ରାଜ୍ୟ

ରାଜଧାନୀରେ ମଶା ଚିନ୍ତା: ଡ୍ରୋନ୍‌ରେ ହେବ ଔଷଧ ସିଞ୍ଚନ

ଭୁବନେଶ୍ୱର, ୧୮।୧୨ (ବ୍ୟୁରୋ): ରାଜଧାନୀରେ ଚିନ୍ତା ବଢ଼ାଉଛନ୍ତି ମଶା। ପରିମଳ ପରିଚାଳନା ପରେ ଏବେ ମଶାଙ୍କ ଉପଦ୍ରବ ବିଏମ୍‌ସିର ମୁଣ୍ଡବିନ୍ଧାର କାରଣ ପାଲଟିଛି। ଚାରିଆଡୁ ଅଭିଯୋଗ ଏବଂ ଅସନ୍ତୋଷ ପରେ ଆଗରୁ ଚେଇଁ ଶୋଇଥିବା ବିଏମ୍‌ସିର ଏବେ ଚେତା ପଶିଛି।...

ବିଗୁଡୁଛି ଗହୀରମଥା ପରିବେଶ: ବନ୍ଦ ହେଉନାହିଁ ହୁଇଲର ଦ୍ୱୀପରୁ ମିଶାଇଲ ପରୀକ୍ଷା

କେନ୍ଦ୍ରାପଡ଼ା ଅଫିସ, ୧୮ା୧୨: ବିଶ୍ୱ ପ୍ରସିଦ୍ଧ ଗହିରମଥା ସାମୁଦ୍ରିକ ଅଞ୍ଚଳରେ ବିରଳ ଅଲିଭ ରିଡଲେ କଇଁଛ ଠୁଳ ହୋଇଛନ୍ତି । ଆଇୟୁସିଏନ୍‌ର ରେଡ ଡାଟା ବୁକ୍‌ରେ ଥିବା ଏହି ବିରଳ ପ୍ରଜାତିଙ୍କ ପ୍ରଜନନ ସ୍ଥଳ ତଟକ୍ଷୟ ଯୋଗୁ କମିବାରେ ଲାଗିଛି...

ବାରଙ୍ଗ ଥାନା ଏଏସ୍‌ଆଇଙ୍କ ଆତ୍ମହତ୍ୟା ! କାରଣ ଅସ୍ପଷ୍ଟ

ବାରଙ୍ଗ,୧୮।୧୨(ଡି.ଏନ୍‌.ଏ.): ଆତ୍ମହତ୍ୟା କରିଛନ୍ତି ବାରଙ୍ଗ ଥାନା ଏଏସ୍‌ଆଇ ଅଶୋକ ପ୍ରଧାନ। ଗତକାଲି ବିଳମ୍ବିତ ରାତିରେ ତାଙ୍କ ନିଜ ଘରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ଆତ୍ମହତ୍ୟାର ପକୃତ କାରଣ ଜଣାପଡି ନ ଥିବାବେଳେ ପାରିବାରିକ କଳହ ଯୋଗୁ ଏହି ଘଟଣା...

ଶାଗମାଛ ଦରରେ ଧାନ ବିକୁଛନ୍ତି ଚାଷୀ

ଗୋପବନ୍ଧୁ ନଗର,୧୮।୧୨(ଡି.ଏନ.ଏ): ଗୋପବନ୍ଧୁ ନଗର ବ୍ଲକ୍‌ ଆଦିବାସୀ ଅଧୂଷିତ ଅଞ୍ଚଳରେ ୯୦ ପ୍ରତିଶତ ଲୋକେ କୃଷି ଉପରେ ନିର୍ଭରଶୀଳ। କୃଷି ମୁଖ୍ୟ ଓ ପ୍ରଧାନ ଜୀବିକା। ତେବେ ଡିସେମ୍ବର ଅଧା ହୋଇ ଯାଇଥିଲେ ମଧ୍ୟ ସରକାରୀସ୍ତରରେ ମଣ୍ଡି ଖୋଲିନାହିଁ। ଫଳରେ...

ସବୁ ଜିଲାରେ ଖୋଲିବ ବୃଦ୍ଧାଶ୍ରମ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ରାଜ୍ୟ ସରକାର ସବୁ ଜିଲାରେ ପୁରୁଣା ବୃଦ୍ଧାଶ୍ରମରେ ଭିତ୍ତିଭୂମି ସୁଦୃଢ଼ କରିବା ସହ ନୂଆ ବୃଦ୍ଧାଶ୍ରମ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ମର୍ମରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ (ଏସ୍‌ଏସ୍‌ଇପିଡି) ପକ୍ଷରୁ ସମସ୍ତ ଜିଲାପାଳଙ୍କଠାରୁ...

ବିଦ୍ୟୁତ୍‌ ତାର ଲାଗି ମାଈ ହାତୀର ମୃତ୍ୟୁ ଘଟଣା: ବନ୍ଧା ହେଲେ ୨ ଚାଷୀ

ଦେବଗଡ଼/ରିଆମାଳ,୧୮।୧୨(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଫରେଷ୍ଟ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନ ଚଢେଇମରା ପଞ୍ଚାୟତ ଅନ୍ତର୍ଗତ ଖିଲୋବେର୍ଣ୍ଣି ଗ୍ରାମରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ମାଈ ହାତୀର ମୃତ୍ୟୁ ଘଟିଥିଲା। ଏଥିରେ ବନବିଭାଗ କାର୍ଯ୍ୟାନୁଷ୍ଠାନ ସ୍ବରୂପ ୨ ଜଣ ଜମି...

ଚିଲିକାରେ ୭ ଲକ୍ଷ ବିଦେଶୀ ପକ୍ଷୀ

ବାଲୁଗାଁ, ୧୮ା୧୨(ଡି.ଏନ୍‌.ଏ.): ଶୀତର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ସୁଦୂର ବରଫାବୃତ୍ତ ରାଷ୍ଟ୍ରାଞ୍ଚଳରୁ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ ଆଗମନ ବଢ଼ିବାରେ ଲାଗିଛି। ୧୫ ତାରିଖ(ଗୁରୁବାର) ସୁଦ୍ଧା ସମଗ୍ର ଚିଲିକାରେ ୧୦୬ ପ୍ରଜାତିର ୭ ଲକ୍ଷ ୭...

ହକି ବିଶ୍ୱକପ୍‌ ପାଇଁ ଜାତୀୟ ସଙ୍ଗୀତ ଗାଇବେ କୋରାପୁଟର ନମିତା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ଆସନ୍ତା ବର୍ଷ ଜାନୁୟାରୀ ୧୩ରେ ହକି ବିଶ୍ୱକପ୍‌ ଓଡ଼ିଶାରେ ଆୟୋଜନ ହେଉଛି। ଏଥିପାଇଁ ଜାତୀୟ ସଙ୍ଗୀତ ରେକର୍ଡ କରିବେ ନମିତା ମେଲେକା। କୋରାପୁଟ ଜିଲାର ବନ୍ଧୁଗାଓଁ ବ୍ଲକ୍‌ ବାସିନ୍ଦା ନମିତା ଓଡ଼ିଆ, ହିନ୍ଦୀ ସହ ସ୍ଥାନୀୟ କୁଇ ଭାଷାରେ...

ଅଲିଭ୍‌ ରିଡ୍‌ଲେଙ୍କୁ ବିପଦ ଟ୍ରଲର, ବୋଟ୍‌; ନିଷିଦ୍ଧାଞ୍ଚଳରେ ଚାଲିଛି ଅବାଧ ମାଛମରା

କୋଣାର୍କ,୧୮ା୧୨(ଡି.ଏନ୍‌.ଏ.): ଉପକୂଳରେ ଅସୁରକ୍ଷିତ ଅଲିଭ ରିଡ୍‌ଲେ। ଅନ୍ତୁଡ଼ିଶାଳ ପାଲଟିଛି ଶ୍ମଶାନ। ଅଣ୍ଡାଦାନରେ ବାଧକ ସାଜିଛି ବେଆଇନ ଟ୍ରଲର ଚଳାଚଳ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ନଭେମ୍ବର ୧ରୁ ମେ ୩୧ପର୍ଯ୍ୟନ୍ତ ସମୁଦ୍ରକୂଳରୁ ୨୦କିଲୋମିଟର ମଧ୍ୟକୁ କେହି ମାଛ ଧରିବା ପାଇଁ ଯାଇପାରିବେ...

୩ ଦିନ ପରେ ବି ନାବାଳକ ଛାତ୍ରଙ୍କ ପତ୍ତା ମିଳୁନି, ସନ୍ଦେହଘେରକୁ ଆସିଲା ପାଲଟଣା ଭ୍ୟାନ

ନୟାଗଡ଼ ଅଫିସ/ଓଡ଼ଗାଁ, ୧୮ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ କୁରାଳ ସୁବୁଦ୍ଧି ସାହିର ୭ମ ଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର(୧୨) ନିଖୋଜ ହେବାର ଆଜିକୁ ୩ ଦିନ ବିତିବାକୁ ବସିଛି। ହେଲେ ତାଙ୍କର ଟେର ମିଳୁନି। ଘର...

ଖଳାରେ ଧାନ ଜଗିଥିବା ବେଳେ କଚାଡ଼ିଲା ହାତୀ, ଯୁବକଙ୍କ ଜୀବନ ଗଲା

ଦେବଗଡ଼,୧୮।୧୨(ଡି.ଏନ୍‌.ଏ.): ଖଳାରେ ଧାନ ଜଗିଥିବା ବେଳେ ଯୁବକଙ୍କୁ କଚାଡ଼ି ମାରିଲା ହାତୀ। ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳ ଚିରଗୁଣିକୁଦର ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଭାଗ୍ୟ କିସାନ(୩୫)। ସୂଚନାନୁଯାୟୀ, ଘର ନିକଟରେ ଥିବା...

ଢେଙ୍କାନାଳରୁ ଜାଲ ନୋଟ୍‌ ଜବତ ଘଟଣା: ଦୁଇ ମାଷ୍ଟର ମାଇଣ୍ଡଙ୍କୁ ଦେବଗଡ଼ରୁ ବାନ୍ଧିଲା ପୋଲିସ

ଦେବଗଡ଼,୧୮।୧୨(ଡି.ଏନ୍‌.ଏ.): ଢେଙ୍କାନାଳରୁ ଜାଲ ନୋଟ ଜବତ ଘଟଣାରେ ଦେବଗଡ଼ରୁ ଆଉ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ସେମାନେ ହେଲେ ଦେବଗଡ ବରପାଳି ସାହିର ବିଶ୍ୱନାଥ ଆଚାର୍ଯ୍ୟ(କାଳିଆ) ଏବଂ ଗୁରୁସାହିରେ ରହୁଥିବା ତ୍ରିନାଥ ଦାଶ। ଅଭିଯୁକ୍ତଙ୍କ ପାଖରୁ ଜାଲ ନୋଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri