ରାଜ୍ୟ

ବାସୁଙ୍କ ରକ୍‌ ସଙ୍ଗୀତକୁ ଅପେକ୍ଷା

କ୍ଲାଇମେଟ୍‌ ଚେଞ୍ଜ: ଦି ପାୱାର ଅଫ୍‌ ୟୁଥ୍‌ :  ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨’।...

ଓଡ଼ିଆ ଭାଷା ବୁଝୁନାହାନ୍ତି ପିଲା

ମାଲକାନଗିରି/ମାଥିଲି, ୨୧।୧୧(ଡି.ଏନ୍‌.ଏ.)(ଦୁର୍ଯ୍ୟୋଧନ ପାତ୍ର/ସୁବାସ ଚନ୍ଦ୍ର ଖୁଡୁପିଆ) : ଓଡ଼ିଆ ଭାଷାରେ ଶିକ୍ଷକ କରୁଛନ୍ତି ଶିକ୍ଷାଦାନ। ହେଲେ କୋୟା ଆଦିବାସୀ ପିଲା ତାହାକୁ ବୁଝିପାରୁନାହାନ୍ତି। ଅନୁରୂପ ସମସ୍ୟା ସୃଷ୍ଟି ହୋଇଛି ଶିକ୍ଷକଙ୍କ କ୍ଷେତ୍ରରେ। ପିଲାମାନେ କୋୟା ଭାଷାରେ କଥା ହେଉଥିବାବେଳେ ସେସବୁ...

ପରଲୋକରେ ବିଶିଷ୍ଟ ସଂଳାପ ଲେଖକ ନନ୍ଦଲାଲ ମହାପାତ୍ର

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଆଉ ନାହାନ୍ତି ବିଶିଷ୍ଟ ସଂଳାପ ଲେଖକ ତଥା ନିର୍ଦ୍ଦେଶକ ନନ୍ଦଲାଲ ମହାପାତ୍ର। ୭୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଅସୁସ୍ଥତା ହେତୁ ଗତ କିଛି ଦିନ ଧରି ସେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ।...

ବାଇକ୍‌ ଆରୋହୀ ଦମ୍ପତିଙ୍କ ଉପରେ ଚଢ଼ିଗଲା କାର୍‌

ପୁରୁଷୋତ୍ତମପୁର,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୂଖ୍ୟ ରାସ୍ତାର ଭାଟକୁମରଡା କଲେଜ ସମ୍ମୁଖରେ ରବିବାର ଏକ କାର ମୋଟର ସାଇକେଲ ଆରୋହୀଙ୍କ ଉପରେ ଚଢିଯିବା ସହ ବିଦ୍ୟୁତ ଟ୍ରାନ୍ସଫର୍ମରକୁ ପିଟି ହୋଇଯାଇଛି। ଏଥିରେ ବାଇକ୍‌ ଆରୋହୀ ଦମ୍ପତି...

ସେତୁ ଭଳି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ):  କୃଷି ଓ କୃଷକ ସଶକ୍ତୀକରଣ ବିଭାଗରେ ୩୪ ଜଣ ସହକାରୀ ଉଦ୍ୟାନ କୃଷି ଅଧିକାରୀ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ୨୧ ଜଣ ମହିଳା ଅଛନ୍ତି। ଏହି ଅବସରରେ ଶନିବାର ଲୋକସେବା କନ୍‌ଭେନଶନ ସେଣ୍ଟରରେ ଏକ କର୍ମଶାଳାର ଆୟୋଜନ...

ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ରାଗିଂ

ବ୍ରହ୍ମପୁର ଅଫିସ,୨୦।୧୧: ଗଞ୍ଜାମ ଜିଲା ଖଲ୍ଲିିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ପୁଣିଥରେ ଛାତ୍ରୀଙ୍କୁ ରାଗିଂ କରାଯିବା ଭଳି ଘଟଣା ଦୃଷ୍ଟିକୁ ଆସିଛି। ଜନୈକା ଛାତ୍ରୀଙ୍କୁ ଉକ୍ତ ଶିକ୍ଷାନୁଷ୍ଠାର ଯୁକ୍ତ ୨ ଦ୍ୱିତୀୟ ବର୍ଷର କେତେଜଣ ଛାତ୍ର ଅଶ୍ଳୀଳ ଭାଷାରେ...

ଓଡ଼ିଶା ପାଇଁ ହେଉ ଏକକ ରେଳ ଜୋନ

ଭୁବନେଶ୍ୱର,୨୦।୧୧ (ବ୍ୟୁରୋ): ଓଡ଼ିଶାର ସବୁ ରେଳପଥକୁ ଗୋଟିଏ ଜୋନ ଅଧୀନକୁ ଆଣିବା ପାଇଁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ୨୦୦୩ରେ କେନ୍ଦ୍ର ସରକାର ରାଜ୍ୟ ପାଇଁ ସ୍ବତନ୍ତ୍ର ପୂର୍ବତଟ ରେଳ ଜୋନ ଗଠନ...

ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ସଚିବ ନିଯୁକ୍ତି

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ କାର୍ମିକ, ସାଧାରଣ ଅଭିଯୋଗ ଓ ପେନ୍‌ସନ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବୟନ...

ଦନ୍ତା ଆକ୍ରମଣରେ ମହିଳାଙ୍କ ଗୋଡ଼ ଦୁଇଖଣ୍ଡ

ସାତମାଇଲ, ୨୦।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ଡରେ ହାତୀ-ମଣିଷ ସଂଘର୍ଷରେ ଲାଗୁନାହିଁ ଅଙ୍କୁଶ। ଶୌଚ ହେବାକୁ ଯାଇଥିବାବେଳେ ହିଂସ୍ର ଦନ୍ତା କଚାଡ଼ି ଦେବାରୁ ନୂଆବଗ ପଞ୍ଚାୟତ ସରାସିଂହ ଗ୍ରାମର ଚନ୍ଦ୍ରଶେଖର ଦେହୁରୀଙ୍କ ଝିଅ ଜାହାଜ ଦେହୁରୀ (୫୧)ଙ୍କ ଡାହାଣ ଗୋଡ଼...

୨୫ କି.ମି.ରେ ୨ ଟୋଲ୍‌ ପ୍ଲାଜା

ଚଣ୍ଡିଖୋଲ,୨୦।୧୧(ଡି.ଏନ୍‌.ଏ.): ଜାତୀୟ ରାଜପଥରେ ଦୁଇଟି ଟୋଲ୍‌ ପ୍ଲାଜାର ବ୍ୟବଧାନ ୬୦ କିଲୋମିଟର ରହିବାର ନିୟମ ରହିଛି। ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ)ର ନିର୍ଦ୍ଦେଶନାମା ଅନୁଯାୟୀ ରାଜପଥ ଉପରେ ନିର୍ମାଣ କରାଯାଉଥିବା ଟୋଲ୍‌ ପ୍ଲାଜାଗୁଡ଼ିକ ଏହି ଦୂରତ୍ୱ ମାନିବାକୁ ବାଧ୍ୟ। ତେଣୁ ୧୬ନଂ....

ଉପକୂଳ ଜୈବ ବିବିଧତା ସୁରକ୍ଷାରେ ସୌମ୍ୟ

କ୍ଲାଇମେଟ୍‌ ଚେଞ୍ଜ: ଦି ପାୱାର ଅଫ୍‌ ୟୁଥ୍‌ :  ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨’।...

ସାହିତି୍ୟକ ଗଗନେନ୍ଦ୍ରନାଥ ଦାଶଙ୍କ ପରଲୋକ

ଭୁବନେଶ୍ୱର, ୨୦।୧୧ (ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ ତଥା ସମାଲୋଚକ ଗଗନେନ୍ଦ୍ରନାଥ ଦାଶ (୮୨) ଙ୍କର ଶନିବାର ଅପରାହ୍ନରେ ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ଭୁବନେଶ୍ୱରସ୍ଥିତ ତାଙ୍କ ଝିଅଙ୍କ ଘରେ ଚିକିତ୍ସିତ ହେଉଥିଲେ। ସତ୍ୟନଗର ଶ୍ମଶାନରେ ତାଙ୍କର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri