ରାଜ୍ୟ

‘ମୁକ୍ତା’ ଯୋଜନାରେ ବଦଳିବ ସହରର ଚିତ୍ର

ଭୁବନେଶ୍ୱର, ୬।୧୨ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ‘ମୁକ୍ତା’ ଯୋଜନାରେ ବଦଳିବ ସହରର ଚିତ୍ର। ମୁକ୍ତାକାଶ ଜିମ୍‌ ସହିତ ପିଲାଙ୍କ ପାଇଁ ପାର୍କ, କମ୍ୟୁନିଟି ସେଣ୍ଟର ଠାରୁ ଆରମ୍ଭ କରି ପୋଖରୀ ମରାମତି, ରାସ୍ତା, ସୌନ୍ଦର୍ଯ୍ୟକରଣ ଆଦି କରାଯିବ। ଏନେଇ...

ପ୍ରେମିକା ଘରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ଭୁବନେଶ୍ୱର, ୬।୧୨(ବ୍ୟୁରୋ):ପ୍ରେମିକା ଘରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ମିଳିଛି। ରାଜଧାନୀ ଭୁବନେଶ୍ୱରର ସାଲିଆ ସାହିରେ ରବିବାର ଏଭଳି ଘଟଣା ସାମ୍ନାକୁ ଆସିଛି। ମୃତକ ଦ୍ୱୟ ହେଲେ ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଅନ୍ତର୍ଗତ ନାରାୟଣପୁର ଗ୍ରାମର ଚିତ୍ରସେନ ଗୌଡ଼...

ଜାତୀୟ ରାଜପଥରୁ ୫୦ ଫୁଟ ଯାଏ ହଟିବ ଜବରଦଖଲ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ହକି ବିଶ୍ୱ କପ୍‌କୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରର ସୌନ୍ଦର୍ଯ୍ୟକରଣ କରାଯାଉଛି। ତେବେ ଏଥିରେ ଜବରଦଖଲ ବାଧକ ସାଜୁଥିବାରୁ ଉଚ୍ଛେଦ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଛି। ଏଥିସହ ବିଡିଏ ଉପାଧ୍ୟକ୍ଷ ବଲବନ୍ତ ସିଂଙ୍କ ନିର୍ଦ୍ଦେଶକ୍ରମେ ଜାତୀୟ ରାଜପଥରୁ ୫୦ ଫୁଟ...

ମହିଳା ଭେଣ୍ଡିଂ ଜୋନ୍‌ ଆଶା ମଉଳିଲା

ଭୁବନେଶ୍ୱର,୬।୧୨(ବ୍ୟୁରୋ):ବକେୟା ବିଲ୍‌ ପାଉ ନ ଥିବାରୁ ଠିକା ସଂସ୍ଥାଗୁଡ଼ିକ ମନଇଚ୍ଛା କାମ କରୁଛନ୍ତି। ଫଳରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ବହୁ ପ୍ରକଳ୍ପ ଆଗେଇ ପାରୁନାହିଁ। ଏପରିକି କିଛି ପ୍ରକଳ୍ପ ଆରମ୍ଭରୁ ତ ଆଉ କିଛି ଅଧାରୁ ବନ୍ଦ ହୋଇ...

ସରିଲା କୋଣାର୍କ, ବାଲୁକା କଳା ଉତ୍ସବ

କୋଣାର୍କ,୬।୧୨(ଡି.ଏନ୍‌.ଏ.):କୋଣାର୍କ ସୂର୍ଯ୍ୟମନ୍ଦିରର ପାଦଦେଶ ମୁକ୍ତାକାଶ ରଙ୍ଗମଞ୍ଚରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ଡିସେମ୍ବର ୧ଠାରୁ ଆରମ୍ଭ ହୋଇଥିବା କଳା ଓ ସଂସ୍କୃତିର ମହାକୁମ୍ଭ ୩୩ତମ କୋଣାର୍କ ଉତ୍ସବ ସୋମବାର ସରିଛି। କୋଣାର୍କ ଉତ୍ସବର ଉଦ୍‌ଯାପନୀ ସାର ଅତିଥି ଭାବେ...

ଭାଜପା ନେତା ଟଙ୍କା ବାଣ୍ଟୁଥିଲେ: ବିଜେଡି

ଭୁବନେଶ୍ୱର,୬।୧୨(ବ୍ୟୁରୋ):ପଦ୍ମପୁର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ପରାଜୟ ନିଶ୍ଚିତ ଜାଣି ଦଳୀୟ ନେତାମାନେ ହତାଶ ହୋଇ ପଡ଼ିଛନ୍ତି। ସୋମବାର ଉପନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ ଭାଜପା ନେତାମାନେ ଭୋଟରଙ୍କୁ ଟଙ୍କା ବାଣ୍ଟିବା ବେଳେ ଧରାପଡ଼ିଛନ୍ତି। ପଦ୍ମପୁର, ପାଇକମାଳ...

୧୪ ଓଏଏସ୍‌ ଅଫିସରଙ୍କୁ ପଦୋନ୍ନତି

ଭୁବନେଶ୍ୱର,୬।୧୨(ବ୍ୟୁରୋ):ରାଜ୍ୟ ସରକାର ୧୪ ଜଣ ଓଏଏସ୍‌ ଅଫିସରଙ୍କୁ ଓଏଏସ୍‌ (ସୁପରଟାଇମ୍‌ ସ୍କେଲ) ଲେଭଲ-୧୨କୁ ପଦୋନ୍ନତି ଦେଇଛନ୍ତି। ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେମାନେ ହେଲେ ମାଲକାନଗିରି ଆଇଟିଡିଏ ପିଏ ତ୍ରିନାଥ...

୧୫ ଦିନ ମଧ୍ୟରେ ଡିଜିପି ଜବାବ ଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୬ା୧୨:ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରୁ ମହିଳା ହିଂସା ସମ୍ପର୍କିତ ମାମଲାଗୁଡ଼ିକର ପଞ୍ଜୀକରଣ ପାଇଁ ରାଜ୍ୟରେ ଇ-ଏଫ୍‌ଆଇଆର୍‌ ବ୍ୟବସ୍ଥା ପ୍ରଚଳନ ପାଇଁ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ଏନେଇ ୧୫ ଦିନ ମଧ୍ୟରେ ଜବାବ...

‘ମୋତେ କହିବାକୁ ଦିଆଯାଉ, ସିବିଆଇ ତଦନ୍ତ ହେଉ’

ଭୁବନେଶ୍ୱର,୬।୧୨ (ବ୍ୟୁରୋ):‘ମୋତେ ଆର୍ବିଟାରିଲି ଆରେଷ୍ଟ କରାଯାଇଛି। ମୋ ପରିବାରକୁ ନଜରବନ୍ଦୀ ରଖାଯାଇଥିଲା। ମୋ ସାଥିରେ କ’ଣ ହେଉଥିଲା ୬ଦିନ ପର୍ଯ୍ୟନ୍ତ ଜାଣିପାରି ନ ଥିଲି। ପାଟି, ଆଖି, ମୁହଁ ବନ୍ଦ କରି ମୋତେ କୋର୍ଟ ଫର୍‌ୱାର୍ଡ କରାଗଲା। ଶ୍ରଦ୍ଧାଞ୍ଜଳି ମୋ...

ଜି୨୦ ସର୍ବଦଳୀୟ ବୈଠକରେ ନବୀନ

ନୂଆଦିଲ୍ଲୀ,୬।୧୨:ଆସନ୍ତା ବର୍ଷ ହେବାକୁ ଥିବା ଜି୨୦ ସମିଟ୍‌ ଲାଗି ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରଣନୀତି ପ୍ରସ୍ତୁତି ସର୍ବଦଳୀୟ ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଛନ୍ତି। ଭାରତ ୨୦ ରାଷ୍ଟ୍ରସମୂହକୁ ନେଇ ଗଠିତ ଜି୨୦ର ଅଧ୍ୟକ୍ଷତା...

ସଚିବାଳୟ ଘେରିଲେ ଆଶାକର୍ମୀ

ଭୁବନେଶ୍ୱର,୬ା୧୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ଉଦାସୀନତାର ପ୍ରତିବାଦ ସହ ବିଭିନ୍ନ ଦାବି ନେଇ ଆଶାକର୍ମୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଶାକର୍ମୀ ୟୁନିଅନ ସଂଯୁକ୍ତ ମୋର୍ଚ୍ଚାର ଆହ୍ବାନକ୍ରମେ ନିଖିଳ ଓଡ଼ିଶା ଆଶାକର୍ମୀ ସଂଘ ଓ ପଶ୍ଚିମ ଓଡ଼ିଶା ଆଶାକର୍ମୀ ସଂଘ ପକ୍ଷରୁ ହଜାର ହଜାର ଆଶାକର୍ମୀ...

‘ହକି ବିଶ୍ୱକପ୍‌ ସ୍ମରଣୀୟ ହେବ’

ଭୁବନେଶ୍ୱର, ୬ା୧୨ (କ୍ରୀଡ଼ା ପ୍ରତିନିଧି):ହକି ବିଶ୍ୱକପ୍‌ର ୧୫ତମ ସଂସ୍କରଣ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ୨୦୨୩ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଦ୍ୱିତୀୟ ଥର ପାଇଁ ଓଡ଼ିଶାରେ ହେବାକୁ ଯାଉଥିବା ଏହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri