ରାଜ୍ୟ

୩ ଜିଲାରେ ହେବ ୯ ମେଗା ପାନୀୟ ଜଳ ପ୍ରକଳ୍ପ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଜଳ ଜୀବନ ମିଶନ (ଜେଜେଏମ୍‌) ଯୋଜନାରେ ରାଜ୍ୟର ଗ୍ରାମାଞ୍ଚଳରେ ବାସ କରୁଥିବା ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ରାଜ୍ୟର ଯାଜପୁର, ମାଲକାନଗିରି ଓ ନୟାଗଡ଼ ଜିଲାରେ ୯ଟି ବୃହତ୍‌ ପାନୀୟ...

ଅନୁଦାନପ୍ରାପ୍ତ କଲେଜ ଶିକ୍ଷକଙ୍କ ଦରମା ବଢ଼ିଲା: କ୍ୟାବିନେଟ୍‌ରେ ୧୨ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟର ଅନୁଦାନପ୍ରାପ୍ତ ବେସରକାରୀ କଲେଜ, ମାଧ୍ୟମିକ ସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସଂଶୋଧିତ ସପ୍ତମ ବେତନ କମିଶନ ହାରରେ ଅନୁଦାନ ବ୍ୟବସ୍ଥା ଲାଗୁ କରିଛନ୍ତି। ଶିକ୍ଷକ ଓ କର୍ମଚାରୀମାନେ ସଂଶୋଧିତ ହାରରେ ଦରମା ପାଇବେ।...

ବରିଷ୍ଠ ଓଏଏସ୍‌ ଶ୍ୟାମଭକ୍ତ ମିଶ୍ର ହେଲେ ଓପିଏସ୍‌ସି ସଦସ୍ୟ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ଅଫିସର ଶ୍ୟାମଭକ୍ତ ମିଶ୍ରଙ୍କୁ ଲୋକସେବା ଆୟୋଗର ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବୟନିକାର ପରିଚାଳନା ନିର୍ଦ୍ଦେଶକ ଓ ରାଜ୍ୟ ହସ୍ତତନ୍ତ...

ଡାକ୍ତର ଶୁଭଶ୍ରୀ କରଙ୍କ ମୃତ୍ୟୁ ନେଇ ଅଭିଯୋଗ ଆଣିଲେ ପରିବାର ଲୋକେ

କେନ୍ଦୁଝର,୨୧ା୧(ସ୍ବ.ପ୍ର.): ନିଜ ସହକର୍ମୀଙ୍କ ସହ ଗତ ୩୧ ତାରିଖ ରାତିରେ ଜିରୋ ନାଇଟ୍‌ ସେଲିବ୍ରେଶନ କରିଥିବା ଡାକ୍ତର ଶୁଭଶ୍ରୀ କରଙ୍କ ମୃତଦେହ ନୂଆବର୍ଷ ଦିନ ନିଜ ବାସଭବନରୁ ବନ୍ଦ୍‌ କୋଠରିରୁ ଉଦ୍ଧାର କରାଯାଇଥିଲା। ତାଙ୍କର ମୃତ୍ୟୁକୁ ନେଇ ସନ୍ଦେହ ସୃଷ୍ଟି...

ନକଲି ସୁନା ଶଙ୍ଖ ଦେଇ ଫସିଲେ ଯୁବକ, ଅପହରଣ ପରେ ଜଣାପଡ଼ିଲା ସବୁ ସତ

ପାପଡ଼ାହାଣ୍ଡି,୨୧ା୧(ଡି.ଏନ୍‌.ଏ.): ନକଲି ସୁନା ଶଙ୍ଖକୁ ଅସଲି କହି ଅଧିକ ଟଙ୍କା ପାଇବା ଆଶାରେ ଅନ୍ୟକୁ ବିକ୍ରି କରି ନିଜେ ଫସିଛନ୍ତି ଯୁବକ। ସଫଳ ହେଇ ପାରିଲାନି ତାଙ୍କ ସ୍ବପ୍ନ। ନକଲି ସୁନା ଶଙ୍ଖ ଜାଣିବା ପରେ ଶେଷରେ କିଣିଥିବା ଲୋକ...

କରୋନା ନିୟମରେ ଚାଲିବ ଖଣ୍ଡଗିରି ମେଳା

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଆସନ୍ତା ମାଘସପ୍ତମୀରୁ ଖଣ୍ଡଗିରିରେ ପ୍ରସିଦ୍ଧ କୁମ୍ଭମେଳା ଆରମ୍ଭ ହେବ। ଏହି ଉପଲକ୍ଷେ ଯାତ୍ରାକୁ ଅନୁମତି ମିଳିଛି।୩୦ ତାରିଖରୁ ୫ଟି ପେଣ୍ଡାଲରେ ଯାତ୍ରା ପାର୍ଟି ନାଟକ ପରିବେଷଣ କରିବେ।କରୋନା ଗାଇଡ୍‌ଲାଇନ୍‌ ଅନୁଯାୟୀ, ପ୍ରସିଦ୍ଧ ଖଣ୍ଡଗିରି ମେଳା ଚାଲିବ ବୋଲି ଶନିବାର...

ବେସରକାରୀ କଲେଜ କର୍ମଚାରୀଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୨୧।୧(ବ୍ୟୁରୋ): ବେସରକାରୀ କଲେଜ କର୍ମଚାରୀଙ୍କ ଦରମା ବଢ଼ାଇଛନ୍ତି ସରକାର। ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଗ୍ରାଣ୍ଟ-ଇନ୍‌-ଏଡ ବୃଦ୍ଧି ଉପରେ ମଞ୍ଜୁରୀ ମିଳିଛି। ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍‌-ଏଡ୍‌ ବଢ଼ିବା ସହ ପିଛିଲା ଭାବେ ୨୦୨୨ ଜାନୁୟାରୀ...

ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା

ପୁରୀ ଅଫିସ,୨୧।୧: ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି। ତାଲିକା ଅନୁଯାୟୀ, ଏପ୍ରିଲ ୨୩ରେ ପବିତ୍ର ଅକ୍ଷୟ ତୃତୀୟା,ସେହିଦିନ ରଥକାଠ ଅନୁକୂଳ କରାଯିବ। ଏହି ଦିନ ମଧ୍ୟ...

ଦନ୍ତା ହାତୀ ଆକ୍ରମଣରେ ଚାଲିଗଲା ୨ ଜୀବନ

ପରଜଙ୍ଗ,୨୧।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ପରଜଙ୍ଗ ଅଞ୍ଚଳରେ ଶନିବାର ଏକ ଅଘଟଣ ଘଟିଛି। ପୃଥକ ଦୁଇଟି ସ୍ଥାନରେ ହାତୀ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖାଲପାଳ ଗ୍ରାମର ଅଲେଖ ନାୟକ ଏବଂ...

ରାଜ୍ୟ ସରକାର ଆବାସ ଘର ବଣ୍ଟନରେ ସାଧୁତା ଅବଲମ୍ବନ କରନ୍ତୁ: ଧର୍ମେନ୍ଦ୍ର

ଭୁବନେଶ୍ବର,୨୧।୧(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶାକୁ ପର୍ଯ୍ୟାପ୍ତ ଘର ଦେଇଛନ୍ତି। ତେଣୁ ରାଜ୍ୟ ସରକାର ଗରିବ ଲୋକଙ୍କ ଉପରେ ଚାପ ନ ପକାଇ ତାଲିକାରେ ସାଧୁତା ଅବଲମ୍ବନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏ ସମ୍ପର୍କରେ ଶୁକ୍ରବାର ଧର୍ମେନ୍ଦ୍ର...

‘ଭିଡିଓ କ୍ଲିପ୍‌ ବିକ୍ରି ନେଇ ତଦନ୍ତ କରାଯିବ’

ପୁରୀ ଅଫିସ, ୨୧ା୧: ଶ୍ରୀମନ୍ଦିର ନୋ ଫ୍ଲାଇଂ ଜୋନ୍‌ରେ ଡ୍ରୋନ ଉଡ଼ାଇ ଭିତରବେଢ଼ାର ଭିଡିଓ ଭାଇରାଲ କରିବା ସହ ଏହି କ୍ଲିପ୍‌ ଦେବା ପାଇଁ ଟଙ୍କା ମାଗିବା ଘଟଣାରେ ଅଭିଯୁକ୍ତ ବଙ୍ଗୀୟ ୟୁଟ୍ୟୁବର ଅନିମେଷ ଚକ୍ରବର୍ତ୍ତୀଙ୍କୁ ଗତ ୧୮ ତାରିଖରେ...

ହକି ଟିକେଟ ବ୍ଲାକ୍‌: ଆଉ ୪ ଗିରଫ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍‌ ଦେଖିବାକୁ ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି। ହେଲେ ଟିକେଟ ମିଳୁ ନ ଥିବାରୁ ଅନେକ ନିରାଶ ହୋଇଛନ୍ତି। ଏପରି ସ୍ଥିତିରେ ଦଲାଲଙ୍କ ହାତରେ ପୁଳାପୁଳା ଟିକେଟ ଦେଖିବାକୁ ମିଳୁଛି। ସେମାନେ ଟିକେଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri