ରାଜ୍ୟ

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏ ନେଇ ଛାତ୍ରୀଙ୍କ ପରିବାର...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର ତଦନ୍ତକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମୃତକକଙ୍କ ଭଉଣୀ ପ୍ରିୟମ୍ବଦା ବେହେରା ଏହା...

ପାଣ୍ଡିଆନ୍‌ଙ୍କ ଗୁମର ଖୋଲିଲେ ପ୍ରସନ୍ନ ପାଟ୍ଟଶାଣୀ: ବିଜୁ ପଟ୍ଟନାୟକ-ଗୀତା ମେହେଟ୍ଟାଙ୍କୁ ନେଇ କଲେ ବଡ଼ ଖୁଲାସା

ଭୁବନେଶ୍ୱର,୧୭।୧୦: ଗତ ନିର୍ବାଚନରେ ବିଜେଡିର ପରାଜୟ ପରେ ଦଳରେ ଥିବା ଓ ଅନ୍ୟ ଦଳକୁ ଯାଇଥିବା ବରିଷ୍ଠ ନେତାମାନେ ଜଣକ ପରେ ଜଣେ ବୟାନ ଦେଉଛନ୍ତି। ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଥିବା ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟ୍ଟଶାଣୀ ବିଜେଡିର...

ନଷ୍ଟ କରାଗଲା ୧ କୁଇଣ୍ଟାଲ ଆଇସ୍‌କ୍ରିମ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ବିନା ଲାଇସେନ୍ସ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ଆଇସ୍‌କ୍ରିମ୍‌ ପ୍ରସ୍ତୁତ କରି ମାର୍କେଟକୁ ବିକ୍ରି ପାଇଁ ପଠାଯାଉଥିଲା। ଆଇସ୍‌କ୍ରିମ୍‌ ପ୍ୟାକେଟ୍‌ ଉପରେ ବ୍ୟାଚ୍‌ ନମ୍ବର, ପ୍ରସ୍ତୁତ ତାରିଖ ଓ ବ୍ୟବହାର ତାରିଖ ଆଦି ଲେଖା ଯାଇ ନ ଥିଲା।...

ଭୁବନେଶ୍ୱରରେ ଏହି ସବୁ ସ୍ଥାନରେ ୨୪ ଘଣ୍ଟା ବନ୍ଦ ରହିବ ପାନୀୟ ଜଳ ଯୋଗାଣ

ଭୁବନେଶ୍ୱର,୧୭।୧୦: ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ୨୪ ଘଣ୍ଟା ଧରି ବନ୍ଦ ରହିବ। ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ ଜଳ ଯୋଗାଣ ବନ୍ଦ ରହିବ ବୋଲି ଜଣାପଡିଛି। ଘାଟିକିଆ, ପୋଖରୀପୁଟ, ହାଇ ଲେଭେଲ...

ଗୁହାଳରେ ପଶି ଛେଳିକୁ ଖାଇଲା ବାଘ

ଆର.ଉଦୟଗିରି,୧୭ା୧୦(ମନୋଜ କୁମାର ପାଢ଼ୀ): ଗଜପତି ଜିଲା ଆର.ଉଦୟଗିରି ବନ ବିଭାଗ ଅଧୀନ ଘୋଡାକଣ ଗ୍ରାମଠାରୁ ଅଳ୍ପ ଦୂରରେ ରହୁଥିବା ସୁଜୟ ରାଇକାଙ୍କ ଗୁହାଳରୁ ବାଘ ୩ଟି ଛେଳି ମାରି ଖାଇ ଦେଇଥିବା ଅଭିଯୋଗ ହୋଇଛି। ତେବେ ଏହାକୁ ବନ ବିଭାଗ...

କୋଟଗଡ ବନାଞ୍ଚଳରେ ବାଘ ଆତଙ୍କ: ଲୋକେ ଭୟଭିତ

ବାଲିଗୁଡା,୧୭ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ବନାଞ୍ଚଳର ସାର୍ତ୍ତୁଲ ପଞ୍ଚାୟତରେ ଗତ ୫ ଦିନ ହେଲା ବାଘ ଆତଙ୍କ ଯୋଗୁଁ ଲୋକେ ଭୟରେ ଘରୁ ପଦାକୁ ବାହାରୁନଥିବା ଖବର ମିଳିଛି। ସୂଚନା ଯୋଗ୍ୟ...

ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କହିଲେ ବାବୁମାନେ ବିମାନ ବୁଲାରେ…

ଭୁବନେଶ୍ୱର,୧୭ା୧୦: ପୂର୍ବ ସରକାରରେ ମନ୍ତ୍ରୀ ଏବଂ ବାବୁମାନେ ବିମାନ ବୁଲାରେ ଖର୍ଚ୍ଚ କରିଥିବା ଅର୍ଥକୁ ନେଇ ପୁଣି କଡ଼ା ଟାର୍ଗେଟ୍‌ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଚାଟାର୍ଡ ଫ୍ଲାଇଟ୍‌ ବଦଳରେ ମୁଖ୍ୟମନ୍ତ୍ରୀ ସାଧାରଣ ବିମାନରେ ଯାଇ ବହୁ...

ଆସୁଛି ଲଘୁଚାପ, ନେବ କି ବାତ୍ୟା ରୂପ? ଜାଣନ୍ତୁ କ’ଣ କହୁଛି ପାଣିପାଗ ବିଭାଗ

ଭୁବନେଶ୍ୱର,୧୭।୧୦: ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରସ୍ଥ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି...

ନଈ ମଝିରେ ଧକ୍କା ଖାଇ ବୁଡ଼ିଗଲା ଇଲିସି ବୋଝେଇ ଡଙ୍ଗା, ପରେ ଘଟିଲା ଏମିତି…

ଭୋଗରାଇ,୧୭ା୧୦(ପ୍ରଦୀପ ଦାସ): ପୂର୍ଣ୍ଣିମା ତିଥିରେ ସମୁଦ୍ର ଅଶାନ୍ତ ରହିଛି। ଏଭଳି ସ୍ଥିତିରେ ମତ୍ସ୍ୟଜୀବୀଙ୍କ ଜାଲରେ ପ୍ରଚୁର ପରିମାଣର ଇଲିସି ଧରା ଦେଉଛନ୍ତି। ଇଲିସି ସନ୍ଧାନରେ ମତ୍ସ୍ୟଜୀବୀମାନେ ଜୀବନକୁ ବାଜି ଲଗାଇଛନ୍ତି। ୨ଟି ଯନ୍ତ୍ର ଚାଳିତ ଡଙ୍ଗା (ଭୁଟୁଭୁଟି)ରେ ବାଲେଶ୍ୱର ଜିଲା...

ପୁଣି ବିସ୍ଫୋରକ ବୟାନ ଦେଲେ ଅମର ଶତପଥୀ, କହିଲେ ବିଜେଡି ଛାଡ଼ିପାରନ୍ତି…

ଭୁବନେଶ୍ୱର,୧୭ା୧୦: ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଗୁରୁବାର ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଅମର ପ୍ରସାଦ ଶତପଥୀ। ସେ କହିଛନ୍ତି, ଆଉ କିଛି ରାଜ୍ୟ ସଭା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri