ରାଜ୍ୟ

୨ କାର୍‌, ୫ ବାଇକ୍‌ ଉପରେ ମାଡ଼ିଗଲା ଟ୍ରକ୍‌

କଟକ ଅଫିସ,୧୦ା୧୨: ଜଗତପୁର ଖଇରା ପୋଲ ନିକଟରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ୨ କାର୍‌ ଏବଂ ୫ଟି ବାଇକ୍‌ ଉପରେ ଏକ ଟ୍ରକ୍‌ ମାଡ଼ିଯିବାରୁ ୭ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଏସ୍‌ସିବି...

ସୁନା, ଟଙ୍କା ଚୋରି ବେଳେ ଜେଜେଙ୍କୁ ହତ୍ୟା, ଗୃହଦାହ: ନାତି ଗିରଫ

ନିଶ୍ଚିନ୍ତକୋଇଲି,୧୦।୧୨(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଲେଣ୍ଡୁରା ଭଗବାନପୁର ଗାଁରେ ଘଟିଥିବା ଏକ ହତ୍ୟା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଟଙ୍କା ଏବଂ ସୁନା ପାଇଁ ନାତି ଓଁକାର ମୁଦୁଲି ଜେଜେ ହୃଷୀକେଶ ମୁଦୁଲିଙ୍କୁ ହତ୍ୟା କରିଛନ୍ତି।...

ସ୍ଥିତି ଏମିତି ହେଲେ ୨୦୨୪ରେ ନୋଟା ସହ ଲଢ଼ିବ କଂଗ୍ରେସ: ମୋକିମ

ଭୁବନେଶ୍ବର,୧୦ା୧୨(ବ୍ୟୁରୋ): ଓଡ଼ିଶାରେ କଂଗ୍ରେସ ଦାୟିତ୍ୱରେ ଥିବା ମୁଖିଆମାନେ ଆସନ ଛାଡ଼ି ଅବସର ନିଅନ୍ତୁ। ତାଙ୍କ ମୁହଁ ଦେଖିବାକୁ ଲୋକେ ଆଉ ଚାହୁଁନାହାନ୍ତି। ସେମାନେ ଆକର୍ଷଣ ହରାଇ ସାରିଲେଣି। ୟୁପି ଓ ପଶ୍ଚିମବଙ୍ଗ ଭଳି ଓଡ଼ିଶାରେ କଂଗ୍ରେସ ଦଳ ମୂଳପୋଛ ହେବାକୁ...

ଶାଶୁଶ୍ୱଶୁରଙ୍କୁ ଭେଟିଲେ ବର୍ଷା

ଭୁବନେଶ୍ବର,୧୦ା୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହେବା ପରେ ନବନିର୍ବାଚିତ ବିଧାୟକ ବର୍ଷା ସିଂ ବରିହା ଭୁବନେଶ୍ୱର ଫେରିଛନ୍ତି। ସ୍ବାମୀ ସ୍ମୃତିସୌରଭଙ୍କ ସହ ସେ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଶ୍ୱଶୁରଘରକୁ ଯାଇଛନ୍ତି। ଘରେ ପହଞ୍ଚିବା ପରେ ସେ ପ୍ରଥମେ ଶ୍ୱଶୁର...

ମିଳିମିଶି ପଦ୍ମପୁର ପାଇଁ କାମ କରିବା: ନବୀନ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନରେ ବିଜୟୀ ହେବା ପରେ ବିଜେଡିର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା ଶୁକ୍ରବାର ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଶୀର୍ବାଦ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କୁ ଏହି ବିଜୟ ପାଇଁ ସ୍ବାଗତ କରିଥିଲେ। ମୁଖ୍ୟମନ୍ତ୍ରୀ...

ଏଲ୍‌ଆଣ୍ଡଟି କବ୍‌ଜାରେ ବିଦ୍ୟାଳୟ ଖେଳ ପଡ଼ିଆ

ଭୁବନେଶ୍ୱର, ୧୦।୧୨ (ବ୍ୟୁରୋ): ୟୁନିଟ୍‌-୬ ବାଳକ ବିଦ୍ୟାଳୟ ଖେଳପଡ଼ିଆକୁ ଏଲ୍‌.ଆଣ୍ଡ.ଟି କମ୍ପାନୀ ବେଆଇନ୍‌ ଭାବେ ଦଖଲ କରିଛି। ହାଇକୋର୍ଟଙ୍କ ରହିତାଦେଶ ସତ୍ତ୍ବେ ଖେଳ ପଡ଼ିଆରେ ନିର୍ମାଣ କାର୍ଯ୍ୟ ଜାରିରହିଛି। କମ୍ପାନୀ କୋର୍ଟଙ୍କ ନିର୍ଦ୍ଦେଶକୁ ବେଖାତିର କରିଛି ବୋଲି ସ୍ଥାନୀୟ ବାସିନ୍ଦା...

ଶୀତରେ ଥରୁଛି କନ୍ଧମାଳ

ଫୁଲବାଣୀ ଅଫିସ/ଜି.ଉଦୟଗିରି/ ଦାରିଙ୍ଗବାଡି(ଡି.ଏନ୍‌.ଏ.)୧୦ା୧୨: କନ୍ଧମାଳ ଜିଲା ଶୀତରେ ଥରୁଛି ା ଶୁକ୍ରବାର ଜି.ଉଦୟଗିରିରେ ପାରଦ ଖସି ୬ ଡିଗ୍ରୀରେ ପହଞ୍ଚିଥିବା ବେଳେ ଫୁଲବାଣୀରେ ୬.୬ ଡିଗ୍ରୀଓ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ କରାଯାଇଛି। ପ୍ରବଳ ଶୀତ ସାଙ୍ଗକୁ...

ଘରେ ପଶି ବୃଦ୍ଧଙ୍କୁ ହତ୍ୟା, ସଶସ୍ତ୍ର ଡକାୟତି

ନିଶ୍ଚିନ୍ତକୋଇଲି/ନେମାଳ, ୧୦।୧୨(ସ୍ବ.ପ୍ର./ଡି.ଏନ୍‌.ଏ.): କଟକ ଜିଲା ନେମାଳ ଥାନା ଅଧୀନ କଳମିଶ୍ରୀ ପଞ୍ଚାୟତ ଲେଣ୍ଡୁରା ଭଗବାନପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ସହ ହତ୍ୟାକାଣ୍ଡ ହୋଇଛି। ଦୁର୍ବୃତ୍ତମାନେ ଘରେ ପଶି ଜଣେ ବୃଦ୍ଧଙ୍କୁ ହତ୍ୟା କରିବା ସହ ତାଙ୍କ...

ସିଟ୍‌ ଖାଲି, ନୂଆ କଲେଜ ଖୋଲିବାକୁ ତତ୍ପର

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ): ଉଚ୍ଚଶିକ୍ଷା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଅଜବ ନୀତିକୁ ନେଇ ଏବେ ଚର୍ଚ୍ଚା ଚାଲିଛି। ଡିଗ୍ରୀ କଲେଜରେ ସିଟ୍‌ ପୂରଣ ହେଉ ନ ଥିବାବେଳେ ଅଧିକାଂଶ ଶିକ୍ଷାନୁଷ୍ଠାନରେ ଆବଶ୍ୟକ ସଂଖ୍ୟକ ଅଧ୍ୟାପକ ଓ ଭିତ୍ତିଭୂମି ନାହିଁ। ଏ ପରିସ୍ଥିତିରେ...

ଉଧେଇ ପାରୁନାହାନ୍ତି ବହୁ ପ୍ରାଣୀ

ଲିଙ୍ଗରାଜ ରାଉତ ବାରଙ୍ଗ, ୧୦।୧୨: ବିଶ୍ୱସ୍ତରୀୟ ହେବ ପ୍ରାଣୀଉଦ୍ୟାନ ନନ୍ଦନକାନନ। ବଦଳିବ ଏହାର ଚେହେରା। ବୃଦ୍ଧି ପାଇବ ବନ୍ୟପ୍ରାଣୀଙ୍କ ସଂଖ୍ୟା। ନୂଆ ନୂଆ ପ୍ରଜାତିକୁ ଦେଖିବେ ପର୍ଯ୍ୟଟକ। ଏଥିପାଇଁ ଦେଶବିଦେଶରୁ ଅଣାଯାଉଛି ପଶୁପକ୍ଷୀ। ଏପରି କି ବଂଶାନୁକ୍ରମିକ ଓ ରକ୍ତସମ୍ପର୍କ...

ଓଡ଼ିଆ ପୁଅଙ୍କୁ ଅନ୍ତର୍ଜାତୀୟ ନେତୃତ୍ୱ: ଜି-୨୦ ଯୁବଗୋଷ୍ଠୀ କୋଷାଧ୍ୟକ୍ଷ ଭାବେ ଓମ୍‌ ପ୍ରିୟଦର୍ଶୀ ମନୋନୀତ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଭାରତ ଅଧ୍ୟକ୍ଷତାରେ ହେବାକୁ ଯାଉଥିବା ଜି-୨୦ ସମ୍ମିଳନୀରେ ଓଡ଼ିଆ ପୁଅ ଓମ୍‌ ପ୍ରିୟଦର୍ଶୀ ଛୋଟରାୟଙ୍କୁ ଗୁରୁ ଦାୟିତ୍ୱ ମିଳିଛି। ସେ ପ୍ରମୁଖ ୧୯ ରାଷ୍ଟ୍ର ଓ ୟୁରୋପୀୟ ରାଷ୍ଟ୍ରସଂଘକୁ ନେଇ ଗଠିତ ଯୁବଗୋଷ୍ଠୀ (youth ୨୦)ର କୋଷାଧ୍ୟକ୍ଷ ଭାବେ...

ବରଗଡ଼ ଧନୁଯାତ୍ରା ପୂର୍ବରୁ ଅଘଟଣ: ଆଖି ବୁଜିଲେ ବଳରାମ ଭୂମିକା ଲାଗି ମନୋନୀତ ଶିଶୁ କଳାକାର

ବରଗଡ଼ ଅଫିସ୍‌,୯।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୭ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପି ଏହା ଚାଲିବ। ଚଳିତ ବର୍ଷ ଧନୁଯାତ୍ରା ୭୫ବର୍ଷରେ ପଦାର୍ପଣ କରୁଥିବା ଯୋଗୁ ଅଭିନୟକୁ ଗୁରୁତ୍ୱ ଦିଆଯାଇ ଏଥର କଳାକାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri