ରାଜ୍ୟ

ଫେବୃୟାରୀ ୧୮ରେ କପିଳାସ ଜାଗରଯାତ୍ରା: ପ୍ରାତଃ ୩ଟା ୫୫ରେ ଉଠିବ ମହାଦୀପ

ଢେଙ୍କାନାଳ ଅଫିସ,୧୩।୧: କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠ କପିଳାସରେ ଆସନ୍ତା ଫେବୃୟାରୀ ୧୮ରେ ହେବ ପ୍ରସିଦ୍ଧ ଜାଗରଯାତ୍ରା। ଏହାକୁ ଶୃଙ୍ଖଳିତ କରିବା ଲାଗି ଗୁରୁବାର ଅପରାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ...

ମମିତା ମେହେର ହତ୍ୟା ମାମଲା: ଜିଲାପାଳ, ଏସ୍‌ପି, ଜେଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କର କଣ୍ଟାବାଞ୍ଜି ଜେଲରେ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ରିପୋର୍ଟ ତଲବ କରିଛନ୍ତି। ଏହି ମାମଲାରେ କମିଶନ ବଲାଙ୍ଗୀର ଜିଲାପାଳ, ଏସ୍‌ପି...

ରାଜଧାନୀରେ ୭୫ରୁ ଊର୍ଦ୍ଧ୍ୱ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ପୁରୁଷ ହକି ବିଶ୍ୱକପ୍‌ ଶୁକ୍ରବାରଠାରୁ ଆରମ୍ଭ ହେବ। ରାଉରକେଲା ଓ ଭୁବନେଶ୍ୱରରେ ମ୍ୟାଚ୍‌ଗୁଡ଼ିକ ଖେଳାଯିବାକୁ ଥିବାବେଳେ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏନେଇ ଗୁରୁବାର କଳିଙ୍ଗ ଷ୍ଟାଡିୟମ୍‌ରେ ପୋଲିସ କମିଶନର...

ଡଟ୍‌ ଫେଷ୍ଟରେ ମିଳିବ ୧୬ ଦେଶର ଖାଦ୍ୟ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ହକି ବିଶ୍ୱକପ୍‌କୁ ନେଇ ରାଜଧାନୀରେ ଉତ୍ସାହ ବଢ଼ିବାରେ ଲାଗିଛି। ଏହି ଅବସରରେ ଆସନ୍ତା ୧୫ରୁ ୨୯ ତାରିଖ ପର୍ଯ୍ୟନ୍ତ ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା ଡଟ ଫେଷ୍ଟକୁ ନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଭୁବନେଶ୍ୱର ସମେତ...

ମୋ ବସ୍‌ରେ ମାଗଣା ଯାତ୍ରା କରିବେ ହକି ଦର୍ଶକ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କ୍ରୁଟ୍‌ ପକ୍ଷରୁ ସ୍ମାର୍ଟସିଟି ରାଉରକେଲାରେ ମୋ ବସ୍‌ ସେବା ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ରାଉରକେଲା ମଧ୍ୟରେ ଯାତ୍ରୀଙ୍କ ଯାତାୟାତକୁ ସୁଗମ କରିବା ପାଇଁ ଏହି ସେବା ଆରମ୍ଭ ହୋଇଥିବାବେଳେ ଭୁବନେଶ୍ୱରରେ ୧୫ଟି ଅତିରିକ୍ତ...

ଶ୍ରୀଲିଙ୍ଗରାଜ ମନ୍ଦିର: ଆରମ୍ଭ ହେବ ନୂଆ ରୋଷଘର କାର୍ଯ୍ୟ

ପୁରୁଣା ଭୁବନେଶ୍ୱର,୧୩ା୧(ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜଙ୍କ ଦୈନଦିନ ନୀତିରେ ଶଙ୍ଖୁଡ଼ି ଭୋଗ, ଅନ୍ନ ଭୋଗ ଲାଗି ହୋଇଥାଏ। ପ୍ରାଚୀନ କାଳରୁ ମନ୍ଦିର ବେଢା ପରିସରରେ ନୃସିଂହ ଦେବ ମନ୍ଦିର ପଛପଟେ ରହିଛି ଠାକୁରଙ୍କ ରୋଷଘର। ସମ୍ପ୍ରତି ଏଠାରେ ୪ରୁ ୫ଟି ରୋଷଚୁଲା ରହିଛି।...

୯୦ ଏକର ଜମିରେ ହେବ ‘ଆନନ୍ଦବନ’

ଭୁବନେଶ୍ୱର,୧୩।୧ (ବ୍ୟୁରୋ): ସହରାଞ୍ଚଳ ବନ ବିଭାଗ ପକ୍ଷରୁୁ ଶଙ୍କରପୁର ମୌଜା ଘାଟିକିଆ-କଳିଙ୍ଗ ବିହାର ଅଞ୍ଚଳରେ ପ୍ରକଳ୍ପ ‘ଆନନ୍ଦବନ’ ପ୍ରସ୍ତୁତ କରାଯାଉଛି। ପ୍ରାୟ ୯୦ ଏକର ଜମିରେ ଏହି ଆନନ୍ଦବନର ପରିକଳ୍ପନା କରାଯାଇଥିବାବେଳେ ଉକ୍ତ ଅଞ୍ଚଳରେ ଗଢ଼ିଉଠିଥିତ୍ବା ବେଆଇନ୍‌ ନିର୍ମାଣ ଏଥିରେ...

କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ସୃଷ୍ଟିହେଲା ୨୦ ନୂଆ ପଦବୀ

ଭୁବନେଶ୍ବର,୧୩ା୧(ବ୍ୟୁରୋ): କେନ୍ଦୁଝରରେ ୩୩୦ ଶଯ୍ୟା ବିଶିଷ୍ଟ ଜିଲା ମୁଖ୍ୟ ଚିକିତ୍ସାଳୟ ନିମନ୍ତେ ବିଭିନ୍ନ ବର୍ଗରେ ୨୦ଟି ନୂଆ ପଦବୀ ସୃଷ୍ଟି କରାଯାଇଛି। ଏ ସମ୍ପର୍କରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶିତ କାର୍ଯ୍ୟାଳୟ ଆଦେଶରୁ ଜଣାପଡ଼ିଛି। ରାଜ୍ୟ...

ଜୁନ୍‌ ସୁଦ୍ଧା କଟକ-ସମ୍ବଲପୁର ଜାତୀୟ ରାଜପଥର ୯୦% କାର୍ଯ୍ୟ ସରିବ

ଭୁବନେଶ୍ବର,୧୩ା୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ସମ୍ବଲପୁର ଜିଲା ଗସ୍ତକରି କଟକ-ସମ୍ବଲପୁର ଜାତୀୟ ରାଜପଥରେ ୪ ଲେନ୍‌ ବିଶିଷ୍ଟ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ମୁଖ୍ୟ ଶାସନ ସଚିବ କ୍ଷେତ୍ରୀୟ ପରିଦର୍ଶନରେ ଯାଇ ଜାତୀୟ...

୧୭ କି.ମି. ଦୌଡ଼ିଲେ କୁନି ଧାବକ ରୁଦ୍ର

ମାଲକାନଗିରି,୧୩ା୧ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ମାଲ୍ୟବନ୍ତ ମହୋତ୍ସବ ଅବସରରେ ଜିଲା ସଂସ୍କୃତି ପରିଷଦ ଏବଂ ଜିଲା କ୍ରୀଡ଼ା ବିଭାଗ ପକ୍ଷରୁ ଗୁରୁବାର ଏକ ମିନି ମାରାଥନ (ଗଣଦୌଡ଼) ଆୟୋଜିତ ହୋଇଥିଲା। ଏଥିରେ ୬ ବର୍ଷର କୁନି ଧାବକ ରୁଦ୍ରପ୍ରସାଦ ସେଠୀ...

୭ ମେଡିକାଲ କଲେଜର ୭ ବରିଷ୍ଠ ଡାକ୍ତରଙ୍କ ବଦଳି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନ ୭ଟି ମେଡିକାଲ କଲେଜର ୭ଜଣ ପ୍ରଫେସର ଏବଂ ସହକାରୀ ପ୍ରଫେସରଙ୍କର ଗୁରୁବାର ବଦଳି କରାଯାଇଛି। ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲ କଲେଜର ଆନାସ୍ଥେସିଆଲୋଜି ବିଭାଗ ପ୍ରଫେସର ଡ. ଲକ୍ଷ୍ମୀଧର ଦାଶଙ୍କୁ ଏସ୍‌ସିବି ମେଡିକାଲ କଲେଜକୁ ବଦଳି...

ଆଜି ମହାପ୍ରଭୁଙ୍କ ନବାଙ୍କ ବେଶ

ପୁରୀ ଅଫିସ,୧୩।୧: ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ନବାଙ୍କ ବେଶ ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହୋଇଥାଏ। ଏହିଦିନ ସନ୍ଧ୍ୟା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri