ରାଜ୍ୟ

ସୁରକ୍ଷା ଖୋଜୁଛି ଶୈଶବ

ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ରାଜ୍ୟରେ ଅସୁରକ୍ଷିତ ହୋଇପଡିଛନ୍ତି ଶିଶୁ। ଶିଶୁଙ୍କ ଅଧିକାର ଓ ସୁରକ୍ଷା ପାଇଁ ସ୍ବତନ୍ତ୍ର ବିଭାଗ ସହ ରାଜ୍ୟ ପୋଲିସର ସ୍ବତନ୍ତ୍ର ସେଲ ଓ ଆଇନ ରହିଥିଲେ ମଧ୍ୟ ବାସ୍ତବରେ ସେମାନେ ସୁରକ୍ଷିତ ନାହାନ୍ତି। ଶିଶୁ ହତ୍ୟା, ଶାରୀରିକ...

ଏବେ ବି ଖାଲିପଡ଼ିଛି ୨୦%ରୁ ଊର୍ଦ୍ଧ୍ୱ ସିଟ୍‌

ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ରାଜ୍ୟରେ ୨୦୨୨-୨୩ ଶିକ୍ଷାବର୍ଷ ଲାଗି ଗତ ସେପ୍ଟେମ୍ବର ୨୨ରୁ ଯୁକ୍ତ୨ ଏବଂ ଅକ୍ଟୋବର ୧୩ରୁ ଯୁକ୍ତ୩ ପ୍ରଥମବର୍ଷ ଛାତ୍ରୀଛାତ୍ରଙ୍କ କ୍ଲାସ୍‌ରୁମ୍‌ ପାଠପଢ଼ା ଆରମ୍ଭ ହୋଇଛି। ହେଲେ ଏଯାଏ ନାମଲେଖା ସରୁନି। ପୂର୍ବରୁ ଦୁଇଥର ନାମଲେଖା ସରିଥିଲେ ମଧ୍ୟ...

ସହରାଞ୍ଚଳ ପ୍ରଦୂଷଣ ଘାତକ

ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର/ ଅନୁଗୋଳ ଅଫିସ୍‌,୧୪।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ମାରାତ୍ମକ ସ୍ତରରେ ରହୁଛି। କେବଳ ଦିଲ୍ଲୀ ନୁହେଁ, ଦେଶର ବଡ଼ ବଡ ସହରରେ ନିଃଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ବିଶୁଦ୍ଧ ବାୟୁ ମିଳିବା କଷ୍ଟକର ହୋଇପଡ଼ିଲାଣି। ଯାନବାହନ ବୃଦ୍ଧି...

ବନ୍ଧୁକ ଦେଖାଇ ଫିଲ୍ମ ଷ୍ଟାଇଲ୍‌ରେ ଲୁଟିନେଲେ ୫ ଲକ୍ଷ ଟଙ୍କା

ନିଶ୍ଚିନ୍ତକୋଇଲି,୧୩ା୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ରାଣୀପଡ଼ାଠାରେ ଫିଲ୍ମ ଷ୍ଟାଇଲ୍‌ରେ ରବିବାର ଲୁଟ୍‌ ହୋଇଛି। କଟକ-ଚାନ୍ଦବାଲି ରାସ୍ତାରେ ସାଲେପୁରର ଏକ ଘରୋଇ ମିକ୍ସଚର କମ୍ପାନୀର ପିକ୍‌ଅପ୍‌ କେନ୍ଦ୍ରାପଡ଼ାରୁ ଫେରୁଥିବା ବେଳେ ରାସ୍ତାରେ ଏକ ବାଇକ୍‌ରେ ୩ ଜଣ ଯୁବକ ଆସି...

ଷଷ୍ଠରୁ ଅଷ୍ଟମ ପିଲା ଦେବେ ସ୍ବତନ୍ତ୍ର ପରୀକ୍ଷା

ଭୁବନେଶ୍ୱର, ୧୩।୧୧(ବ୍ୟୁରୋ): ରାଜ୍ୟର ସରକାରୀ ସ୍କୁଲରେ ଉନ୍ନତ ଶିକ୍ଷାଦାନ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। କରୋନା ସମୟରେ ଶିକ୍ଷାଦାନ ଗୁରୁତର ବାଧାପ୍ରାପ୍ତ ହୋଇଥିଲା। ଏଥିପାଇଁ ପରବର୍ତ୍ତୀ ସମୟରେ ସରକାର ଲର୍ନିଂ ରିକଭରି ପ୍ରୋଗ୍ରାମ ଆରମ୍ଭ କରିଥିଲେ।...

ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ବାପା

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ରବିବାର ଇଡିରେ ହାଜର ହୋଇଛନ୍ତି ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ବାପା। ଅର୍ଚ୍ଚନାଙ୍କ ବେନାମୀ ସମ୍ପତ୍ତି ନେଇ ଇଡି ଖୋଳତାଡ଼ ଆରମ୍ଭ କରିଛି। ଅର୍ଚ୍ଚନାଙ୍କ ବାପା ଆଜି ସକାଳେ ଇଡି ଅଫିସରେ ହାଜର ହେବା ପରେ ତାଙ୍କୁ ପଚରାଉଚରା...

ଚାଲିଛି ଜେରା, ବଢୁଛି ଛନକା

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ କଳାଧନ୍ଦାର ବିଜ୍‌ନେସ ପାର୍ଟନର ଖଗେଶ୍ୱର ପାତ୍ରଙ୍କୁ ୧୦ ଦିନିଆ ରିମାଣ୍ଡରେ ନେଇ ମାରାଥନ ଜେରା କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଆରମ୍ଭରୁ ହଡ଼ବଡ଼େଇ ଯାଉଥିବା ଖଗେଶ୍ୱର ଶନିବାର ରିମାଣ୍ଡର ଦ୍ୱିତୀୟ ଦିନରେ ଜେରାବେଳେ...

ପଦ୍ମପୁରକୁ ଜିଲା ଗଠନ ଦାବି ପ୍ରତି ଆମର ପୂର୍ଣ୍ଣ ସମର୍ଥନ ରହିଛି: ବିଜେଡି

ଭୁବନେଶ୍ୱର, ୧୩।୧୧(ବ୍ୟୁରୋ): ପଦ୍ମପୁର ଉପଖଣ୍ଡକୁ ଜିଲା ମାନ୍ୟତା ପାଇଁ ବିଜୁ ଜନତା ଦଳର ପୂର୍ଣ୍ଣ ସମର୍ଥନ ରହିଛି। ଏହି ଦାବି ପୂରଣ ପାଇଁ ଗଠିତ କ୍ରିୟାନୁଷ୍ଠାନ କମିଟି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା କରିଛିି। ମୁଖ୍ୟମନ୍ତ୍ରୀ ମଧ୍ୟ ଯୁକ୍ତିଯୁକ୍ତ...

ରାଜୁ ଘିବେଲା ବିଜେଡି ସାଧାରଣ ସମ୍ପାଦକ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରଠାରୁ ରାଜ୍ୟର ୩ ପ୍ରମୁଖ ଦଳ ନିଜର ରଣନୀତି ପ୍ରସ୍ତୁତ କରିଛନ୍ତି। ନିକଟରେ ବିଜେଡିରେ ମିଶିଥିବା ରାଜୁ ଘିବେଲାଙ୍କୁ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି।...

ରଣାଙ୍ଗନକୁ ଓହ୍ଲାଇଲେ ୨ ପୂର୍ବତନ ବିଧାୟକ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ଦୁଇ ଜଣ ପୂର୍ବତନ ବିଧାୟକ। ଏହି ଉପନିର୍ବାଚନ ପାଇଁ କଂଗ୍ରେସ ଶନିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ଉପରେ ଦଳ ଭରସା କରିଛି। ସତ୍ୟଭୂଷଣଙ୍କୁ ପ୍ରାର୍ଥୀ କରାଯିବା ନେଇ...

ଶୀତ ବଢ଼ିବ: ୧୬ ଡିଗ୍ରୀ ତଳେ ୬ ସହର

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ଆରମ୍ଭ ହୋଇଛି। ପାରଦ ତଳମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସକୁ ଖସିଛି। ୬ଟି ସହରର ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ତଳେ ରହିଛି। କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସ...

ରାଷ୍ଟ୍ରପତି ଦେଖିବାକୁ କେମିତି: ଅଖିଳ ଗିରି

କୋଲକାତା/ନୂଆଦିଲ୍ଲୀ(ପି.ଟି.)/ ଭୁବନେଶ୍ୱର(ବ୍ୟୁରୋ) ୧୩।୧୧:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇ ବିବାଦରେ ଫସିଛନ୍ତି ପଶ୍ଚିମବଙ୍ଗର ମନ୍ତ୍ରୀ ଅଖିଳ ଗିରି। ନନ୍ଦିଗ୍ରାମରେ ଶୁକ୍ରବାର ରାତିରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଏକ ସଭାକୁ ସମ୍ବୋଧନ କରି ଅଖିଳ କହିଥିଲେ, ସ୍ଥାନୀୟ ବିଧାୟକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri