ରାଜ୍ୟ

ବାହାର ନେତା ନିର୍ବାଚନମଣ୍ଡଳୀ ଛାଡ଼ନ୍ତୁ

ପଦ୍ମପୁର,୪।୧୨(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ୫ ତାରିଖରେ ଭୋଟ୍‌ଗ୍ରହଣ ହେବ। ଏହାକୁ ନିରପେକ୍ଷ ଓ ଶୃଙ୍ଖଳିତ କରିବା ପାଇଁ ମତଦାନର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଶନିବାର ଅପରାହ୍ନ ୪ଟାରୁ ପ୍ରଚାର ଶେଷ ହୋଇଛି। ପଦ୍ମପୁର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବରଗଡ଼...

ଶ୍ରୀମନ୍ଦିରର ଡ୍ରୋନ୍‌ ଭିଡିଓ ଭାଇରାଲ

ପୁରୀ ଅଫିସ,୪।୧୨: ଶ୍ରୀମନ୍ଦିରର ଭିଡିଓ ପୁଣିଥରେ ଭାଇରାଲ ହୋଇଛି। ଏଥର କିନ୍ତୁ ଭିଡିଓଟି ମନ୍ଦିର ଭିତରର ହୋଇ ନ ଥିବାବେଳେ ସମ୍ପୂର୍ଣ୍ଣ ମନ୍ଦିରର ଚିତ୍ର ଆକାଶରୁ ଡ୍ରୋନ ଦ୍ୱାରା ଉଠାଯାଇ ଭାଇରାଲ କରାଯାଇଛି, ଯାହାକୁ ନେଇ ଅଗଣିତ ଜଗନ୍ନାଥ ପ୍ରେମୀ...

୧୭ରେ ସ୍କୁଲ କଲେଜ ଶିକ୍ଷକ କର୍ମଚାରୀଙ୍କ ମହାସମାବେଶ

ଭୁବନେଶ୍ୱର, ୪।୧୨ (ବ୍ୟୁରୋ): ରାଜ୍ୟ ସରକାର ନୂତନ ଅନୁଦାନପ୍ରାପ୍ତ ସ୍କୁଲ କଲେଜର ସମସ୍ୟାକୁ ଅଣଦେଖା କରିବା ପ୍ରତିବାଦରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ରାଜ୍ୟର ୩୧୪ଟି ବ୍ଲକ୍‌ ଶିକ୍ଷାଧିକାରୀଙ୍କ ମାଧ୍ୟମରେ ଶନିବାର ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର...

୮ ହଜାରରୁ ଊର୍ଦ୍ଧ୍ୱ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭର ତୃତୀୟ ଦିବସରେ ବିଜ୍ଞାନ ଓ କାରିଗରି ବିଭାଗ ପକ୍ଷରୁ କେତେକ ରାଜିନାମା ସ୍ବାକ୍ଷରିତ ହୋଇଛି ା ବାୟୋଟେକ୍ନୋଲୋଜି କ୍ଷେତ୍ରରେ ବ୍ୟାପକ ବିକାଶ ପାଇଁ ରାଜିନାମାରେ ବ୍ୟବସ୍ଥା ରହିଛି ା ଆବଲ୍‌ (ଆସୋସିଏଶନ୍‌ ଅଫ୍‌...

୧୦.୫ ଲକ୍ଷ କୋଟିର ପ୍ରସ୍ତାବ

ଭୁବନେଶ୍ୱର, ୪।୧୨(ବ୍ୟୁରୋ): କୋଭିଡ୍‌ ପରେ ରାଜ୍ୟକୁ ଏକ ବଡ଼ ପୁଞ୍ଜିନିବେଶ ସୁଯୋଗ ସୃଷ୍ଟି ହୋଇଛି। ରାଜ୍ୟରେ ୬ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ସୃଷ୍ଟି ହେବାର ଲକ୍ଷ୍ୟ ନେଇ ନଭେମ୍ବର ୩୦ରୁ ଆୟୋଜିତ ହୋଇଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୨ରେ...

‘ସ୍ଲୋଗାନ ନୁହେଁ, ପ୍ରତିବଦ୍ଧତା’

ଭୁବନେଶ୍ୱର,୪।୧୨(ବ୍ୟୁରୋ): ମିଶନ ଶକ୍ତି ମହାସଂଘ(ଫେଡେରେଶନ)କୁ ଆହୁରି ମଜଭୁତ କରିବା ସହ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ରରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ପ୍ରତି ଜିଲାସ୍ତରୀୟ ମହାସଂଘକୁ ୧କୋଟି ଏବଂ ପ୍ରତ୍ୟେକ ବ୍ଲକସ୍ତରରେ ମହାସଂଘକୁ ୫୦ଲକ୍ଷ...

ଡ୍ରୋନ ଯୋଗେ ଶ୍ରୀମନ୍ଦିରର ଭିଡିଓ ରେକର୍ଡିଂ, ୟୁଟ୍ୟୁବରେ ଭାଇରାଲ ପରେ ସୁରକ୍ଷା ନେଇ ପ୍ରଶ୍ନବାଚୀ

ପୁରୀ ଅଫିସ,୩।୧୨: ଶ୍ରୀମନ୍ଦିର ଉପରେ ଉଡ଼ିଛି ଡ୍ରୋନ କ୍ୟାମେରା। ଆକାଶ ମାର୍ଗରୁ ଏହାର ଭିଡିଓ ଉତ୍ତୋଳନ କରାଯାଇ ୟୁଟ୍ୟୁବ୍‌ରେ ଶେୟାର କରାଯାଇଛି। ପଶ୍ଚିମବଙ୍ଗର ଅନିମେଶ ଚକ୍ରବର୍ତ୍ତୀ ନାମକ ଜଣେ ଯୁବକ ଉକ୍ତ ଭିଡିଓକୁ ନିଜର ଆକାଉଣ୍ଟ(ୟୁନିଫାଏଡ୍‌ ଅନିମେଶ)ରୁ ଦୁଇ ସପ୍ତାହ...

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌: ମହିଳା ଉଦ୍ୟୋଗୀ ଅଧିବେଶନରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଜନତା ମଇଦାନରେ ଚାଲିଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭର ଶନିବାର ଚତୁର୍ଥ ଦିନ। ଏହି ଅବସରରେ ମହିଳା ଉଦ୍ୟୋଗୀ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କହିଛନ୍ତି, ୨୦୦୧ରେ...

ଦ୍ୱିତୀୟ ସ୍ଥାନରେ ଓଏଫ୍‌ସି

ଭୁବନେଶ୍ୱର,୩।୧୨(ସ୍ପୋଟର୍‌ସ ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ନିଜର ବିଜୟ ଧାରା ବଜାୟ ରଖିଛି। ଶୁକ୍ରବାର ଦଳ ନର୍ଥଇଷ୍ଟ ୟୁନାଇଟେଡ୍‌ ଏଫ୍‌ସିକୁ ୨-୧ରେ ହରାଇବା ସହିତ ପଏଣ୍ଟ ଟେବଲରେ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି। କଳିଙ୍ଗ ଷ୍ଟାଡିୟମରେ ଓଏଫ୍‌ସି...

ଭୁବନେଶ୍ୱରରୁ ଆରମ୍ଭ ହେବ ହକି ବିଶ୍ୱକପ୍‌ ଟ୍ରଫି ଟୁର୍‌୩୩

ଭୁବନେଶ୍ୱର, ୩।୧୨: ଭୁବନେଶ୍ୱର ଓ ରାଉରକେଲାରେ ହେବାକୁଥିବା ଆଗାମୀ ହକି ବିଶ୍ୱକପ୍‌କୁ ସ୍ମରଣୀୟ କରିବା ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ, ହକି ଇଣ୍ଡିଆ ଓ ଓଡ଼ିଶା ସରକାର ବ୍ୟାପକ ପଦକ୍ଷେପ ନେଉଛନ୍ତି। ଏଥିପାଇଁ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ପ୍ରଥମ...

ପୁଣି ଇଡିରେ ହାଜର ହେଲେ ହୋଟେଲ ମାଲିକ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବହୁ ଚର୍ଚ୍ଚିିତ ମହିଳା ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଶନିବାର ପୁଣି ହୋଟେଲ ମାଲିକ ଶିବ ପ୍ରସାଦ ଦାସ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ରେ ହାଜର ହୋଇଛନ୍ତି। ଏହପୂର୍ବରୁ ଗୁରୁବାର ଶିବ ପ୍ରସାଦଙ୍କୁ ଇଡି ୧୨ ଘଣ୍ଟା ଜେରା କରିଥିଲା। ତଦନ୍ତ...

ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ପରଲୋକ

ଭୁବନେଶ୍ୱର ବ୍ୟୁରୋ,୩।୧୨: ବରିଷ୍ଠ ଖବରଦାତା ତଥା ଗାନ୍ଧୀବାଦୀ ବୈଷ୍ଣବ ଜେନାଙ୍କ ପରଲୋକ ଘଟିଛି। ଶନିବାର ଭୋରରୁ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ତାଙ୍କ ଘର ଯାଜପୁର ଜିଲା ବରି ବ୍ଳକ ମନ୍ଦାରୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri