ରାଜ୍ୟ

ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ

ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍‌ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନେଇ ନିଷ୍ପତ୍ତି ହେବା ପରେ ସେ ଏପରି ପ୍ରତିକ୍ରିୟା...

ସମସ୍ତଙ୍କ ପାଇଁ ହେବ ବ୍ୟବସ୍ଥା, ପ୍ରତିଶ୍ରୁତି ଦେଲେ ଜୟନ୍ତୀ ଷଡ଼ଙ୍ଗୀ

ପୁରୀ,୧୮ା୧୦: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ତେବେ ଏହାରି ଭିତରେ ବଡ଼ ସୂଚନା ମିଳିଛି କି, ପୁରୀରେ ହବିଷ୍ୟାଳିମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବୃନ୍ଦାବତୀ...

ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା: ଏହି ସବୁ ଲୋକଙ୍କୁ ମିଳିବ…

ଭୁବନେଶ୍ୱର,୧୮।୧୦: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ। ଏନେଇ ମୋହନ ସରକାର ପୂର୍ବରୁ ଘୋଷଣା କରିସାରିଛନ୍ତି। ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ...

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ: ମା’ ସହ ଖସିପଡ଼ିଲେ ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା,୧୮ା୧୦(ଆଶିଷ ରଞ୍ଜନ ପଣ୍ଡା): ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର ହୋଇଛନ୍ତି। ଉଭୟଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ରାୟଗଡ଼ା ଜିଲା ସିଙ୍ଗାପୁରୁ ରୋଡ୍‌ ରେଳ...

ବୃନ୍ଦାବତୀ ନିବାସ ଆଗରେ ଅଚେତ୍‌ ହୋଇପଡିଲେ ଜଣେ ହବିଷ୍ୟାଳୀ

ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍‌ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ ଅଞ୍ଚଳ ବୋଲି ସୂଚନା ମିଳିଛି। ପଞ୍ଜୀକରଣ ହୋଇପାରି ନ ଥିବାରୁ କାଲିଠୁ ବାହାରେ...

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଟାଉନ ଥାନା ରାମ୍ବାଗ ଗାଁରେ। ସୂଚନାନୁସାରେ,...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା କରାଯାଇଛି। ଏହି କ୍ରମରେ ଅନୁଗୁଳ ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ୧୨ଟି ଅତ୍ୟାଧୁନିକ ପାଟ୍ରୋଲିଂ...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ ୬ଟି ଥିମେଟିକ୍‌ ସବ୍‌କମିଟି ଗଠନ କରାଯାଇଛି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୧୧୮ଜଣ ଓଏଏସ୍‌ଙ୍କର ବଦଳି ହୋଇଛି। ଏଥିରେ ପ୍ରାୟ ୭୦ରୁ ଅଧିକ ତହସିଲଦାର ବଦଳିଛନ୍ତି।...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର ରାତିରେ ଦୁର୍ବ୍ୟବହାରର ଶିକାର ହୋଇଛନ୍ତି। ଦୁଇ ଜଣ ଅସାମାଜିକ ଯୁବକ ରାସ୍ତାରେ ସେମାନଙ୍କ...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି ସମ୍ବନ୍ଧୀୟ ପରୀକ୍ଷାର ଅନିୟମିତତାକୁ ସରକାର ଅତି ଗୁରୁତ୍ୱର ସହ ବିଚାରକୁ ନେଇଛନ୍ତିି। ସମସ୍ତ...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ ମିଳିବ। ଏପରି ସ୍ଥଳେ ଓଡ଼ିଶା ପାଇଁ ବାତ୍ୟା ବିପଦ ଘନେଇଲାଣି। ଏହାକୁ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri