ରାଜ୍ୟ

‘ମୋତେ ପଢ଼ିବାକୁ ଦିଆଯାଉ’

ଭୁବନେଶ୍ୱର, ୮।୧୧(ବ୍ୟୁରୋ):‘ମୋତେ କଲେଜରେ ରହି ପଢ଼ିବାକୁ ଦିଆଯାଉ। ନ୍ୟାୟ ମିଳୁ। ନଚେତ ମୋତେ ଆତ୍ମହତ୍ୟା କରିବାକୁ ଅନୁମତି ଦିଆଯାଉ।’ ରାଗିଂ ଅଭିଯୋଗ ଆଣିଥିବା ନିମାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଦ୍ୱିତୀୟ ବର୍ଷ ଛାତ୍ରୀ ରୋଜାଲିନ ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି...

ଫେରିବ ‘ରାହାଗିରି’: ଶୀତୁଆ ସକାଳରେ ଝୁମିବେ ରାଜଧାନୀବାସୀ

ଭୁବନେଶ୍ୱର, ୮।୧୧ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରକୁ ଫେରିବ ‘ରାହାଗିରି’ ଓ ‘ସିଟି ଫେଷ୍ଟ’ ଭଳି ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ। ଶୀତୁଆ ସକାଳରେ ରାଜଧାନୀବାସୀ ପୁଣିଥରେ ରାହାଗିରିର ମଜା ଉଠାଇବେ। ନାଚ, ଗୀତରେ ଝୁମିବେ, ମତୁଆଲା ହେବେ। ତା’ ସାଙ୍ଗକୁ ସାଇକେଲ ଚାଳନା,...

ଓଡ଼ିଶାର ପରିବର୍ତ୍ତନକୁ ବିଶ୍ୱରେ ପ୍ରଶଂସା କରାଯାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୧୧(ବ୍ୟୁରୋ):ଆଜିର ବିକାଶ ପଥରେ ଓଡ଼ିଶା ବଡ଼ ଅଗ୍ରଗତି କରିଛି। ଓଡ଼ିଶାର ପରିବର୍ତ୍ତନକୁ ଦେଶ ତଥା ସାରା ବିଶ୍ୱରେ ପ୍ରଶଂସା କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସୋମବାର ଆୟୋଜିତ ଦୈନିକ ଖବରକାଗଜ ‘ପ୍ରଗତିବାଦୀ’ର ସୁବର୍ଣ୍ଣ ଜୟନ୍ତୀ ତଥା ପ୍ରତିଷ୍ଠାତା...

‘ତଦନ୍ତ କମିଶନ ସତ୍ତ୍ୱେ ପଦୋନ୍ନତି କେମିତି’

ଭୁବନେଶ୍ବର,୮ା୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛତା ଓ ସାଧୁତାର ଆହ୍ବାନକୁ ଗୃହ ବିଭାଗର ଉଚ୍ଚପଦସ୍ଥ ଅଫିସର ବେଖାତିର କରୁଛନ୍ତି। ଏ ବାବଦରେ ସରକାରଙ୍କ ପାଖରେ ତଥ୍ୟ ରହିଛି ନା ଜାଣିଶୁଣି ସରକାର ଏହାକୁ ଏଡ଼େଇ ଯାଉଛନ୍ତି ବୋଲି ଛାତ୍ର କଂଗ୍ରେସ ରାଷ୍ଟ୍ରୀୟ...

ମୁଖ୍ୟମନ୍ତ୍ରୀ କହିଥିଲେ, ଏବେ ଧାମନଗର ଦାୟିତ୍ୱ ନିଅନ୍ତୁ: ସୂର୍ଯ୍ୟବଂଶୀ

ଭଦ୍ରକ ଅଫିସ/ଧାମନଗର,୮।୧୧(ସ୍ବ.ପ୍ର./ଡି.ଏନ୍‌.ଏ.):ଉପନିର୍ବାଚନ ପାଇଁ ଭର୍ଚ୍ଚୁଆଲ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧାମନଗର ଦାୟିତ୍ୱ ନେବେ ବୋଲି କହିଥିଲେ। ସେ ତାଙ୍କ ପ୍ରତିଶ୍ରୁତି ରକ୍ଷା କରି ଧାମନଗର ଦାୟିତ୍ୱ ନିଅନ୍ତୁ। ତାଙ୍କ ଦଳର ପ୍ରାର୍ଥୀ ହାରିଯାଇଥିଲେ ବି ଧାମନଗର ତାଙ୍କର,...

ଓଡ଼ିଶାର ୩ଜଣଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ପୁରସ୍କାର

ଭୁବନେଶ୍ୱର, ୮।୧୧(ବ୍ୟୁରୋ):ନର୍ସିଂ ସେବା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ଲାଗି ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୧ ପାଇଁ ସୋମବାର ‘ଜାତୀୟ ଫ୍ଲୋରେନ୍ସ ନାଇଟଙ୍ଗେଲ ପୁରସ୍କାର’ ଦିଆଯାଇଛି। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ...

ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୮ା୧୧(ବ୍ୟୁରେ):ରାଜ୍ୟ ସରକାର ସୋମବାର ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ୮ ଜଣ ଅଫିସରଙ୍କୁ ଅଦଳବଦଳ କରାଯାଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମନୋଜ କୁମାର ପାଢ଼ୀଙ୍କୁ ଏସ୍‌ସି/ଏସ୍‌ଟି...

ପ୍ରଲୋଭନ କାମ ଦେଲାନି

ଭୁବନେଶ୍ବର,୮ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନ ଫଳାଫଳ ରାଜ୍ୟରେ ଏକ ନୂତନ ବାତାବରଣ ସୃଷ୍ଟି କରିଛି। ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ୯୮୮୧ ଖଣ୍ଡ ଭୋଟ୍‌ରେ ହାରିବା ପରେ ଆଶ୍ଚର୍ଯ୍ୟଜନକ ଭାବେ ସେହି ପରାଜୟ ଶାସକ ଦଳ ଭିତରେ ଚାପା ଉଲ୍ଲାସ ସୃଷ୍ଟି କରିଛି।...

ଅନ୍ତହୀନ ସୀମାନ୍ତ ଦୁଃଖ

ବାରିପଦା ଅଫିସ,୮ା୧୧:ସୀମାନ୍ତ ଲୋକଙ୍କୁ ରାଜ୍ୟର ବିକାଶ ପଥରେ ସାମିଲ କରିବାକୁ ବିଭିନ୍ନ ଯୋଜନା କରାଯାଉଥିବା ସରକାର କହୁଛନ୍ତି। ହେଲେ ବାସ୍ତବରେ ଚିତ୍ର କିନ୍ତୁ ଭିନ୍ନ। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ଗ୍ରାମପୁଞ୍ଜ ହେଉ ବା ମୟୂରଭଞ୍ଜ ଜିଲା ଝାଡ଼ଖଣ୍ଡ...

କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ: ଜାଣନ୍ତୁ ସମସ୍ତ ସୂଚନା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ଲାଗିବ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ । ଏହା ଚଳିତ ବର୍ଷର ଅନ୍ତିମ ଚନ୍ଦ୍ର ଗ୍ରହଣ । ମଙ୍ଗଳବାର ଅପରାହ୍ନ ୨ଟା ୩୮ ମିନିଟ ୧୪ ସେକେଣ୍ଡରେ ଗ୍ରହଣ ସ୍ପର୍ଶ କରିବ । ସା ୬ଟା...

ଚନ୍ଦ୍ରଗ୍ରହଣ ଲାଗି ପ୍ଲାନେଟାରିୟମ୍‌ରେ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ ନଭେମ୍ବର ୮ ତାରିଖରେ ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବାକୁ ଯାଉଛି । ଭୁବନେଶ୍ୱରବାସୀ ଏହି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ମାତ୍ର ୬ ମିନିଟ (ସନ୍ଧ୍ୟା ୫ଟା ୫ରୁ ୫ଟା ୧୧)ଯାଏ ଦେଖିପାରିବେ । ପରେ ସନ୍ଧ୍ୟା...

ବ୍ୟାଙ୍କ ସମ୍ମୁଖରୁ ୫ ଲକ୍ଷ ନେଇଯିବାକୁ ବସିଥିଲେ …

ବଲାଙ୍ଗୀର ଅଫିସ,୭।୧୧: ବଲାଙ୍ଗୀର ଜିଲା ପାଟଣାଗଡ଼ ସହର ରାମଜୀ ଛକ ବ୍ୟାଙ୍କ ସମ୍ମୁଖରୁ ସୋମବାର ଲୁଟ୍‌ ହୋଇଛି। ଜଣେ ବ୍ୟକ୍ତିଙ୍କ ଠାରୁ ୫ ଲକ୍ଷ ଟଙ୍କା ଲୁଟିନେଇ ୨ ଦୁର୍ବୃତ୍ତ ଫେରାର ହୋଇଯାଉଥିବା ବେଳେ ଉଭୟଙ୍କୁ ବଲାଙ୍ଗୀର ସଦର ଥାନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri