ରାଜ୍ୟ

ଅର୍ଚ୍ଚନା ନାଗ ମାମଲା: ଇଡିରେ ହାଜର ହେଲେ ଦୁଇ ସୁନା ବ୍ୟବସାୟୀ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଦୁଇ ପ୍ରତିଷ୍ଠିତ ସୁନା ବ୍ୟବସାୟୀଙ୍କୁ ଶନିବାର ପଚରାଉଚରା କରିଛି ଇଡି। ଅର୍ଚ୍ଚନା ଏବଂ ତାଙ୍କ ସ୍ବାମୀ ଜଗବନ୍ଧୁ କେବେ କେତେ ସୁନା କିଣିଥିଲେ ସେସବୁର ତଥ୍ୟ ଦାଖଲ କରିଛନ୍ତି ଦୁଇ ସୁନା...

ଛାତ୍ରଙ୍କ ବେକରେ ଜାଭେଲିନ ପଶିବା ଘଟଣା: ସମସ୍ତ ସହାୟତା ଯୋଗାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): ବେକରେ ଜାଭେଲିନ ପଶି ବଲାଙ୍ଗୀର ଆଗଲପୁର ବାଳକ ଉଚ୍ଚ ବିଦ୍ୟାଳୟର ଗୁରୁତର ଛାତ୍ର ସଦାନନ୍ଦଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତାପ୍ରକଟ କରିଛନ୍ତି । ଉନ୍ନତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ସମସ୍ତ ସହାୟତା ଯୋଗାଇ...

ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଲିଗଲା ଦମ୍ପତିଙ୍କ ଜୀବନ

ଖୋର୍ଦ୍ଧା ଅଫିସ,୧୭ା୧୨: ଷୋହଳ ନଂ ଜାତୀୟ ରାଜପଥ ଦୀକ୍ଷିତପଡ଼ା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବିଦ୍ୟୁତ୍‌ଖୁଣ୍ଟ ବୋଝେଇ ଟ୍ରକ୍‌କୁ ବାଇକ୍‌ ପଛପଟୁ ଧକ୍କା ଦେବାରୁ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଉଲ୍ଲାସ ଚନ୍ଦ୍ର...

ସୁନା ଦୋକାନରେ ଜିଏସ୍‌ଟି ଭିଜିଲାନ୍ସର ଚଢ଼ାଉ

ରାୟଗଡ଼ା,୧୭।୧୨(ସ୍ବ.ପ୍ର.): ରାୟଗଡ଼ା ଜିଲା ସଦର ମହକୁମା ମୁଖ୍ୟ ବଜାରରେ ଥିବା ଭାରତୀ ସୁନା ଦୋକାନରେ ଶନିବାର ଜିଏସ୍‌ଟି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ମିଳିଥିବା ସୂଚନା ମୁତାବକ, ରାଜ୍ୟ ବାଣିଜ୍ୟକର ବିଭାଗ ଅତିରିକ୍ତ କମିଶନର ବୈଶାଗୁ ବାହାଲଙ୍କ ନେତୃତ୍ୱରେ...

୪ ଘଣ୍ଟା ଅସ୍ତ୍ରୋପଚାର ପରେ ଛାତ୍ରଙ୍କ ବେକରୁ ବାହାରିଲା ଜାଭେଲିନ୍‌

ବଲାଙ୍ଗୀର ଅଫିସ, ୧୭।୧୨: ଦୀର୍ଘ ୪ ଘଣ୍ଟା ପରେ ଛାତ୍ର ସଦାନନ୍ଦ ମେହେରଙ୍କ ବେକରେ ପଶି ରହିଥିବା ଜାଭେଲିନ୍‌କୁ ବାହାର କରାଯାଇଛି। ଭୀମଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଏକ ଡାକ୍ତର ଟିମ୍‌ ଅସ୍ତ୍ରୋପଚାର କରି ଜାଭେଲିନକୁ ବାହାର କରିଛନ୍ତି।...

୧ ଲକ୍ଷ ୯୦ ହଜାର ଟଙ୍କାର ଜାଲ୍‌ନୋଟ ଜବତ: ବନ୍ଧା ହେଲେ ଯୁବକ

ଢେଙ୍କାନାଳ ଅଫିସ,୧୭।୧୨: ଢେଙ୍କାନାଳ ସଦର ଥାନା ଅଞ୍ଚଳରୁ ଲକ୍ଷାଧିକ ଟଙ୍କାର ଜାଲ୍‌ନୋଟ ପୋଲିସ ଜବତ କରିଛି। ସଦର ଥାନା ଅଧୀନ ଭାପୁର ରଥପଦା ଅଞ୍ଚଳରେ ପୋଲିସର ଏସ୍‌ଟିଏଫ୍‌ ଟିମ୍‌ ଅଚାନକ ଚଢ଼ାଉ କରି ୧ ଲକ୍ଷ ୯୦ ହଜାର ୬୦୦...

ବାର୍ଷିକ କ୍ରୀଡ଼ାରେ ଅଘଟଣ: ଛାତ୍ରଙ୍କ ବେକରେ ପଶିଗଲା ଜାଭେଲିନ୍‌

ବଲାଙ୍ଗୀର ଅଫିସ,୧୭।୧୨: ବଲାଙ୍ଗୀର ଜିଲା ଆଗଲପୁର ହାଇସ୍କୁଲର ବାର୍ଷିକ କ୍ରୀଡ଼ା ଚାଲିଥିବା ବେଳେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଛାତ୍ରଙ୍କ ବେକରେ ଜାଭେଲିନ ପଶିଯିବା ଫଳରେ ସେ ଗୁରୁତର ହୋଇପଡ଼ିଛନ୍ତି । ସମ୍ପୃକ୍ତ ଛାତ୍ର ହେଲେ ଆଗଲପୁର ବାଳକ...

ତୃତୀୟ ଥର ପାଇଁ ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଶନିବାର ତୃତୀୟ ଥର ପାଇଁ ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା। ଅର୍ଚ୍ଚନା ନାଗଙ୍କ ବେଆଇନ୍‌ ଅର୍ଥ କାରବାର ମାମଲାକୁ ନେଇ ଇଡି ତଦନ୍ତ ଚଳାଇଛି। ଜଣଙ୍କ ପରେ...

୨୦୨୪ ପାଇଁ ରଣନୀତି

ଭୁବନେଶ୍ବର,୧୭।୧୨(ବ୍ୟୁରୋ): ଭାଜପା କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଶନିବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଦୁଇଟି ପର୍ଯ୍ୟାୟରେ ଦଳର ଆଗାମୀ ରଣନୀତି ସମ୍ପର୍କରେ ବୈଠକ କରିବେ। ଅନ୍ୟପଟେ ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି। ମିଳିଥିବା...

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା: ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ବର, ୧୭।୧୨(ବ୍ୟୁରୋ): ସମ୍ବଲପୁରରେ ଓକିଲ ଆନ୍ଦୋଳନ ବେଳେ ଘଟିଥିବା ହିଂସା ଘଟଣାକୁ ନେଇ ବହୁ ଓକିଲଙ୍କୁ ବନ୍ଧାଯାଇଛି। ଅନେକ ଓକିଲଙ୍କ ଲାଇସେନ୍ସ ମଧ୍ୟ ବାତିଲ ହୋଇଛି। ଏଭଳି ସ୍ଥିତିରେ ସମ୍ବଲପୁର କୋର୍ଟ କାର୍ଯ୍ୟ ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ବେଳେ ଗରିବ...

ଇଡି ହାତରେ ଅର୍ଚ୍ଚନାଙ୍କ ଦୁଇ ଡାଏରୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ): ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁହାଁମୁହିଁ ଜେରା କରୁଛି। ପ୍ରଥମ ପର୍ଯ୍ୟାୟରେ ୭ ଦିନିଆ ରିମାଣ୍ଡ ଅବଧି ସମୟରେ ଅର୍ଚ୍ଚନା ଇଡି ଆଗରେ...

ମଶା ଦାଉରେ କଲବଲ ରାଜଧାନୀବାସୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ): ମଶା ଦାଉରେ କଲବଲ ରାଜଧାନୀବାସୀ। ରାତି ହେଉ କି ଦିନ ଘରେ, ବାହାରେ ସାଲୁବାଲୁ ହେଉଛନ୍ତି ମଶା। ବସ୍ତିରୁ ଆପାର୍ଟମେଣ୍ଟ, ସ୍କୁଲରୁ ଅଫିସ ସବୁଠି ମଶା ଲାଗି ଅତିଷ୍ଠ ହେଉଛନ୍ତି ଲୋକେ। ମଶା ଯୋଗୁ ସହରରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri