷେ ପାଇଁ...

କନଷ୍ଟେବଳ ନିଯୁକ୍ତି ବୟସ ସୀମା ୪ ବର୍ଷ କୋହଳ, ଆଶାୟୀ ଆଶ୍ୱସ୍ତ

କଟକ ଅଫିସ,୨୪।୧: ରାଜ୍ୟରେ କନଷ୍ଟେବଳ ନିଯୁକ୍ତି ନେଇ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ପଦବୀ ଲାଗି ଆବେଦନକାରୀଙ୍କ ଲାଗି ବୟସ ସୀମା ୪ ବର୍ଷ କୋହଳ କରାଯିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ କରୋନା ମହାମାରୀକୁ ନେଇ ୨୦୧୮ରୁ...

କଟକରେ ସେକ୍ସ ରାକେଟ୍‌ ଠାବ

କଟକ ଅଫିସ,୨୪।୧: କଟକ ସୂର୍ଯ୍ୟବିହାର ଅଞ୍ଚଳରେ ଚାଲିଥିଲା ସେକ୍ସ ରାକେଟ । ଏନେଇ କୌଣସି ସୂତ୍ରରୁ ଖବର ପାଇ ମଙ୍ଗଳବାର ବାଦାମବାଡ଼ି ଥାନା ପୋଲିସ ଅଚାନକ ଚଢ଼ାଉ କରିଥିଲା। ଚଢ଼ାଉରେ ପୋଲିସ ରାଣୀ ମହୁମାଛି ସମେତ ୫ ଦେହଜୀବୀଙ୍କୁ ଉଦ୍ଧାର...

ମହାପ୍ରଭୁଙ୍କ ଦର୍ଶନ କଲେ ଅନନ୍ତ ଅମ୍ବାନୀ

ପୁରୀ ଅଫିସ,୨୪।୧: ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ପ୍ରତିଷ୍ଠିତ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ। ମଙ୍ଗଳବାର ଅପରାହ୍ନରେ ସେ ଭୁବନେଶ୍ୱରରେ ପହଞ୍ଚିବା ପରେ ପୁରୀ ଅଭିମୁଖେ ଗସ୍ତ କରିଥିଲେ। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ...

ଓଡ଼ିଶାରେ ମୁକେଶ ଅମ୍ବାନୀଙ୍କ ସାନ ପୁଅ: କରିବେ ଜଗା ଦର୍ଶନ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବିଶ୍ୱର ପ୍ରତିଷ୍ଠିତ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ବିବାହ ପୂର୍ବରୁ ଅନନ୍ତ ଜଗା ଦର୍ଶନ କରିବା ପାଇଁ ଓଡ଼ିଶା ଆସିଥିବା ଜଣାପଡ଼ିଛି। ସେ ଭୁବନେଶର ପହଞ୍ଚିବା ପରେ ପୁରୀ...

୨୫ରୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ ଚଳାଚଳ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ଜାନୁଆରୀ ୨୫ ତାରିଖରୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ ଚଳାଚଳ କରିବ। ଏହା ଦିନିଆ ଯାତ୍ରା କରିବାକୁ ଥିବାବେଳେ ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡଏବଂ ଓଡ଼ିଶାର ପ୍ରସିଦ୍ଧ ତୀର୍ଥସ୍ଥାନ ଦେଇ ଯାତ୍ରା କରିବ। ରେଳବାଇ ପକ୍ଷରୁ ଏନେଇ ସୂଚନା...

ଜାମିନ ଆବେଦନ କଲେ ଖଗେଶ୍ୱର

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ତଦନ୍ତ ଜାରି ରହିଛି। ଏହି ମାମଲାରେ ଅର୍ଚ୍ଚନାଙ୍କ ସହଯୋଗୀ ଖଗେଶ୍ୱର ମଙ୍ଗଳବାର ଜିଲା ଜଜ୍‌ଙ୍କ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ଅନ୍ୟପଟେ, ଅର୍ଚ୍ଚନା ନାଗ ଏବଂ ସ୍ବାମୀ ଜଗବନ୍ଧୁ...

କୋର୍ଟରେ ହାଜର ହେଲେ ନାଗ ଦମ୍ପତି, ଖଗେଶ୍ୱର

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ଘଟଣାରେ ଅର୍ଚ୍ଚନା , ଗବନ୍ଧୁ ଓ ଖଗେଶ୍ୱର ମଙ୍ଗଳବାର ଭିସି ଜରିଆରେ ଖୋର୍ଦ୍ଧା ଜିଲା ଓ ଦୌରାଜଜଙ୍କ କୋର୍ଟରେ ହାଜର ହୋଇଛନ୍ତି। ତେବେ ଶ୍ରଦ୍ଧାଞ୍ଜଳି ହାଜର ହୋଇ ନ ଥିଲେ। ଆସନ୍ତା ୭...

କଟକ ଏସ୍‌ସିବିରେ ଉତ୍ତେଜନା: ଅକ୍ସିଜେନ ଅଭାବରୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ

କଟକ ଅଫିସ୍‌,୨୪।୧: କଟକ ବଡ଼ ମେଡିକାଲରେ ମଙ୍ଗଳବାର ଉତ୍ତେଜନା ଦେଖାଦେଇଛି। ଅକ୍ସିଜେନ ଅଭାବରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତକ ହେଲେ ବାଲେଶ୍ୱର ଜିଲାର ଭାଗବତ ମହାନ୍ତି । ସୂଚନାଯୋଗ୍ୟ, ଭାଗବତଙ୍କ ଶ୍ୱାସଜନିତ ସମସ୍ୟା...

ସାଧାରଣତନ୍ତ୍ର ଦିବସ ପାଇଁ ଗାନ୍ଧୀମାର୍ଗରେ ଫୁଲଡ୍ରେସ୍‌ ରିହର୍ସାଲ୍‌

ଭୁବନେଶ୍ବର,୨୪।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ପାଇଁ ମଙ୍ଗଳବାର ଗାନ୍ଧୀମାର୍ଗରେ ଫୁଲଡ୍ରେସ୍‌ ରିହର୍ସାଲ୍‌ ହୋଇଛି। କୋଭିଡ କଟକଣା ପରେ ଏଥର ୪୩ରୁ ଉଦ୍ଧର୍‌ବ ଟ୍ରୁପ ଭାଗ ନେବେ। ପୋଲିସ, ସଶସ୍ତ୍ର ବାହିନୀ, କମାଣ୍ଡୋ, ଆନ୍ଧ୍ର ପୋଲିସର ଗୋଟିଏ ଟ୍ରୁପ, ସିଭିଲିଆନଙ୍କ ଅଂଶ ଗ୍ରହଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri