ରାଜ୍ୟ

ଷଷ୍ଠରୁ ଅଷ୍ଟମ ଏକକ ପ୍ରଶ୍ନପତ୍ର

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ସମସ୍ତ ସରକାରୀ ସ୍କୁଲରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏକକ ପରୀକ୍ଷା ଓ ଏକକ ପ୍ରଶ୍ନପତ୍ର ବ୍ୟବସ୍ଥା ଲାଗୁ ହେବ। ଏହି ପ୍ରଶ୍ନପତ୍ର ପ୍ରସ୍ତୁତ କରିବ ଏସ୍‌ସିଇଆର୍‌ଟି। ସେହିଭଳି ଅନ୍ୟ ସ୍କୁଲ ଶିକ୍ଷକଙ୍କ ଦ୍ୱାରା ଖାତା...

ଆରମ୍ଭ ହେଲା ଭୋଟ ଗଣତି: କିଏ ମାରିବ ବାଜି

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହୋଇଯାଇଛି। ପ୍ରଥମେ ପୋଷ୍ଟାଲ ବାଲଟ ଗଣନା ଆରମ୍ଭ ହୋଇଛି। ପରେ ଇଭିଏମ ଭୋଟଗଣନା କରାଯିବ ବୋଲ ଶନିବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର...

ଖୋଜିଲେ ବାବୁଆଣୀ ମିଳୁନାହାନ୍ତି

ଭୁବନେଶ୍ବର,୬।୧୧(ବ୍ୟୁରୋ): ସରକାରୀ ଅଧିକାରୀମାନଙ୍କ ଉତ୍ତରଦାୟିତ୍ୱ ହେଉଛି ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକର ଠିକ୍‌ କାର୍ଯ୍ୟାନ୍ବୟନ କରିବା ଦିଗରେ ଉଚିତ ପଦକ୍ଷେପ ନେବା। ଏହାସହ ରାଜ୍ୟର ସମସ୍ତ ହିତାଧିକାରୀଙ୍କୁ ନ୍ୟାୟ ଦେବା ଲାଗି ସରକାରୀ ଅଧିକାରୀମାନେ ହେଉଛନ୍ତି ଉପଯୁକ୍ତ ବ୍ୟକ୍ତି। ଏଥିପାଇଁ ରାଜ୍ୟ...

ଆଜି ଆସିବ ଧାମନଗର ଭୋଟ ଫଳାଫଳ

ଭୁବନେଶ୍ୱର, ୬।୧୧(ବ୍ୟୁରୋ)/ଭଦ୍ରକ ଅଫିସ୍‌: ଧାମନଗର ବିଧାନସଭା ଉପନିର୍ବାଚନ ଭୋଟଗଣତି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହେବ। ପ୍ରଥମେ ପୋଷ୍ଟାଲ ବାଲଟ୍‌ ଗଣନା କରାଯିବ। ସକାଳ ୮ଟା...

କାର୍‌ ଚକା ଫାଟିଯିବାରୁ ବାଇକ୍‌ ସହ ମୁହାଁମୁହିଁ ଧକ୍କା: ଶାଶୁଙ୍କ ଜୀବନ ଗଲା, ଜ୍ୱାଇଁ ଗୁରୁତର

ଦିଗପହଣ୍ଡି,୫ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଡେଙ୍ଗାଓସ୍ତା ବଜାର ନିକଟରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଦ୍ରୁତ ଗତିରେ ଆସୁଥିବା ବେଳେ ଡେଙ୍ଗାଓସ୍ତା ବଜାର ନିକଟରେ କାର୍‌ ଆଗଚକା ଫାଟିଯିବାରୁ ଭାରସାମ୍ୟ ହରାଇ ବିପରୀତ...

ମୁଖ୍ୟ ସ୍ରୋତକୁ ଫେରିଲେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ: ପୋଡ଼ିଲେ ଡ୍ରେସ୍‌

ଚିତ୍ରକୋଣ୍ଡା,୫।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଲାଉଗୁଡ଼ାଠାରେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ ଶନିବାର ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି। ଏପରି କି ଅଗଷ୍ଟ ୨୨ରେ ଗୁରୁପ୍ରିୟାଠାରେ ୧୮୦ ଶିମିଳିଆ ଏବଂ ୫୦୦ରୁ ଊର୍ଦ୍ଧ୍ୱ...

ରାତି ପାହିଲେ ଆସିବ ନିର୍ବାଚନ ଫଳ: କିଏ ମାରିବ ବାଜି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାତି ପାହିଲେ ଆସିବ ନିର୍ବାଚନ ଫଳାଫଳ। କିଏ ମାରିବ ବାଜି! ଏ ନେଇ ସବୁଠି ଚର୍ଚ୍ଚା। ଓଡ଼ିଶାବାସୀଙ୍କ ନଜରରେ ରହିଛି ଧାମନଗର ନିର୍ବାଚନ ଫଳାଫଳ। କାହା ଅଙ୍କକଷା କେତେ କାମ କରିବ? ୩ ପ୍ରମୁଖ ଦଳ ମଧ୍ୟରେ ଅଛନ୍ତି...

ବାଘଛାଲ ଜବତ: ଜଣେ ଗିଣଫ

  ଭୁବନେଶ୍ୱର,୫।୧୧(ବ୍ୟୁରୋ): ଏସ୍‌ଟିଏଫ୍‌ ପଞ୍ଝାରେ ବାଘଛାଲ ବେପାରୀ ଧରାପଡ଼ିଛନ୍ତି। ଏହା ସହ ଜଣଙ୍କୁ ଗିରଫ କରାଯାଇଛି। ତାଙ୍କ ନାଁ ଭାଗବତ ବୋଲି ଜଣାପଡ଼ିଛି। ତାଙ୍କ ନିକଟରୁ ଦୁଇଟି କଲରାପତରିଆ ବାଘଛାଲ ଜବତ କରାଯାଇଛି। ଭାଗବତ ନୟାଗଡ଼ ଓ କନ୍ଧମାଳ ଜଙ୍ଗଲରୁ...

ଧାମନଗର ଉପନିର୍ବାଚନ ପରବର୍ତ୍ତୀ ହିଂସା: ଦୋକାନୀଙ୍କୁ ସଂଘବଦ୍ଧ ଆକ୍ରମଣ

ଭଦ୍ରକ ଅଫିସ,୫।୧୧: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ସରିବା ପରେ ଶୁକ୍ରବାର ସନ୍ଧ୍ୟାରେ ତିହିଡି ଥାନା ତଳଗୋପବିନ୍ଧା ପଞ୍ଚାୟତ ପାଇକ ସାହିରେ ନିର୍ବାଚନ ପରବର୍ତ୍ତୀ ହିଂସା ଘଟିଛି । ଉକ୍ତ ଗ୍ରାମର ଶଶୀକାନ୍ତ ଜେନାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ତିହିଡି...

ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ

ଭୁବନେଶ୍ୱର,୫।୧୧: ପଦ୍ମପୁର ଉପ-ନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି। ଡିସେମ୍ବର ୫ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ମୁଖ୍ୟ ନିର୍ବାଚନ କମିଶନ ତାରିଖ ଘୋଷଣା କରି ସୂଚନା ଦେଇଛନ୍ତି । ନଭେମ୍ବର ୧୦ରେ ଏ ନେଇ...

ଆଜି ରାଜ୍ୟରେ ୨୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯ ଲୋକାଲ କେସ୍‌ ଥିବା ରାଜ୍ୟ...

୬ ଟଙ୍କାର କ୍ୟାରିବ୍ୟାଗ୍‌ ପାଇଁ ୨୫ ହଜାର ତଣ୍ଡ

କଟକ ଅଫିସ,୫ା୧୧: ୬ ଟଙ୍କାର କ୍ୟାରିବ୍ୟାଗ୍‌ ପାଇଁ କଟକ ବକ୍ସିବଜାରସ୍ଥିତ ବଜାର କୋଲକାତା ଶପିଂ ମଲ ତଣ୍ଡ ଗଣିବ। ଉକ୍ତ ଶପିଂ ମଲ୍‌କୁ ଜିଲା ଖାଉଟି ଅଦାଲତ ଏଭଳି ଦଣ୍ଡିତ କରିଛନ୍ତି। ଜଣେ ଗ୍ରାହକଙ୍କୁ ନ ଜଣାଇ କ୍ୟାରି ବ୍ୟାଗ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri