ରାଜ୍ୟ

୧୩ ରାଉଣ୍ଡ ସୁଦ୍ଧା ବିଜେଡିକୁ ୬୯,୨୫୦ ଖଣ୍ଡ ଭୋଟ୍‌, ଭାଜପାକୁ ୪୫,୧୯୨

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୧୩ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ପ୍ରଦୀପ ପୁରୋହିତଙ୍କଠାରୁ ୨୪,୦୫୮...

ମୋ ବିରୋଧରେ ଷଡ଼ଯନ୍ତ୍ର କରାଯାଇଛି: ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୮।୧୨ (ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଚାକିରି ଦେବାକୁ କହି ଜଣେ ମହିଳାଙ୍କୁ ୩୦ ହଜାର ଟଙ୍କା ଠକିବା ଅଭିଯୋଗକୁ ନେଇ ଚର୍ଚ୍ଚା ସୃଷ୍ଟି ହୋଇଛି। ହେଲେ ବର୍ଷା ଏହି ଅଭିଯୋଗକୁ ଖଣ୍ଡନ କରିବା ସହ ଘଟଣା ସଂକ୍ରାନ୍ତରେ ବୁଧବାର...

ପଦ୍ମପୁର ଉପନିର୍ବାଚନ: ୯ମ ରାଉଣ୍ଡ ସୁଦ୍ଧା ଆଗରେ ଅଛନ୍ତି ବର୍ଷା

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୯ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ପ୍ରଦୀପ ପୁରୋହିତଙ୍କଠାରୁ ୧୭୪୪୫...

ପରପାରିରେ ବିଶିଷ୍ଟ ତବଲା ବାଦକ ପଣ୍ଡିତ ଉମେଶ କର

ଭୁବନେଶ୍ୱର,୮ା୧୨(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ତବଲା ବାଦକ ପଣ୍ଡିତ ଉମେଶ କରଙ୍କ ଗୁରୁବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ଆଜି ସକାଳେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ସେ ସଙ୍ଗୀତ...

ଡିଇଇ ପରେ ଏବେ ଏଚ୍‌ଏସ୍‌ଇ

ଯାଜପୁର ଅଫିସ,୮ା୧୨: ରାଜ୍ୟର ବିଭିନ୍ନ ସ୍ଥାନରେ ନକଲି ବିଏଡ୍‌/ସିଟି ଡିଗ୍ରିଧାରୀ ଏବଂ ନକଲି ଆଦିବାସୀ ପ୍ରମାଣପତ୍ର ହାସଲ କରି ଶିକ୍ଷୟିତ୍ରୀ, ଶିକ୍ଷକ ନିଯୁକ୍ତି ପାଇବା ଏବେ ସାଧାରଣ କଥା ହୋଇଛି। ଏନେଇ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ (ଡିଇଇ) ପକ୍ଷରୁ ବାରମ୍ବାର...

ଧାନ ଖାଇବାକୁ ଆସି ଡଗଓ୍ବେଲ୍‌ରେ ଫସିଥିବା ୨ ହାତୀ ଉଦ୍ଧାର

ବାରିପଦା ଅଫିସ,୮।୧୨: ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ କାଠରୁମା (ଦେହୁରୀ ସାହି)ରେ ଏକ ଡଗ୍‌ୱେଲ ଭିତରେ ଖସି ପଡିଥିବା ଦୁଇଟି ହାତୀ ନିଶ୍ଚିତ ମୃତ୍ୟୁମୁଖରୁ ରକ୍ଷା ପାଇଛନ୍ତି । ଏଥିପାଇଁ ଗ୍ରାମବାସୀ, ବନ ଓ ଅଗ୍ନିଶମ ବିଭାଗଙ୍କ ଉପସ୍ଥିତ ବୁଦ୍ଧିକୁ...

୬ଷ୍ଠ ରାଉଣ୍ଡରେ ବି ପ୍ରଦୀପଙ୍କୁ ପଛରେ ପକାଇଲେ ବର୍ଷା

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ପୂର୍ବ ୫ଟି ରାଉଣ୍ଡରେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଆଗୁଆ ଥିବା ବେଳେ ୬ଷ୍ଠ ରାଉଣ୍ଡରେ ମଧ୍ୟ ସେ ଆଗରେ ରହିଛନ୍ତି।...

ସରିଲା ୫ମ ରାଉଣ୍ଡ ଗଣତି: ଆଗରେ ଅଛନ୍ତି ବର୍ଷା

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ପୂର୍ବ ୪ଟି ରାଉଣ୍ଡରେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଆଗୁଆ ଥିବା ବେଳେ ୫ ରାଉଣ୍ଡରେ ମଧ୍ୟ ସେ ଆଗରେ ରହିଛନ୍ତି।...

ଭିଜିଲାନ୍ସ ଜାଲରେ ଟିଟଲାଗଡ଼ ରେଞ୍ଜର

ବଲାଙ୍ଗୀର ଅଫିସ,୮।୧୨: ଭିଜିଲାନ୍ସ ଜାଲରେ ରେଞ୍ଜର। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲା ଟିଟିଲାଗଡ ଜଙ୍ଗଲ ବିଭାଗର ରେଞ୍ଜର ଶିବପ୍ରସାଦ ନାଏକଙ୍କ ବାସଭବନରେ ଗୁରୁବାର ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ସମ୍ବଲପୁର ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ...

ପଦ୍ମପୁର ଉପନିର୍ବାଚନ: ୪ର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ୮୧୭୯ ଭୋଟ୍‌ରେ ଆଗୁଆ

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ପ୍ରଦୀପ ପୁରୋହିତଙ୍କଠାରୁ ୮୧୭୯...

ପଦ୍ମପୁରରେ ବିଜେଡି ୧,୭୧୨ ଭୋଟ୍‌ରେ ଆଗୁଆ

ପଦ୍ମପୁର, ୮।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟଗଣତି ଜାରି ରହିଛି। ଗୁରୁବାର ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଥିବା ବେଳେ ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗୁଆ ରହିଛନ୍ତି। ବିଜେଡିକୁ ୫,୫୦୧ ଭୋଟ ମିଳିଛି। ସେହିଭଳି ଭାଜପାକୁ ୩,୭୮୯,...

ଏସ୍‌ଟିଏଫ୍‌ ଉପରକୁ ଗୋଚାଲାଣକାରୀଙ୍କ ଗୁଳିମାଡ଼

ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୮ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ ନଂ. ଜାତୀୟ ରାଜପଥ ଦେଇ ପ୍ରତିଦିନ ପଶ୍ଚିମବଙ୍ଗକୁ ବେଆଇନ ଭାବେ ଗୋଚାଲାଣ କରାଯାଉଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏସ୍‌ଟିଏଫ୍‌ ଟିମ୍‌ ସ୍ଥାନୀୟ ପୋଲିସ ସହାୟତାରେ ଚଢ଼ାଉବେଳେ ଗୋରୁ ଚାଲାଣକାରୀମାନେ ଗୁଳିମାଡ଼ କରିଛନ୍ତି। ୭ ରାଉଣ୍ଡ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri