ରାଜ୍ୟ

୪୮ ଘଣ୍ଟାରେ ବାତ୍ୟା ଆଶଙ୍କା

ଭୁବନେଶ୍ୱର,୬ା୧୨(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅବପାତ(ଡିପ୍ରେସନ)ରେ ପରିଣତ ହେବ। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ...

କାମକୁ ନୁହେଁ ଆଣ୍ଟି ରାଗିଂ ସେଲ୍‌

ଭୁବନେଶ୍ୱର, ୬ା୧୨ (ବ୍ୟୁରୋ): ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକରେ ରାଗିଂ ବର୍ତ୍ତମାନ ଏକ ଗୁରୁତର ସମସ୍ୟା ହୋଇ ଛିଡ଼ା ହୋଇଛି। ଶୈକ୍ଷିକ ବାତାବରଣ ନଷ୍ଟ ହେବା ସହ କ୍ୟାମ୍ପସ୍‌ ଧୀରେ ଧୀରେ ଅପରାଧପ୍ରବଣ ହୋଇପଡୁଛି। ରାଗିଂ ରୋକିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ୨୦୦୯ରୁ...

ପଦ୍ମପୁର ଉପନିର୍ବାଚନ: ସନ୍ଧ୍ୟା ୬ଟା ସୁଦ୍ଧା ୮୦.୫ ପ୍ରତିଶତ ମତଦାନ

ବରଗଡ ଅଫିସ, ୫।୧୨: ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ୩୧୯ଟି ବୁଥ୍‌ରେ ଭୋଟ ଗ୍ରହଣ କରାଯାଉଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ୮୦.୫ ପ୍ରତିଶତ ମତଦାନ ହୋଇଥିବା ନେଇ ବରଗଡ ଜିଲାପାଳ ମନୀଷା ବାନାର୍ଜୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ବର୍ତ୍ତମାନ...

୭ ଦିନ ରିମାଣ୍ଡରେ ଯିବେ ଅର୍ଚ୍ଚନା

ଭୁବନେଶ୍ୱର,୫।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗ ମାମଲରେ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ଖୋଡତାଳ କରୁଛି। ମାମଲାକୁ ନେଇ ଅଧିକ ତଥ୍ୟ ଜାଣିବା ପାଇଁ ଇଡି ଅର୍ଚ୍ଚନାଙ୍କୁ ୧୫ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା। ତେବେ କୋର୍ଟ ଆବେଦନକୁ ଗ୍ରହଣ...

ବାର୍ଥଡେ ପାର୍ଟିରେ ଦୁଇଗୋଷ୍ଠୀ ମଧ୍ୟରେ ବଚସା: ଫୁଟିଲା ଗୁଳି

ଝାରସୁଗୁଡ଼ା ଅଫିସ,୫।୧୨: ଝାରସୁଗଡ଼ା ସହରରେ ଦିନକୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ କଥା କଥାରେ ଗୁଳି ଫୁଟୁଛି। ଫଳରେ ସାଧାରଣ ଲୋକେ ଭୟଭିତ ଅବସ୍ଥାରେ ରହୁଛନ୍ତି। ଏଭଳି ସ୍ଥିତିରେ ରବିବାର ରାତିରେ କଳିଙ୍ଗବାରରେ ଏକ ବାର୍ଥଡେ ପାର୍ଟି...

ପଦ୍ମପୁର ଉପନିର୍ବାଚନ: ଅପରାହ୍ନ ୩ଟା ସୁଦ୍ଧା ୬୫.୨୮ ପ୍ରତିଶତ ମତଦାନ

ବରଗଡ଼ ଅଫିସ,୫ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ମୋଟ୍‌ ୩୧୯ଟି ବୁଥ୍‌ରେ ଭୋଟ୍‌ ଗ୍ରହଣ ଚାଲିଛି। ତେବେ ଅପରାହ୍ନ ୩ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୬୫.୨୮ ପ୍ରତିଶତ ମତଦାନ...

ପଦ୍ମପୁର ଉପନିର୍ବାଚନ: ୧ଟା ସୁଦ୍ଧା ୪୬.୯୬ ପ୍ରତିଶତ ମତଦାନ

ବରଗଡ଼ ଅଫିସ,୫ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ମୋଟ୍‌ ୩୧୯ଟି ବୁଥ୍‌ରେ ଭୋଟ୍‌ ଗ୍ରହଣ ଚାଲିଛି। । ତେବେ ଅପରାହ୍ନ ୧ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୪୬.୯୬ ପ୍ରତିଶତ...

ଆଜି କୋର୍ଟରେ ହାଜର ହେବେ ଅର୍ଚ୍ଚନା

ଭୁବନେଶ୍ୱର, ୫ା୧୨ (ବ୍ୟୁରୋ): ବହୁଚର୍ଚ୍ଚିତ ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାର ଦିଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଖୋଳତାଡ ଜାରି ରଖିବା ସହ ଜଣକ ପରେ ଜଣେ ବ୍ୟକ୍ତିଙ୍କୁ ଜେରା କରି ତଥ୍ୟ ହାସଲ କରୁଛି। ଏକାଧିକଙ୍କୁ ବାରମ୍ବାର...

ମତଦାନ କଲେ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ

ପାଇକମାଳ,୫ା୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ୍‌ ଗ୍ରହଣ ଆରମ୍ଭ ହୋଇଛି। ତେବେ ଅନ୍ୟମାନଙ୍କ ପରି କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ମଧ୍ୟ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ସେ ଏହି ନିର୍ବାଚନ ମଣ୍ଡଳୀର...

ଓଲଟିଲା ଯାତ୍ରୀବାହୀ ବସ୍‌

କେନ୍ଦୁଝର,୫ା୧୨(ସ୍ବ.ପ୍ର.): ଢେଙ୍କାନାଳ ଜିଲା କାମାକ୍ଷାନଗରରୁ କେନ୍ଦୁଝର ଆସୁଥିବା ଘରୋଇ ବସ୍‌ ‘ଅମ୍ବା’ ସୋମବାର କାଞ୍ଜିପାଣି ଥାନା ଅନ୍ତର୍ଗତ କୁଆଁର ନିକଟ ଏନ୍‌ଏଚ୍‌ ୪୯ରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ିଛି। ଏଥିରେ କାହାର ମୃତ୍ୟୁ ହୋଇ ନ ଥିବା ବେଳେ...

ଧବଳେଶ୍ୱରଙ୍କ ଦର୍ଶନ ପାଇଁ ହେବ ଅସ୍ଥାୟୀ ରାସ୍ତା

ଖୁଣ୍ଟୁଣୀ, ୫ା୧୨(ଡି.ଏନ.ଏ.):କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ ବାରଣ କରାଯାଇଛି। ଧବଳେଶ୍ୱର ପୀଠକୁ ସଂଯୋଗ ହୋଇଥିବା ଝୁଲାପୋଲକୁ ବନ୍ଦ କରାଯାଇଥିବାରୁ ଭକ୍ତମାନେ ଦର୍ଶନରୁ ବଞ୍ଚିତ ହୋଇଛନ୍ତି। ଏହାକୁ ନେଇ ଅସନ୍ତୋଷ ଜୋର୍‌ ଧରିଛି। ତେବେ ଭକ୍ତମାନେ...

ଗାଡ଼ି ସାଇଡ୍‌ ମାରି ଖଣ୍ଡାରେ ହାଣିଲେ

ଭୁବନେଶ୍ୱର (ବ୍ୟୁରୋ)/ଯଁାଳା,୫।୧୨(ଡି.ଏନ୍‌.ଏ.) :ଛାତ୍ର ନେତାଙ୍କ ଗୁଣ୍ଡାରାଜ୍‌। ଜଣେ ଯୁବତୀଙ୍କୁ ଏକତରଫା ପ୍ରେମ କରି ବିଫଳ ହେବା ପରେ ତାଙ୍କ ଭାଇଙ୍କୁ ହତ୍ୟା ଯୋଜନା କରିଥିଲେ। ଗାଡି ସାଇଡ୍‌ ମାରିବା ପରେ ଖଣ୍ଡାରେ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ହେଲେ ସୌଭାଗ୍ୟ ବଶତଃ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri