ରାଜ୍ୟ

ବାଜି ମାରିଲେ ସୂର୍ଯ୍ୟବଂଶୀ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ଅବନ୍ତୀ ଦାସଙ୍କୁ ୯,୮୦୨ଖଣ୍ଡ ଭୋଟରେ ହରାଇ ବିଜୟ ମୁକୁଟ ପିନ୍ଧିଛନ୍ତି। ମୋଟ୍‌ ୧୯ ରାଉଣ୍ଡ ତଥା ଅନ୍ତିମ...

ଧାମନଗର ଉପନିର୍ବାଚନ: ୧୬ ରାଉଣ୍ଡରେ ବି ସୂର୍ଯ୍ୟବଂଶୀ ଆଗୁଆ

ଭଦ୍ରକ ଅଫିସ,୬ା୧୧: ଧାମନଗର ବିଧାନସଭା ଉପନିର୍ବାଚନର ଭୋଟ ଗଣତି ୧୬ ରାଉଣ୍ଡରେ ବି ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ଆଗରେ ଅଛନ୍ତି। ଏହି ରାଉଣ୍ଡ ସୁଦ୍ଧା ସୂରଜ ସୂର୍ଯ୍ୟବଂଶୀ ୭୦,୯୪୬ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ...

ନବମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପା ଆଗୁଆ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହୋଇଯାଇଛି। ତେବେ ଗୋଟିଏ ପରେ ଗୋଟିଏ ରାଉଣ୍ଡରେ ଭାଜପା ଆଗରେ ରହୁଛି । ନବମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପା ୫୨୬୫ ଖଣ୍ଡ ଭୋଟରେ...

ଗୋଟିଏ ପରେ ଗୋଟିଏ ରାଉଣ୍ଡରେ ଭାଜପା ଆଗରେ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହୋଇଯାଇଛି। ତେବେ ଗୋଟିଏ ପରେ ଗୋଟିଏ ରାଉଣ୍ଡରେ ଭାଜପା ଆଗରେ ରହୁଛି । ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପା ୩୨୬୧ ଖଣ୍ଡ ଭୋଟରେ...

ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବି ଭାଜପା ଆଗୁଆ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ନଜରରେ ଧାମନଗର ଉପ-ନିର୍ବାଚନ ଫଳାଫଳ ରହିଥିବା ବେଳେ ପ୍ରଥମ ରାଉଣ୍ଡ ଓ ୨ୟ ରାଉଣ୍ଡରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି। ତେବେ ତୃତୀୟ ରାଉଣ୍ଡରେ ବି ଭାଜପା ଆଗରେ ରହିଛି। ତୃତୀୟ ରାଉଣ୍ଡ ଗଣତି...

ଆଜି ରାଜ୍ୟରେ ୬ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟରେ ରବିବାର ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କେହି ପିଲା ନାହାନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା...

ପ୍ରାରମ୍ଭିକ ପର୍ଯ୍ୟାୟରେ ଭାଜପା ଆଗୁଆ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଆଜି ଆସିବ ନିର୍ବାଚନ ଫଳାଫଳ। କିଏ ମାରିବ ବାଜି! ଏ ନେଇ ସବୁଠି ଚର୍ଚ୍ଚା। ଓଡ଼ିଶାବାସୀଙ୍କ ନଜରରେ ରହିଛି ଧାମନଗର ନିର୍ବାଚନ ଫଳାଫଳ। କାହା ଅଙ୍କକଷା କେତେ କାମ କରିବ? ୩ ପ୍ରମୁଖ ଦଳ ମଧ୍ୟରେ ଅଛନ୍ତି ସ୍ବାଧୀନ...

ସ୍ମାର୍ଟସିଟି ରାସ୍ତା ପାଲଟିଛି ଗୋରୁ ଗୋଠ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଏକ ମଡେଲ ସିଟିରେ ପରିଣତ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବିଭିନ୍ନ ଯୋଜନା ଆରମ୍ଭ କରାଯାଉଛି। ତେବେ ଅଧିକାଂଶ ଯୋଜନା କାର୍ଯ୍ୟକାରୀ ହେବାର କେଇଟା ଦିନରେ ବାଟବଣା ହୋଇଯାଉଛି। ସହର ରାସ୍ତାକୁ ବୁଲା...

ବିଳମ୍ବିତ ରାତି ଯାଏ ଚାଲିଥିଲା ରେଭ୍‌ ପାର୍ଟି

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅନ୍ତର୍ଗତ ପାଣିଓରା ଛତାବରସ୍ଥିତ ହାପି ମୋମେଣ୍ଟ୍‌ସ ରିସର୍ଟରେ ବେଆଇନ ଭାବେ ବିଳମ୍ବିତ ରାତିଯାଏ ଚାଲିଥିଲା ରେଭ୍‌ ପାର୍ଟି। ଜମିଥିଲା ବିଦେଶୀ ମଦର ଆସର। ରଙ୍ଗିନ ଆଲୁଅରେ ଡିଜେ ମ୍ୟୁଜିକ୍‌ର ତାଳେ ତାଳେ ନିଶାରେ...

ପଦ୍ମପୁର ଉପନିର୍ବାଚନ: ପ୍ରାର୍ଥିତ୍ୱକୁ ନେଇ ବଢ଼ିଲା ଉତ୍କଣ୍ଠା

ବରଗଡ଼ ଅଫିସ୍‌.୬।୧୧: ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ଆସନ୍ତା ଡିସେମ୍ବର ୫ତାରିଖରେ ଉପନିର୍ବାଚନ ହେବ। ଏଥିପାଇଁ ନଭେମ୍ବର ୧୦ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏହା ଘୋଷଣା ହେବା ପରେ କେବଳ ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଉଷ୍ମତା ବୃଦ୍ଧି...

ଷଷ୍ଠରୁ ଅଷ୍ଟମ ଏକକ ପ୍ରଶ୍ନପତ୍ର

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ସମସ୍ତ ସରକାରୀ ସ୍କୁଲରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏକକ ପରୀକ୍ଷା ଓ ଏକକ ପ୍ରଶ୍ନପତ୍ର ବ୍ୟବସ୍ଥା ଲାଗୁ ହେବ। ଏହି ପ୍ରଶ୍ନପତ୍ର ପ୍ରସ୍ତୁତ କରିବ ଏସ୍‌ସିଇଆର୍‌ଟି। ସେହିଭଳି ଅନ୍ୟ ସ୍କୁଲ ଶିକ୍ଷକଙ୍କ ଦ୍ୱାରା ଖାତା...

ଆରମ୍ଭ ହେଲା ଭୋଟ ଗଣତି: କିଏ ମାରିବ ବାଜି

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହୋଇଯାଇଛି। ପ୍ରଥମେ ପୋଷ୍ଟାଲ ବାଲଟ ଗଣନା ଆରମ୍ଭ ହୋଇଛି। ପରେ ଇଭିଏମ ଭୋଟଗଣନା କରାଯିବ ବୋଲ ଶନିବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri