ରାଜ୍ୟ

ପ୍ରକାଶ ପାଇଲା ଓଜେଏସ୍‌-୨୦୨୧ ପରୀକ୍ଷାଫଳ: ଅନୁଗୋଳର ଆଦ୍ୟାଶା ମିଶ୍ର ଟପ୍ପର

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଓଜେଏସ୍‌-୨୦୨୧ର ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ୫୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ନେଇ ଓପିଏସ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାରେ ଅନୁଗୋଳର ଆଦ୍ୟାଶା ମିଶ୍ର ଟପ୍ପର ହୋଇଥିବା ବେଳେ ଚେତନା ପଟ୍ଟନାୟକ ଦ୍ୱିତୀୟ ଓ ଏ.ଗୀତାଞ୍ଜଳି ନାଇଡୁ...

ରାଜ୍ୟରେ ନିଯୁକ୍ତି ପାଇବେ ୭,୫୪୦ ଶିକ୍ଷୟିତ୍ରୀ-ଶିକ୍ଷକ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟର ୪,୮୪୮ଟି ସରକାରୀ ହାଇସ୍କୁଲରେ ନିଯୁକ୍ତି ପାଇବେ ୭,୫୪୦ ଶିକ୍ଷୟିତ୍ରୀ ଓ ଶିକ୍ଷକ। ଏନେଇ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଓଡିଶା ଷ୍ଟାଫ ସିଲେକ୍ସନ କମିଶନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପଦବୀ...

ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପୁସ୍ତକ ଉନ୍ମୋଚନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଓଡ଼ିଆ ଭାଷାରେ ଲିଖିତ ଇଞ୍ଜିନିୟରିଂ ପାଠ୍ୟପୁସ୍ତକ, ବୈଷୟିକ ଶିକ୍ଷା ସଙ୍କଳନ ଓ ଇ-କୁମ୍ଭ ପୋର୍ଟାଲର ଲୋକାର୍ପଣ କରିଛନ୍ତି। ମାତୃଭାଷାରେ ଶିକ୍ଷା ପାଇଲେ ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି ପାଇବ ତଥା ରାଷ୍ଟ୍ରର ବିକାଶ ନିମନ୍ତେ...

ପ୍ରଦୀପ ପୁରୋହିତ ହେବେ ଭାଜପା ପ୍ରାର୍ଥୀ : ବିଧାୟିକା

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ପଦ୍ମପୁର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ପ୍ରାର୍ଥୀ ହେବେ ବରିଷ୍ଠ ନେତା ପ୍ରଦୀପ ପୁରୋହିତ। ଏନେଇ ବିଧାୟିକା କୁସୁମ ଟେଟେ ସୂଚନା ଦେଇଛନ୍ତି। ଆସନ୍ତା ୧୪ ତାରିଖରେ ସେ ନାମାଙ୍କନ ଭରିବେ। ହେଲେ ଏହାକୁ ନେଇ ଆନୁଷ୍ଠାନିକ...

ଅର୍ଚ୍ଚନା ନାଗ ମାମଲା: ଇଡିକୁ ରିପୋର୍ଟ ମାଗିଲା ଏସ୍‌ଆଇଟି

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଲେଡି ବ୍ଲାକମେକର ଅର୍ଚ୍ଚନା ନାଗଙ୍କ ପାଇଁ ଅଢୁଆ ବଢିବାରେ ଲାଗିଛି। ବେଆଇନ ଅର୍ଥ କାରବାର ମାମଲାରେ ଇଡି ତଦନ୍ତ କରୁଥିବା ବେଳେ ଏସ୍‌ଆଇଟି ମାମଲାର ରିପୋର୍ଟ ମାଗିଛି। ଆସନ୍ତା ୧୩ ତାରିଖରେ ଦିଲ୍ଲୀରେ ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ...

ନିଜ ସ୍କୁଲ୍‌ ପରିଦର୍ଶନ କରି ପୁରୁଣା ଦିନର ସ୍ମୃତିକୁ ମନେ ପକାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌ -୨ ଗାର୍ଲସ୍‌ ହାଇସ୍କୁଲ୍‌ ପରିଦର୍ଶନ କଲେ ଦ୍ରୌପଦୀ ମୁର୍ମୁ। ନିଜେ ପଢିଥିବା ସ୍କୁଲ୍‌ ପରିଦର୍ଶନ କରି ପୁରୁଣା ଦିନର ସ୍ମୃତିକୁ ମନେ ପକାଇଲେ ରାଷ୍ଟ୍ରପତି। ଏହାସହ ନିଜର ସହପାଠୀଙ୍କୁ ଭେଟିଥିଲେ। ୧୯୭୦-୭୪ ଯାଏ ଅଷ୍ଟମରୁ ଏକାଦଶ...

ଅର୍ଚ୍ଚନାଙ୍କ ବିଜ୍‌ନେସ ପାର୍ଟନ୍‌ରଙ୍କୁ ଗିରଫ କଲା ଇଡି

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ୍‌ଙ୍କ ବିଜ୍‌ନେସ ପାର୍ଟନର ଖଗେଶ୍ୱରଙ୍କୁ ଗିରଫ କରିଛି ଇଡି। ଗୁରୁବାର ଖଗେଶ୍ୱରଙ୍କ ଘର ଏବଂ କାର୍‌ ଶୋ’ ରୁମ୍‌ରେ ଇଡି ଚଢ଼ାଉ କରିଥିଲା। ତେବେ ଆଜି ତାଙ୍କୁ ଗିରଫ କରିଛି। ଅର୍ଚ୍ଚନା, ଜଗବନ୍ଧୁ ଏବଂ...

ଫସଲ ବୀମା ଯୋଜନା

ଭୁବନେଶ୍ୱର,୧୧ା୧୧(ବ୍ୟୁରେ): ପ୍ରଧାନମନ୍ତ୍ରୀ ଫସଲବୀମାକୁ ନେଇ ଭାଜପା ଓ ବିଜେଡି ପରସ୍ପର ଉପରେ ଦୋଷ ଲଦିଛନ୍ତି। ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି ନିର୍ବାଚନ ଆସିଲେ ଶାସକ ବିଜେଡିକୁ ରାଜ୍ୟବାସୀଙ୍କ ସ୍ବାର୍ଥ କଥା ମନେପଡ଼େ। ନିର୍ବାଚନ ବୈତରଣୀ...

ମାଣ୍ଡିଆରେ ମହାପ୍ରଭୁ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଛୋଟ ଚାଷୀ, ଆଦିବାସୀମାନେ ପ୍ରାୟତଃ ମାଣ୍ଡିଆ ଚାଷ କରିଥାନ୍ତି। ମାଣ୍ଡିଆର ଗୁଣବତ୍ତା ଓ ପୃଷ୍ଟିକର ହୋଇଥିବାରୁ ଦିନକୁ ଦିନ ରାଜ୍ୟ ତଥା ରାଜ୍ୟ ବାହାରେ ଏହାର ଆଦୃତ ବଢ଼ିବାରେ ଲାଗିଛି। ମାଣ୍ଡିଆର ବିଶେଷତ୍ୱକୁ ଦୃଷ୍ଟି ରଖି ପ୍ରତି...

ନାବାଳକ ହତ୍ୟା ଘଟଣା: ନ୍ୟାୟ ପାଇଁ ଥାନାରେ ଶୋଇଲେ, ରାସ୍ତାରେ ବସିଲେ

ଭୁବନେଶ୍ୱର,୧୧।୧୧ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ନାବାଳକଙ୍କ ହତ୍ୟା ଘଟଣାକୁ ୫ ମାସରୁ ଅଧିକ ଦିନ ବିତିଲାଣି, ହେଲେ ଏଯାଏ ପୋଲିସ ଚୁପ୍‌ ବସିଛି। ମୃତକଙ୍କ ପରିବାର ସଦସ୍ୟ ବାରମ୍ବାର ନ୍ୟାୟ ଆଶାରେ ଥାନାକୁ ଦୌଡ଼ି ହତାଶ ହୋଇଛନ୍ତି। ପୋଲିସ...

ଆଜିଠୁ ୩ ଦିନିଆ ଆଇସୋକନ୍‌

ଭୁବନେଶ୍ୱର,୧୧ା୧୧:ଭାରତୀୟ କର୍ଣ୍ଣ ବିଜ୍ଞାନ ସଂଘ (ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ଓଟୋଲୋଜି-ଆଇସୋକନ୍‌)ର ୩୦ତମ ଜାତୀୟ ସମ୍ମିଳନୀ ଆଇସୋକନ୍‌ ଶୁକ୍ରବାରଠାରୁ ଆରମ୍ଭ ହେବ। ଏପରିକି ଉକ୍ତ ସମ୍ମିଳନୀ ନଭେମ୍ବର ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଏହା କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ...

ସମ୍ବର୍ଦ୍ଧିତ ହେବେ ୫୦ ହଜାର ପିଲା, ୧୫୦୦ ଶିକ୍ଷକ

ଭୁବନେଶ୍ବର, ୧୧ା୧୧(ବ୍ୟୁରୋ): ବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ, ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କ ମଧ୍ୟରେ ସକାରାତ୍ମକ ପ୍ରତିଯୋଗିତା ମନୋଭାବ ଆଣିବା ପାଇଁ ଚଳିତ ଶିକ୍ଷାବର୍ଷରୁ ‘ଶିକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ପୁରସ୍କାର’ ଯୋଜନା ଆରମ୍ଭ କରାଯାଇଛି। ଏହି ଯୋଜନାରେ ବ୍ଲକ୍‌ ଓ ଜିଲାସ୍ତରୀୟ ପ୍ରତିଯୋଗିତାରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri