ରାଜ୍ୟ

ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ। ତେବେ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ। ହେଲେ କେଉଁ ସବୁ ପ୍ରସ୍ତାବ ଉପରେ ମୋହର...

ଟ୍ରକ୍‌କୁ ପଛପଟୁ ପିଟିଲା ବସ୍‌: ଜଣେ ମୃତ, ୫ ଆହତ

ନୟାଗଡ଼ ଅଫିସ,୨୯।୧୧: ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଇଟାମାଟି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ରାସ୍ତାକଡରେ ଥିବା ଟ୍ରକ୍‌କୁ ପଛପଟୁ ପିଟିଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫...

ଝାରସୁଗୁଡ଼ାରେ ନୂତନ ଆଇଟିଡିଏ

ଝାରସୁଗୁଡ଼ା ଅଫିସ,୨୯ା୧୧: ଝାରସୁଗୁଡ଼ା ଜିଲାର ଆଦିବାସୀ ଅଧ୍ୟୁଷିତ କିର୍ମିରା ଓ ଲଇକେରା ବ୍ଲକକୁ ଆଦିବାସୀ ଉପଯୋଜନା (ଟିଏସ୍‌ପି)ରେ ସାମିଲ କରାଯାଇଛି। ଗତ ୨୪ ତାରିଖରେ କେନ୍ଦ୍ର ଆଦିବାସୀ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତିରେ ଏହା ଘୋଷଣା କରାଯାଇଛି। ଏହା ସହିତ ଝାରସୁଗୁଡ଼ାଠାରେ...

ଘରକୁ ଘର ବୁଲୁଛନ୍ତି ପ୍ରାର୍ଥୀ

ପଦ୍ମପୁର,୨୯।୧୧(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ତିନି ପ୍ରମୁଖ ଦଳର ପ୍ରାର୍ଥୀମାନେ ରୋଡ୍‌ ଶୋ, ପଥପ୍ରାନ୍ତ ସଭା, ଘର ଘର ବୁଲି ନିଜ ନିଜ ସପକ୍ଷରେ ଭୋଟଭିକ୍ଷା କରିଛନ୍ତି। ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ପଦ୍ମପୁର ବ୍ଲକର ନୂଆପାଲି, ଗୌଡପାଲି,...

ସୁଶାନ୍ତଙ୍କ ସୁରକ୍ଷା ବଢ଼ାଇବାକୁ ପୁଣି ଦାବି କଲା ବିଜେଡି

ଭୁବନେଶ୍ବର, ୨୯୧୧(ବ୍ୟୁରୋ): ବିଜେଡି ବିଧାୟକ ସୁଶାନ୍ତ ସିଂଙ୍କ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ତାଙ୍କ ସୁରକ୍ଷା ବ୍ୟବସ୍ଥା ବଢ଼ାଇବାକୁ ଶାସକ ଦଳ ପକ୍ଷରୁ ପୁଣି ଦାବି କରାଯାଇଛି। ବିଜେଡିର ଏକ ପ୍ରତିନିଧି ଦଳ ସୋମବାର ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କୁ...

ବରଗଡ଼ ଏସ୍‌ପିଙ୍କ ବଦଳି କରାଯାଉ: ଭାଜପା

ଭୁବନେଶ୍ବର, ୨୯ା୧୧(ବ୍ୟୁରୋ): ବିଜେଡି ଶାସନ କଳର ଅପବ୍ୟବହାର କରି ନିର୍ବାଚନ ବୈତରଣୀ ପାର ହେବାକୁ ଅନବରତ ପ୍ରଚେଷ୍ଟା ଜାରି ରଖିଛି। ପୋଲିସ ଓ ପ୍ରଶାସନକୁ ମଧ୍ୟ ବ୍ୟବହାର କରି ହିଂସାକାଣ୍ଡ ଭିଆଇବାକୁ ପଛାଉନାହିଁ। ପଦ୍ମପୁର ଉପନିର୍ବାଚନ ଜିତିବା ଲକ୍ଷ୍ୟରେ ଶାସକ...

‘୧୧ ମାସରେ କେତେ ଜମି ଅଧିଗ୍ରହଣ ହୋଇଛି ସ୍ପଷ୍ଟ କର’

ପଦ୍ମପୁର,୨୯।୧୧(ଡି.ଏନ.ଏ.): ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ପଦ୍ମପୁରର ଏକ ନିର୍ବାଚନୀ ସଭାରେ ବରଗଡ-ନୂଆପଡା ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର କାଲି ଜମି ଦେଲେ ପଅରଦିନ ରେଳ ପ୍ରକଳ୍ପ ନିମାଣ କାମ ଆରମ୍ଭ ହେବ ବୋଲି କହିଥିଲେ। ଏହାର ଜବାବରେ...

ଦର୍ପଣ ଗଡ଼ ମନ୍ଦିରରୁ ଚୋରି ମୂର୍ତ୍ତି ଦିଲ୍ଲୀରୁ ଜବତ

ଚଣ୍ଡିଖୋଲ,୨୯ା୧୧(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ଦର୍ପଣଗଡ଼ ଗ୍ରାମର ଗ୍ରାମ ଦେବତୀ ମା’କୋଟ୍ରାକ୍ଷୀଙ୍କ ଚୋରି ହୋଇଥିବା ଅଷ୍ଟଧାତୁ ମୂର୍ତ୍ତି ଦିଲ୍ଲୀରୁ ଜବତ କରାଯାଇଛି। କିଛିଦିନ ତଳେ ଦିଲ୍ଲୀ ଏୟାର ପୋର୍ଟରୁ ଏହି ମୂର୍ତ୍ତି ଜବତ ହୋଇଥିବା ନ଼େଇ ସୋମବାର...

ଆଜି ଭାରତ ବନ୍ଦ

ଭୁବନେଶ୍ବର, ୨୯ା୧୧(ବ୍ୟୁରୋ): ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ପକ୍ଷରୁ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଓବିସିଙ୍କ ଜାତି ଆଧାରିତ ଜନଗଣନା କରା ନ ଯିବା ପ୍ରତିବାଦରେ ଏହି ଡାକରା ଦିଆଯାଇଛି। ସେହିପରି ଇଭିଏମ୍‌ ଟାମ୍ପରିଂ,...

ଆମେ ମାଓବାଦୀ ସଂଗଠନରେ ଯୋଗଦେବୁ

କେନ୍ଦୁଝର,୨୯ା୧୧(ସ୍ବ.ପ୍ର.): ଆମକୁ ପୋଲିସ ନ୍ୟାୟ ଦେଉନାହିଁ। ପକ୍ଷପାତିତା କରି ଆକ୍ରମଣକାରୀଙ୍କୁ ନ ଧରି ଆମକୁ ଗିରଫ କରୁଛି। ଏଣୁ ଆମେ ସୁରକ୍ଷିତ ନାହୁଁ। ନ୍ୟାୟ ମିଳୁ ନ ଥିବାରୁ ମାଓବାଦୀ ସଂଗଠନରେ ଯୋଗଦେବାକୁ ଯାଉଛୁ। ଏଭଳି କହିଛନ୍ତି ଯୋଡ଼ା ଥାନା...

ରାଜ୍ୟର ମୁଣ୍ଡପିଛା ଋଣ ଭାର ୨୨ ହଜାର ଟଙ୍କା

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ୨୦୨୧-୨୨ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟରେ ମୁଣ୍ଡପିଛା ଋଣ ୨୨ ହଜାର ୪୨ ଟଙ୍କା ରହିଛି । ସେହିପରି ୨୦୨୧-୨୨ ଆର୍ଥିକ ବର୍ଷରେ ରାଜ୍ୟ ସରକାରଙ୍କ ଋଣ ଭାର ୯୭ ହଜାର ୨୫୩ କୋଟି ଟଙ୍କା। ଚଳିତ...

ଗୃହରେ ଶିକ୍ଷକଙ୍କ ଦାବିକୁ ନେଇ ହଙ୍ଗାମା

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଦୁଇଦିନ ହେବ ପ୍ରାଥମିକ ଶିକ୍ଷକ ୩ ଦଫା ଦାବି ନେଇ ଅହୋରାତ୍ର ଧାରଣାରେ ବସିଛନ୍ତି। ଲକ୍ଷାଧିକ ଶିକ୍ଷକ ରାଜରାସ୍ତାକୁ ଅଚଳ କରି ରଖିଛନ୍ତି। ସରକାରଙ୍କ ଶିକ୍ଷା ମନ୍ତ୍ରୀ କିମ୍ବା କୌଣସି ଅଧିକାରୀ ସେମାନଙ୍କ ସହ ଆଲୋଚନା କରିବାକୁ ଯାଇନାହାନ୍ତି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri