ରାଜ୍ୟ

ଆସନ୍ତା ବର୍ଷରୁ ପେପରଲେସ୍‌ ହେବ ଏମ୍ସ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ):ଆସନ୍ତା ବର୍ଷରୁ ଭୁବନେଶ୍ୱର ଏମ୍ସରେ ଇ-ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଅର୍ଥାତ୍‌ ଏହି ଜାତୀୟ ସ୍ବାସ୍ଥ୍ୟ ଅନୁଷ୍ଠାନ ସମ୍ପୂର୍ଣ୍ଣ ପେପରଲେସ୍‌ ହେବ। ଫଳରେ ଚିକିତ୍ସା ସମ୍ପର୍କିତ ସମସ୍ତ ପଞ୍ଜୀକରଣ ବ୍ୟବସ୍ଥାରେ ସୁଧାର ଆସିପାରିବ। ଏମ୍ସରେ ପ୍ରତିଦିନ ୧୦ ହଜାରରୁ ଅଧିକ...

ସରିଲା ନିବେଶ ମହାକୁମ୍ଭ

ଭୁବନେଶ୍ୱର,୫।୧୨(ବ୍ୟୁରୋ):ଚଳିତ ବର୍ଷ ନଭେମ୍ବର ୩୦ରୁ ଆରମ୍ଭ ହୋଇଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ (ଏମ୍‌ଆଇଓସି)-୨୨ ରବିବାର ଆନୁଷ୍ଠାନିକ ଭାବେ ଶେଷ ହୋଇଛି। ଗତ ୫ ଦିନ ହେବ ପ୍ରତିଦିନ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ନିବେଶ ମହାକୁମ୍ଭକୁ ବୁଧବାର...

ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର, ୫।୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗସ୍ତରେ ସୋମବାର ସକାଳେ ନୂଆଦିଲ୍ଲୀ ଯିବା କାଯର୍ର୍‌ୟକ୍ରମ ରହିଛି। ଭାରତର ଜି-୨୦ ଅଧ୍ୟକ୍ଷତାକୁ ନେଇ ସୋମବାର ହେବାକୁ ଥିବା ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତା ଉକ୍ତ ବୈଠକ...

ପୋଲିସ ଏନ୍‌କାଉଣ୍ଟରରେ ୪ ମାଓବାଦୀ ମୃତ: ଜବତ ହେଲା ଆମେରିକାରେ ନିର୍ମିତ ଅସ୍ତ୍ରଶସ୍ତ୍ର

ମାଲକାନଗିରି,୪ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲା ପେର୍ମା ନିକଟରେ ହୋଇଥିବା ଏନକାଉଣ୍ଟରରେ ୪ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମୃତଦେହ ସହ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଛତିଶଗଡ଼ ବିଜାପୁର ଜିଲା ପେର୍ମାଠାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ...

ଭାଜପା ପୂର୍ବତନ ବିଧାୟକ ଟଙ୍କା ବାଣ୍ଟୁଥିବା ଅଭିଯୋଗ ଆଣିଲା ବିଜେଡି

ପଦ୍ମପୁର ୪।୧୨(ଡି.ଏନ୍‌.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ଶେଷ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ଅନ୍ୟ ଜିଲାରୁ ଆସିଥିବା ରାଜନୈତିକ ଅତିଥି, ପ୍ରଚାରକଙ୍କୁ ଶନିବାର ଅପରାହ୍ନ ୪ଟା ସୁଦ୍ଧା ପଦ୍ମପୁର ଅଞ୍ଚଳ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏନେଇ ବହୁ...

ପଦ୍ମପୁର ଉପନିର୍ବାଚନ: ୩୧୯ ବୁଥ୍‌ରେ ହେବ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ବରଗଡ଼ ଅଫିସ୍‌/ପଦ୍ମପୁର,୪।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ଏହାପୂର୍ବରୁ ସକାଳ ସାଢେ ୫ଟାରେ ମକ୍‌ ପୋଲ୍‌ କରାଯିବ। ପଦ୍ମପୁର ନିର୍ବାଚନ ମଣ୍ଡଳୀର ୨ଲକ୍ଷ ୫୭ହଜାର ୪୭୪ ଭୋଟର...

ଶ୍ରୀମନ୍ଦିର ଭିଡିଓ ଭାଇରାଲ ଘଟଣା: କ୍ଷମା ମାଗିଲେ ଯୁବକ

ପୁରୀ ଅଫିସ,୪ା୧୨: ଶ୍ରୀମନ୍ଦିର ଏବଂ ଏହାର ଏହାର ଆଖପାଖ ଅଞ୍ଚଳର ଭିଡିଓ ରେକର୍ଡିଂ କରିଥିବା ବଙ୍ଗୀୟ ଯୁବକ ଅନିମେଶ ଚକ୍ରବର୍ତ୍ତୀ କ୍ଷମା ମାଗିଛନ୍ତି। ସେ ଏକ ଭିଡିଓ ଜାରି କରି କହିଛନ୍ତି, ମୁଁ ଡ୍ରୋନ୍‌ ଉଡ଼ାଇ ଶ୍ରୀମନ୍ଦିରର ଭିଡିଓ ଶୁଟ୍‌...

ଟ୍ୟାଙ୍କର ଓଲଟି ଗ୍ୟାସ ଲିକ୍‌: ଗ୍ରାମବାସୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର

ଭବାନୀପାଟଣା,୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା-ରାୟପୁର ୧୬ନଂ. ରାଜ୍ୟ ରାଜପଥ ପାଷ୍ଟିପଡ଼ା ନିକଟରେ ରବିବାର ଭାରସାମ୍ୟ ହରାଇ ଏକ ଗ୍ୟାସ ଟ୍ୟାଙ୍କର ରାସ୍ତାପାର୍ଶ୍ୱକୁ ଓଲଟି ପଡିଥିଲା। ଫଳରେ ଟ୍ୟାଙ୍କରରୁ ଗ୍ୟାସ ଲିକ୍‌ ହେବା ଯୋଗୁ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। ଖବର...

ବିବାହ ବନ୍ଧନରେ ବାନ୍ଧିହେଲେ ଦୁଇ ମହିଳା ମାଓବାଦୀ

ଫୁଲବାଣୀ ଅଫିସ,୪ା୧୨: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଦୁଇ ମହିଳା ମାଓବାଦୀ। କନ୍ଧମାଳ ଜିଲା ପୋଲିସ ରିଜର୍ଭ କାର୍ଯ୍ୟାଳୟରେ ଥିବା ରାଧାକୃଷ୍ଣ ମନ୍ଦିରରେ ସେମାନଙ୍କ ବିବାହ ସମ୍ପନ୍ନ ହୋଇଛି। ମହିଳା ମାଓବାଦୀ ଦ୍ୱୟ ହେଲେ ନନ୍ଦିନୀ ଓ କରୁଣା। ନନ୍ଦିନୀ...

ସରିଲା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌: ସମସ୍ତଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧୨(ବ୍ୟୁରୋ): ଶେଷ ହୋଇଛି ମେକ ଇନ୍‌ ଓଡ଼ିଶା କନ୍‌କ୍ଲେଭ। ରବିବାର ଏହାର ଉଦଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଏ ସଂସ୍କରଣରେ ଜାତୀୟ ଓ ଅନ୍ତର୍ଜାତୀୟ ନିବେଶକମାନେ ଓଡ଼ିଶାରେ ପୁଞ୍ଜି...

ସଞ୍ଜ ନଇଁଲେ ଶଙ୍କା

ଢେଙ୍କାନାଳ ଅଫିସ, ୪।୧୨: ଜଳଭଣ୍ଡାର ନୀଳ ଜଳରାଶି, ଘଞ୍ଚ ଶାଳ ଜଙ୍ଗଲର ଶାନ୍ତ ପରିବେଶ, ବନ୍ୟଜୀବନର ଅପୂର୍ବ ସମନ୍ବୟ ‘ସାପୁଆ’। କଂକ୍ରିଟ୍‌ ଜଙ୍ଗଲଠାରୁ ଦୂରରେ ପ୍ରକୃତିରାଣୀ ଏଠାରେ ଅଜାଡ଼ି ଦେଇଛି ସବୁକିଛି, ଯାହାର ଶୋଭା ଆକର୍ଷିତ କରୁଛି ସହରୀ ମଣିଷଙ୍କୁ। ତେବେ...

ମୁଖ୍ୟମନ୍ତ୍ରୀଙ୍କ ରାଲିରେ ଲୋକଙ୍କ ଜୋସ୍‌ ଦେଖି କେନ୍ଦ୍ରମନ୍ତ୍ରୀ ବିଚଳିତ: ବିଜେଡି

ଭୁବନେଶ୍ୱର,୪।୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପ୍ରଚାର ଶନିବାର ଶେଷ ହୋଇଛି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ଶେଷ ଦିନରେ ବିଭିନ୍ନ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି। ଧର୍ମେନ୍ଦ୍ରଙ୍କ ମନ୍ତବ୍ୟକୁ ବିଜେଡି ପାଲଟା ଜବାବ ଦେଇଛି। ଧର୍ମେନ୍ଦ୍ର କହିଛନ୍ତି ଯେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri