ରାଜ୍ୟ

କଲେଜରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଇସିସି

ଭୁବନେଶ୍ୱର,୨୪।୯: ରାଜ୍ୟ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ। ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ବବିଦ୍ୟାଳୟ...

ରାତିରେ ଘରକୁ ଫେରି ନ ଥିଲେ: ସକାଳୁ କେନାଲରୁ କାର୍‌ ସହ ମିଳିଲା ମୃତଦେହ

ଫୁଲନଖରା,୨୪।୯(ସତ୍ୟରଞ୍ଜନ ଦାସମହାପାତ୍ର): କଟକ ସଦର ଥାନା ଅଧୀନ ନୁଆକାଚରାମାଳ ସ୍ଥିତ କେନାଲରୁ ମଙ୍ଗଳବାର କାର୍‌ ସହ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ବମ୍ପକୁଦ ଗାଁର ଅନିମେଶ ଜେନା ଓରଫ କାହ୍ନା ବୋଲି ଜଣାପଡିଛି। ଖବର ପାଇ...

ପୋଖରୀରେ ଭାସୁଛି ୨ ମୃତଦେହ: ପରିଚୟ ଖୋଜୁଛି ପୋଲିସ…

କଣ୍ଟାବାଞ୍ଜି,୨୪।୬: ବଲାଙ୍ଗୀର ଜିଲା ୫୯ ନମ୍ବର ଜାତୀୟ ରାଜପଥ ଭୋଇପଡ଼ା ବୁଲାଣି ପାଖ ଏକ ପୋଖରୀରେ ଭାସୁଛି ୨ ମୃତଦେହ। ଦୁର୍ଘଟଣା ପରେ ଦୁଇ ଯୁବକ ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ହେଲେ ମୃତକଙ୍କ ପରିଚୟ ମିଳିପାରି...

ମୟୂରଭଞ୍ଜରେ ହାତୀ ଆତଙ୍କ: ଆକ୍ରମଣରେ ଦୁଇ ମୃତ, ତିନି ଗୁରୁତର

ମୋରଡ଼ା,୨୪।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ନିର୍ବାଚନମଣ୍ଡଳୀରେ ହାତୀ ଉପଦ୍ର ଜାରି ରହିଥିବା ବେଳେ ବିଭିନ୍ନ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୋରଡ଼ା ବ୍ଲକ ତଥା ରାସଗୋବିନ୍ଦପୁର ରେଞ୍ଜ ଅଧୀନ...

ଅନ୍ଧାରରେ ପଞ୍ଚପାଇକ ପୀଠ

ଖୋର୍ଦ୍ଧା,୨୪ା୯(ପ୍ରଭାତ ପାଣିଗ୍ରାହୀ): ବୀରତ୍ୱର ମାଟି ଖୋର୍ଦ୍ଧା। ବିଟ୍ରିଶ ବିରୋଧରେ ପ୍ରଥମ ଆନ୍ଦୋଳନର ସ୍ବର ଏଠାରୁ ଉଠିଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ଭାରତର ବିଭିନ୍ନ କୋଣ ଅନୁକୋଣକୁ ବ୍ୟାପିଥିଲା। ପାଇକଙ୍କ ବୀରତ୍ୱ ଆଗରେ ମଥା ନୁଆଁଇଥିଲା ବିଟ୍ରିଶ ସରକାର। ଦେଶ ପ୍ରତି ଜାତୀୟତା,...

ବଢ଼ିପାରେ ମାଟ୍ରିକ ପରୀକ୍ଷା ଫି’!

କଟକ,୨୩।୯: ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବେଳେ ଏଥର ଦେୟ ଦେବାକୁ ପଡ଼ିପାରେ। କୋଭିଡ୍‌ ପରଠାରୁ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବାବଦକୁ କୌଣସି ଦେୟ ଦେବାକୁ ପଡୁ ନ ଥିଲା। ୨୦୨୦ ପରଠୁ ବନ୍ଦ ଥିବା ପରୀକ୍ଷା ଫି’ ଚଳିତ...

ବ୍ଲାକ୍‌ ଲିଷ୍ଟେଡ୍‌ କମ୍ପାନୀକୁ ପରୀକ୍ଷା ପରିଚାଳନା ଦାୟିତ୍ୱ…

ଭୁବନେଶ୍ୱର,୨୪ା୯ (ଅନୁରାଧା ମହାରଣା): ରାଜ୍ୟରେ ସରକାରୀ ପଦପଦବୀରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଛି ଦୁର୍ନୀତି ବିରୋଧୀ ଛାତ୍ର ସଂଗଠନ। ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସଂଗଠନର ଆବାହକ ବିଶ୍ୱ ଭୂଷଣ ମହାପାତ୍ର କହିଛନ୍ତି, ଏଠି ଟଙ୍କା ଦେଲେ ସରକାରୀ ଚାକିିରି...

ମା’ ଲଙ୍କେଶ୍ୱରୀଙ୍କ ବିଜୟର ପର୍ବ ଖଣ୍ଡାବସା

ଖଣ୍ଡାବସାର ନାମକରଣ: ଜୁନାଗଡ଼ ସହର ବଙ୍ଗଳା ଛକ ନିକଟରେ ଦୀର୍ଘ ଦଶନ୍ଧି ଧରି କୁଳଦେବୀ ଭାବରେ ମା’ ଲଙ୍କେଶ୍ୱରୀ ପୂଜା ପାଇଆସୁଛନ୍ତି। ପୂର୍ବକାଳରେ ନାଗବଂଶୀୟ ରାଜାମାନେ ପ୍ରତ୍ୟେକ ବର୍ଷ ମା’ ଲଙ୍କେଶ୍ୱରୀଙ୍କ ପବିତ୍ର ଖଣ୍ଡାବସା ପର୍ବକୁ ମହାସମାରୋହରେ ପାଳନ କରିଆସୁଥିଲେ...

ପୋଲିସ ମେଳି ପ୍ରସଙ୍ଗ, ଅଡୁଆରେ ଅଫିସର

ଭୁବନେଶ୍ୱର,୨୪ା୯(ସତ୍ୟଜିତ୍‌ ରାଉତ): ଭରତପୁର ଥାନା ନିର୍ଯାତନା ଘଟଣାରେ ଏକପାଖିଆ ନିଷ୍ପତ୍ତି ନିଆଯାଇ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଅଭିଯୋଗ ଉଠାଇ ଏହା ପ୍ରତିବାଦରେ ଗତ ୨୧ ତାରିଖ ଅପରାହ୍ନରେ ଭୁବନେଶ୍ୱର ରିଜର୍ଭ ପୋଲିସ ପଡିଆରେ ଶତାଧିକ ପୋଲିସ ମେଳି ବାନ୍ଧିଥିଲେ। କନ୍‌ଷ୍ଟେବଲଠୁ ଆରମ୍ଭ...

ଫେରିଯିବ ମୌସୁମୀ, ଆଉ ୪ଦିନ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୪।୯(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ବିଦାୟ ନେଇଛି। ଗତ ୧୭ ତାରିଖ ସୁଦ୍ଧା ମୌସୁମୀ ଫେରିବା ଆରମ୍ଭ କରିବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ...

ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ପୋତିହୋଇ ରହିଛି ମୂର୍ତ୍ତି

କୋଣାର୍କ,୨୪ା୯(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ବାଲି ତଳେ ବହୁ ପୁରାତନ ମୂର୍ତ୍ତି ପୋତି ହୋଇରହିଛି।  ଜାତୀୟ ଭୂ-ଭୌତିକୀୟ ଗବେଷଣା ସଂସ୍ଥା (ଏନ୍‌ଜିଆର୍‌ଆଇ) ଏବଂ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ମିଳିତ ଭାବେ ଗ୍ରାଉଣ୍ଡ...

ଶିଶୁ ଅଶ୍ଳୀଳତା ଭିଡିଓ ଦେଖିଲେ ବା ଡାଉନଲୋଡ କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ, ସୁପ୍ରିମକୋର୍ଟଙ୍କ ରାୟ ଲାଗୁ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର,୨୩ା୯: ଶିଶୁ ଅଶ୍ଳୀଳତା ଉପରେ ସୁପ୍ରିମକୋର୍ଟ ଦେଇଥିବା ନିଷ୍ପତ୍ତିକୁ ଓଡ଼ିଶା ସରକାର ସମର୍ଥନ କରିଛନ୍ତି।ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଏହା ସର୍ବୋଚ୍ଚ ନ୍ୟାୟାଳୟଙ୍କର ରାୟକୁ କାର୍ଯ୍ୟକାରୀ କରିବେ, ଯେଉଁଥିରେ ଶିଶୁ ଅଶ୍ଳୀଳ ଚିତ୍ର ଦେଖିବା ଏବଂ ଡାଉନଲୋଡ୍ କରିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri