ରାଜ୍ୟ

୪ ଛୁଆ ଜନ୍ମଦେଲା ସିଂହୀ ରେୱା

ବାରଙ୍ଗ,୧୧।୧(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ମଙ୍ଗଳବାର ସିଂହୀ ରେୱା ପ୍ରଥମଥର ମା’ ହୋଇଥିବା ବେଳେ ୪ଟି ଛୁଆକୁ ଜନ୍ମ ଦେଇଛି। ହେଲେ ଜନ୍ମଦେବାର କିଛି ସମୟ ମଧ୍ୟରେ ନବଜାତକ ଛୁଆଙ୍କୁ ମା’ସ୍ନେହରୁ ବଞ୍ଚତ୍ତ ହେବାକୁ ପଡିଛି। ମା’ ରେୱା ଜନ୍ମ...

ଜଗତ୍‌ସିଂହପୁର ବନବିଭାଗ ରେଞ୍ଜରୁ ୨୦୬୨ପକ୍ଷୀ ଚିହ୍ନଟ

ଜଗତ୍‌ସିଂହପୁର ଅଫିସ, ୧୧ା୧: କଟକ ବନଖଣ୍ଡ ଅଧୀନ ଜଗତ୍‌ସିଂହପୁର ରେଞ୍ଚ ଅଞ୍ଚଳର ସନ୍ତସନ୍ତିଆ ସ୍ଥାନରେ ମଙ୍ଗଳବାର ପକ୍ଷୀ ଗଣନା କରାଯାଇଛି। ଏହି ଗଣନାରେ ବିଭିନ୍ନ ପ୍ରଜାତିର ମୋଟ ୨୦୬୨ଟି ପକ୍ଷୀ ଚିହ୍ନଟ ହୋଇଛନ୍ତି। କଟକ ବନଖଣ୍ଡ ଏସ୍‌ଟିଏଫ୍‌ ସୌଭାଗ୍ୟ କୁମାର...

୯ ଜିଲାରେ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଥିଲା। ତେବେ ମଙ୍ଗଳବାରଠାରୁ ଶୀତ କମିବା ଆରମ୍ଭ କରିଛି। ପାରଦ ଉପରମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ଯାଏ ବଢ଼ିଛି । ମଙ୍ଗଳବାର ଫୁଲବାଣୀରେ...

୧୫ରୁ ଚାଲାଣ କଟିବ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ୨୦୧୯ ଏପ୍ରିଲ ପହିଲା ପୂର୍ବରୁ ପଞ୍ଜୀକୃତ ହୋଇଥିବା ପୁରୁଣା ଯାନବାହନ, ଯାହାର ଶେଷ ନମ୍ବର ୧, ୨, ୩, ୪, ୫ ଏବଂ ୬ ହୋଇଥିବ ଏବଂ ହାଇସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚ୍‌ଏସ୍‌ଆର୍‌ପି) ଲାଗି ନ ଥିବ ସେହି...

ଆଜିଠୁ ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

ଖୁଣ୍ଟୁଣୀ,୧୧ା୧(ଡି.ଏନ୍‌.ଏ.): ସବୁ ଅପେକ୍ଷାର ଅନ୍ତ ଘଟିଛି, ଶେଷରେ କଟକ ମହାନଦୀ ପଠାରେ ଥିବା ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବାର ଭକ୍ତଙ୍କୁ ସୁଯୋଗ ମିଳିଛି। ଦିନେ, ସପ୍ତାହେ କି ମାସେ ନୁହେଁ, ପ୍ରାୟ ଦୁଇ ମାସର ବ୍ୟବଧାନ ପରେ ବୁଧବାର...

ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ ଅଫିସ, ୧୧ା୧: ମାଘ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଏହି ନୀତି ସମୟରେ ଅର୍ଥାତ୍‌ ସନ୍ଧ୍ୟା ୫ଟାରୁ ରାତି...

ଧରାପଡ଼ିଲା ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ୍‌

ଢେଙ୍କାନାଳ ଅଫିସ, ୧୧।୧: ଗଞ୍ଜାମରୁ ମୟୂରଭଞ୍ଜ ଯାଏ ସୃଷ୍ଟି କରିଥିଲେ ଭୟ ଆତଙ୍କର ବାତାବରଣ। ଟଙ୍କା, ସୁନା ପାଇଁ ଟପିଯାଉଥିଲେ ସବୁ ସୀମା। ପଥଚାରୀଙ୍କୁ ରାସ୍ତା ମଝିରେ ହାଣୁଥିଲେ। ବନ୍ଧୁକ ମୁନରେ ଭୟଭୀତ କରାଇ ଲୁଟି ନେଉଥିଲେ ସର୍ବସ୍ବ। ମୁଣ୍ଡ...

୧୬ରେ ଓଡ଼ିଶା ଆସିବ ଡାକୋଟା ବିମାନ

ଭୁବନେଶ୍ୱର,୧୧l୧(ବ୍ୟୁରୋ): ସବୁ କଳ୍ପନାର ଅନ୍ତ ଘଟାଇ ଆସନ୍ତା ୧୬ ତାରିଖରେ ଓଡ଼ିଶା ଆସିବ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଡାକୋଟା ବିମାନ। କୋଲକାତାରେ ଥିବା ଏହି ବିମାନ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଅଣାଯିବ। ତାହାକୁ ବିମାନବନ୍ଦର ପ୍ରବେଶ ପଥରେ...

ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀ ସଂଖ୍ୟା ବୃଦ୍ଧି

ସମ୍ବଲପୁର,୧୧ା୧(ବ୍ୟୁରୋ): ସମ୍ବଲପୁରର ହୀରାକୁଦ ଜଳଭଣ୍ଡାରରେ ହୋଇଥିବା ଦିନିକିଆ ବିଦେଶୀ ପକ୍ଷୀ ଗଣନା ରିପୋର୍ଟ ବନ ବିଭାଗ ପକ୍ଷରୁ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ରେକର୍ଡ ସଂଖ୍ୟକ ଅର୍ଥାତ୍‌ ପୂର୍ବବର୍ଷ ଅପେକ୍ଷା ୧ଲକ୍ଷରୁ ଅଧିକ ପକ୍ଷୀ ଆସିଥିବା ରିପୋର୍ଟରୁ ଜଣାପଡିଛି। ଗତବର୍ଷ...

ରାଉରକେଲାରୁ ସାଇକେଲ ରାଲିରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ବର,୧୧ା୧(ବ୍ୟୁରୋ): ସାରା ରାଜ୍ୟରେ ଏବେ ହକିର ମାହୋଲ। ପୁରପଲ୍ଲୀ, ସହର ବଜାର ସବୁଆଡ଼େ ଏବେ ହକିକୁ ନେଇ ଚର୍ଚ୍ଚା ଚାଲିଛି। କଟକରୁ ଆରମ୍ଭକରି ସୁନ୍ଦରଗଡ଼ ସମେତ ଅନ୍ୟ ସବୁଆଡ଼େ ଉତ୍ସବ ଚାଲିଛି। ଏଥର ପ୍ରଥମ ଥର ପାଇଁ ହକିର ଅନ୍ତୁଡ଼ିଶାଳ...

ଯୁକ୍ତ୨ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବାଧ୍ୟତାମୂଳକ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଚଳିତବର୍ଷ ଯୁକ୍ତ୨ ପରୀକ୍ଷା ପରିଚାଳନାକୁ ଅଧିକ କଡ଼ାକଡ଼ି କରାଯିବ। ପରୀକ୍ଷାରେ ସ୍ବଚ୍ଛତାକୁ ଗୁରୁତ୍ୱ ଦିଆଯାଉଥିବାବେଳେ ମେଧାବୀ ପରୀକ୍ଷାର୍ଥୀ ଯେପରି ଠିକ୍‌ ମାର୍କ ପାଇବେ ସେଥିଲାଗି ପ୍ରାଥମିକ ସ୍ତରରୁ ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ)...

ଆଜି ଦୁଲୁକିବ ବାରବାଟୀ ଷ୍ଟାଡିୟମ

କଟକ ଅଫିସ,୧୧ା୧: ହକି ବିଶ୍ୱକପର ଉଦଘାଟନୀ ଉତ୍ସବ ପାଇଁ ଆରମ୍ଭ ହୋଇ ଯାଇଛି କାଉଣ୍ଟଡାଉନ। ଉଦଘାଟନୀ ସଂନ୍ଧ୍ୟା କାର୍ଯ୍ୟକ୍ରମ ପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ପୁରୁଷ ହକି ବିଶ୍ୱକପର ଶୁଭାରମ୍ଭ ଉତ୍ସବକୁ ଦେଖିବ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri