ରାଜ୍ୟ

ଆଜିଠୁ ପୁଣି କୋଭିଡ୍‌ ଟିକାକରଣ ଆରମ୍ଭ

ଭୁବନେଶ୍ୱର, ୧୯।୧(ବ୍ୟୁରୋ): ରାଜ୍ୟରେ ଗୁରୁବାରଠାରୁ ପୁଣି କୋଭିଡ୍‌ ଟିକାକରଣ ଆରମ୍ଭ ହେବ। ରାଜ୍ୟର ସମସ୍ତ ଜିଲା, ସହରାଞ୍ଚଳ, ଗୋଷ୍ଠୀ ଓ ପ୍ରାଥମିକ ଡାକ୍ତରଖାନାରେ ଟିକା ଦିଆଯିବ। ଯେଉଁମାନେ ଦ୍ୱିତୀୟ ଓ ପ୍ରିକଶନ୍‌ ଡୋଜ୍‌ ବା ବୁଷ୍ଟର ଡୋଜ୍‌ ନେଇ ନାହାନ୍ତି,...

କେନ୍ଦ୍ର ସବ୍‌ସିଡି ବନ୍ଦ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ସହ ବର୍ଦ୍ଧିତ ଜନସଂଖ୍ୟାକୁ ଖାଦ୍ୟଶସ୍ୟ ଯୋଗାଇବା ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି। ସଅଳ ଓ ଅଧିକ ଉତ୍ପାଦନକ୍ଷମ ବିହନ ଉପରେ ଚାଷୀମାନେ ଗୁରୁତ୍ୱ ଦେଉଛନ୍ତି। ମାତ୍ର କେନ୍ଦ୍ର ସରକାର ନୂତନ କିସମ ବିହନ ପାଇଁ ଯୋଗାଇ...

ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷାଫଳ ପ୍ରକାଶିତ

କଟକ ଅଫିସ,୧୯ା୧: ଚଳିତବର୍ଷର ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ୱେବ୍‌ସାଇଟ୍‌ (www.bseodisha.ac.in)ରେ ପରୀକ୍ଷାଫଳ ଉପଲବ୍ଧ। ହାଇସ୍କୁଲ ପରୀକ୍ଷା ପାଇଁ ୫ ଲକ୍ଷ ୩୨ ହଜାର ୭୪୬ ଜଣ ଛାତ୍ରୀଛାତ୍ର ଫର୍ମ ପୂରଣ କରିଥିଲେ।...

‘ଡାକୋଟା’କୁ ବିମାନ ବନ୍ଦରରେ ସ୍ବାଗତ କଲେ ନବୀନ

ଭୁବନେଶ୍ୱର,୧୮ା୧(ଭୁବନେଶ୍ୱର): ଭୁବନେଶ୍ୱର ବିମାନ ବନ୍ଦରରେ ବୁଧବାର ବିଜୁ ବାବୁଙ୍କ ପ୍ରିୟ ବିମାନ ‘ଡାକୋଟା’ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ସ୍ବାଗତ କରିବା ପାଇଁ ବିମାନ ବନ୍ଦରରେ ପହଞ୍ଚିଥିଲେ। ‘ଡାକୋଟା’ ଉପରେ ନବୀନ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ବିଜୁ...

ରାଜଧାନୀରେ ପହଞ୍ଚିଲା ‘ଡାକୋଟା’

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି। ବୁଧବାର ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛି ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରିୟ ବିମାନ ତଥା ସ୍ମୃତି ‘ଡାକୋଟା’। କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଏହାକୁ ଭୁବନେଶ୍ୱର ବିମାନବନ୍ଦର ଅଣାଯାଇଛି।...

ବିବାଦରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ମହିଳା ଥାନାର ଦ୍ୱାରସ୍ଥ ହେଲେ ପତ୍ନୀ

କଟକ ଅଫିସ,୧୮।୧: ପୁଣି ବିବାଦରେ ଫସିଛନ୍ତି ଓଲିଉଡ ଗାୟକ ହ୍ୟୁମାନ ସାଗର। ହ୍ୟୁମାନ ଶାରିରୀକ ଏବଂ ମାନସିକ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ ଆଣିଛନ୍ତି ପତ୍ନୀ। ସେ ଏଥିରେ ଅତିଷ୍ଠ ହୋଇ ମହିଳା ଥାନାର ଦ୍ୱାରସ୍ଥ ହୋଇଥିବା ଜଣାପଡ଼ିଛି। ଗୁରୁବାର...

ହାଇକୋର୍ଟରେ ହାତୀ ମୃତ୍ୟୁ ମାମଲା

କଟକ ଅଫିସ,୧୮ା୧: ହାଇକୋର୍ଟରେ ପହଞ୍ଚିଛି ହାତୀ ମୃତ୍ୟୁ ମାମଲା। ହାତୀଙ୍କୁ ସୁରକ୍ଷା ଦେବା ପାଇଁ ତୁରନ୍ତ ଆକ୍ସନ ପ୍ଲାନ ଲାଗୁ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୩ ସପ୍ତାହ ମଧ୍ୟରେ ଏହି ଆକ୍ସନ ପ୍ଲାନ ଲାଗୁ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ...

ଦୂତି ଚାନ୍ଦଙ୍କୁ ବଡ଼ ଝଟ୍‌କା: ଡୋପ ଟେଷ୍ଟରେ ଧରାପଡିବା ପରେ ହେଲେ ନିଲମ୍ବିତ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୧: ଏସିଆନ୍‌ ଗେମ୍ସ ପୂର୍ବରୁ ଭାରତୀୟ ଧାବିକା ଦୂତି ଚାନ୍ଦଙ୍କୁ ବଡ଼ ଝଟ୍‌କା ଲାଗିଛି। ଡୋପ ଟେଷ୍ଟରେ ବିଫଳ ହେବା ପରେ ତାଙ୍କୁ ସାମୟିକ ଭାବେ ନିଲମ୍ବିତ କରାଯାଇଛି। ଦୂତି ସିଲେକ୍ଟିଭ ଆଣ୍ଡ୍ରୋଜେନ ରିସେପ୍ଟର ମଡ୍ୟୁଲେଟର ସେବନ କରୁଥିବା ଜଣାପଡିଛି।...

ଅଳ୍ପ କେଇଘଣ୍ଟା ପରେ ଭୁବନେଶ୍ବରରେ ପହଞ୍ଚତ୍ବ ଡାକୋଟା

ବାଲେଶ୍ୱର ଅଫିସ, ୧୮।୧: ବିଜୁ ପଟ୍ଟନାୟକଙ୍କ ସ୍ମୃତି ଡାକୋଟା ଭିଟି-ଏୟୁଆଇ ବିମାନ ବୁଧବାର ପୂର୍ବାହ୍ନରେ ଓଡ଼ିଶାକୁ ଫେରିଛି। ସକାଳେ ଲକ୍ଷ୍ମଣନାଥ ଟୋଲଗେଟ୍‌ ଦେଇ ୩ଟି ଲରିରେ ଜଳେଶ୍ବରରେ ପହଞ୍ଚିଥିଲା। ଆଉ କିଛି ଘଣ୍ଟା ପରେ ଭୁବନେଶ୍ବରରେ ପହଞ୍ଚିବ ପ୍ରବାଦପୁରୁଷ ବିଜୁ...

‘ଯୋଗ୍ୟ ହିତାଧିକାରୀ ବାଛିବା ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦିଅନ୍ତୁ’

ଭୁବନେଶ୍ବର,୧୮।୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାକୁ ସଦ୍ୟତମ ମିଳିଥିବା ଅତିରିକ୍ତ ୯.୫୯ ଲକ୍ଷ ଘର ସ୍ବଚ୍ଛ ଓ ନିରପେକ୍ଷଭାବେ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଦାନ କରାଯାଉ। ଏଥିଲାଗି ଯେପରି ଉଚିତ ପଦକ୍ଷେପ ନିଆଯିବ ସେନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ...

ରାଜ୍ୟରେ ପହଞ୍ଚିଲା ୧ଲକ୍ଷ କୋଭିଡ ଟିକା

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଗୁରୁବାରଠୁ ପୁଣିଥରେ ମାଗଣାରେ କୋଭିଡ ଟିକାକରଣ କରାଯିବ। ଏଥିପାଇଁ ମଙ୍ଗଳବାର କେନ୍ଦ୍ରରୁ ୧ଲକ୍ଷ ଡୋଜ କୋଭିସିଲଡ୍‌ ଟିକା ପହଞ୍ଚିଛି। ପ୍ରଥମ ପର୍ଯ୍ୟାୟରେ ଆବଶ୍ୟକତା ଅନୁସାରେ ସମସ୍ତ ଜିଲାକୁ ଟିକା ପଠାଯିବ ବୋଲି ଜଣାପଡିଛି। ଯେଉଁମାନେ ଦ୍ୱିତୀୟ ଡୋଜ...

୨୦୨୪ ପର୍ଯ୍ୟନ୍ତ ସମୀର ରାଜ୍ୟ ଭାଜପା ସଭାପତି ରହିବେ: ପୃଥ୍ବୀରାଜ

ଭୁବନେଶ୍ବର,୧୮।୧(ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନ ପର୍ଯ୍ୟନ୍ତ ଭାଜପା ରାଜ୍ୟ ସଭାପତି ଭାବେ ସମୀର ମହାନ୍ତି କାର୍ଯ୍ୟ ଜାରି ରଖିବେ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ କାର୍ଯ୍ୟକାଳ ବଢିଲେ ସେହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri