ରାଜ୍ୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଯୁବକଙ୍କ ଜୀବନ

କେନ୍ଦ୍ରାପଡ଼ା ଅଫିସ,୩୦ା୧୨: କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଜମଧରଠାରେ ଗୁରୁବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ୩ ଯୁବକଙ୍କ ଜୀବନ ଚାଲିଯାଇଛି। ମୃତକଙ୍କୁ ସଦର ଥାନା ପୋଲିସ ଦୁର୍ଘଟଣାସ୍ଥଳରୁ ଆଣି ଜିଲା...

ଗବେଷଣା ପାଇଁ ଶରୀର ଦାନକଲେ ପରିବାର ବର୍ଗ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ) ଖୋର୍ଦ୍ଧା ଜିଲା ପାତ୍ରପଡ଼ା ଅଞ୍ଚଳର ୬୪ ବର୍ଷୀୟ ଶ୍ରୀନିବାସ ମିଶ୍ରଙ୍କର ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ମୃତ୍ୟୁ ଘଟିଛି। ଜୀବନ ଯୁଦ୍ଧରେ ହାରିଯାଇ ସେ ସବୁଦିନ ପାଇଁ ଚିରନିଦ୍ରାରେ ଶୋଇଯାଇଛନ୍ତି ସିନା, ହେଲେ ତାଙ୍କ ଶରୀର ତାଙ୍କ ପରି ଅନେକ...

ସୁରକ୍ଷା ଅର୍ଥ ଯାଉଛି କୁଆଡ଼େ

ବାରିପଦା ଅଫିସ,୩୦ା୧୨: ଏସିଆ ମହାଦେଶର ଦ୍ୱିତୀୟ ବୃହତ୍ତମ ଜୈବ ମଣ୍ଡଳ ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷାକୁ ନେଇ ପରିବେଶବିତ୍‌ମାନେ ଆଶଙ୍କା ବ୍ୟକ୍ତ କଲେଣି। ବନ୍ୟଜନ୍ତୁଙ୍କ ଅବାଧ ଶିକାର ଓ କାଠମାଫିଆଙ୍କ ଦୌରାତ୍ମ୍ୟକୁ ନେଇ ଶିମଳିପାଳ ଅଭୟାରଣ୍ୟ ଏବେ ସଙ୍କଟରେ। ଅସୁରକ୍ଷିତ ଓ...

ସବୁ ନାମୀଦାମୀ ହୋଟେଲ, ଲଜ୍‌ ବୁକ୍‌

ପୁରୀ ଅଫିସ,୩୦ା୧୨ସରି ଆସୁଛି ୨୦୨୨ ଏବଂ ପାଖେଇ ଆସୁଛି ନୂତନ ବର୍ଷ ୨୦୨୩। ନୂତନବର୍ଷକୁ ସ୍ବାଗତ କରିବା ପାଇଁ ଏବେଠୁ ଉତ୍ସବମୁଖର ହୋଇ ଉଠିଲାଣି ଶ୍ରୀକ୍ଷେତ୍ର। ପିଲାଙ୍କ ଠାରୁ ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଲେଣି। ନୂତନ ବର୍ଷର...

ମାର୍କେଟ ଛକଯାଏ ବଢ଼ିଲା ବ୍ୟାରିକେଡ୍‌

ପୁରୀ ଅଫିସ,୩୦ା୧୨: ସମ୍ପ୍ରତି ପର୍ଯ୍ୟଟନ ଋତୁ ଚାଲିଥିବାରୁ ପୁରୀରେ ଭକ୍ତ ଓ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଛି । ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ଅସ୍ଥାୟୀ ବ୍ୟାରିକେଡ୍‌ କରାଯାଇଛି। ଭକ୍ତମାନେ ଉକ୍ତ ବ୍ୟାରିକେଡ୍‌ ଦେଇ ଧାଡ଼ିରେ ଶ୍ରୀମନ୍ଦିରକୁ...

ରାଜ୍ୟ କ୍ଷମତା ହଡ଼ପ କରିବାକୁ କେନ୍ଦ୍ରର ଷଡ଼ଯନ୍ତ୍ର

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ):କେନ୍ଦ୍ର ସରକାର ରାଜ୍ୟଠାରୁ ଗୋଟିଏ ପରେ ଗୋଟିଏ କ୍ଷମତା ହଡ଼ପ କରିବାକୁ ଷଡ଼ଯନ୍ତ୍ର ଚଳାଇଛନ୍ତି। ବିଦ୍ୟୁତ୍‌ ଆଇନ-୨୦୦୩କୁ କେନ୍ଦ୍ର ସରକାର ଏବେ ସଂଶୋଧନ କରି ପ୍ରସ୍ତାବିତ ବିଦ୍ୟୁତ୍‌ ଶକ୍ତି ବିଲ୍‌-୨୦୨୨ ଆଣିବାକୁ ଯାଉଛନ୍ତି। ଫଳରେ ବିଦ୍ୟୁତ୍‌ ସଂକ୍ରାନ୍ତୀୟ ନିଷ୍ପତ୍ତି ଏବେ...

ଟିକା ଯୋଗାଇବାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଓଡ଼ିଶାକୁ ଆବଶ୍ୟକ କରୋନା ଟିକା ଯୋଗାଇ ଦେବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନ୍‌ସୁଖ୍‌ ମାଣ୍ଡବ୍ୟଙ୍କୁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଚିଠି ଲେଖି ଅନୁରୋଧ କରିଛନ୍ତି। ମନ୍ତ୍ରୀ ଦାସ ତାଙ୍କ...

୫ ଆଇପିଏସ୍‌ ଅଫିସରଙ୍କୁ ଏଡିଜି ପାହ୍ୟା

ଭୁବନେଶ୍ୱର, ୩୦।୧୨ (ବ୍ୟୁରୋ):୧୯୮୮ ବ୍ୟାଚ୍‌ର ୫ଜଣ ଆଇପିଏସ୍‌ ଅଫିସରଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡିଜି) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସେମାନେ ହେଲେ ଅମିତାଭ ଠାକୁର, ସୁରେଶ ଦେବଦତ୍ତା ସିଂ, ରାଜେଶ କୁମାର, ରବି କାନ୍ତ ଏବଂ...

୯ ଆଇଏଏସ୍‌ ଅଫିସରଙ୍କୁ ପଦୋନ୍ନତି

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ରାଜ୍ୟ ସରକାର ୨ ଜଣ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ପ୍ରିନ୍ସିପାଲ ସେକ୍ରେଟାରି ଗ୍ରେଡ୍‌ ଲେଭଲ-୧୫କୁ ପଦୋନ୍ନତି ଦେଇଥିବା ବେଳେ ୭ ଜଣ ଆଇଏଏସ୍‌ ଅଫିସରଙ୍କୁ ସୁପରଟାଇମ ସ୍କେଲ୍‌(ଲେଭଲ-୧୪ ପେ ମାଟ୍ରିକ୍ସ)କୁ ପଦୋନ୍ନତି ଦେଇଛନ୍ତି। ଏ ନେଇ ସାଧାରଣ ପ୍ରଶାସନ...

ବଦଳିବ ଭୁବନେଶ୍ୱର ରେଳଷ୍ଟେଶନ ରୂପ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ):ଭୁବନେଶ୍ୱର ରେଳ ଷ୍ଟେଶନ ବିଶ୍ୱସ୍ତରୀୟ ହେବ । ଏ ନେଇ ଟେଣ୍ଡର ହୋଇଛି। କାମ ଖୁବଶୀଘ୍ର ଆରମ୍ଭ ହେବ ଓ ୨୪ ମାସ ଭିତରେ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ। ଏହି ପ୍ରକଳ୍ପ ପାଇଁ ପ୍ରଥମ ପର୍ଯ୍ୟାୟରେ ଖର୍ଚ୍ଚ ହେବ...

ଶିକ୍ଷାନୁଷ୍ଠାନ ନାମଫଳକ ଓଡ଼ିଆରେ ଲେଖିବାକୁ ପୁଣି ନିର୍ଦ୍ଦେଶ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ନାମଫଳକ ଓଡ଼ିଆରେ ଲେଖିବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି। କିନ୍ତୁ ଅଧିକାଂଶ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଏହାକୁ ମାନୁନାହାନ୍ତି। ପୂର୍ବପରି ଇଂଲିଶ ଭାଷାରେ ଲେଖାଥିବା ଫଳକ ଶିକ୍ଷାନୁଷ୍ଠାନରେ ରହିଛି। କେତେକ ସ୍ଥାନରେ ଓଡ଼ିଆ ଭାଷାର ଚିହ୍ନବର୍ଣ୍ଣ...

୨ ପୋଷା କୁକୁର ଅପହରଣ, ଧାରଣାରେ ମାଲିକ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ):ଜମିଜମା ବିବାଦକୁ ନେଇ ୨ ପୋଷା କୁକୁରଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ତେବେ ଏପରି ଅଭିଯୋଗ ନେଇ ବିଭିନ୍ନ ଥାନାର ଦ୍ୱାରସ୍ଥ ହୋଇ ନିରାଶ ହେବା ପରେ ଶେଷରେ ଏହାର ମାଲିକ ଲୋୟର ପିଏମ୍‌ଜିରେ ଧାରଣା ଦେଇଛନ୍ତି। ଉକ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri