ରାଜ୍ୟ

କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ପିଜିଆଇଏମ୍‌ଇଆର୍‌

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ନାତକୋତ୍ତର ମେଡିକାଲ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ(ପିଜିଆଇଏମ୍‌ଇଆର୍‌)। ଏଥିସହ ହସ୍ପିଟାଲର ନାମ ପିଜିଆଇଏମ୍‌ଇଆର୍‌ ଆଣ୍ଡ୍‌ କ୍ୟାପିଟାଲ ହସ୍ପିଟାଲ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ରାଜ୍ୟ...

ଇଗ୍ନୋରେ ୨୦୨୩ ନାମଲେଖା ପାଇଁ ଘୋଷଣା

ଭୁବନେଶ୍ୱର, ୩୦।୧୨ (ବ୍ୟୁରୋ): ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ରେ ୨୦୨୩ ଶିକ୍ଷା ବର୍ଷ ପାଇଁ ନାମଲେଖା ନେଇ ଘୋଷଣା ହୋଇଛି। କୌଣସି କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା ଉଚ୍ଚଶିକ୍ଷା ପାଇବାରୁ ବଞ୍ଚତ୍ତ ହୋଇଥିବା ଯେ କୌଣସି...

ବିଶ୍ୱକପ୍‌ ହକି ପାଇଁ ଆଉ ୩ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ଆସନ୍ତା ୨୦୨୩ ଜାନୁୟାରୀ ୧୩ରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଏହି ବିଶ୍ୱ କ୍ରୀଡ଼ା ଦେଖିବାକୁ ଓଡ଼ିଶା ଆମନ୍ତ୍ରଣ କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ...

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା : ଜାଣନ୍ତୁ କେବେଠୁ କରିବେ ଆବେଦନ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା-୨୦୨୨ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ଲୋକସେବା ଆୟୋଗ ବା ଓପିଏସ୍‌ସି ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ, ଜାନୁୟାରୀ ୧୭ରୁ ଆଶାୟୀ ଛାତ୍ରୀଛାତ୍ର...

ଆଇପିଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୩ ଅଫିସରଙ୍କୁ ଡିଆଇଜି ପାହ୍ୟାଙ୍କୁ ପଦୋନ୍ନତି

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ଜାରି କରାଯାଇଛି। ତଦନୁଯାୟୀ ୨୦୦୯ ବ୍ୟାଚ୍‌ର ୩ ଜଣ ଆଇପିଏସ୍‌ ଅଫିସରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ...

ଦୁଇଦିନ ବନ୍ଦ ରହିବ ବଡ଼ଦାଣ୍ଡର ସମସ୍ତ ଦୋକାନ

ପୁରୀ ଅଫିସ,୩୦।୧୨: ଶନିବାର ଓ ନୂଆବର୍ଷ ରବିବାର ପାଇଁ ଶ୍ରୀମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି । ଏ ନେଇ ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ସ୍କୁଲ ପିଲାଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଭିଡକୁ...

କିଶୋରଙ୍କ ସରଳତା ଥିଲା ତାଙ୍କ ବଡ଼ ପରିଚୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ଝାରସୁଗୁଡ଼ା ଅଫିସ,୩୦।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବ୍ରଜରାଜନଗରଠାରେ ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କିଶୋରଙ୍କ ସରଳତା ତାଙ୍କର ବଡ଼ ପରିଚୟ ଥିଲା। ଏନେଇ...

ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି କ୍ରାଇମବ୍ରାଞ୍ଚ

ରାୟଗଡ଼ା,୩୦।୧୨(ସ୍ବ.ପ୍ର.): ବିଦାନୋଭ ଓ ପାଭେଲଙ୍କ ମୃତ୍ୟୁ ଘଟଣାରେ ତଦନ୍ତ ପାଇଁ ରାୟଗଡ଼ାଠାରେ ଶୁକ୍ରବାର କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍‌ ଟିମ୍‌ ପହଞ୍ଚି ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ତଦନ୍ତ ଆରମ୍ଭ କରିଛନ୍ତି। ଏଥିରେ ସାଇଣ୍ଟିଫିକ୍‌ ଓ ଫରେନସିକ ଟିମ୍‌ ମଧ୍ୟ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର,୩୦ା୧୨(ବ୍ୟୁରୋ): ନୂଆବର୍ଷରେ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ଲାଗି ଭେଟି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରୀ କର୍ମଚାରୀଙ୍କ ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ବୃଦ୍ଧି ଘୋଷଣା କରିଛନ୍ତି। ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍‌ସନ୍‌...

ରାୟଗଡ଼ାରେ ପହଞ୍ଚିଲା କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍‌,ତଦନ୍ତ ଆରମ୍ଭ

ରାୟଗଡ଼ା ଅଫିସ,୩୦।୧୨: ବିଦାନୋଭ ଏବଂ ପାଭେଲଙ୍କ ମୃତ୍ୟୁ ତଦନ୍ତ ପାଇଁ ରାୟଗଡ଼ାରେ କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍‌ ଶୁକ୍ରବାର ପହଞ୍ଚିଛନ୍ତି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ଟିମ୍‌ ତଦନ୍ତ କରିବ। ଏପରିକି ୬ ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ...

ପ୍ରଧାନମନ୍ତ୍ରୀଙ୍କ ମା’ଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଦେହାନ୍ତ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ତାଙ୍କର ଗଭୀର ସମବେଦନା ଜଣାଇଛନ୍ତି।...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଯୁବକଙ୍କ ଜୀବନ

କେନ୍ଦ୍ରାପଡ଼ା ଅଫିସ,୩୦ା୧୨: କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଜମଧରଠାରେ ଗୁରୁବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ୩ ଯୁବକଙ୍କ ଜୀବନ ଚାଲିଯାଇଛି। ମୃତକଙ୍କୁ ସଦର ଥାନା ପୋଲିସ ଦୁର୍ଘଟଣାସ୍ଥଳରୁ ଆଣି ଜିଲା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri