ରାଜ୍ୟ

ବିରୋଧୀ ଦଳରେ ଯେଉଁ ମଜା ଶାସକ ଦଳରେ ନାହିଁ

ଜଗତ୍‌ସିଂହପୁର, ୧୭ା୧୦(ପ୍ରମୋଦ କୁମାର ନାୟକ): ବିରୋଧୀ ଦଳରେ ରହିଲେ ଯେଉଁ ମଜା ଅଛି, ତାହା ଶାସକ ଦଳରେ ନାହିଁ। ଦୀର୍ଘ ୧୦ ବର୍ଷ ଭିତରେ ମୁଁ ନେଇଛି ସେ ମଜା। ଆପଣମାନେ କେବେ ଫିଲ୍‌ କରନ୍ତୁ ନାହିଁ କି, ଆମ...

୩ କଂଗ୍ରେସ ନେତାଙ୍କ ନାଁରେ ମାମଲା

ଭୁବନେଶ୍ୱର,୧୭ା୧୦ (ସତ୍ୟଜିତ୍‌ ରାଉତ): ୨୦୨୪ ନିର୍ବାଚନ ବେଳେ ପ୍ରଚାର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସକୁ ଏଲ୍‌ଇଡି ଟିଭି ଓ ଗାଡ଼ି ଯୋଗାଇ ଜଣେ ବ୍ୟବସାୟୀ ୧.୪୨ କୋଟି ଟଙ୍କା ଠକେଇର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱର ଜେଏମ୍‌ଏଫ୍‌ସି-୫ଙ୍କ ନିର୍ଦ୍ଦେଶକ୍ରମେ...

ଜନ ଔଷଧୀ ନାମରେ ନକଲି ଔଷଧ ବିକ୍ରି ନିଷେଧ

ଭୁବନେଶ୍ୱର,୧୭ା୧୦ (ଅନୁରାଧା ମହାରଣା): ମଧ୍ୟପ୍ରଦେଶର ଭୋପାଳରେ ଜନ ଔଷଧୀ ସଂଘ ନାମରେ କାର୍ଯ୍ୟ କରୁଥିବା ଏକ ସଂସ୍ଥା କେନ୍ଦ୍ର ଫାର୍ମାସ୍ୟୁଟିକାଲ୍ସ ବିଭାଗ ଅଧୀନ ଫାର୍ମାସ୍ୟୁଟିକାଲ୍ସ ଆଣ୍ଡ ମେଡିକାଲ ଡିଭାଇସେସ୍‌ ବ୍ୟୁରୋ ଅଫ୍‌ ଇଣ୍ଡିଆ(ପିଏମ୍‌ବିଆଇ) ଟ୍ରେଡ୍‌ ମାର୍କ ବ୍ୟବହାରକରି ନକଲି ଔଷଧ...

ଦିଲ୍ଲୀ ବଳାତ୍କାର ଘଟଣାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୧୦(ସୁନୀତ କୁମାର ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ନୂଆଦିଲ୍ଲୀ ଗସ୍ତ ସମୟରେ ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ଓ ସୁସ୍ଥତା, ଦିଲ୍ଲୀ ପୋଲିସ ଦ୍ୱାରା...

ଆଜି ହରିୟାଣା ସରକାରଙ୍କ ଶପଥ ଗ୍ରହଣରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୧୦(ସୁନିତ୍‌ ମିଶ୍ର): ହରିୟାଣାରେ ଭାଜପା ନେତୃତ୍ୱାଧୀନ ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହେବେ। ଏନେଇ ମୁଖ୍ୟମନ୍ତ୍ରୀ ବୁଧବାର ୪ ଦିନିଆ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ହରିୟାଣା...

୧୮ରୁ ୨ ଦ୍ୱାରରେ ଶ୍ରୀମନ୍ଦିର ପ୍ରବେଶ

ପୁରୀ,୧୭ା୧୦( ଅଜିତ୍‌ କୁମାର ମହାନ୍ତି): କାର୍ତ୍ତିକ ମାସକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଛି ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତା ୧୮ ତାରିଖରୁ ଦୁଇଟି ଦ୍ୱାର ଅର୍ଥାତ୍‌ ସିଂହଦ୍ୱାର ଓ ପଶ୍ଚିମଦ୍ବାର ଦେଇ ଭକ୍ତମାନେ ପ୍ରବେଶ କରିପାରିବେ। ସେହିଭଳି...

୨୨ରେ ଲଘୁଚାପ ସମ୍ଭାବନା: ଆସୁଛି ବଡ଼ ବର୍ଷା

ଭୁବନେଶ୍ୱର,୧୭ା୧୦ (ଅନିଲ ଦାସ): ଆସୁଛି ଆଉ ଏକ ବଡ଼ ବର୍ଷା। ଉପକୂଳରୁ ଆଭ୍ୟନ୍ତରୀଣ ସବୁଠି ବର୍ଷିବ। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତା ୨୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବ। ୨୨...

ବିଳମ୍ବରେ ପହଞ୍ଚତ୍ବାରୁ ପୋଲିସକୁ ମାଡ଼

ସୋନପୁର/ବିନିକା,୧୭।୧୦(ମୃତ୍ୟୁଞ୍ଜୟ ଶତପଥୀ/ ରାମଗୋପାଳ ବାଘ): ଚୋରି ଅଭିଯୋଗରେ ୩ ନାବାଳକଙ୍କୁ ଗ୍ରାମବାସୀ ମଙ୍ଗଳବାର ରାତି ସାରା କ୍ଲବ୍‌ ଘରେ ରଖିଲେ। ସୂଚନା ପାଇ ବୁଧବାର ପୋଲିସ ଅଭିଯୁକ୍ତମାନଙ୍କୁ ନିଜ ହେପାଜତକୁ ଆଣିବା ସମୟରେ ତୁମୁଳକାଣ୍ଡ ଘଟିଛି। ବିଳମ୍ବରେ ପୋଲିସ ପହଞ୍ଚତ୍ବାରୁ...

ଭୁବନେଶ୍ୱରରେ ଅନ୍ତର୍ଜାତୀୟ ଫେକ୍‌ କଲ୍‌ ସେଣ୍ଟର

ଭୁବନେଶ୍ୱର,୧୭ା୧୦(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରରେ ଚାଲିଥିଲା ବଙ୍ଗୀୟ ସାଇବର ଠକଙ୍କ ଅନ୍ତର୍ଜାତୀୟ କଲ୍‌ ସେଣ୍ଟର। ଓଡ଼ିଶାରେ ବସି ବୈଷୟିକ ଉପକରଣ ଜରିଆରେ ଦେଶ ବିଦେଶର ଲୋକଙ୍କୁ ଫସାଇ ଟଙ୍କା ଠକୁଥିଲେ। ଏହା ଜଣାପଡ଼ିବା ପରେ କମିଶନରେଟ୍‌ ପୋଲିସ ବୁଧବାର ଏୟାରଫିଲ୍ଡ ଥାନା...

ବଳଦ ଖୋଜିବାକୁ ଯାଇଥିଲେ, ଟାଣିନେଲା କୁମ୍ଭୀର, ଚିତ୍କାର ଶୁଣି…

ମହାକାଳପଡ଼ା,୧୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଳଦ ଖୋଜିବା ହେଲା କାଳ। ନଦୀକୂଳରେ ଛକି ରହିଥିଲା ବଉଳା କୁମ୍ଭୀର। ନାଳି ପାର୍ଶ୍ୱରେ ବଳଦ ଖୋଜିବାକୁ ଯାଇଥିବା ଶଙ୍କର ସାମନ୍ତ(୫୦)ଙ୍କୁ କୁମ୍ଭୀର ଟାଣିଟାଣି ନେଇଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା...

ପୁଣି ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ ହୃଷୀକେଶ ଭୋଇ, ଲାଞ୍ଚ ନେଇ…

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ଆଉମାତ୍ର ଅଢ଼େଇ ମାସ ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଏହି ମହୋତ୍ସବ ଆରମ୍ଭ ହେବ। ତେବେ ଧନୁଯାତ୍ରା ମହୋତ୍ସବର ଅବ୍ୟବହିତ ପୂର୍ବରୁ କଂସ ଅଭିନେତା ହୃଷୀକେଶ ଭୋଇ...

ବିଭିନ୍ନ ଜିଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି, ଜାଣନ୍ତୁ କେଉଁଠି କାହାର…

ଭୁବନେଶ୍ୱର, ୧୬ା୧୦: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ନିଷ୍ପତି ନିଆଯାଇଛି। ବରପୁତ୍ରମାନଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri