ରାଜ୍ୟ

ମହିଳା ଥାନାରେ ହାଜର ହେଲେ ହ୍ୟୁମାନ ସାଗର

କଟକ ଅଫିସ,୧୯।୧: ମହିଳା ଥାନାରେ ହାଜର ହେଲେ ଓଲିଉଡ୍‌ କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ତାଙ୍କ ବିରୋଧରେ ସ୍ତ୍ରୀ ଶ୍ରେୟା ମିଶ୍ର ନିର୍ଯାତନା ଅଭିଯୋଗ ଆଣିଥିବା ବେଳେ ଆପୋସ ବୁଝାମଣା ଲାଗି ଗୁରୁବାର ସେ ହାଜର ହୋଇଥିବା ଜଣାପଡ଼ିଛି। ପ୍ରକାଶ ଯେ,...

ଜମିଜମା ରେକର୍ଡ କମ୍ପ୍ୟୁଟରୀକରଣରେ ଓଡ଼ିଶା ଏକ ନମ୍ବର

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ରାଜ୍ୟରେ ଜମିଜମା ରେକର୍ଡ କମ୍ପ୍ୟୁଟରୀକରଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ନିମନ୍ତେ ଓଡ଼ିଶାର ୧୯ ଜିଲା ଜାତୀୟ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛି। ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ...

ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡ଼ାଇବା ଘଟଣା: ୟୁଟ୍ୟୁବ୍‌ର ଅନିମେଷ ପଶ୍ଚିମବଙ୍ଗରୁ ଗିରଫ

ପୁରୀ ଅଫିସ, ୧୯ା୧: ଶ୍ରୀମନ୍ଦିର ନୋ ଫ୍ଲାଇଂ ଜୋନ୍‌ରେ ଡ୍ରୋନ୍‌ ଉଡ଼ାଇ ଭିତରବେଢ଼ାର ଭିଡିଓ ଭାଇରାଲ କରିବା ସହ ଟଙ୍କା ମାଗିବା ଘଟଣାରେ ଅଭିଯୁକ୍ତ ବଙ୍ଗୀୟ ୟୁଟ୍ୟୁବ୍‌ର ଅନିମେଷ ଚକ୍ରବର୍ତ୍ତୀଙ୍କୁ ବୁଧବାର ପୁରୀ ପୋଲିସ ଗିରଫ କରିଛି। ପୁରୀ ସିଟି...

ଇ-ରିକ୍ସାରେ ବିଏମ୍‌ସି କମିଶନର

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଇ-ରିକ୍ସାରେ ବସି ବିଏମ୍‌ସି କମିଶନର ତଥା କ୍ରୁଟ ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ ଏକାମ୍ର କ୍ଷେତ୍ର ପରିଭ୍ରମଣ କରିଛନ୍ତି। ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କ୍ରୁଟ୍‌ ପକ୍ଷରୁ ‘ହେରିଟେଜ୍‌ ଅନ୍‌ ମୋ ଇ-ରାଇଡ୍‌’ ସେବା ପ୍ରଦାନ କରାଯାଉଛି।...

ପୁଣି ଏକ ହାତୀ ମୃତ୍ୟୁ

ଭଞ୍ଜନଗର,୧୯ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ହାତୀ ମୃତ୍ୟୁ ଥମିବାର ନାଁ ନେଉନି। ବୁଧବାର ରାତିରେ ଏହି ବନଖଣ୍ଡର ତାରସି ରେଞ୍ଜ ମାଣପୁର ବାରଦଣ୍ଡା ରାସ୍ତାକଡ଼ର ଜଙ୍ଗଲରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ବିଦ୍ୟୁତ୍‌ ଆଘାତରେ ହାତୀଟିର...

ସତ୍ୟଙ୍କ କ୍ଷୁଦ୍ରତମ ହକି ଷ୍ଟିକ୍‌: ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନିତ

ବ୍ରହ୍ମପୁର ଅଫିସ,୧୯ା୧: ପୁରୁଷ ବିଶ୍ୱକପ୍‌ ହକି ଅବସରରେ ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣା କ୍ଷୁଦ୍ରତମ ହକି ଷ୍ଟିକ୍‌ ନିର୍ମାଣ କରି ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ ନିମନ୍ତେ ମନୋନୀତ ହୋଇଛନ୍ତି। ସତ୍ୟ ଗତ ୮ ତାରିଖରେ ୫ ମିଲିମିଟର...

ବାଘ ଛାଲ ଜବତ, ୩ କୋର୍ଟ ଚାଲାଣ

ମାଲକାନଗିରି,୧୯ା୧(ଡି.ଏନ୍‌.ଏ.): ମାଲକାନଗିରି ବନଖଣ୍ଡ ଅନ୍ତର୍ଗତ ମୋଟୁ ବନାଞ୍ଚଳର ପୋଟେରୁକୋଲେଠାରେ ଏକ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏହି ଚମଡ଼ାର ଲମ୍ବର ପ୍ରାୟ ୧.୧୩ ମିଟର। ମୋଟୁ ବନାଞ୍ଚଳର ସମସ୍ତ ବନପାଳ, ବନରକ୍ଷୀଙ୍କ ସହଯୋଗ ଏବଂ ବନାଞ୍ଚଳ ଅଧିକାରୀ ରଶ୍ମୀରଞ୍ଜନ...

ଓଲଟିଲା ବସ୍‌, ୨୧ ନିର୍ମାଣ ଶ୍ରମିକ ଗୁରୁତର

ରାଜକନିକା,୧୯ା୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଗଞ୍ଜା ନିକଟରେ ଗୁରୁବାର ସକାଳେ ‘ଦୟାଲ’ ନାମକ ଏକ ବସ୍‌ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି। ଏଥିରେ ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଥିଲେ। ଏମାନଙ୍କ ମଧ୍ୟରୁ ୨୧ ଜଣ ଗୁରୁତର ହୋଇଛନ୍ତି। ୧୮...

ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରକୁ ସବୁଜ ସଙ୍କେତ

କଟକ ଅଫିସ,୧୯ା୧: ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ ପାଇଁ ରହିଥିବା ଅଦାଲତ କଟକଣା ଏବେ ଅପସରି ଯାଉଛି। ଏହି ପୁରସ୍କାର ପ୍ରଦାନ ଉପରେ ଜାରି ହୋଇଥିବା ରହିତାଦେଶ ହଟାଇବା ନିମନ୍ତେ ରାଜ୍ୟ ସରକାର କରିଥିବା ଆବେଦନକୁ ହାଇକୋର୍ଟ ଗ୍ରହଣ...

ଆଜି ମହିଳା ଥାନାରେ ହାଜର ହେବେ ହ୍ୟୁମାନ ସାଗର

କଟକ ଅଫିସ,୧୯ା୧: ଓଡ଼ିଶାର ଖ୍ୟାତନାମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି ସ୍ତ୍ରୀ ଶ୍ରେୟା ମିଶ୍ର। ଏହି ଅଭିଯୋଗ ଉପରେ ଆପୋସ ବୁଝାମଣା ଲାଗି କଟକ ମହିଳା ଥାନାରେ ହ୍ୟୁମାନ ସାଗର ଓ ଶ୍ରେୟାଙ୍କୁ ହାଜର ହେବାକୁ...

ହାତୀ ମୃତ୍ୟୁ ରୋକିବାକୁ ୧୦ ସୂତ୍ରୀ ଯୋଜନା: ଶ୍ରୀଲଙ୍କା ଢାଞ୍ଚାରେ ହେବ ସୌରବାଡ଼

କଟକ ଅଫିସ, ୧୯ା୧: ଓଡ଼ିଶାରେ ହାତୀ ମୃତ୍ୟୁ ରୋକିବାକୁ ୧୦ ସୂତ୍ରୀ ଯୋଜନା କରାଯାଇଥିବା ନେଇ ବୁଧବାର ହାଇକୋର୍ଟଙ୍କୁ ସତ୍ୟପାଠ ମାଧ୍ୟମରେ ଅବଗତ କରିଛନ୍ତି ମୁଖ୍ୟ ବନ ସଂରକ୍ଷକ। ସେହିପରି ଜନସୁରକ୍ଷା ଗଜରକ୍ଷା ଯୋଜନାରେ ଶ୍ରୀଲଙ୍କା ଢାଞ୍ଚାରେ ସୌରବାଡ଼ ଘେରାଇବା...

ରାଜ୍ୟ ପୋଲିସର ୧୪ ଡିଏସ୍‌ପିଙ୍କୁ ବଦଳି

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ରାଜ୍ୟ ପୋଲିସର ୧୪ ଜଣ ଡିଏସ୍‌ପିଙ୍କୁ ବଦଳି କରାଯାଇଛି। ଏ ନେଇ ବୁଧବାର ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ସମସ୍ତ ପୋଲିସ ଅଫିସରଙ୍କୁ ନିକଟରେ ଡିଏସ୍‌ପି ପାହ୍ୟାକୁ ପଦୋନ୍ନତି ମିଳିଥିଲା। ରାଜ୍ୟ ପୋଲିସ ଏଷ୍ଟାବ୍ଲିଶମେଣ୍ଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri