ରାଜ୍ୟ

୨ ପୋଷା କୁକୁର ଅପହରଣ, ଧାରଣାରେ ମାଲିକ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ):ଜମିଜମା ବିବାଦକୁ ନେଇ ୨ ପୋଷା କୁକୁରଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ତେବେ ଏପରି ଅଭିଯୋଗ ନେଇ ବିଭିନ୍ନ ଥାନାର ଦ୍ୱାରସ୍ଥ ହୋଇ ନିରାଶ ହେବା ପରେ ଶେଷରେ ଏହାର ମାଲିକ ଲୋୟର ପିଏମ୍‌ଜିରେ ଧାରଣା ଦେଇଛନ୍ତି। ଉକ୍ତ...

ଜାତୀୟ ନେତା ମୁହଁ ଖୋଲିଲେଣି,ଏଠି ଚୁପ୍‌

ଭୁବନେଶ୍ବର(ବ୍ୟୁରୋ)/ରାୟଗଡ଼ା(ସ୍ବ.ପ୍ର.),୩୦ା୧୨:ଓଡ଼ିଶା ବୁଲିବାକୁ ଆସିଥିବା ରୁଷୀୟ ନାଗରିକ ଆଣ୍ଟୋଭ ପାଭେଲ(୬୫) ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର୍‌ ବିଦାନୋଭ(୬୧)ଙ୍କ ରାୟଗଡ଼ାଠାରେ ଘଟିଥିବା ରହସ୍ୟଜନକ ମୃତ୍ୟୁ ଘଟଣାକୁ ନେଇ ଜାତୀୟ ନେତାମାନେ ଏବେ ପ୍ରଶ୍ନ ଉଠାଇଲେଣି। ଏପରିସ୍ଥିତିରେ ଏପର୍ଯ୍ୟନ୍ତ ରାଜ୍ୟ ବିରୋଧୀ ଦଳର ନେତାମାନଙ୍କ...

ବର୍ଷକରେ ୧,୩୬,୫୯୯ ମାମଲା ଫଇସଲା

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ୨୦୨୨ ଜାନୁୟାରୀ ପହିଲାରୁ ଡିସେମ୍ବର ୨୩ ମଧ୍ୟରେ ମୋଟ ୧,୦୨,୨୪୭ ମାମଲା ରୁଜୁ କରାଯାଇଥିବା ବେଳେ ୧,୩୬,୫୯୯ ମାମଲା ଫଇସଲା କରାଯାଇଛି। ଫଳରେ କେସ୍‌ କ୍ଲିୟରାନ୍ସ ହାର ୧୩୩.୬୦ ପ୍ରତିଶତ ହୋଇଛି। ବର୍ତ୍ତମାନ ବିଚାର ନ ହୋଇ ପଡ଼ିରହିଥିବା...

ଡ୍ୟାମ୍‌ ନିର୍ମାଣକୁ ବିରୋଧ କରି ଆଦିବାସୀଙ୍କ ପ୍ରଜାମେଳି

ମାଲକାନଗିରି/ମାଥିଲି,୨୯ା୧୨(ଡି.ଏନ.ଏ.): ଓଡ଼ିଶା ସୀମାରେ ପଡୋଶୀ ଛତିଶଗଡ଼ର ପ୍ରକଳ୍ପକୁ ବିରୋଧ କରି ଗୁରୁବାର ଶତାଧିକ ଆଦିବାସୀ ରାସ୍ତାକୁ ଓହ୍ଲାଇଛନ୍ତି। ଆଦିବାସୀ ସଂଘ ମାଧ୍ୟମରେ ଏକାଠି ହୋଇ ମେଳି କରି ଏହାର ପ୍ରତିବାଦ କରିଛନ୍ତି। ଛତିଶଗଡ଼ ମାଲକାନଗିରି ଜିଲା ସୀମାନ୍ତ ସାବେରୀ ନଦୀର...

୫ରେ ବିର୍ସାମୁଣ୍ଡା ଷ୍ଟାଡିୟମ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା ଅଫିସ,୨୯।୧୨: ଆସନ୍ତା ଜାନୁଆରୀ ୧୩ ତାରିଖରେ ଷ୍ଟିଲସିଟି ରାଉରକେଲାରେ ପ୍ରଥମ କରି ପୁରୁଷ ହକି ବିଶ୍ୱକପ୍‌ ଖେଳାଯିବ। ଏଥିପାଇଁ ବିର୍ସାମୁଣ୍ଡା ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ ହେବା ସହ ଏଠାରେ ହକିର ଅଭ୍ୟାସ ମ୍ୟାଚ୍‌ ହେଉଛି। ଷ୍ଟାଡିୟମର ଉଦ୍‌ଘାଟନୀ...

ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ସୂଚୀ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଫେବୃୟାରୀ ୧୫ ତାରିଖରୁ ଆରମ୍ଭ ହେବ। ଏ ନେଇ ଗୁରୁବାର ସିବିଏସ୍‌ଇ ପକ୍ଷରୁ ଏକ ସର୍କୁଲାର ଜାରି ହେବା ସହିତ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଦଶମ...

୪ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୨୯ା୧୨: ଜାନୁୟାରୀ ୪ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଏନେଇ କେନ୍ଦ୍ରାପଡ଼ା ଜିଲା ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ କହିଛନ୍ତି। କୁମ୍ଭୀର ଗଣନା ପାଇଁ ଭିତରକନିକା ଜାନୁୟାରୀ ୪ରୁ ୧୪ ପର୍ଯ୍ୟନ୍ତ...

ଉପବାଚସ୍ପତିଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗ ଦେଇ  ଫେରୁଥିବା ବେଳେ ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଅନୁଗୋଳରୁ ଫେରୁଥିବା ବେଳେ ୫୫ ନଂ ଜାତୀୟ ରାଜପଥର ପଞ୍ଚମହଲାଠାରୁ ବନ୍ତଳା ରାସ୍ତାକୁ ଟର୍ନିଂ ସମୟରେ ଏହି...

ଅନୁଗୋଳରେ ୧୮୦୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଜିଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୯୨ କୋଟି ଟଙ୍କାର ୭୯୫ଟି...

୧୩ରୁ ଶିଶିର ସରସ ମେଳା

ଭୁବନେଶ୍ୱର, ୨୯।୧୨ (ବ୍ୟୁରୋ): ବିଶ୍ୱକପ୍‌ ହକି ସମୟରେ ରାଜଧାନୀବାସୀଙ୍କୁ ମନୋରଞ୍ଜନର ଆଉ ଏକ ସୁଯୋଗ ଆଣିଦେଉଛି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ରୁରାଲ ଡେଭେଲପ୍‌ମେଣ୍ଟ ଆଣ୍ଡ୍‌ ମାର୍କେଟିଂ ସୋସାଇଟି (ଓରମାସ୍‌)। ଜାନୁୟାରୀ ୧୩ରୁ...

ହକି ବିଶ୍ୱକପ୍‌ ପାଇଁ ୧୭ ସ୍ବତନ୍ତ୍ର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ୧୭ଟି ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି। ସ୍କ୍ବାଡ୍‌ରେ ଥିବା ଅଧିକାରୀ ଓ କର୍ମଚାରୀ ହାତରେ ଲାଠି ଧରି ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ତଦାରଖ କରିବା ସହିତ ରାସ୍ତା ଉପରେ ଠେଲାଗାଡି...

ବିଧାୟକ ଶଶିଭୂଷଣଙ୍କ କାର୍‌କୁ ଅଣ୍ଡାମାଡ଼, ଜଣେ ଅଟକ

କେନ୍ଦ୍ରାପଡ଼ା ଅଫିସ,୨୯ା୧୨: କେନ୍ଦ୍ରାପଡ଼ା ଜିଲାରେ ଶାସକ ଦଳର ନେତାଙ୍କୁ ବିରୋଧ ଜାରି ରହିଛି। ଗତ ଅକ୍ଟୋବରରେ ରାଜ୍ୟ ସମବାୟ ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ଜମ୍ବୁଘାଟଠାରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧର ସମ୍ମୁଖୀନ ହୋଇଥିଲେ। ଗୁରୁବାର ପୂର୍ବାହ୍ନରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri