ରାଜ୍ୟ

ବେଦାନ୍ତର ନିକ୍ଷୟ ମିତ୍ର ଅଭିଯାନ

ଭୁବନେଶ୍ୱର,୨୦।୧:ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ୟୁନିଟ୍‌ ପକ୍ଷରୁ ନିକ୍ଷୟ ମିତ୍ର ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ପ୍ରଧାନମନ୍ତ୍ରୀଙ୍କ ଟିବି ମୁକ୍ତ ଭାରତ ଅଭିଯାନ ‘ନିକ୍ଷୟ ମିତ୍ର’କୁ କମ୍ପାନୀ ଦୃଢ଼ ସମର୍ଥନ କରିବାକୁ ମଧ୍ୟ ପ୍ରତିଶ୍ରୁତି ଦେଉଛି। ସେହିଭଳି ୨୦୨୫ ଶେଷ...

‘ଅନ୍ତର୍ଜାତୀୟ ବଜାରରେ ସେବା ଯୋଗାଇବ ଇଭୋସ୍‌’

ଭୁବନେଶ୍ୱର,୨୦ା୧:ରାଜ୍ୟର ପ୍ରମୁଖ ରିଅଲ ଇଷ୍ଟେଟ୍‌ କମ୍ପାନୀ ଇଭୋସ୍‌ ବିଲ୍ଡକନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଆଗାମୀ ଦିନରେ ଜାତୀୟ ଓ ଅନ୍ତଜାତୀୟ ବଜାରରେ ଆନୁଷ୍ଠାନିକ ସେବା ଯୋଗାଇବ ବୋଲି ଇଭୋସ୍‌ ପକ୍ଷରୁ କୁହାଯାଇଛି। ଏପରିକି ଇଭୋସ୍‌ ଦୁବାଇ,ସାଉଦି ଆରବ, ଇଂଲଣ୍ଡ, କୁଏତ୍‌ ଭଳି...

ଓର୍‌ସାକ୍‌କୁ ଗୋଲ୍ଡ ସ୍କଚ୍‌ ଆଓ୍ବାର୍ଡ

ଭୁବନେଶ୍ୱର, ୨୦।୧(ବ୍ୟୁରୋ):ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର (ଓର୍‌ସାକ୍‌) ଚଳିତ ବର୍ଷ ନିମନ୍ତେ ସମ୍ମାନଜନକ ଗୋଲ୍ଡ ସ୍କଚ୍‌ ଆୱାର୍ଡ ପାଇବାକୁ ମନୋନୀତ ହୋଇଛି। ଏହି ପୁରସ୍କାର ଦୁଇଟି କ୍ଷେତ୍ର ପାଇଁ ମିଳିଛି। ବିନା ଜମିରେ ଚାଷ କରୁଥିବା ନକଲି ଚାଷୀଙ୍କୁ ସାଟେଲାଇଟ...

ଶନିବାର କ୍ୟାବିନେଟ

ଭୁବନେଶ୍ୱର,୨୦ା୧(ବ୍ୟୁରୋ):ଆସନ୍ତା ଶନିବାର ପୂର୍ବାହ୍ନ ୧୧ଟା ୩୦ ମିନିଟ୍‌ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ପ୍ରାୟ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ମିଳିଥିବା...

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ଅଧୀନରେ କାର୍ଯ୍ୟରତ ମୋଟ ୧୬୯ ଜଣ ଓଏଏସ୍‌ ଅଫିସରଙ୍କ ବଦଳି କରାଯାଇଥିବା ବେଳେ ୭୯ଟି ତହସିଲରେ ନୂଆ ତହସିଲଦାରଙ୍କୁ ନିଯୁକ୍ତି...

ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ଯୁବକଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୨୦ା୧(ବ୍ୟୁରୋ):ଲିଙ୍ଗରାଜ ଥାନା ଅନ୍ତର୍ଗତ ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ରହୁଥିବା ଜଣେ ଯୁବକ ତାଙ୍କ ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ଫ୍ୟାନରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଞ୍ଚଳର ସର୍ବେଶ୍ୱର ପରିଡ଼ା ଓରଫ...

୯ ପ୍ରକଳ୍ପକୁ ୧.୫୩ ଲକ୍ଷ କୋଟି

ଭୁବନେଶ୍ୱର,୨୦ା୧(ବ୍ୟୁରୋ):ରାଜ୍ୟସ୍ତରୀୟ ହାଇଲେଭଲ କ୍ଲିୟରାନ୍ସ ଅଥରିଟି(ଏଚ୍‌ଏଲ୍‌ସିଏ) ପକ୍ଷରୁ ୧,୫୩,୦୭୪.୬୩ କୋଟି ଟଙ୍କାର ୯ଟି ବୃହତ୍‌ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏଚ୍‌ଏଲ୍‌ସିଏ ବୈଠକରେ ଗ୍ରୀନ୍‌ ଏନର୍ଜି ଓ ଉପକରଣ କ୍ଷେତ୍ରର ୪ଟି ପ୍ରକଳ୍ପ, ପେପର...

ମାଡ଼ିଗଲା ଟ୍ରାକ୍ଟର: ଚାଲିଗଲା ଜେଜେ, ନାତିଙ୍କ ଜୀବନ

କୁଆଁରମୁଣ୍ଡା,୧୯।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଟାଙ୍ଗରାଣୀ ଗ୍ରାମ ନିକଟରେ ଗୁରୁବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଜେଜେ ଏବଂ ନାତି ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ବେଳେ ଏକ ଟ୍ରାକ୍ଟର(ନଂ.ଓଆର୍‌ ୧୪ ଆର୍‌ ୪୮୪୫)...

ମହିଳାଙ୍କୁ ଗଣବଳାତ୍କାର

କେନ୍ଦୁଝର,୧୯ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ବୁଧବାର ରାତିରେ ଜଣେ ୩୭ ବର୍ଷୀୟ ମହିଳାଙ୍କୁ ୩ ଯୁବକ ଗଣ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୋଲିସ ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ତଦନ୍ତ କରୁଛି। ସୂଚନା ଅନୁଯାୟୀ,...

ସେମିଷ୍ଟାର ପରୀକ୍ଷା ଦେବେ ଅର୍ଚ୍ଚନା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଇଣ୍ଟିଗ୍ରେଟେଡ୍‌ ଲ’ର ସପ୍ତମ ସେମିଷ୍ଟାର ପରୀକ୍ଷା ଦେବେ। ତେବେ ଅର୍ଚ୍ଚନାଙ୍କୁ ଫର୍ମଫିଲପ୍‌ ପାଇଁ କୋର୍ଟ ଅନୁମତି ଦେଇଛନ୍ତି। ବୁଧବାର ଅର୍ଚ୍ଚନାଙ୍କ ଓକିଲ ଏନେଇ କୋର୍ଟରେ ଆବେଦନ କରିଥିଲେ।

ମହିଳା ଥାନାରେ ହାଜର ହେଲେ ହ୍ୟୁମାନ ସାଗର

କଟକ ଅଫିସ,୧୯।୧: ମହିଳା ଥାନାରେ ହାଜର ହେଲେ ଓଲିଉଡ୍‌ କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ତାଙ୍କ ବିରୋଧରେ ସ୍ତ୍ରୀ ଶ୍ରେୟା ମିଶ୍ର ନିର୍ଯାତନା ଅଭିଯୋଗ ଆଣିଥିବା ବେଳେ ଆପୋସ ବୁଝାମଣା ଲାଗି ଗୁରୁବାର ସେ ହାଜର ହୋଇଥିବା ଜଣାପଡ଼ିଛି। ପ୍ରକାଶ ଯେ,...

ଜମିଜମା ରେକର୍ଡ କମ୍ପ୍ୟୁଟରୀକରଣରେ ଓଡ଼ିଶା ଏକ ନମ୍ବର

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ରାଜ୍ୟରେ ଜମିଜମା ରେକର୍ଡ କମ୍ପ୍ୟୁଟରୀକରଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ନିମନ୍ତେ ଓଡ଼ିଶାର ୧୯ ଜିଲା ଜାତୀୟ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛି। ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri