ରାଜ୍ୟ

ସପ୍ତାହେ ହାଲୁକା ଶୀତ

ଭୁବନେଶ୍ୱର,୯ା୧୧(ବ୍ୟୁରୋ): କାର୍ତ୍ତିକ ମାସ ଶେଷ ହେଲା। ଶୀତର ନାଁଗନ୍ଧ ନାହିଁ। ହାଲୁକା ଶୀତ ପଡ଼ିଥିଲେ ବି ପାରଦ ତଳମୁହାଁ ହେଉନାହିଁ। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହୁଥିବା ବେଳେ ଅଳ୍ପ କେତେକ ସ୍ଥାନରେ ପାରଦ...

ଆଜି ପାଣିକୋଇଲି ଟୋଲ୍‌ପ୍ଲାଜା ସ୍ଥାନାନ୍ତର

ଯାଜପୁର ଅଫିସ, ୯ା୧୧: ନ୍ୟାଶନାଲ ହାଇୱେ ଅଥରିଟି ଅଫ୍‌ ଇଣ୍ଡିଆ (ଏନଏଚ୍‌ଏଆଇ) ଅଧୀନରେ ଥିବା ଯାଜପୁର ଜିଲା ପାଣିକୋଇଲି ଟୋଲ୍‌ ପ୍ଲାଜା ଦୀର୍ଘ ୬ ବର୍ଷର ପ୍ରତୀକ୍ଷା ପରେ ଯାଜପୁର-ଭଦ୍ରକ ସୀମାନ୍ତବର୍ତ୍ତୀ ନେଉଳିଆ ଛକକୁ ବୁଧବାର ସ୍ଥାନାନ୍ତର ହେବ। ଏଥିପାଇଁ...

ବେନାମୀ ଚିଠି ଖୋଲିଲା ଗୁମର

ନୂଆପଡ଼ା ଅଫିସ,୯।୧୧: ନୂଆପଡ଼ା ସଦର ଥାନା ଟାୱାଟ ପଞ୍ଚାୟତ ରତିପାଲି ଗାଁର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀ ନିଖୋଜ ଘଟଣାର ଗୁମର ଖୋଲିଛି ବେନାମୀ ଚିଠି। ଚିଠିରେ ଲେଖାଥିବା ୫ଜଣଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଥିବା ବେଳେ...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ କିଡ୍‌ନୀ ରୋଗୀଙ୍କ ଧାରଣା

ଭୁବନେଶ୍ବର,୯ା୧୧(ବ୍ୟୁରୋ): ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କ ସରକାରୀ ବାସଭବନ ଆଗରେ କିଡ୍‌ନୀ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ମଙ୍ଗଳବାରଠାରୁ ଧାରଣା ଦେଇଛନ୍ତି। ରୋଗୀ ଚିକିତ୍ସାରେ ଅସନ୍ତୋଷ ବ୍ୟକ୍ତକରି ଏମାନେ ଧାରଣା ଦେଇଥିବା ଅଭିଯୋଗ କରିଛନ୍ତି।...

ଶ୍ରୀମନ୍ଦିର ପ୍ରଶାସନକୁ ୧୨କୋଟି ଜରିମାନା

ଖୋର୍ଦ୍ଧା ଅଫିସ,୯ା୧୧: ଖୋର୍ଦ୍ଧାରେ ବେଆଇନ ଭାବେ ପଥର ଖଣିରୁ ଲଘୁ ଖଣିଜ ଉତ୍ତୋଳନ ଚାଲିଛି। ଶ୍ରୀଜଗନ୍ନାଥଙ୍କ ଜମିରେ ଥିବା ଏକାଧିକ ପଥର ଖଣିରୁ ବେଆଇନଭାବେ ବ୍ୟାପକ ପଥର ଉତ୍ତୋଳନ କରାଯାଉଛି, ଯାହାକି ପରିବେଶ ଉପରେ ଗଭୀର ପ୍ରଭାବ ପକାଇବା ସହ...

ହେତୁବାଦୀ, ପରମ୍ପରାବାଦୀ ପିଟାପିଟି

ବ୍ରହ୍ମପୁର ଅଫିସ,୯ା୧୧: ବ୍ରହ୍ମପୁର ସହର ହନୁମାନ ବଜାର ଛକରେ ହେତୁବାଦୀ ସଂଗଠନ ପକ୍ଷରୁ ମଙ୍ଗଳବାର ଚନ୍ଦ୍ର ଗ୍ରହଣ ଯୋଗୁ ଏକ ସଭା ଓ ସାମୂହିକ ଭୋଜନ ବ୍ୟବସ୍ଥା କରାଯାଇଥିଲା। ଏହି ଖବର ପାଇ ପରମ୍ପରାବାଦୀ ତଥା ବଜରଙ୍ଗ ଦଳ ଓ...

ପଦ୍ମପୁରରେ କଂଗ୍ରେସ ଭଲ କରିବ, ଦଳୀୟ ଭୋଟ୍‌ ରହିଛି: ସୁର ରାଉତରାୟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ ପଦ୍ମପୁର ଉପ-ନିର୍ବାଚନକୁ ନେଇ ମଙ୍ଗଳବାର ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ପଦ୍ମପୁରରେ କଂଗ୍ରେସ ଭଲ ପ୍ରଦର୍ଶନ କରିବ। ସେଠାରେ କଂଗ୍ରେସର ଦଳୀୟ ଭୋଟ ରହିଛି। ଧାମନଗର ଅପେକ୍ଷା ପଦ୍ମପୁରରେ ଦଳ...

ଚନ୍ଦ୍ରଗ୍ରହଣରେ ଖାଦ୍ୟ ଖାଇବାକୁ ନେଇ ମାରପିଟ୍‌

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଚନ୍ଦ୍ରଗ୍ରହଣରେ ଖାଦ୍ୟ ଖାଇବାକୁ ନେଇ ଭୁବନେଶ୍ୱରରେ ମଙ୍ଗଳବାର ହେତୁବାଦୀ-ଈଶ୍ୱରବାଦୀ ପରସ୍ପର ମୁହାଁମୁହିଁ ହୋଇଛନ୍ତି। ଲୋହିୟା ଏକାଡେମୀରେ ହେତୁବାଦୀଙ୍କ ପକ୍ଷରୁ ଏକ ଆଲୋଚନା ଚକ୍ରର ଆୟୋଜନ କରାଯାଇଥିବା ବେଳେ ଈଶ୍ୱରବାଦୀମାନେ ସେଠାରେ ପହଞ୍ଚି ପ୍ରତିବାଦ କରିଥିଲେ। ଏପରିକି ଉଭୟଙ୍କ ମଧ୍ୟରେ...

ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡିର ରଣନୀତି : ୩ ବ୍ଲକ୍‌ ଦାୟିତ୍ୱରେ ତିନି ମନ୍ତ୍ରୀ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ ଆରମ୍ଭ କରିଛି ବିଜେଡି। ଏଥିପାଇଁ ନେତାଙ୍କୁ ପଦ୍ମପୁର ଦାୟିତ୍ୱ ଦିଆଯାଇଛି। ତେବେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ନିର୍ବାଚନମଣ୍ଡଳୀ ପରିଚାଳନା ଦାୟିତ୍ୱ ଦିଆଯାଇଛି। ସେହିପରି ତିନି ବ୍ଲକ୍‌ ଦାୟିତ୍ୱରେ ତିନି ଜଣ...

ପଦ୍ମପୁର ଉପନିର୍ବାଚନ: ଭାଜପାର ୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ଧାମନଗରଠୁ ଭାଜପା ପ୍ରସ୍ତୁତି ଆରମ୍ଭ କରିଦେଇଛି। ଧାମନଗର ଭଳି ଅଧିକ ଶକ୍ତିଶାଳୀ ହେବା ସହ ଅଧିକ ପ୍ରଚେଷ୍ଟା କରିବାକୁ ଦଳ ନିଷ୍ପତ୍ତି ନେଇଛି। ଖୁବ୍‌ଶୀଘ୍ର ଦଳର କ୍ଷତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଓ ପ୍ରଭାରୀ...

ଓଡ଼ିଶା ଆସିବେ ରାଷ୍ଟ୍ରପତି : ବିମାନବନ୍ଦରରୁ ରାଜଭବନ ଯାଏ ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବିମାନବନ୍ଦରଠାରୁ ରାଜଭବନ ଯାଏ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ। ଏଥିପାଇଁ ୫୫ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବା...

ଆଜି ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri