ରାଜ୍ୟ

ଜାନୁୟାରୀ ୨୬ ପୂର୍ବରୁ ଓଡ଼ିଶାରେ ୫ଜି ସେବା: ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୨୬ ପୂର୍ବରୁ ଓଡ଼ିଶାରେ ୫ଜି ସେବା ମିଳିବ। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଟେଲିକମ୍‌ରେ ଅବହେଳା ନେଇ ଯେଉଁ ଅଭିଯୋଗ ହେଉଥିଲା ତାହା ଶେଷ ହୋଇଛି।...

ପାଭେଲଙ୍କ ମୃତ୍ୟୁ ତଦନ୍ତ ପାଇଁ ରାୟଗଡ଼ାରେ କେନ୍ଦ୍ରୀୟ ଗୁଇନ୍ଦା ବିଭାଗର ତନାଘନା

ରାୟଗଡ଼ା ଅଫିସ,୨୯ା୧୨: ପାଭେଲ ଏବଂ ବିଦାନୋଭଙ୍କ ମୃତ୍ୟୁ ରହସ୍ୟର ଗୁମର ଖୋଲିବାକୁ ରାୟଗଡ଼ାରେ ପହଞ୍ଚିଛି କେନ୍ଦ୍ରୀୟ ଗୁଇନ୍ଦା ସଂସ୍ଥା। ସୂଚନା ଅନୁସାରେ, ଗୁରୁବାର ସକାଳେ ହୋଟେଲ ସାଇ ଇଣ୍ଟରନ୍ୟାଶନାଲଠାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ପରେ ବିଭିନ୍ନ ସ୍ଥାନକୁ ଯାଇ...

୫ବର୍ଷ ବଦଳରେ ଅଢ଼େଇ ବର୍ଷରେ ରେଞ୍ଜର ହେବେ ଏସିଏଫ୍‌

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଏବେ ବନ ବିଭାଗରେ କାର୍ଯ୍ୟରତ ରେଞ୍ଜରମାନଙ୍କୁ ୫ବର୍ଷ ବଦଳରେ ଅଢ଼େଇ ବର୍ଷ ଚାକିରି କରିବା ପରେ ଏସିଏଫ୍‌ ର଼୍ୟାଙ୍କ୍‌କୁ ପଦୋନ୍ନତି ମିଳିପାରିବ। ରେଞ୍ଜରଙ୍କ ପଦୋନ୍ନତି ସମୟ ସୀମା ହ୍ରାସ କରିବାକୁ ଗତ ୧୩ତାରିଖରେ ଜଙ୍ଗଲ, ପରିବେଶ ଓ ଜଳବାୟୁ...

କେନ୍ଦୁଝରରେ ରେଡ୍‌ ହେଡେଡ୍‌ ଡକ୍‌ସ

କେନ୍ଦୁଝର,୨୯ା୧୨(ସ୍ବ.ପ୍ର.): ଶୀତ ଋତୁ ଆସିଲେ କେନ୍ଦୁଝର ଜିଲାର ବିଭିନ୍ନ ଜଳାଶୟରେ ଦେଶ ଓ ବିଦେଶୀ ପକ୍ଷୀଙ୍କ ଆଗମନ ହୋଇଥାଏ। ଚଳିତ ବର୍ଷ ଜିଲାକୁ ସୁଦୂର ଆମେରିକା ଓ କାନାଡ଼ାର ରେଡ୍‌ ହେଡେଡ ଡକ୍‌ସ ଆସିଥିବା ଦେଖିବାକୁ ମିଳିଛି। ବିଶେଷ କରି...

ମାର୍ଚ୍ଚ ସୁଦ୍ଧା କୃଷି ବିଭାଗ ମୂଳ ପଦବୀ ପୂରଣ ହେବ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): କୃଷି ବିଭାଗର ବିଭିନ୍ନ ନିର୍ଦ୍ଦେଶାଳୟରେ ଖାଲିଥିବା ମୂଳ ପଦବୀ ଯଥା ସହକାରୀ କୃଷି ଅଧିକାରୀ, ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ, ସହକାରୀ ଉଦ୍ୟାନ କୃଷି ଅଧିକାରୀ, ଗ୍ରାମ୍ୟ କୃଷି କର୍ମଚାରୀ, ମୃତ୍ତିକା ସଂରକ୍ଷଣ ସମ୍ପ୍ରସାରଣ କର୍ମଚାରୀ,ଉଦ୍ୟାନ କୃଷି ସମ୍ପ୍ରସାରଣ...

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା, ଅଖାରେ ଭର୍ତ୍ତି କରି ନାଳରେ ଫୋପାଡି ଥିଲେ

ଦିଗପହଣ୍ଡି,୨୯ା୧୨(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରେ ଗତ ୧୯ ତାରିଖରୁ ନିଖୋଜ ଥିବା କୃଷ୍ଣଚନ୍ଦ୍ର ବେହେରାଙ୍କ ଗଳିତ ମୃତଦେହ ପୋଲିସ ଗଜପତି ଜିଲା ଆର.ଉଦୟଗିରି ଥାନା ଲାଞ୍ଜିଆ ଗ୍ରାମ ନିକଟ ମାଙ୍କଡଡିଆଁ ନାଳରୁ ବୁଧବାର ଜବତ କରିଛି। ଅଖାରେ ବନ୍ଧାଯାଇଥିବା...

ଆଜି ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ

ଅନୁଗୋଳ ଅଫିସ, ୨୯।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଆସିବେ। ଏହି ସରକାରୀ କାର୍ଯ୍ୟକ୍ରମ ଅବସରରେ ସେ ୧,୪୯୨ କୋଟି ଟଙ୍କା ବ୍ୟୟରେ ପ୍ରସ୍ତାବିତ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ବହୁ ପ୍ରତୀକ୍ଷିତ ବସ୍‌ ଟର୍ମିନାଲ୍‌ ସମେତ...

ଦିନରେ ୩୪, ରାତିରେ ୨୪ ଡିଗ୍ରୀ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ଝଲକ ଦେଖିବାକୁ ମିଳୁଛି। ପୌଷ ମାସରେ ଗ୍ରୀଷ୍ମର ତାତି ଅନୁଭୂତ ହେଉଛି। ଶୀତରେ କମ୍ପିବା ବଦଳରେ ସାରା ରାଜ୍ୟ ଏବେ ଉଷ୍ମ। ଗତ କିଛିଦିନ ହେବ ରାତ୍ରିର ପାରଦ ହଠାତ୍‌ ଉପରମୁହଁା ହୋଇଛି। ସର୍ବନିମ୍ନ ତାପମାତ୍ରା...

ପାଭେଲ: ଆତ୍ମହତ୍ୟା ନା ହତ୍ୟା

ରାୟଗଡ଼ାରୁ ସୁନୀତ୍‌ ମିଶ୍ର, ୨୯ା୧୨:  ଓଡ଼ିଶା ଭ୍ରମଣରେ ଆସିଥିବା ରୁଷିଆ ନାଗରିକ ଆଣ୍ଟୋଭ ପାଭେଲ ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର ବିଦାନୋଭଙ୍କ ରାୟଗଡ଼ାଠାରେ ରହସ୍ୟଜନକ ମୃତ୍ୟୁ ସମ୍ପର୍କରେ ଏବେ ଚର୍ଚ୍ଚା ବଢ଼ିବାରେ ଲାଗିଛି । ପ୍ରଥମରୁ ଯଦିଓ ଏହି ଘଟଣା...

ବିଶ୍ୱକପ୍‌ ହକି: ଆଜି ଆଉ ୮ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ)-ଓଡ଼ିଶାରେ ଆୟୋଜିତ ହେଉଥିବା ପୁରୁଷ ହକି ବିଶ୍ୱକପ୍‌ ଦେଖିବା ପାଇଁ ରାଜ୍ୟ ସରକାରଙ୍କ ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରୁଛନ୍ତି। ମଙ୍ଗଳବାର ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ନିମନ୍ତ୍ରଣ କରିଥିବା ବେଳେ...

‘ଓଡ଼ିଶାରେ ଏବେ ଜାରି କରାଯିବ ନାହିଁ କୋଭିଡ କଟକଣା’

ଭୁବନେଶ୍ୱର, ୨୮।୧୨(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ। ହେଲେ ଓଡ଼ିଶାରେ ସେଭଳି କିଛି ଚିନ୍ତାଜନକ ପରିସ୍ଥିତି ନ ଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ଚାଇନାରେ କରୋନାର ଯେଉଁ...

‘ଗହଳି ସ୍ଥାନକୁ ଗଲେ ମାସ୍କ ପିନ୍ଧନ୍ତୁ’

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ କରୋନାର ନୂଆ ଭାରିଏଣ୍ଟକୁ ନେଇ ଲୋକେ ଭୟଭୀତ ହୋଇଥିବା ବେଳେ ବୁଧବାର ଏକ ପ୍ରେସମିଟ୍‌ରେ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ କରୋନାକୁ ନେଇ ଚିନ୍ତିନ୍ତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି କହିଛନ୍ତି। ସେ କହିଛନ୍ତି, ଯଦି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri