ରାଜ୍ୟ

ଇଞ୍ଜିନିୟରିଂ ନାମଲେଖା ଅବଧି ୫ ଦିନ ବଢ଼ିଲା

ଭୁବନେଶ୍ୱର, ୨୦।୧୧(ବ୍ୟୁରୋ): ଓଡ଼ିଶାର ସରକାରୀ ଓ ଘରୋଇ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ଅବଧିକୁ ୫ଦିନ ବୃଦ୍ଧି କରାଯାଇଛି। ଶନିବାର ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ...

‘ଶିଶୁଙ୍କୁ ପ୍ରକୃତି ସହ ଯୋଡ଼ିରଖିବା ଶିକ୍ଷାବ୍ୟବସ୍ଥାର ଆଭିମୁଖ୍ୟ ହେଉ’

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ପ୍ରକୃତିଠୁ ଜୀବନ ଦୂରେଇ ଯିବା ହିଁ ଅନେକ ସମସ୍ୟାର କାରଣ। ଶିଶୁମାନଙ୍କୁ ପ୍ରକୃତି ସହ ଯୋଡ଼ି ରଖିବା ଶିକ୍ଷାବ୍ୟବସ୍ଥାର ପ୍ରମୁଖ ଆଭିମୁଖ୍ୟ ହେବା ଉଚିତ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। ଶନିବାର ଖାରବେଳନଗରଠାରେ ‘ଏକାମ୍ର ବାଟିକା’...

ରାଜ୍ୟରୁ ହଟିଲା କୋଭିଡ୍‌ କଟକଣା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କୋଭିଡ୍‌ ସଂକ୍ରମଣ ହ୍ରାସ ପରେ ରାଜ୍ୟ ସରକାର ଶନିବାର ତତ୍କାଳ ପ୍ରଭାବରୁ ‘ଓଡ଼ିଶା କୋଭିଡ୍‌-୧୯ ନିୟମାବଳୀ ୨୦୨୦’କୁ ଉଚ୍ଛେଦ କରିଛନ୍ତି । ରାଜ୍ୟରେ ଆଉ କୋଭିଡ୍‌ କଟକଣା କିମ୍ବା ନିୟମାବଳୀ ମାନିବାକୁ କେହି ବାଧ୍ୟ ନୁହନ୍ତି ବୋଲି ସ୍ବାସ୍ଥ୍ୟ...

୨ ହଜାର ନୂଆ ଡାକ୍ତର ପଦବୀକୁ ମଞ୍ଜୁରୀ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟ ସରକାର ଆଉ ୨ ହଜାର ନୂଆ ଡାକ୍ତରୀ ପଦବୀ ସୃଷ୍ଟିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏଥିସହ ରାଜ୍ୟରେ ମୋଟ ମଞ୍ଜୁରୀପ୍ରାପ୍ତ ଡାକ୍ତରୀ ପଦବୀ ସଂଖ୍ୟା ୧୦୭୧୯କୁ ବୃଦ୍ଧି ପାଇଛି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଶ୍ରୀମନ୍ଦିର ଗର୍ଭଗୃହ, ମହାପ୍ରଭୁଙ୍କ ଫଟୋ ଭାଇରାଲ

ପୁରୀ ଅଫିସ,୨୦।୧୧: ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ ମିଡିଆରେ ପୁଣିଥରେ ଭାଇରାଲ ହୋଇ୍‌ଛି। କିନ୍ତୁ ଏଥର ଶ୍ରୀମନ୍ଦିର ପରିସରର କାୈଣସି ସ୍ଥାନ ନୁହେଁ। ବରଂ ଶ୍ରୀମନ୍ଦିର ଗର୍ଭଗୃହ ଓ ରତ୍ନସିଂହାସନାରୂଢ ଚତୁର୍ଦ୍ଧାବିଗ୍ରହଙ୍କ ଫଟୋ ଭାଇରାଲ ହୋଇଛି। ଯାହାକୁ ନେଇ ଜଗନ୍ନାଥ...

ଆସନ୍ତା ଶିକ୍ଷାବର୍ଷରୁ ଯୁକ୍ତ୩ ପାଠ୍ୟକ୍ରମରେ ସାମିଲ ହେବ ଏନ୍‌ସିସି

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆସନ୍ତା ୨୦୨୩-୨୪ ଶିକ୍ଷାବର୍ଷରୁ ଯୁକ୍ତ ୩ରେ ସାମିଲ ହେବ ଏନ୍‌ସିସି ପାଠ୍ୟକ୍ରମ। ଏନେଇ ଶନିବାର ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ଅଶୋକ ଦାସ ସୂଚନା ଦେଇଛନ୍ତି। ଯୁକ୍ତ ୩ ପିଲା ଏନ୍‌ସିସିକୁ ଏକ ଇଲେକ୍ଟିଭ୍‌ ଭାବେ ନେଇ ପାରିବେ।...

କରୋନା କଟକଣା ଉଠାଇଲେ ସରକାର

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟରୁ ସମସ୍ତ କରୋନା କଟକଣାକୁ ହଟାଇ ଦେଇଛନ୍ତି ସରକାର। କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ ସରକାର ଏହି କଟକଣାକୁ ଉଠାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି। ତେବେ ଆବଶ୍ୟକ ଥିଲେ ଲୋକେ ସ୍ବଇଚ୍ଛାରେ ନିୟମ ମାନିପାରିବେ ବୋଲି ସରକାର କହିଛନ୍ତି।...

ହିତାଧିକାରୀଙ୍କୁ ଶୀତକାଳୀନ ସହାୟତା ଦେବେ ସରକାର

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଭତ୍ତା ହିତାଧିକାରୀଙ୍କୁ ରାଜ୍ୟ ସରକାର ଶୀତକାଳୀନ ସହାୟତା ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି। ଏହି ବାବଦରେ ପ୍ରତ୍ୟେକ ହିତାଧିକାରୀଙ୍କୁ ଅଧିକ ୩୦୦ ଟଙ୍କା ପ୍ରଦାନ କରାଯିବ। ଡିସେମ୍ବରରେ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହି ଟଙ୍କା ଯିବ। ସାମାଜିକ...

ବିଜେଡି-ଭାଜପାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ପଦ୍ମପୁର,୧୯।୧୧(ଡି.ଏନ.ଏ.): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏନେଇ ରାଜନୀତି ସରଗରମ ରହିଛି। ୩ ପ୍ରମୁଖ ଦଳ ପକ୍ଷରୁ ପ୍ରଚାର ଜୋରଦାର ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଶନିବାର ବିଜେଡି ଏବଂ ଭାଜପା ପକ୍ଷରୁ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା...

କାର ଧକ୍କାରେ ବୋହୂ ମୃତ: ଜେଜେ, ନାତୁଣୀ ଗୁରୁତର

ଗଞ୍ଜାମ,୧୯।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ଏକ ଢାବା ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ କାର ସ୍କୁଟିକୁ ପଛପଟୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ...

ସବୁ ଜିଲାରେ ହେବ ବିକ୍ଷୋଭ

ଭୁବନେଶ୍ବର,୧୯।୧୧(ବ୍ୟୁରୋ): ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବା ପାଇଁ କେନ୍ଦ୍ରରେ ମୋଦି ସରକାର ପ୍ରତିଶ୍ରୁତିବଦ୍ଧ। କେନ୍ଦ୍ର ସରକାର ଚାଷ ଓ ଚାଷୀଙ୍କ ସମସ୍ୟା ଦୂରୀକରଣ ପାଇଁ ଗତ ୮ ବର୍ଷରେ ବିଭିନ୍ନ ପ୍ରକାର କୃଷି କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିଆସୁଛନ୍ତି। ଅନ୍ୟପକ୍ଷରେ...

ଗୁଜରାଟରେ ଭାଜପା ପାଇଁ ପ୍ରଚାର କରୁଛନ୍ତି ଓଡ଼ିଶା ଶ୍ରମମନ୍ତ୍ରୀ: କଂଗ୍ରେସ

ଭୁବନେଶ୍ବର, ୧୯।୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଫସଲବୀମା ଚାଷୀଙ୍କୁ ନ ମିଳିବା ନେଇ ବିଜେଡି ଓ ଭାଜପା ପରସ୍ପର ବିରୋଧରେ ଦୋଷ ଲଦାଲଦି ହେଉଛନ୍ତି। ହେଲେ ବାସ୍ତବ କଥା ସମ୍ପୂର୍ଣ୍ଣ ଓଲଟା। ରାଜ୍ୟରେ ୨ ଦଳ ପରସ୍ପର ବିରୋଧରେ ଲଢ଼େଇର ନାଟକ କରୁଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri