ରାଜ୍ୟ

‘ଆପଣମାନଙ୍କ ଭଲପାଇବା,ମହାପ୍ରଭୁଙ୍କ ଆଶୀର୍ବାଦରେ ବିଜେଡି ଦେଶର ଶ୍ରେଷ୍ଠ ଆଞ୍ଚଳିକ ଦଳ ହୋଇଛି’

ଭୁବନେଶ୍ୱର,୨୬ା୧୨(ଭୁବନେଶ୍ୱର): ସୋମବାର ବିଜେଡି ତା’ର ୨୫ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶ୍ରେୟ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଓଡ଼ିଶାବାସୀଙ୍କ ସେବାରେ ବିଜୁ ଜନତା ଦଳ ୨୫ବର୍ଷ ପୂରଣ...

ଘନକୁହୁଡ଼ି: ମୁହଁକୁ ମୁହଁ ଦିଶୁନି

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ସୋମବାର ରାଜଧାନୀ ଭୁବନେଶ୍ୱର ଏବଂ କଟକରେ ଘନକୁହୁଡ଼ି ଦେଖିବାକୁ ମିଳିଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ନିକଟ ଦୂରତାରେ ମଧ୍ୟ ମୁହଁକୁ ମୁହଁ ଦିଶୁନି। ଗାଡ଼ି ଚାଳକଙ୍କୁ ଏହା ସମସ୍ୟାରେ ପକାଇଛି। ଖାଲି କଟକ ଓ ଭୁବନେଶ୍ବର ନୁହେଁ,...

ଜୋତା ଶୋ’ରୁମ୍‌ରେ ବୋମାମାଡ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଭୁବନେଶ୍ୱରରେ ଏକ ଜୋତା ଶୋ’ରୁମ୍‌ରେ ବୋମା ମାଡ ହୋଇଛି। ରବିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ଜଣାପଡିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି। ସୂଚନାଯୋଗ୍ୟ, ସହିଦନଗର ରୁପାଲି ଛକ ନିକଟରେ ଥିବା ଡଲଫିନ ଜୋତା...

ପାର୍ଲାମେଣ୍ଟରେ ପୁରସ୍କୃତ ହେଲେ ଅନୁଭୂତି

ଭୁବନେଶ୍ୱର,୨୫।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀ ଓ ପଣ୍ଡିତ ମଦନମୋହନ ମାଲବ୍ୟଙ୍କ ପୁଣ୍ୟ ଜନ୍ମ ତିଥି ଅବସରରେ ଖୋର୍ଦ୍ଧା ଜିଲା ସତ୍ୟଭାମାପୁର ଗୋତଳ ଗ୍ରାମର ଅସିତ୍‌ କୁମାର ପ୍ରଧାନ ଓ ସବିତା ପ୍ରଧାନଙ୍କ ଝିଅ ତଥା...

ଖବରଦାତାଙ୍କୁ ହତ୍ୟା ଉଦ୍ୟମ:୨ ଗିରଫ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ):ଖବରଦାତାଙ୍କୁ ହତ୍ୟା ଉଦ୍ୟମ ଓ ଆକ୍ରମଣ କରି ଲୁଟ କରିବା ଅଭିଯୋଗରେ ଭରତପୁର ଥାନା ପୋଲିସ ୨ଜଣଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବରମୁଣ୍ଡା ଅଞ୍ଚଳର ସୁନିଲ ସ୍ବାଇଁ ଓ କବି ପ୍ରସାଦ ମହାନ୍ତି।...

ପ୍ଲାନେଟାରିୟମ: ୩୨ ବର୍ଷରେ ସର୍ବାଧିକ ଆୟ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ):ପର୍ଯ୍ୟଟନ ଋତୁ ଚାଲିଥିବାବେଳେ ପଠାଣି ସାମନ୍ତ ପ୍ଲାନେଟାରିୟମକୁ ଦର୍ଶକଙ୍କ ସୁଅ ଛୁଟିବାରେ ଲାଗିଛି। ରବିବାର ପ୍ଲାନେଟାରିୟମକୁ ୨,୭୧୦ ଦର୍ଶକ ପରିଦର୍ଶନ କରିଛନ୍ତି। ଦିନକରେ ୨୦ଟି ଶୋ’ ପ୍ରଦର୍ଶିତ ହୋଇଥିବାବେଳେ ୬୭,୦୩୫ଟଙ୍କା ଆୟ ହୋଇଥିବା ପ୍ଲାନେଟାରିୟମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଗତ...

୨ ବର୍ଷ ପରେ ଫେରିଲା ‘ପଥୋତ୍ସବ’

ଭୁବନେଶ୍ୱର, ୨୬।୧୨(ବ୍ୟୁରୋ):ରାଜଧାନୀକୁ ଫେରିଲା ‘ରାହଗିରି’ ବା ‘ପଥୋତ୍ସବ’। କରୋନା କଟକଣା ହଟିବା ଯୋଗୁ ଦୀର୍ଘ ୨ବର୍ଷ ପରେ ରାଜଧାନୀରେ ପୁଣି ପଥୋତ୍ସବ ଆୟୋଜନ ହୋଇଥିବାରୁ ଲୋକେ ଏହାକୁ ମନଭରି ଉପଭୋଗ କରିଛନ୍ତି। ନାଚ, ଗୀତ ସହ ବିଭିନ୍ନ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମରେ...

ବଡ଼ଦିନରେ ଧଉଳିରେ ଦେଢ଼ଲକ୍ଷ ପର୍ଯ୍ୟଟକ

ପୁରୁଣା ଭୁବନେଶ୍ୱର,୨୬ା୧୨(ଡି.ଏନ୍‌.ଏ.):ରବିବାର ବଡ଼ଦିନ ଅବସରରେ ଶାନ୍ତିସ୍ତୂପ ଧଉଳିରେ ପର୍ଯ୍ୟଟକଙ୍କ ଭିଡ଼ ଜମିଥିଲା। ପର୍ଯ୍ୟଟକ ଶାନ୍ତିସ୍ତୂପ ବୁଲିବା ସହ ପାହାଡ଼ ପାଦଦେଶ ସମିତ ଚତୁପାର୍ଶ୍ୱରେ ଭୋଜି କରୁଥିବା ଦେଖିବାକୁ ମିଳିଥିଲା। ଧଉଳି ପଞ୍ଚାୟତରେ ଥିବା ୧୦ଟି ପିଣ୍ଡିକୁ ବାଦ୍‌ଦେଲେ ଅଣଅନୁମୋଦିତ ପିଣ୍ଡିରେ...

୧୭୧ କିସମ ବିକଶିତ କରିଛି ଓୟୁଏଟି

ଭୁବନେଶ୍ବର,୨୬ା୧୨(ବ୍ୟୁରୋ):ଓୟୁଏଟି ପକ୍ଷରୁ ବର୍ତ୍ତମାନ ଯାଏ ବିଭିନ୍ନ ଫସଲର ୧୭୧ଟି କିସମ ବିକଶିତ ହୋଇଛି। ଚଳିତ ବର୍ଷ କଳିଙ୍ଗ ସୁଆଁ ୧୮ ନାମରେ ଏକ ସୁଆଁ କିସମ ବିକାଶ କରାଯାଇଛି। ଗତ ୨୦୨୧-୨୨ ବର୍ଷରେ ଧାନ, ଚିନାବାଦାମ, ସୁଆଁ, ଆଖୁ, ବିରି,...

ଆଜି ଓୟୁଏଟିର ୩୯ତମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ୩୯ତମ ସମାବର୍ତ୍ତନ ଉତ୍ସବ ସୋମବାର ପାଳନ ହେବ। ଏହି ଉତ୍ସବରେ ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲ ପୌରୋହିତ୍ୟ କରିବେ। ଭାରତର କୃଷି ଗବେଷଣା ଓ ଶିକ୍ଷା...

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ଉପ ମୁଖ୍ୟମନ୍ତ୍ରୀ ପାଳିଲେ ଖ୍ରୀଷ୍ଟପର୍ବ

ପଟ୍ଟାଙ୍ଗି,୨୬ା୧୨(ଡି.ଏନ.ଏ.):୨୦୨୨ ଶେଷ ହେବାକୁ ଆଉ କେତୋଟି ଦିନ ବାକି ରହିଛି। ତଥାପି ପଡୋଶୀ ଆନ୍ଧ୍ର ପ୍ରଦେଶ ଓଡ଼ିଶାର ସୀମାନ୍ତ ଗ୍ରାମ ଉପରେ ନଜର ପକାଇବାକୁ ପଛଘୁଞ୍ଚା ଦେଇନି। ରବିବାର ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପିଡିକା ରାଜାନା ଦୋରା ଓଡ଼ିଶାର ଏକ ସୀମାନ୍ତ...

ରାଜ୍ୟରେ କମିଛି ମାଓବାଦୀ ହିଂସା

ଭୁବନେଶ୍ୱର,୨୬ା୧୨ (ଆଇଏଏନ୍‌ଏସ୍‌): ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ଦ୍ୱାରା ସାଧାରଣ ଲୋକଙ୍କ ନିମନ୍ତେ କେତେକ ଆର୍ଥିକ ଓ କଲ୍ୟାଣମୂଳକ କାର୍ଯ୍ୟପନ୍ଥା ଗ୍ରହଣ କରାଯିବା ଯୋଗୁ ଓଡ଼ିଶାରେ ୨୦୨୧ରେ ମାଓବାଦୀ ହିଂସା ତଥା ବାମପନ୍ଥୀ ଉଗ୍ରବାଦ ହ୍ରାସ ପାଇଛି। ୨୦୧୦ରେ ରାଜ୍ୟରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri