ରାଜ୍ୟ

ଜେଲ ଭୋଗୁଥିବା କଏଦୀଙ୍କ ମୃତ୍ୟୁ

ଝାରସୁଗୁଡ଼ା ଅଫିସ୍‌,୨୨।୧: ଝାରସୁଗୁଡ଼ା ଉପକାରାଗାରରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା କଏଦୀ ସୁଶାନ୍ତ ବୁଦୁଲା ଓରଫ ଜଙ୍ଗଲି (୪୨)ଙ୍କ ଜିଲା ମୁଖ୍ୟଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ହୋଇଛି। ତାଙ୍କ ଘର ଲଇକେରା ଥାନା ଅନ୍ତର୍ଗତ କେନ୍ଦୁଡିହୀ ଗ୍ରାମ ଜଙ୍ଗଲିପଡାରେ। କାରାଗାର...

ଭଉଣୀ, ଭାଇ ମିଶି କରିଥିଲେ ହତ୍ୟା: ଅଢ଼େଇ ବର୍ଷ ପରେ ପାଇଖାନା ଟାଙ୍କିରୁ ମିଳିଲା ନିଖୋଜ ସ୍ବାମୀଙ୍କ କଙ୍କାଳ

ଝାରସୁଗୁଡ଼ା ଅଫିସ,୨୨।୧: ଦୀର୍ଘ ଅଢ଼େଇ ବର୍ଷ ପରେ ଡ୍ରାଇଭର ଡମ୍ବରୁଧର ପାତ୍ର(୩୯)ଙ୍କ ନିଖୋଜ ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି ବନହରପାଲି ଥାନା ପୋଲିସ। ପୋଲିସ ବନ୍ଧବାହାଲ ଶାନ୍ତିନଗରସ୍ଥିତ ବାସଭବନ ପାଇଖାନା ଟାଙ୍କିରୁ ରବିବାର ଡମ୍ବରୁଧରଙ୍କ କଙ୍କାଳ ଜବତ କରିଛି।...

ଖେଳିବାକୁ ଯାଇ ନିଖୋଜ ଥିଲେ ଛାତ୍ର, କୂଅରୁ ମିଳିଲା ମୃତଦେହ

ଖୋର୍ଦ୍ଧା ଅଫିସ,୨୨ା୧: ସୋମବାର କୂଅ ଭିତରୁ ନାବାଳକ ଛାତ୍ରଙ୍କ ମୃତଦେହ ମିଳିଛି। ଖୋର୍ଦ୍ଧା ପୁବୁସାହି ଓଲିସିଂହ ଗ୍ରାମର ୧୧ବର୍ଷ ନାବାଳକ ଦିବ୍ୟଜ୍ୟୋତି ବେହେରାଙ୍କ ମୃତଦେହ ରବିବାର ଘର ନିକଟରେ ଥିବା ଏକ ପରିତ୍ୟକ୍ତ କୂଅରୁ ମିଳିଛି। ଶନିବାର ଅପରାହ୍ନରୁ ସାଇକେଲ...

ଯୁବକଙ୍କୁ ହତ୍ୟା କରି ସୁଟ୍‌କେସରେ ପୂରାଇ ଫିଙ୍ଗିଦେଲେ

ଖୋର୍ଦ୍ଧା ଅଫିସ,୨୨ା୧(.): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ହରିପୁର ଫରେଷ୍ଟ ଜଙ୍ଗଲରୁ ଜଙ୍ଗଲ ମଧ୍ୟରେ ପଡ଼ିଥିବା ଏକ ସୁଟ୍‌କେସରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ନାଚୁଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନାନୁଯାୟୀ, ରବିବାର...

ଆପୋସ ସମାଧାନ ଚାହୁଁଛି: ଶ୍ରୀୟା

ପୁରୀ ଅଫିସ,୨୨।୧: ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅତ୍ୟଧିକ ମଦ ପିଅନ୍ତି। ମଦ ଛାଡ଼ିବାକୁ କହିବା ପରେ ଅକଥନୀୟ ନିର୍ଯାତନା ଦେଉଥିଲେ। ଗୋଇଠା ଓ ମୁଥ ମାରୁଥିଲେ ବୋଲି ପୁରୀରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ତ୍ରୀ ଶ୍ରୀୟା ମିଶ୍ର କହିଛନ୍ତି।...

ହକି ତାରକା ପ୍ରବୋଧଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ହକି ପଦକ ବି ଛାଡ଼ିଲେନି…

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଜାତୀୟ ହକି ତାରକାଙ୍କ ସରକାରୀ କ୍ୱାର୍ଟର୍ସରେ କଳାକନା ବୁଲାଇଲେ ଦୁର୍ବୃତ୍ତ। ଭୁବନେଶ୍ୱରର ୟୁନିଟ-୬ ଅଞ୍ଚଳରେ ଥିବା ସରକାରୀ କ୍ୱାର୍ଟର୍ସରେ ରହୁଥିବା ପ୍ରବୋଧ ତିର୍କୀଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଜଣାପଡ଼ିଛି। ଦୁର୍ବୃତ୍ତମାନେ କ୍ୱାର୍ଟର୍ସରେ ଥିବା ପ୍ରବୋଧଙ୍କ...

ମାର୍ଚ୍ଚ ୫ରୁ ପ୍ରଦର୍ଶିତ ହେବ ଡାକୋଟା

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଐତିହାସିକ ‘ଡାକୋଟା ବିମାନ’ ମାର୍ଚ୍ଚ ୫ରୁ ସର୍ବସାଧାରଣଙ୍କ ନିମନ୍ତେ ପ୍ରଦର୍ଶିତ ହେବ। ବିଜୁ ଜୟନ୍ତୀ ତଥା ପଞ୍ଚାୟତିରାଜ ଦିବସରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି...

ଯୁକ୍ତ୨ ପ୍ରାକ୍ଟିକାଲ: ୨୯ ସୁଦ୍ଧା କେନ୍ଦ୍ରରେ ପହଞ୍ଚତ୍ବ ପରୀକ୍ଷା ଉପକରଣ

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧ରୁ ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହେବ। ସେହିପରି ପ୍ରାକ୍ଟିକାଲ ପରୀକ୍ଷା ଫେବୃୟାରୀ ୧ରୁ ଆରମ୍ଭ ହୋଇ ୧୦ ତାରିଖ ଯାଏ...

ବାଛୁରୀ ନାମ ‘କ୍ରିଷ୍ଣା’ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭୁବନେଶ୍ୱର ମହାନଗର ନିଗମ ଅଧୀନରେ ଥିବା ଜାମୁକୋଳି ଗୋଶାଳା ପରିଦର୍ଶନ କରିଥିଲେ। ସେଠାରେ ଗୋରୁଙ୍କ ରକ୍ଷଣାବେକ୍ଷଣ, ଯତ୍ନ ଓ ସେମାନଙ୍କ ପାଇଁ ଥିବା ବ୍ୟବସ୍ଥା ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଧ୍ୟାନ କରିଥିଲେ। ଗୋରୁମାନଙ୍କୁ କ’ଣ...

‘ପ୍ରତି ମାସରେ ଯୋଜନାଗୁଡ଼ିକର ସମୀକ୍ଷା କର’

ଭୁବନେଶ୍ୱର, ୨୨।୧(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ଏବଂ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ, ନିର୍ଦ୍ଦେଶକ ଏବଂ ଜିଲାସ୍ତରୀୟ ଅଧିକାରୀଙ୍କ ମିଳିତ ବୈଠକ ଶନିବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ...

କ୍ୟାବିନେଟ୍‌ ନିଷ୍ପତ୍ତିକୁ ୬୬୨ ବର୍ଗ କଲେଜ ସଂଘର ବିରୋଧ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଅଧ୍ୟାପକ ଓ କର୍ମଚାରୀଙ୍କ ପାଇଁ ସ୍ଥିରୀକୃତ ପଦ୍ଧତିକୁ ନିଖିଳ ଓଡ଼ିଶା ୬୬୨ ବର୍ଗ ବେସରକାରୀ କଲେଜ ଅଧ୍ୟାପକ କର୍ମଚାରୀ ସଂଘ ତୀବ୍ର ବିରୋଧ କରିଛି। ୬୬୨ ବର୍ଗର ଅଧ୍ୟାପକ ଓ କର୍ମଚାରୀଙ୍କୁ ଉପେକ୍ଷା କରାଯାଇଥିବା...

୨୮ରେ ଅଭିଭାବକ-ଶିକ୍ଷକ ବୈଠକ

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୮ତାରିଖରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ସ୍କୁଲରେ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ ହେବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ସଚିବ ଅଶ୍ୱଥୀ ଏସ୍‌. ଶନିବାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri