ରାଜ୍ୟ

କାନ ଧରି ଆଣ୍ଠେଇଲେ ରାଜ୍ୟ କର୍ମଚାରୀ ଥଇଥାନ ଆଶାୟୀ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଓଡ଼ିଶାରୁ ବେସାମରିକ ସେବା ପୁନଃ ଥଇଥାନ ନିୟମ-୨୦୨୦କୁ ଉଚ୍ଛେଦ କରି ପୁଣିଥରେ ପୁନଃ ଥଇଥାନ ନିୟମ-୧୯୯୦ ଲାଗୁ କରିବା ଦାବିରେ ଓଡ଼ିଶା ରାଜ୍ୟ କର୍ମଚାରୀ ଥଇଥାନ ଆଶାୟୀ ସଂଘ ପକ୍ଷରୁ ଗଣଧାରଣା ଜାରି ରହିଛି। ଶୁକ୍ରବାର ଅଭିନବ ଉପାୟରେ...

ଲାଞ୍ଚ ନେଇ ପୋଲିସ ଏଏସ୍‌ଆଇ ଗିରଫ

ବୌଦ୍ଧ, ୨୬ା୧୧(ସ୍ବ.ପ୍ର.): ଲାଞ୍ଚ ନେଇ ଗିରଫ ହେଲେ ପୋଲିସ ଏଏସ୍‌ଆଇ। ବୌଦ୍ଧ ଜିଲା ବୌଦ୍ଧ ଥାନା ଅଧୀନ ଜହ୍ନାପଙ୍କ ଫାଣ୍ଡି ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଶୁକ୍ରବାର ଜଣେ ବ୍ୟବସାୟୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ...

୨୦୩ ସହକାରୀ ପ୍ରଫେସରଙ୍କୁ ନିଯୁକ୍ତି

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ମେଡିକାଲ ଏଜୁକେଶନ ସର୍ଭିସରେ ଶୁକ୍ରବାର ୨୦୩ଜଣ ସହକାରୀ ପ୍ରଫେସର ନିଯୁକ୍ତି ପାଇଛନ୍ତି। ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜରେ ନବନିଯୁକ୍ତ ଏହି ସହକାରୀ ପ୍ରଫେସରଙ୍କୁ ଦିଗ୍‌ଦର୍ଶନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ...

ପୁଣି ଶ୍ରଦ୍ଧାଞ୍ଜଳିଙ୍କୁ ଜେରା, ଚନ୍ଦନ ମୁହଁରେ ଅର୍ଚ୍ଚନା ଚରିତ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାର ଓ କଳା ସାମ୍ରାଜ୍ୟର ଗୋପନ ପେଡ଼ି ଖୋଲୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ୧୫ଜଣଙ୍କ ତାଲିକା ପ୍ରସ୍ତୁତ କରି କାର୍ଯ୍ୟାଳୟକୁ ଡାକି ଜେରା ଆରମ୍ଭ କରିଛି। କେତେବେଳେ ଜଣ...

ବିଧାନସଭାରେ ଚାଷୀ ଝଡ଼

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ବଡ଼ଗଡ଼ ଜିଲାର ପଦ୍ମପୁର ଉପନିର୍ବାଚନରେ ଚାଷୀ ସମସ୍ୟା ମୁଖ୍ୟ ପ୍ରସଙ୍ଗ ହୋଇଛି। ଚାଷୀଙ୍କ ଭୋଟ ହାତେଇବା ପାଇଁ ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ଜୋର ଲଗାଇଛନ୍ତି। ଏହିକ୍ରମରେ ଚାଷୀ ପ୍ରସଙ୍ଗକୁ ନେଇ ବିଧାନସଭାରେ ଶୁକ୍ରବାର ଝଡ଼ ସୃଷ୍ଟି ହୋଇଛି। ବିଧାନସଭା...

ଉଜୁଡୁଛି ଜଙ୍ଗଲ ଜମି

ସଦାଶିବ ପ୍ରହରାଜ ନବରଙ୍ଗପୁର,୨୬୧୧(ବି.ପ୍ର.): ନବରଙ୍ଗପୁର ଜିଲାରେ ଉଜୁଡ଼ିଯାଇଛି ୧୭ ହଜାର ହେକ୍ଟରରୁ ଊର୍ଦ୍ଧ୍ୱ ଜଙ୍ଗଲ। ଏହାର ଅନ୍ୟତମ ପ୍ରମୁଖ କାରଣ ହେଉଛି ଜଙ୍ଗଲ ଜମିରେ ବେଆଇନ ମକାଚାଷ। ଜଙ୍ଗଲ ଜମି ସ୍ବତ୍ୱାଧିକାର ନିୟମର ଅପବ୍ୟବହାର କରାଯାଇ ଏହି କାର୍ଯ୍ୟ ହେଉଥିବାବେଳେ...

ଡିସେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ମିଳିବ ୩୦୦ଟଙ୍କାର ଶୀତ ସହାୟତା

ଭୁବନେଶ୍ବର, ୨୫ା୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଆରମ୍ଭ ହୋଇଗଲାଣି। ଶୁକ୍ରବାର ରାଜ୍ୟରେ ଶୀତ ଲହରି ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସମ୍ପର୍କରେ ଏକ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଶୀତ...

ଗୃହ ସ୍ବାଭାବିକ ଭାବେ ଚାଲିବା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର,୨୫।୧୧: (ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଏହି ସମୟରେ ପ୍ରବଳ ହଟ୍ଟଗୋଳ ହେବାରୁ ପ୍ରଥମାର୍ଦ୍ଧରେ ଗୃହ ଚାଲିବା ସମ୍ଭବପର ହୋଇପାରି ନ ଥିଲା।...

ପଦ୍ମପୁର ଉପ-ନିର୍ବାଚନ: ଆଶୀର୍ବାଦ ଲୋଡ଼ୁଛନ୍ତି ବର୍ଷା

ପଦ୍ମପୁର,୨୫।୧୧(ଡି.ଏନ୍‌.ଏ.): ପଦ୍ମପୁର ଉପ-ନିର୍ବାଚନ ପାଇଁ ପ୍ରଚାରକୁ ଜୋରଦାର କରାଯାଇଛି। ଶୁକ୍ରବାର ପାଇକମାଳ ଜାମସେଠରେ ଆଶୀର୍ବାଦ ମହିଳା ସମାବେଶ ଆରମ୍ଭ ହୋଇଛି। ବର୍ଷା ସିଂ ବରିହାଙ୍କୁ ଅଞ୍ଚଳବାସୀ ଆଶୀର୍ବାଦ ଉଦ୍ଦେଶ୍ୟରେ ବହୁ ହେବିୱେଟ୍‌ ମଇଦାନକୁ ଓହ୍ଲାଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ନେତୃତ୍ୱରେ...

ମାଓବାଦୀଙ୍କ ବର୍ବରତା, ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା

ଭବାନୀପାଟଣା,୨୫।୧୧(ସ୍ବ.ପ୍ର): କଳାହାଣ୍ଡି ଜିଲାରେ ପୁଣି ନିଜ ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ। ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ। କଳାହାଣ୍ଡି ଜିଲା ସଦର ଥାନା ଅଧୀନ ପଞ୍ଚକୁଲା ଗାଁର ଲାଲବତି ମାଝୀ ନାମକ...

ଶ୍ରୀମନ୍ଦିରରେ ମୁତୟନ ଥିବା ପୋଲିସ କର୍ମଚାରୀଙ୍କୁ ମୋବାଇଲ ମନା

ପୁରୀ ଅଫିସ,୨୫।୧୧: ଶ୍ରୀମନ୍ଦିରରେ ମୁତୟନ ହୋଇଥିବା ହୋମ୍‌ ଗାର୍ଡ,ଓଏସ୍‌ଏପି ଯବାନ ସମେତ ପୋଲିସ କର୍ମଚାରୀଙ୍କୁ ମୋବାଇଲ୍‌ ବାରଣ କରାଯାଇଛି। ସୋସିଆଲ ମିଡିଆରେ ଶ୍ରୀମନ୍ଦିରର ଫଟୋ, ଭିଡିଓ ଭାଇରାଲ ହେବା ପରେ ଏଭଳି ପଦକ୍ଷେପ ନିଆଯାଇଛି। କେବଳ ସିନିଅର ଅଫିସରଙ୍କୁ ମୋବାଇଲ...

ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଡ୍ରାଇଭର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ଖୋଡତାଳ କରୁଛି। ତେବେ ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ଶୁକ୍ରବାର ଆଉ ଥରେ ଇଡିରେ ହାଜର ହୋଇଥିବା ବେଳେ ବର୍ତ୍ତମାନ ଅର୍ଚ୍ଚନାଙ୍କ ଡ୍ରାଇଭର ଚନ୍ଦନ ଇଡିରେ ହାଜର ହୋଇଛନ୍ତି। ଶ୍ରଦ୍ଧାଞ୍ଜଳି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri