ରାଜ୍ୟ

ସହକାରୀ ଜିଲା ଶ୍ରମ ଅଧିକାରୀରୁ ଓଏଏସ୍‌: ଏଥର ବି ଅମିତ ମାରିଲେ ବାଜି

ଭବାନୀପାଟଣା,୨୦।୧୦ (ଉତ୍ତମ କୁମାର ଦାଶ)- ଓଡିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ପୁଣି ଥରେ କୃତ କାର୍ଯ୍ୟ ହୋଇଛନ୍ତି କଳାହାଣ୍ଡି ସହକାରୀ ଜିଲା ଶ୍ରମ ଅଧିକାରୀ ଅମିତ କୁମାର ବେହେରା। ରାଜ୍ୟରେ ତାଙ୍କ ସ୍ଥାନ ୧୭୫ ନମ୍ବର ରହିଥିବାବେଳେ ଗତ...

ତାସ୍‌ ଘର ଭଳି ବିଜେଡି ଭୁଶୁଡ଼ି ଚାଲିଛି : ମୋକିମ୍‌

ଜଗତ୍‌ସିଂହପୁର, ୨୦।୧୦(ପ୍ରମୋଦ କୁମାର ନାୟକ):ବିଜେଡି ୨୪ ବର୍ଷ କାଳ ଶାସନ କଲା। ଶାସନରୁ ଯିବା ୩ ମାସ ହେଇଛି କି ନାହିଁ ବିଜେଡି ତାସ ଘର ଭଳି ଧୀରେ ଧୀରେ ଭୁଶୁଡ଼ି ଚାଲିଛି। ଏଥିରୁ ଅନୁମାନ କରିପାରୁଛେ କଂଗ୍ରେସ ନେତା...

ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା: କୃତୀଙ୍କ ମୁହଁରୁ…

ପରିଶ୍ରମର ଫଳ ପାଇବି ବୋଲି ଆଶା ଥିଲା ପ୍ରଥମଥର ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ଦେଇଥିଲି। ତାଲିକାରେ ଦ୍ୱିତୀୟ ର଼୍ୟାଙ୍କ୍‌ରେ ମୋ ନାଁ ଥିବା ଦେଖି ଖୁସିରେ କାନ୍ଦି ପକାଇଥିଲି। ଭଲରେ ପଢ଼ିଲେ, ପରିଶ୍ରମ କଲେ ସଫଳତା ନିଶ୍ଚୟ ମିଳିବ।...

ଭୟଙ୍କର ହେଉଛି ଘୂର୍ଣ୍ଣିବଳୟ, ପ୍ରବଳ…

ବଙ୍ଗୋପସାଗରରେ ଆସନ୍ତା ୨୦ ତାରଖରେ ସୃଷ୍ଟି ହେବ ଘୂର୍ଣ୍ଣି ବଳୟ।। ଏହା ପୂର୍ବରୁ ଆଜି ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ନେଇ ରାଜ୍ୟର ୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଜାନୁଆରୀ ୮ରେ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ସମାରୋହ

ଭୁବନେଶ୍ୱର,୨୦।୧୦(ଅନିଲ ଦାସ): ୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ସ୍ଥାନୀୟ ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ। ସମାରୋହ ଆୟୋଜନ ପାଇଁ ବହିର୍ବ୍ୟାପାର ମନ୍ତ୍ରଣାଳୟ ତରଫରୁ ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଏହି କାର୍ଯ୍ୟକ୍ରମ...

ଆଇଇଡି ବିସ୍ଫୋରଣରେ ୨ ଯବାନ ନିହତ

ମାଲକାନଗିରି,୧୯।୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଜିଲାରେ ମାଓବାଦୀଙ୍କ ଦ୍ୱାରା ଆଇଇଡି ବୋମା ବିସ୍ଫୋରଣରେ ୨ ଯବାନ ନିହତ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ନିହତ ଯବାନ ହେଲେ ଅମର ପାନୱାର୍‌ ଓ କେ. ରାଜେଶ । ନାରାୟଣପୁର...

ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଭାବ ଅନଟନରୁ ନିଜର ୧୭ ଦିନର ଏକ ଶିଶୁପୁତ୍ରକୁ ଅନ୍ୟ ପରିବାରକୁ ଟେକିଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଖବର ପାଇ ଶନିବାର...

ଧନୁଯାତ୍ରା ମହୋତ୍ସବକୁ ମିଳିନି ସରକାରୀ ଅନୁଦାନ, ବୈଠକରେ ଗତବର୍ଷ ଆୟ ବ୍ୟୟର ସୂଚନା

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଏହି ମହୋତ୍ସବକୁ ଆଉ ପ୍ରାୟ ଅଢ଼େଇ ମାସ ବାକି ରହିଥିବା ବେଳେ ଶନିବାର ମହୋତ୍ସବ ସମିତିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଶାଳିନୀ: ଜିଲାପାଳ ହୋଇ ଲୋକଙ୍କ ସେବା କରିବା ରହିଛି ଲକ୍ଷ୍ୟ

ପୁରୁଷୋତ୍ତମପୁର,୧୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ବଜାର ସାହି ଏକ କୃଷକ ପରିବାରରେ ଜନ୍ମ ଗ୍ରହଣ କରିଥିବା ଆଇ ଶାଳିନୀ(୨୩ ) ପ୍ରଥମ ପ୍ରୟାସରେ ଓଏଏସ୍‌ ପରୀକ୍ଷାରେ ସଫଳତା ଅର୍ଜନ କରିଛନ୍ତି। ଶାଳିନୀ ପରୀକ୍ଷାରେ ୪୪୫ନମ୍ବର ର଼୍ୟାଙ୍କ ରଖି କୃତକାର୍ଯ୍ୟ...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସରକାରଙ୍କ ଜଣେ ପ୍ରତିନିଧି ଭାବେ…

ଭୁବନେଶ୍ୱର,୧୯ା୧୦: ଶନିବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ କୃତିତ୍ୱ ହାସଲ କରିଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଲେଖିଛନ୍ତି,...

ଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା

ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଓଏଏସ୍‌ ପରୀକ୍ଷାରେ ସଫଳ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ଼ର ପୁଅ ଲଲାଟେନ୍ଦୁ ଦଣ୍ଡସେନା। ସେ ୪୭ ନମ୍ବର ସ୍ଥାନ ରଖି କୃତକାର୍ଯ୍ୟ ହୋଇଛନ୍ତି । ଜୁନାଗଡ଼ ସହର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri