ରାଜ୍ୟ

ସଂଖ୍ୟାଲଘୁଙ୍କ ପାଖରେ ପହଞ୍ଚୁନି ସରକାରୀ ସୁବିଧା

ଭୁବନେଶ୍ବର,୨ା୧୨(ବ୍ୟୁରୋ):ଓଡ଼ିଶାରେ ସଂଖ୍ୟାଲଘୁଙ୍କୁ ସରକାରୀ ସୁବିଧା ସୁଯୋଗ ମିଳୁନାହିଁ। ସଂଖ୍ୟାଲଘୁଙ୍କ ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ଯେଉଁସବୁ ଯୋଜନା ଏବଂ କାର୍ଯ୍ୟକ୍ରମ କରୁଛନ୍ତି ସଚେତନତା ଅଭାବରୁ ତାହା ସେମାନଙ୍କ ନିକଟରେ ପହଞ୍ଚିପାରୁନାହିଁ। ଏପରିକି କେନ୍ଦ୍ରୀୟ ପାଣ୍ଠି ମଧ୍ୟ ଫେରିଯାଉଛି। ୩...

୬ ସ୍ଥାନରେ ଇକୋ ରିଟ୍ରିଟ୍‌ ଆରମ୍ଭ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ କ୍ଷେତ୍ରରେ ଇକୋ ରିଟ୍ରିଟ୍‌ ଏକ ବେଞ୍ଚ୍‌ମାର୍କ ସ୍ଥାପନ କରିବ। ପର୍ଯ୍ୟଟକଙ୍କୁ ପ୍ରାକୃତିକ ସୌନ୍ଦର୍ଯ୍ୟର ଭରପୂର ତଥା ଚମତ୍କାର ଅନୁଭୂତି ପ୍ରଦାନ କରିବ। ପର୍ଯ୍ୟଟନ ଓ ଆତିଥେୟତା କ୍ଷେତ୍ରର ସର୍ବୋତ୍ତମତାକୁ ଆବିଷ୍କାର କରିବା ପାଇଁ ପର୍ଯ୍ୟଟକଙ୍କ ଲାଗି...

ପରଲୋକରେ ଅଭିନେତ୍ରୀ ଝରଣା ଦାସ

କଟକ ଅଫିସ,୨ା୧୨: ବର୍ଷୀୟାନ ଅଭିନେତ୍ରୀ ଝରଣା ଦାସଙ୍କ ଗୁରୁବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। କିଛିଦିନ ଧରି ସେ ଅସୁସ୍ଥ ଥିଲେ। କଟକ ଚଣ୍ଡିରୋଡ୍‌ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି। ତାଙ୍କ ବିୟୋଗ...

ଫେବୃୟାରୀ ୧୩ରେ ଆଇଏସ୍‌ସି, ୨୭ରୁ ଆଇସିଏସ୍‌ଇ ପରୀକ୍ଷା

ଭୁବନେଶ୍ୱର,୨।୧୨(ବ୍ୟୁରୋ): କାଉନ୍‌ସିଲ ଫର୍‌ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଓ ଆଇଏସ୍‌ସି ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ଆଇସିଏସ୍‌ଇ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫେବୃୟାରୀ ୨୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୯ରେ ଶେଷ...

ଠିକା ନିଯୁକ୍ତିକୁ ନେଇ ବିରୋଧୀଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟରେ ଠିକା ନିିଯୁକ୍ତି ଉଠିଗଲା। ସରକାର ଐତିହାସିକ ନିଷ୍ପତ୍ତି ନେଲେ। କିିଛି କର୍ମଚାରୀ ମିଠା ବାଣ୍ଟିଲେ, ବାଜା ବଜାଇ ନାଚିଲେ। ମାତ୍ର ଆହୁରି ଅନେକ କର୍ମଚାରୀ ଦୀର୍ଘ ବର୍ଷ ହେବ କମ୍‌ ପଇସାରେ ଅତି ଦୟନୀୟ ଅବସ୍ଥାରେ ରହିଛନ୍ତି।...

ରାଜସ୍ବ ମାନ୍ୟତା ଅପେକ୍ଷାରେ ୩୩୫୨ ପଡ଼ାଗ୍ରାମ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ପଡ଼ାଗ୍ରାମକୁ ରାଜସ୍ବ ଗ୍ରାମ କରାଯାଉ ନ ଥିବାରୁ ଗୁରୁବାର ପ୍ରଶ୍ନକାଳରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଥିଲେ। ସେମାନେ ଅଭିଯୋଗ କରିଥିଲେ ଯେ ରାଜସ୍ବ ଗ୍ରାମ ମାନ୍ୟତା ପାଇବାକୁ ଅନେକ ପଡ଼ାଗ୍ରାମ ଯୋଗ୍ୟ...

୨୭୪ ସହକାରୀ ପ୍ରଫେସର ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉଚ୍ଚମାନର ସ୍ବାସ୍ଥ୍ୟସେବା ଯୋଗାଇଦେବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ଚଳିତବର୍ଷ ୨୩ଟି ସ୍ପେଶାଲିଷ୍ଟ ବିଭାଗରେ ୨୪୯ ସହକାରୀ ପ୍ରଫେସରଙ୍କୁ ନିଯୁକ୍ତି ଦେଇଛନ୍ତି। ଏମାନଙ୍କୁ ବିଭିନ୍ନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ନିୟୋଜିତ...

ଟ୍ରିଲିୟନ ଡଲାର ଅର୍ଥନୀତି ଛୁଇଁବ ଓଡ଼ିଶା

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ନିକଟ ଭବିଷ୍ୟତରେ ଓଡ଼ିଶା ଟ୍ରିଲିୟନ(୧ ଲକ୍ଷ କୋଟି) ଡଲାର ଅର୍ଥନୀତିକୁ ଛୁଇଁବ। ଆମେ ହିଁ ହେବୁ ଦକ୍ଷିଣ ପୂର୍ବ ଏସିଆ ଓ ପୂର୍ବ ଭାରତ ବିକାଶର ମୁଖଶାଳା। ଆପଣମାନେ ଆସନ୍ତୁ, ନୂଆ ଓଡ଼ିଶା ଗଢ଼ିବାକୁ ରାଜ୍ୟରେ ଅଧିକରୁ ଅଧିକ...

ଭାଇ ପଠାଇଥିବା ମନିଅର୍ଡର ସାଢେ ୪ବର୍ଷ ପରେ ପହଞ୍ଚିଲା ଭଉଣୀ ପାଖରେ

ଟେନ୍‌ସା,୧।୧୨(ଡି.ଏନ୍‌.ଏ.): ମାସେ ନୁହେଁ କି ଦୁଇ ମାସ। ବର୍ଷେ ନୁହେଁ କି ଦୁଇ ବର୍ଷ। ମନିଅର୍ଡର ପହଞ୍ଚତ୍ବାକୁ ଲାଗିଗଲା ସାଢେ ୪ବର୍ଷ। ଡାକବିଭାଗର ଅବହେଳା ପାଇଁ ଏଭଳି ହୋଇଛି। ସୁନ୍ଦରଗଡ଼ ଜିଲା ରାଉରକେଲାରୁ ଭାଇ ପଠାଇଥିବା ମନିଅର୍ଡ଼ର ଟଙ୍କା ୧୦୦କିମି...

ଗାଁ ଗାଁ ବୁଲି ବିଜେଡି ପ୍ରାର୍ଥିନୀଙ୍କ ମାରାଥନ ପ୍ରଚାର

ପଦ୍ମପୁର/ବରଗଡ ଅଫିସ, ୧।୧୨: ପଦ୍ମପୁର ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ବିଭିନ୍ନ ଗ୍ରାମପଞ୍ଚାୟତରେ ମାରାଥନ ପ୍ରଚାର କରାଯାଛଛି। ଏହି କ୍ରମରେ ଗୁରୁବାର ଲଖମରା, ସାପଲହର, ବାଦିକଟା ବୁକୁରାମୁଣ୍ଡା, କୁଧରେନପାଲି, ବମରିତ, ଲହଙ୍ଗିର ଆଦି ଗାଁରେ ଦଳୀୟ ପ୍ରାର୍ଥତ୍ନୀ...

ପଦ୍ମପୁର ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୨(ବ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପଦ୍ମପୁର ଯିବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟାରେ ପଦ୍ମପୁରରେ ପହଞ୍ଚି ପ୍ରାୟ ସାଢ଼େ ୧୧ଟାରେ ଝାରବନ୍ଧରେ ଜନସଭାକୁ ସମ୍ବୋଧିତ କରିବେ ବୋଲି ଜଣାପଡିଛି। ତା’ପରେ ପାଇକମାଳ ହାଇସ୍କୁଲ ପଡ଼ିଆରେ ଆୟୋଜିତ ସଭାକୁ ସମ୍ବୋଧିତ...

ମମିତା ମେହେର ହତ୍ୟା ମାମଲା: ମହାଲିଙ୍ଗ କଲେଜ ଅଧ୍ୟକ୍ଷ, ଶିକ୍ଷକ ଗିରଫ

ଭବାନୀପାଟଣା/ବଳାଙ୍ଗୀର ଅଫିସ, ୧।୧୨(ସ୍ବ.ପ୍ର): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ସାକ୍ଷୀଙ୍କୁ ପ୍ରଭାବିତ କରିବା ଅଭିଯୋଗରେ ପୋଲିସ ବୁଧବାର ରାତିରେ ୨ ଜଣକୁ ଉଠାଇ ନେଇଥିଲା। ଗୁରୁବାର କଣ୍ଟାବାଞ୍ଜି ଥାନା ପୋଲିସ ସେମାନଙ୍କୁ ଗିରଫ କରି କୋର୍ଟ ଚାଲଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri