ରାଜ୍ୟ

ଡିସେମ୍ବରରୁ ଦେଓମାଳିରେ ପାରାଗ୍ଲାଇଡିଂ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ):ଓଡ଼ିଶାର ଉଚ୍ଚତମ ଶୃଙ୍ଗ ଭାବେ ପରିଚିତ କୋରାପୁଟର ଦେଓମାଳି ଏଣିକି ଆହୁରି ଆକର୍ଷଣୀୟ ଦେଖାଯିବ। ଏହି ଉଚ୍ଚତମ ପାହାଡ଼ ସମେତ ପୂରା କୋରାପୁଟ ସହରକୁ ପର୍ଯ୍ୟଟକ ଏବେ ପକ୍ଷୀ ଭଳି ଆକାଶରେ ଉଡ଼ି ଦେଖିବା ସହ ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ...

ହ୍ରଦ ସୁରକ୍ଷାଦାତା ଅରୁଣ

ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨’। ନଭେମ୍ବର ୨୪ ତାରିଖ ‘ଧରିତ୍ରୀ’ର ଜନ୍ମବାର୍ଷିକୀ ପାଳନ ଅବସରରେ...

ଶାରଳା ରିଅଲକନ୍‌ର ୧୩.୯୭ କୋଟିର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ବାସୋପଯୋଗୀ ଜମି ଦେବା ଆଳରେ ଶାରଳା ରିଅଲକନ୍‌ ପ୍ରାଇଭେଟ୍‌ ଲିଃ ଜମାକାରୀଙ୍କ ୧୭ କୋଟି ଟଙ୍କା ଠକିବା ମାମଲା କଟକ ଓପିଆଇଡି କୋର୍ଟରେ ବିଚାରାଧୀନ ରହିଛି। ସୋମବାର ଏହାର ଶୁଣାଣି କରି କୋର୍ଟ ଜବତ ୧୩.୯୭ କୋଟିରୁ ଊର୍ଦ୍ଧ୍ୱ...

ଲୋକନାଥ ମନ୍ଦିର ଲାଗି ୨୮, ଅଲାରନାଥ ପୀଠ ଲାଗି ୮ କୋଟି

ଭୁବନେଶ୍ବର, ୨୨ା୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନ ଅନୁମୋଦନ କରିଛନ୍ତି। ଲୋକନାଥ ମନ୍ଦିରର ବିକାଶ ପାଇଁ ୨୮ କୋଟି ଏବଂ ଅଲାରନାଥ ମନ୍ଦିର ଲାଗି ୮...

୨୫ରୁ ବଢ଼ିବ ଶୀତ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ତାମିଲନାଡୁ ଓ ଏହାର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅପସରି ଯାଇଛି। ଆସନ୍ତା ୨୫ରୁ ପୁଣି ଶୀତ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଥଣ୍ଡା...

‘କିଟ୍‌’ରେ ହେବ ବାୟୋ-ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ର: ରାଜ୍ୟ ସରକାର ଦେବେ ୨ କୋଟି

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ)-‘କିଟ୍‌’ର ସ୍କୁଲ ଅଫ୍‌ ବାୟୋ-ଟେକ୍ନୋଲୋଜିକୁ ଉତ୍କର୍ଷ କେନ୍ଦ୍ର (ସେଣ୍ଟର ଅଫ୍‌ ଏକ୍ସିଲେନ୍ସ)ରେ ପରିଣତ କରାଯିବ। ଏଥିପାଇଁ ସରକାରଙ୍କ ବିଜ୍ଞାନ ଓ କାରିଗରି ବିଭାଗ ୨ କୋଟି ଟଙ୍କା ଯୋଗାଇଦେବ। ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସହିତ ଇନ୍‌କ୍ୟୁବେଶନ ସେଣ୍ଟରର ଅଭିବୃଦ୍ଧି ଉପରେ...

ଘାରିଲା ସାମାଜିକ ବାସନ୍ଦ ଭୟ: ଛୁଇଁଲେନି କୁଷ୍ଠରୋଗୀଙ୍କ ମୃତଦେହ

ସମ୍ବଲପୁର,୨୧।୧୧(ବ୍ୟୁରୋ): କୃଷ୍ଠ ରୋଗରେ ପୀଡିତ ହେବା ପରେ ଗ୍ରାମରୁ ବାସନ୍ଦ ହୋଇ ପ୍ରାୟ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ସମାଜ ଓ ଜାତିଠାରୁ ଦୂରେଇ ରହି ବହୁ କଷ୍ଟରେ ଜୀବନ କାଟୁଥିବା ବ୍ୟକ୍ତିଙ୍କ ଏବେ ମୃତ୍ୟୁ ଘଟିଛି। ଗାଁ ବାହାରେ...

ଖୋଲିଲା କପା ମଣ୍ଡି: ସପ୍ତାହକୁ କିଣା ହେବ ୫ ଦିନ

କଣ୍ଟାବାଞ୍ଜି,୨୧ା।୧(ଡି.ଏନ.ଏ.): ବଲାଙ୍ଗୀର ଜିଲାପାଳ ଚଞ୍ଚଲ ରାଣା ସୋମବାର କଣ୍ଟାବାଞ୍ଜି ନିୟନ୍ତ୍ରିତ ବଜାର କମିଟି ମୁଖ୍ୟ ପ୍ରାଙ୍ଗଣରେ କପାମଣ୍ଡିର ଶୁଭ ଉଦ୍‌ଘାଟନ କରିଛନ୍ତି। ଏଠାରେ ସୋମବାର, ମଙ୍ଗଳବାର, ବୁଧବାର, ଗୁରୁବାର ଓ ଶୁକ୍ରବାର ଦିନ ମଣ୍ଡୀରେ କପା କ୍ରୟ କରାଯିବ। ଏହାସହିତ...

ଅର୍ଚ୍ଚନାଙ୍କ ସହଯୋଗୀଙ୍କୁ ପୁଣି ରିମାଣ୍ଡରେ ନେବାକୁ ଆବେଦନ କଲା ଇଡି

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ ମେଲର ଅର୍ଚ୍ଚନା ନାଗଙ୍କ ବିଜ୍‌ନେସ ପାର୍ଟନର ଖଗେଶ୍ୱର ପାତ୍ରଙ୍କ ୧୦ ଦିନିଆ ରିମାଣ୍ଡ ଅବଧି ରବିବାର ଶେଷ ହୋଇଯାଇଛି। ଏହାପରେ ଆଉ ୫ ଦିନ ରିମାଣ୍ଡରେ ନେବାକୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ଖୋର୍ଦ୍ଧା ଜିଲା ଅତିରିକ୍ତ...

କୋରେଇ ଟ୍ରେନ୍‌ ଦୁର୍ଘଟଣା ପରେ ୮ ଟ୍ରେନ୍‌ ବାତିଲ୍‌, ଜାରି ହେଲା ହେଲ୍ପଲାଇନ୍‌ ନମ୍ବର

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଯାଜପୁର ଜିଲା କୋରେଇ ରେଳ ଷ୍ଟେଶନରେ ସୋମବାର ଏକ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହୋଇ ବିଶ୍ରାମାଗାର ଉପରେ ମାଡିଯିବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଫଳରେ ସେହି ରୁଟ୍‌ରେ ଯିବାକୁ...

ବିଧାନସଭାରୁ ହଟିଲା କରୋନା କଟକଣା

ଭୁବନେଶ୍ୱର୨୧।୧୧(ବ୍ୟୁରୋ): ରାଜ୍ୟରୁ କରୋନା କଟାକଣା ହଟିବା ପରେ ଏବେ ସରକାର ବିଧାନସଭାରୁ ମଧ୍ୟ କରୋନା କଟକଣାକୁ ହଟାଇ ଦେଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସାମ୍ବାଦିକମାନଙ୍କୁ ବିଧାନସଭାରେ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା। ଏଥିସହ ଅଧିବେଶନ ପୂର୍ବରୁ ବିଧାୟକ,...

ଉଗ୍ରତାରା ପୀଠ ପରିଦର୍ଶନ କଲେ ୫-ଟି ସଚିବ

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ୫-ଟି ସଚିବ ଭି.କେ ପାଣ୍ଡିଆନ ସୋମବାର ଖୋର୍ଦ୍ଧା ଜିଲା ବାଣପୁରର ପ୍ରସିଦ୍ଧ ମା’ ଭାଗବତୀ ମନ୍ଦିରର ଏବଂ ଟାଙ୍ଗୀର ମା’ ଉଗ୍ରତରା ମନ୍ଦିର ପରିଦର୍ଶନ କରିଛନ୍ତି। ମା’ ଭାଗବତୀ ହେଉଛି ଓଡ଼ିଶାର ଏକ ପ୍ରସିଦ୍ଧ ଶକ୍ତିକ୍ଷେତ୍ର। ଯାହା ୯ମ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri