ରାଜ୍ୟ

ପୋଲିସ ନଜରବନ୍ଦୀରେ ପୁରୁଷବନ୍ଧୁ

ଯୋଡ଼ା, ୪ା୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରର ମହିଳା ଡାକ୍ତର ଶୁଭଶ୍ରୀ କରଙ୍କ ମୃତ୍ୟୁର ୩ଦିନ ପରେ ମଧ୍ୟ ମୃତ୍ୟୁର ରହସ୍ୟ ଉପରୁ ପରଦା ହଟିପାରୁନି। ବ୍ୟବଚ୍ଛେଦ ପରେ ବିଷକ୍ରିୟାରୁ ଶୁଭଶ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଥିବାବେଳେ ଅଧିକ ସ୍ପଷ୍ଟ...

ରାଜଦରବାରରେ ପୁରୁଷ ହକି ବିଶ୍ୱକପ୍‌ ଟ୍ରଫିକୁ ସ୍ବାଗତ

ମଥୁରାନଗରୀ,୩।୧ :ପୁରୁଷ ହକି ବିଶ୍ୱକପ୍‌ ଟ୍ରଫି ମଙ୍ଗଳବାର ସନ୍ଧ୍ୟାରେ ମଥୁରାନଗରୀ (ବରଗଡ଼)ରେ ପହଞ୍ଚିବା ପରେ ଟ୍ରଫିକୁ ନିଆରା ଭାବେ ସ୍ବାଗତ କରାଯାଇଛି। ଧନୁଯାତ୍ରା ଚାଲିଥିବାବେଳେ ଟ୍ରଫିକୁ କଂସ ଦରବାର(ରାଜ ଦରବାର)କୁ ନିଆଯାଇଥିଲା। ସେଠାରେ କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ଗହଣରେ...

ମାସକ ଲାଗି ରାଜଧାନୀରେ ନିର୍ମାଣ କାର୍ଯ୍ୟକୁ ମନା

ଭୁବନେଶ୍ୱର,୩।୧(ବ୍ୟୁରୋ): ଚଳିତ ମାସରେ ଓଡ଼ିଶାରେ ହକି ବିଶ୍ୱକପ ଅନୁଷ୍ଠିତ ହେବ। ଭୁବନେଶ୍ୱର ଓ ରାଉରକେଲାରେ ମ୍ୟାଚ ଖେଲାଯିବାକୁ ଥିବା ବେଳେ ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଜାରି ରହିଛି। ଏସବୁ ମଧ୍ୟରେ ମଙ୍ଗଳବାର ଭୁବନେଶ୍ୱର ମହାନଗର...

ବରିଷ୍ଠ ସାମ୍ବାଦିକ ତଥା ପ୍ରଯୋଜକ ଆଳୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର, ୩।୧ (ବ୍ୟୁରୋ): ପ୍ରଯୋଜକ ତଥା ବରିଷ୍ଠ ସାମ୍ବାଦିକ ଆଳୟ ମହାନ୍ତିଙ୍କର ମଙ୍ଗଳବାର ପୂର୍ବାହ୍ନରେ ପରଲୋକ ଘଟିଛି। ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ଅସୁସ୍ଥତା ହେତୁ ସେ କିଛିଦିନ ହେଲା କ୍ୟାପିଟାଲ ହସ୍ପିଟାଲର ଆଇସିୟୁରେ ଚିକିତ୍ସାଧୀନ ଥିଲେ। ସେଠାରେ ତାଙ୍କର...

ଆସନ୍ତା ୬ରୁ ସର୍ବସାଧାରଣଙ୍କ ନିମନ୍ତେ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର, ୩।୧(ବ୍ୟୁରୋ): ଆସନ୍ତା ୬ରୁ ୨୦ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ନିମନ୍ତେ ରାଜଭବନ ଉଦ୍ୟାନ ଖୋଲା ରହିବ। ଛୁଟିଦିନ ଓ ରବିବାର ସମେତ ପ୍ରତ୍ୟେକ ଦିନ ଅପରାହ୍ନ ୨ଟା ୩୦ଟାରୁ ୫ଟା ପର୍ଯ୍ୟନ୍ତ ସର୍ବସାଧାରଣ ଏହି ଉଦ୍ୟାନ ପରିଦର୍ଶନ କରିପାରିବେ।...

ବାଜ୍ୟାପ୍ତି ହେବ ଅର୍ଚ୍ଚନା-ଜଗବନ୍ଧୁ-ଖଗେଶ୍ୱରଙ୍କ ସମ୍ପତ୍ତି

ଭୁବନେଶ୍ୱର, ୩।୧(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ସମ୍ପତ୍ତି ବାଜ୍ୟାପ୍ତି ହେବ। ଏଥିସହ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏବଂ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ରଙ୍କ ସମ୍ପତ୍ତି ମଧ୍ୟ ବାଜ୍ୟାପ୍ତି ହେବ। ତେବେ ଏନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପ୍ରକ୍ରିୟା ଆରମ୍ଭ...

ମାର୍ଚ୍ଚ ୨ୟ ସପ୍ତାହରେ ଆସିବ ୪ର୍ଥ ଲହର!

ଭୁବନେଶ୍ୱର,୩।୧(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ସଚିବ ଡ.ଅଜିତ୍‌ ମହାନ୍ତି ମଙ୍ଗଳବାର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ଦ୍ୱିତୀୟ କିମ୍ବା ତୃତୀୟ ସପ୍ତାହରେ କରୋନାର ଚତୁର୍ଥ ଲହର ଆସିପାରେ। ତେବେ ଗତ ୨୪ ଘଣ୍ଟାରେ...

ତୃତୀୟ ଥର ପାଇଁ ଇଡିରେ ହାଜର ହେଲେ ଫିଲ୍ମ ପ୍ରଯୋଜକ ପ୍ରମୋଦ ସ୍ବାଇଁ

ଭୁବନେଶ୍ୱର,୩।୧(ବ୍ୟୁରୋ): ବହୁ ଚର୍ଚ୍ଚିିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି ତଦନ୍ତ ଜାରି ରଖିଛି। ତେବେ ଏହି ମାମଲରେ ଜଣଙ୍କ ପରେ ଜଣଙ୍କୁ ଇଡି ଜେରା କରୁଛି। ଏହି କ୍ରମରେ ମଙ୍ଗଳବାର ତୃତୀୟ ଥର ପାଇଁ ଫିଲ୍ମ ପ୍ରଯୋଜକ...

ପରଲୋକରେ ବିଶିଷ୍ଟ ଫିଲ୍ମ ପ୍ରଯୋଜକ ଆଳୟ ମହାନ୍ତି

ଭୁବନେଶ୍ୱର,୩।୧(ବ୍ୟୁରୋ): ପରଲୋକରେ ବିଶିଷ୍ଟ ଫିଲ୍ମ ପ୍ରଯୋଜକ ତଥା ବରିଷ୍ଠ ସାମ୍ବାଦିକ ଆଳୟ ମହାନ୍ତି। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ୬୫ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଶୂନ୍ୟ ସ୍ବରୂପ, ଆଶା ଏବଂ ଭୁଲ ବୁଝିବନି ଆଦି ଫିଲ୍ମର...

ରାଜ୍ୟରେ ବଢିବ ଶୀତ

ଭୁବନେଶ୍ୱର,୩।୧(ବ୍ୟୁରୋ): ବଢିବ ଶୀତ। ଆଗାମୀ ୨ ଦିନ ପରେ ରାଜ୍ୟର ଅନେକ ସ୍ଥାନରେ ରାତି ତାପମାତ୍ରା ୩ ରୁ ୫ ଡ଼ିଗ୍ରୀ ତଳକୁ ଖସିବା ସହ ଶୀତର ପ୍ରକୋପ ବଢିବା ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...

ଆଉ ବର୍ଷେ ମିଳିବ ମାଗଣା ଚାଉଳ

ଭୁବନେଶ୍ୱର,୩।୧(ବ୍ୟୁରୋ): ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ବର୍ଷେ ମିଳିବ ମାଗଣା ଚାଉଳ। ଜାନୁୟାରୀରୁ ଡିସେମ୍ବର ପର୍ଯ୍ୟନ୍ତ ଏହି ମାଗଣା ଚାଉଳ ମିଳିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଘୋଷଣା କରିଛନ୍ତି। ମାସିକ ମୁଣ୍ଡପିଛା ୫ କେଜି ଚାଉଳ...

ହୋଟେଲ୍‌ ଛାତରୁ ପଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ ଅଫିସ,୩।୧: ହୋଟେଲ ଛାତରୁ ପଡି ପର୍ଯ୍ୟଟକଙ୍କ ମୃତ୍ୟୁ ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ନୀଳାଚଳ ହୋଟେଲ ତିନି ମହଲା ଛାତରେ। ପର୍ଯ୍ୟଟକ ଜଣଙ୍କ ମଙ୍ଗଳବାର ସକାଳ ସମୟରେ ହୋଟେଲ ଛାତ ଉପରେ ବୁଲୁଥିବା ବେଳେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri